ଅଓ୍ବନ୍ତୀପୁରାରେ ଏନ୍କାଉଣ୍ଟର: ଜଣେ ଆତଙ୍କବାଦୀ ନିହତ
ଶ୍ରୀନଗର,୮।୧୦: ଜମ୍ମୁ-କଶ୍ମୀର ଅଓ୍ବନ୍ତୀପୁରାରେ ମିଳିତ ସୁରକ୍ଷାକର୍ମୀଙ୍କ ଏନ୍କାଉଣ୍ଟରରେ ଜଣେ ଆତଙ୍କବାଦୀ ନିହତ ହୋଇଛନ୍ତି। ଏନେଇ ଜମ୍ମୁ-କଶ୍ମୀର ପୋଲିସ ପକ୍ଷରୁ ମଙ୍ଗଳବାର ସୂଚନା ଦିଆଯାଇଛି। ଅଓ୍ବନ୍ତୀପୁରା ସହର ବାହାରେ ଆତଙ୍କବାଦୀ ଲୁଚି ଥିବା ଖବର ପାଇ ମିଳିତ ସୁରକ୍ଷାକର୍ମୀଙ୍କ ପକ୍ଷରୁ ସର୍ଚ୍ଚ...
ପାକିସ୍ତାନକୁ ଚେତାବନୀ: ପୁଲଓ୍ବାମା ଭଳି ଘଟଣା ଘଟାଇବା ପୂର୍ବରୁ ବାଲାକୋଟ ଷ୍ଟ୍ରାଇକ୍ ସମ୍ପର୍କରେ ଚିନ୍ତା କରିବା ଆବଶ୍ୟକ
ନୂଆଦିଲ୍ଲୀ,୮।୧୦: ଦେଶରେ ଦଶହରା ଆଡମ୍ବରରେ ପାଳିତ ହେଉଥିବାବେଳେ ମଙ୍ଗଳବାର ବାୟୁସେନାର ୮୭ତମ ପ୍ରତିଷ୍ଠା ଦିବସ ମଧ୍ୟ ପାଳିତ ହେଉଛି। ଏହି ଅବସରରେ ବାୟୁସେନା ମୁଖ୍ୟ ଏୟାର ଚିଫ୍ ମାର୍ଶାଲ ରାକେଶ କୁମାର ସିଂ ଭଦୌରିୟା ପାକିସ୍ତାନକୁ ଚେତାବନୀ ଦେଇଛନ୍ତି। ସେ...
ବାୟୁସେନା ଦିବସରେ ଶକ୍ତି ପ୍ରଦର୍ଶନ କଲା ଭାରତ: ଚାଇନା-ପାକିସ୍ତାନର ଚିନ୍ତା ବଢ଼ିଲା
ଗାଜିଆବାଦ୍,୮।୧୦: ଭାରତୀୟ ବାୟୁସେନାର ୮୭ତମ ପ୍ରତିଷ୍ଠା ଦିବସ ମଙ୍ଗଳବାର ପାଳିତ ହୋଇଛି। ଉତ୍ତରପ୍ରଦେଶ ଗାଜିଆବାଦ୍ର ହିଣ୍ଡେନ୍ ବାୟୁସେନା ଏୟାର ବେସ୍ରେ ଏୟାର ଚିଫ୍ ମାର୍ଶାଲ ରାକେଶ କୁମାର ସିଂ ଭଦୌରିୟା, ସେନା ପ୍ରମୁଖ ବିପିନ ରାଓ୍ବତ ଏବଂ ନୌସେନା ମୁଖ୍ୟ...
ବଲିଉଡ୍ର ନିଆରା ପ୍ରେମକାହାଣୀ: ଘାତ ପ୍ରତିଘାତ ପରେ ଗୌରୀ ଧରିଥିଲେ ଶାହରୁଖଙ୍କ ହାତ
ମୁମ୍ବାଇ,୮।୧୦: କିଙ୍ଗ୍ ଖାଁ ଶାହରୁଖ୍ଙ୍କ ସ୍ତ୍ରୀ ଗୌରୀ ଖାଁ ମଙ୍ଗଳବାର ୪୯ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୭୦ ଅକ୍ଟୋବର ୮ରେ ସେ ନୂଆଦିଲ୍ଲୀରେ ଏକ ପଞ୍ଜାବୀ ବ୍ରାହ୍ମଣ ପରିବାରରେ ଜନ୍ମଗ୍ରହଣ କରିଥିଲେ। ତାଙ୍କର ପ୍ରକୃତ ନାମ ଗୌରୀ ଚିବର ଥିଲା।...
ଭାରତର ଏହି ୫ ସ୍ଥାନରେ ଅଛି ରାବଣ ମନ୍ଦିର
ସମଗ୍ର ଦେଶରେ ଏବେ ଶାରଦ ପୂଜାର ମାହୋଲ। ଚଳଚଞ୍ଚଳ ଗଁାଠୁ ସହର। ବିଭିନ୍ନ ପୂଜା ମଣ୍ଡପଗୁଡ଼ିକ ସୁନ୍ଦର ସୁନ୍ଦର ଆଲୋକମାଳା ଓ ସୁଉଚ୍ଚ ତୋରଣରେ ଝଲସୁଛି। ତେବେ ଏହି ନବରାତ୍ରିର ମୁଖ୍ୟ ଆକର୍ଷଣୀୟ ହେଉଛି ଦଶହରା। ଅସତ୍ୟ ଉପରେ ସତ୍ୟର...
ବେଡ୍ ଟି’ ପିଇବା ଅଭ୍ୟାସ ଅଛି କି? ହୋଇଯାଆନ୍ତୁ ସାବଧାନ
ଅନେକଙ୍କ ଅଭ୍ୟାସ ବିନା ବେଡ୍ ଟି’ରେ ସକାଳୁ ବିଛଣାରୁ ତଳକୁ ଓହ୍ଲାଇବେ ନାହିଁ। କିନ୍ତୁ ଏହା ଯେ ସ୍ବାସ୍ଥ୍ୟ ପାଇଁ କେତେ ହାନିକାରକ ତାହା ସେମାନେ ସ୍ବପ୍ନରେ ସୁଦ୍ଧା ଭାବି ନ ଥିବେ। ଏକ ଗବେଷଣାରୁ ଜଣାପଡ଼ିଛି, ସକାଳୁ ସକାଳୁ...
କିଡ୍ନୀ ଷ୍ଟୋନ୍ରୁ ଦୂରେଇ ରଖେ ଏହି ପରିବା…
କିଡ୍ନୀ ଷ୍ଟୋନ୍ରୁ ଦୂରେଇ ରହିବା ପାଇଁ ଆୟୁର୍ବେଦରେ ଅନେକ ଘରୋଇ ସହଜ ଉପାୟ ସମ୍ପର୍କରେ ବର୍ଣ୍ଣନା କରାଯାଇଛି। ନିୟମିତ କଲରା ଖାଇବା ଦ୍ୱାରା ଅନେକ ଉପକାର ମିଳିଥାଏ। ଏହା ଦ୍ୱାରା ବିଭିନ୍ନ କିଡ୍ନୀ ସମସ୍ୟା ଦୂର ହୁଏ । କଲରାରେ...
ମନ୍ଦିରର ଦାନ ଅର୍ଥରେ ସରକାରୀ ହସ୍ପିଟାଲର ରୋଗୀଙ୍କୁ ଦିଆଯାଏ ୨ ବେଳା ଖାଦ୍ୟ
ମନ୍ଦିର କହିଲେ ବୁଝାଏ ଦାନ ଦକ୍ଷିଣା, ପୂଜାପାଠ ଆଦିକୁ। ହେଲେ ମହାରାଷ୍ଟ୍ର ପୁଣେର ଦଗଡୁ ସେଠ ହଲଓ୍ବାଇ ଗଣେଶ ମନ୍ଦିର ସବୁଠାରୁ ନିଆରା। କାରଣ ଭକ୍ତଙ୍କ ଦ୍ୱାରା ଏଠାରେ ଦିଆଯାଉଥିବା ଦାନ ଅର୍ଥ ଲୋକଙ୍କ ସେବାରେ ଲାଗିଥାଏ। ଏହା ଦେଶର...
ରାମବିଳାଶ ପାଶ୍ୱାନ୍ ଡାକ୍ତରଖାନାରେ ଭର୍ତ୍ତି
ନୂଆଦିଲ୍ଲୀ, ୭।୧୦: କେନ୍ଦ୍ର ଖାଉଟି ବ୍ୟାପାର, ଖାଦ୍ୟ ଓ ସାଧାରଣ ବଣ୍ଟନ ବିଭାଗ ମନ୍ତ୍ରୀ ରାମବିଳାଶ ପାଶ୍ୱାନ୍ଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହୋଇଯାଇଛି। ନିଃଶ୍ୱାସ ନେବାରେ କଷ୍ଟ ଅନୁଭବ କରିବାରୁ ତାଙ୍କୁ ଦିଲ୍ଲୀର ଏସ୍କର୍ଟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୂଚନାଯୋଗ୍ୟ, ସୋମବାର...
ଭାରତରେ ପିଆଜ କିଲୋ ୫୦: ଜାଣନ୍ତୁ ବାଂଲାଦେଶ, ପାକିସ୍ତାନରେ କେତେ ରହିଛି ଦାମ୍
ନୂଆଦିଲ୍ଲୀ,୭।୧୦: ଗତ କିଛି ଦିନ ଧରି ଅହେତୁକ ଭାବେ ବଢୁଥିବା ପିଆଜ ଦର ଏବେ କିଲୋ ପିଛା ୫୦ ଟଙ୍କା ଟପିଛି। ଫଳରେ ସରକାର ଅନ୍ୟ ଦେଶକୁ ପିଆଜ ରପ୍ତାନି ବନ୍ଦ କରିଦେଇଛନ୍ତି। ଏହାର ପ୍ରଭାବ ପଡୋଶୀ ଦେଶଗୁଡିକ ଉପରେ...
ନଭେମ୍ବର ୧୭ ସୁଦ୍ଧା ରାମମନ୍ଦିର ନିର୍ମାଣ କାର୍ଯ୍ୟ ଆରମ୍ଭ ହେବ:ଭାଜପା ବିଧାୟକ
ଜୟପୁର,୭।୧୦: ଆସନ୍ତା ନଭେମ୍ବର ୧୭ ସୁଦ୍ଧା ଅଯୋଧ୍ୟାରେ ରାମମନ୍ଦିର ନିର୍ମାଣ ହେବ ବୋଲି ରାଜସ୍ଥାନ ଭାଜପା ବିଧାୟକ ଗୟାଚାନ୍ଦ ପାରଖ କହିଛନ୍ତି। ସୁପ୍ରିମକୋର୍ଟରେ ଚାଲିଥିବା ଶୁଣାଣି ଅକ୍ଟୋବର ୧୭ ସୁଦ୍ଧା ସରିବ। ତେଣୁ ନଭେମ୍ବର ୧୮ ବେଳକୁ ଏଠାରେ ମନ୍ଦିର...
ଭାରତୀୟ ମୁସଲମାନଙ୍କ ପୂର୍ବଜ ହିନ୍ଦୁ ଥିଲେ:ଭିଏଚ୍ପି
କୋଲକାତା,୭।୧୦:ଦୁର୍ଗାପୂଜା ଅବସରରେ କୋଲକାତା ପୂଜା ମଣ୍ଡପରେ ପୂଜା କରିବାକୁ ନେଇ ତୃଣମୂଳ କଂଗ୍ରେସ ଏମ୍ପି ନୁଶରତ୍ ଜହାଁ ପୁଣି ଚର୍ଚ୍ଚାରେ ଅଛନ୍ତି। ଏହାକୁ ନେଇ ବହୁ ମୁସଲମାନ ସଂଗଠନ ଆପତ୍ତି ଉଠାଇଛନ୍ତି। ଭାରତୀୟ ମୁସଲମାନଙ୍କ ପୂର୍ବଜ ହିନ୍ଦୁ ଥିଲେ ବୋଲି...
Archives


