ଜାତୀୟ

ଭାରତରେ ୨୬/୧୧ ଭଳି ଆକ୍ରମଣ କରିବା ପାଇଁ ଭଟକଲ ବନ୍ଧୁଙ୍କ ସହାୟତା ଲୋଡ଼ିଲା ପାକିସ୍ତାନ

ନୂଆଦିଲ୍ଲୀ/ଇସଲାମାବାଦ୍‌,୭।୧୦: ଭାରତରେ ୨୬/୧୧ ଭଳି ଆକ୍ରମଣ କରିବା ଲାଗି ପାକିସ୍ତାନ ଷଡ଼ଯନ୍ତ୍ର ରଚିଛି। ଏଥିପାଇଁ ୨୦୦୮ଠାରୁ ପାକିସ୍ତାନରେ ଆଡ୍ଡା ଜମେଇ ବସିଥିବା ଇଣ୍ଡିଆନ୍‌ ମୁଜାହିଦ୍ଦିନ୍‌ ସଂଗଠନର ସଂସ୍ଥାପକ ରିୟାଲ ଭଟକଲ ଏବଂ ଇକବାଲ୍‌ ଭଟକଲଙ୍କୁ ପାକିସ୍ତାନ ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇ...

ନୂଆ ଶିକ୍ଷାନୀତି କାର୍ଯ୍ୟକାରୀ ଲାଗି ବୈଠକ: ପାଣ୍ଠି ପ୍ରସଙ୍ଗ ଉଠାଇଲେ ରାଜ୍ୟ

ନୂଆଦିଲ୍ଲୀ,୭ା୧୦(ପି.ଟି.): କେନ୍ଦ୍ର ମାନବ ସମ୍ବଳ ବିକାଶ ମନ୍ତ୍ରଣାଳୟ ପ୍ରସ୍ତାବିତ ନୂତନ ଶିକ୍ଷାନୀତି କାର୍ଯ୍ୟକାରିତା ଲାଗି ବିଭିନ୍ନ ରାଜ୍ୟ ପାଣ୍ଠି ପ୍ରସଙ୍ଗ ଉଠାଇଛନ୍ତି। ସରକାରଙ୍କ ଚିଠା ନୀତିରେ କେତେକ ଭଲ ପ୍ରସ୍ତାବ ରହିଥିଲେ ହେଁ ଏହାକୁ କାର୍ଯ୍ୟକାରୀ କରିବା ଲାଗି ପାଣ୍ଠି...

ସିଆନାଇଡ୍‌ ଦେଇ ପରିବାରର ୬ଜଣଙ୍କୁ ହତ୍ୟା

ଥିରୁଭାନନ୍ଥପୁରମ୍‌,୭ା୧୦: କେରଳର ଜଣେ ମହିଳା ଖାଦ୍ୟରେ ସିଆନାଇଡ୍‌ ଦେଇ ପରିବାରର ୬ ଜଣଙ୍କୁ ହତ୍ୟା କରିଛନ୍ତି। ୧୭ ବର୍ଷ ହେଲା ତାଙ୍କ ପରିବାର ସଦସ୍ୟଙ୍କର ରହସ୍ୟମୟ ଭାବେ ମୃତ୍ୟୁ ଘଟୁଥିଲା। ଶନିବାର ଉକ୍ତ ମହିଳାଙ୍କ ସମେତ ୩ ଜଣଙ୍କୁ ଗିରଫ...

ଏବେ ବି ବଙ୍ଗଳା ଛାଡ଼ି ନାହାନ୍ତି ପୂର୍ବତନ ଏମ୍‌ପି

ନୂଆଦିଲ୍ଲୀ,୭ା୧୦(ପି.ଟି.): ଷୋଡ଼ଶ ଲୋକ ସଭା ଭଙ୍ଗ ହେବା ୫ ମାସ ବିତିଲାଣି। ବାରମ୍ବାର ତାଗିଦ୍‌ ସତ୍ତ୍ୱେ ଏବେ ବି ପାଖାପାଖି ୫୦ ପୂର୍ବତନ ଏମ୍‌ପି ସରକାରୀ ବଙ୍ଗଳା ଛାଡ଼ିନାହାନ୍ତି। ସର୍ବସାଧାରଣ ଜାଗାରୁ ବେଆଇନ ଦଖଲ ଉଚ୍ଛେଦ ଲାଗି ଥିବା ଆଇନ...

ରାୟ ପୂର୍ବରୁ ଅଯୋଧ୍ୟାରେ ବଢ଼ିଲା ସୁରକ୍ଷା

ଅଯୋଧ୍ୟା,୭ା୧୦(ଆଇଏଏନ୍‌ଏସ୍‌): ଏବେ ପାର୍ବଣ ଋତୁ ଚାଲିଥିବାବେଳେ ଆଗକୁ ରାମ ଜନ୍ମଭୂମି-ବାବ୍ରୀ ମସ୍‌ଜିଦ ଜମି ବିବାଦ ମାମଲାର ରାୟ ପ୍ରକାଶ ପାଇବାକୁ ଯାଉଛି। ଏହାକୁ ଦୃଷ୍ଟିରେ ରଖି ଅଯୋଧ୍ୟାରେ ସୁରକ୍ଷା ବ୍ୟବସ୍ଥା ବଢ଼ାଇଦିଆଯାଇଛି। ସେଠାକୁ ୧୦ କମ୍ପାନୀ ଅତିରିକ୍ତ ସୁରକ୍ଷା ବଳ...

କଶ୍ମୀରରେ ପ୍ରାୟ ୩୦୦ ଆତଙ୍କବାଦୀ

ଶ୍ରୀନଗର,୭ା୧୦: ଜମ୍ମୁ-କଶ୍ମୀରରେ ୨୦୦ରୁ ୩୦୦ ଆତଙ୍କବାଦୀ ସକ୍ରିୟ ଅଛନ୍ତି। ଶୀତଋତୁ ପୂର୍ବରୁ ଅଧିକ ଆତଙ୍କବାଦୀଙ୍କୁ ଅନୁପ୍ରବେଶ ପାଇଁ ପାକିସ୍ତାନ ଉଦ୍ୟମ ଚଳାଇଛି। ଏଥିପାଇଁ ପାକ୍‌ ସେନା ଅସ୍ତ୍ରବିରତି ଉଲ୍ଲଂଘନ କରି ସୀମାନ୍ତ ଅଞ୍ଚଳରେ ଗୁଳିଗୋଳା ମାଡ଼ କରୁଛି ବୋଲି ଡିଜିପି...

ଅବ୍‌ଦୁଲ୍ଲାଙ୍କୁ ଭେଟିଲେ ଏନ୍‌ସି ନେତା

ଶ୍ରୀନଗର,୭ା୧୦(ପି.ଟି.): ୨ ମାସରୁ ଊର୍ଦ୍ଧ୍ୱ ସମୟ ଧରି ଗୃହବନ୍ଦୀ ଥିବା ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଫାରୁକ୍‌ ଅବ୍‌ଦୁଲ୍ଲା ଏବଂ ଓମାର ଅବ୍‌ଦୁଲ୍ଲାଙ୍କୁ ରବିବାର ତାଙ୍କ ଦଳର ନେତାମାନେ ଭେଟିଛନ୍ତି। ନ୍ୟାସନାଲ କନ୍‌ଫରେନ୍ସ (ଏନ୍‌ସି)ର ଏକ ୧୫ ଜଣିଆ ପ୍ରତିନିଧି ଦଳ...

ସ୍ବଚ୍ଛତା କର୍ମୀଙ୍କ ହାଜତ ମୃତ୍ୟୁ

ବାର୍‌ମେର,୭ା୧୦(ପି.ଟି.): ରାଜସ୍ଥାନର ବାର୍‌ମେର ଜିଲା ଅନ୍ତର୍ଗତ ବାଲୋତ୍ରାରେ ରବିବାର ଜଣେ ସ୍ବଚ୍ଛତା କର୍ମୀଙ୍କର ପୋଲିସ ହାଜତରେ ମୃତ୍ୟୁ ଘଟିଛି। ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଗଣ୍ଡଗୋଳରୁ ଜଗଦୀଶ ଗୋଲିୟାର ଓ ଅନ୍ୟ ଦୁଇଜଣଙ୍କୁ ପଚପଦ୍ର ଥାନା ପୋଲିସ ଗିରଫ କରିଥିଲା।...

ଉଚ୍ଚରକ୍ତଚାପରୁ ଦୂରେଇ ରହିବା ପାଇଁ ଆପଣାନ୍ତୁ ଏହି ଉପାୟ…

ପରିବର୍ତ୍ତିତ ଜୀବନ ଶୈଳୀରେ ବିଭିନ୍ନ କାରଣରୁ କେତେକଙ୍କ କ୍ଷେତ୍ରରେ ରକ୍ତଚାପ ଦେଖାଯାଇଥାଏ। ଆୟୁର୍ବେଦରେ ରକ୍ତଚାପରୁ ଦୂରେଇ ରହିବା ପାଇଁ ଅନେକ ସହଜ ଘରୋଇ ଉପଚାର ସମ୍ପର୍କରେ ଉଲ୍ଲେଖ ରହିଛି। ରକ୍ତଚାପ ରୋଗୀଙ୍କ ପାଇଁ ପଣସ ବେଶ୍‌ ଉପକାରୀ ହୋଇଥାଏ। ଏଥିରେ...

ଏସବୁ ନବରାତ୍ରୀରେ କରାଯାଏ ନାହିଁ କାହିଁକି…

ନବରାତ୍ରୀରେ ଦଶମହାବିଦ୍ୟାଙ୍କ ଉପାସନା କରାଯାଏ। ତେଣୁ ଏହି ସମୟରେ ସାଧକ ପ୍ରାୟତଃ ତାମସିକ ଭୋଜନଠାରୁ ଦୂରେଇ ରୁହନ୍ତି। ପିଆଜ ରସୁଣ ତାମସିକ ଖାଦ୍ୟ। ଏହାକୁ ଖାଇବା ଦ୍ୱାରା ଶରୀର ତାପମାତ୍ରା ବୃଦ୍ଧି ହେବା ସହିତ ମନ ବିଚଳିତ ରହିଥାଏ। ଫଳରେ...

କଂଗ୍ରେସକୁ ଝଟ୍‌କା: ଦଳ ଛାଡି ଆପ୍‌ରେ ଯୋଗଦେଲେ ପ୍ରହ୍ଲାଦ ସିଂ

ନୂଆଦିଲ୍ଲୀ,୬।୧୦: କଂଗ୍ରେସକୁ ପୁଣି ଝଟକା ଲାଗିଛି। ଦିଲ୍ଲୀର ବରିଷ୍ଠ କଂଗ୍ରେସ ନେତା ପ୍ରହ୍ଲାଦ ସିଂ ସାହଣୀ ରବିବାର ଆମ ଆଦମି ପାର୍ଟିରେ ଯୋଗ ଦେଇଛନ୍ତି। ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜିରୱାଲଙ୍କ ଉପସ୍ଥିତିରେ ସେ ଆପରେ ସାମିଲ ହୋଇଛନ୍ତି। ଦିଲ୍ଲୀର ଚାନ୍ଦିନୀ...

ସପାରେ ଯୋଗ ଦେଲେ ରମାକାନ୍ତ ଯାଦବଙ୍କ ସହ ଫୁଲନ ଦେବୀଙ୍କ ଭଉଣୀ

ଲକ୍ଷ୍ନୌ,୬।୧୦: ଆଗାମୀ ନିର୍ବାଚନକୁ ଆଖି ଆଗରେ ରଖି ରବିବାର କେତେଜଣ ନେତା ସମାଜବାଦୀ ପାର୍ଟି ହାତ ଧରିଛନ୍ତି। ଆଜମଗଡ଼ର ପୂର୍ବତନ ଏମ୍‌ପି ରମାକାନ୍ତ ଯାଦବ ତାଙ୍କ ସମର୍ଥକଙ୍କ ସହ ଆସି ସମାଜବାଦୀ ପାର୍ଟି(ସପା)ରେ ଯୋଗ ଦେଇଛନ୍ତି। ଦଳ ମୁଖ୍ୟ ଅଖିଳେଶ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri