ଜାତୀୟ

ଦିଲ୍ଲୀ ବିଧାନସଭା ନିର୍ବାଚନ: ଭାଜପା ଜାରି କଲା ୫୭ପ୍ରାର୍ଥୀଙ୍କ ତାଲିକା, ୪ମହିଳାଙ୍କୁ ବି ମିଳିଲା ଟିକେଟ

ନୂଆଦିଲ୍ଲୀ,୧୭।୧: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଶୁକ୍ରବାର ପ୍ରଥମ ପ୍ରାର୍ଥୀ ତାଲିକା ଜାରି କରାଯାଇଛି। ୫୭ ପ୍ରାର୍ଥୀଙ୍କ ନାଁ ଘୋଷଣା କରାଯାଇଥିବା ବେଳେ ଏଥିରେ ୪ଜଣ ମହିଳାଙ୍କୁ ଟିକେଟ ଦିଆଯାଇଥିବା ଜଣାପଡ଼ିଛି। ଭାଜପା ତିମାରପୁରରୁ ସୁରେନ୍ଦ୍ର ସିଂହ ବିଟୁଙ୍କୁ…

ଫେବୃୟାରୀ ୧ ସକାଳ ୬ଟାରେ ଫାଶୀ ଖୁଣ୍ଟରେ ଝୁଲିବେ ନିର୍ଭୟା ଦୋଷୀ

ନୂଆଦିଲ୍ଲୀ,୧୭।୧: ନିର୍ଭୟା ଗଣବଳାତ୍କାର ମାମଲାର ୪ ଦୋଷୀଙ୍କୁ ଫେବୃୟାରୀ ୧ ସକାଳ ୬ଟାରେ ଫାଶୀ ଦିଆଯିବ ବୋଲି ଶୁକ୍ରବାର ଦିଲ୍ଲୀର ପଟିଆଲା ହାଉସ କୋର୍ଟ ରାୟ ଦେଇଛନ୍ତି। ଏଥିପାଇଁ ନୂଆ ଡେଥ୍‌ ଓ୍ବାରେଣ୍ଟ ମଧ୍ୟ ଜାରି କରାଯାଇଛି। ଏହାକୁ ନେଇ ନିର୍ଭୟାଙ୍କ…

କେଜରିଓ୍ବାଲଙ୍କ ବିପକ୍ଷରେ ନିର୍ବାଚନ ଲଢିବେ ନିର୍ଭୟାଙ୍କ ମା’!

ନୂଆଦିଲ୍ଲୀ,୧୭।୧: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଖେଇ ଆସୁଥିବା ବେଳେ ବିଭିନ୍ନ ଦଳ ସେମାନଙ୍କ ପ୍ରାର୍ଥୀ ତାଲିକା ପ୍ରସ୍ତୁତ କରି ଚାଲିଛନ୍ତି। ବିଶେଷ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, କଂଗ୍ରେସ ଟିକେଟରୁ କୁଆଡେ ନିର୍ଭୟାଙ୍କ ମା’ ଦିଲ୍ଲୀ ବିଧାନସଭା ପାଇଁ ନିର୍ବାଚନ ଲଢିପାରନ୍ତି…

ନିର୍ଭୟା ଦୋଷୀଙ୍କୁ ଫାଶୀ ଦେବା ଲାଗି ନୂଆ ତାରିଖ, ସମୟ ପାଇଁ କୋର୍ଟଙ୍କୁ ଅନୁରୋଧ

ନୂଆଦିଲ୍ଲୀ,୧୭।୧: ନିର୍ଭୟା ଗଣବଳାତ୍କାର ମାମଲାରେ ଶୁକ୍ରବାର ଦୋଷୀ ମୁକେଶ କୁମାର ସିଂଙ୍କ କ୍ଷମା ଆବେଦନକୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଖାରଜ କରିବା ପରେ ଏବେ ଏହି ମାମଲାର ୪ ଦୋଷୀଙ୍କୁ ଫାଶୀ ଦିଆଯିବା ଏକ ପ୍ରକାର ନିଶ୍ଚିତ ହୋଇଯାଇଛି। ରାଷ୍ଟ୍ରପତିଙ୍କ ନିକଟରୁ…

ଆନ୍ଧ୍ର ପ୍ରଦେଶରେ ଭାଜପା ସହ ମେଣ୍ଟ ଘୋଷଣା କଲା ଜନସେନା ପାର୍ଟି

ଅମରାବତୀ,୧୭।୧: ଦକ୍ଷିଣ ଭାରତୀୟ ଅଭିନେତା ପଓ୍ବନ କଲ୍ୟାଣଙ୍କ ନେତୃତ୍ୱାଧୀନ ଜନସେନା ପାର୍ଟି ଆନ୍ଧ୍ର ପ୍ରଦେଶରେ ଭାଜପା ସହ ମେଣ୍ଟ କରିଛି। ଏନେଇ ପଓ୍ବନ କହିଛନ୍ତି, ରାଜ୍ୟବାସୀ ତେଲୁଗ ଦେଶମ୍‌ ପାର୍ଟି ଏବଂ ଓ୍ବାଇଏସଆର କଂଗ୍ରେସ ସରକାରକୁ ଛାଡି ଏବେ ତୃତୀୟ ବିକଳ୍ପ…

ନିର୍ଭୟା ମାମଲା: ଅଭିଯୋଗକୁ ନେଇ ସଫେଇ ଦେଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୧୭।୧: ନିର୍ବାଚନ ଋତୁରେ ନିର୍ଭୟା ଭଳି ସମ୍ବେଦନଶୀଳ ମାମଲାକୁ ନେଇ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ଉପରେ ନିର୍ଭୟାଙ୍କ ମା’ ଆଣିଥିବା ଅଭିଯୋଗର ସଫେଇ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ସେ କହିଛନ୍ତି, ନିର୍ଭୟା ମାମଲାକୁ ନେଇ ଦିଲ୍ଲୀ ସରକାରଙ୍କ ଦ୍ୱାରା ଯାହାସବୁ କାମ…

#ମିଠୁ ମାମଲାରେ ଅନୁ ମଲିକଙ୍କୁ ମିଳିଲା ଆଶ୍ୱସ୍ତି

ମୁମ୍ବାଇ,୧୭।୧: ବଲିଉଡ୍‌ର ପପୁଲାର ଗାୟକ, ସଙ୍ଗୀତ ନିର୍ଦ୍ଦେଶକ ଓ ଇଣ୍ଡିଆନ ଆଇଡଲ୍‌-୧୧ର ପୂର୍ବତନ ଜଜ୍‌ ଅନୁ ମଲିକଙ୍କ ଉପରେ #ମିଠୁ ଜରିଆରେ ଯୌନ ନିର୍ଯ୍ୟାତନା ମାମଲା ଅଭିଯୋଗ ହୋଇଥିଲା। କଣ୍ଠଶିଳ୍ପୀ ସୋନା ମହାପାତ୍ରଙ୍କ ସମେତ ଅନ୍ୟ କେତେକ ମହିଳା ତାଙ୍କ ଉପରେ…

ସିଏଏକୁ ନେଇ ବିରୋଧ ପ୍ରଦର୍ଶନ: ସାମିଲ ହେଲେ ଭୀମ ଆର୍ମି ମୁଖ୍ୟ ଚନ୍ଦ୍ରଶେଖର ଆଜାଦ

ନୂଆଦିଲ୍ଲୀ,୧୭।୧: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ଦିଲ୍ଲୀର ଜାମା ମସ୍‌ଦିଜ ସାମ୍ନାରେ ଶୁକ୍ରବାର ବିରୋଧ ପ୍ରଦର୍ଶନ କରାଯାଇଛି। ଏଥିରେ ଭୀମ ଆର୍ମି ମୁଖ୍ୟ ଚନ୍ଦ୍ରଶେଖର ଆଜାଦ ସାମିଲ ହୋଇଥିବା ଜଣାପଡିଛି। ସୂଚନାଯୋଗ୍ୟ, ସିଏଏ ବିରୋଧ ମାମଲାରେ ବୁଧବାର ଚନ୍ଦ୍ରଶେଖର ଆଜାଦ ଜାମିନ…

ପଞ୍ଜାବ ବିଧାନସଭାରେ ସିଏଏକୁ ବିରୋଧ ପ୍ରସ୍ତାବ

ଚଣ୍ଡିଗଡ଼,୧୭।୧: କେରଳ ପରେ ଏବେ ପଞ୍ଜାବ ବିଧାନସଭାରେ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ବିରୋଧ କରି ଏକ ପ୍ରସ୍ତାବ ପାସ୍‌ କରାଯାଇଥିବା ଜଣାପଡିଛି। ଏହି ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ ସରକାର ଉପସ୍ଥାପନ କରିଥିଲେ। ପଞ୍ଜାବ ସରକାର ପୂର୍ବରୁ ସୂଚନା ଦେଇଥିଲେ…

ମହାତ୍ମା ଗାନ୍ଧୀ ଭାରତ ରତ୍ନଠାରୁ ଊର୍ଦ୍ଧ୍ୱରେ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ, ୧୭।୧: ମହାତ୍ମା ଗାନ୍ଧୀଙ୍କୁ ଦେଶର ସର୍ବୋଚ୍ଚ ନାଗରିକ ସମ୍ମାନ ଭାରତ ରତ୍ନରେ ସମ୍ମାନିତ କରିବା ପାଇଁ ସୁପ୍ରମିକୋର୍ଟରେ ୟୁନିୟନ ଅଫ୍‌ ଇଣ୍ଡିଆ ପକ୍ଷରୁ ଆବେଦନ କରାଯାଇଥିଲା। ଏହି ଆବେଦନ ଉପରେ ସୁପ୍ରିମକୋର୍ଟ ଶୁକ୍ରବାର ଶୁଣାଣି କରିଛନ୍ତି। ଶୁଣାଣି ସମୟରେ ମୁଖ୍ୟ…

ନିର୍ଭୟା ମାମଲା: ରାଷ୍ଟ୍ରପତିଙ୍କ ଦ୍ୱାରା ଖାରଜ ହେଲା ଦୋଷୀ ମୁକେଶଙ୍କ କ୍ଷମା ଆବେଦନ

ନୂଆଦିଲ୍ଲୀ,୧୭।୧: ନିର୍ଭୟା ଗଣବଳାତ୍କାର ମାମଲାରେ ମୁକେଶ କୁମାର ସିଂ କ୍ଷମା ଆବେଦନ କରିଥିବା ବେଳେ ଶୁକ୍ରବାର ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଦ୍ୱାରା ଏହା ଖାରଜ ହୋଇଯାଇଛି। ରାଷ୍ଟ୍ରପତି ଭବନ ପକ୍ଷରୁ ସ୍ବରାଷ୍ଟ୍ର ମନ୍ତ୍ରଣାଳୟକୁ ଏ ସମ୍ପର୍କରେ ଜଣାଇ ଦିଆଯାଇଥିବା ସୂଚନା ମିଳିଛି।…

୧୯୯୩ ମୁମ୍ବାଇ ବିସ୍ଫୋରଣର ଦୋଷୀ ଜଲୀସ ଅନ୍‌ସାରି ପାରୋଲରେ ଆସି ନିଖୋଜ

ମୁମ୍ବାଇ,୧୭।୧: ୧୯୯୩ ମୁମ୍ବାଇ ବିସ୍ଫୋରଣର ଅନ୍ୟତମ ଦୋଷୀ ଜଲୀସ ଅନ୍‌ସାରି ମୁମ୍ବାଇସ୍ଥିତ ତାଙ୍କ ଘରୁ ନିଖୋଜ ହୋଇ ଯାଇଛନ୍ତି। ୨୧ ଦିନ ହେବ ପାରୋଲରେ ଆସି ସେ ମୁମ୍ବାଇ ବାସଭବନରେ ରହୁଥିଲେ। ସେ ଘରେ ଥିବାବେଳେ ଗୁରୁବାର ସକାଳୁ କେଉଁଆଡେ ପଳାଇଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri