ଜାତୀୟ

ସ୍ବାଧୀନତାର ୭୨ ବର୍ଷ ପରେ ଜମ୍ମୁ-କଶ୍ମୀର ରାଜୌରିକୁ ବିଦ୍ୟୁତ୍‌ ଯୋଗାଣ

ଶ୍ରୀନଗର,୫।୧୦: ଜମ୍ମୁ-କଶ୍ମୀର ଭାରତ ପାକିସ୍ତାନ ନିୟନ୍ତ୍ରଣ ରେଖାଠାରେ ଥିବା ରାଜୌରି ଅଞ୍ଚଳରେ ସ୍ବାଧୀନତାର ୭୨ ବର୍ଷ ପରେ ବିଦ୍ୟୁତ୍‌ ଯୋଗାଣ କରାଯାଇଛି। ସୌଭାଗ୍ୟ ବିଦ୍ୟୁତ୍‌ ଯୋଜନା ଅନ୍ତର୍ଗତ ଏଠାକାର ୨୦ ହଜାର ପରିବାରଙ୍କୁ ବିଦ୍ୟୁତ୍‌ ସଂଯୋଗ ଦିଆଯାଇଛି। ଏହି ଯୋଜନା...

ଭାଙ୍ଗିଲା ୫୨୫ ବର୍ଷର ପରମ୍ପରା: ବନ୍ଦ ହେଲା ପଶୁ, ପକ୍ଷୀ ବଳି

ଅଗରତାଲା: ଦୀର୍ଘ ୫୨୫ ବର୍ଷ ପରେ ବଦଳିଲା କୁପ୍ରଥା। ଶାରଦୀୟ ଦୁର୍ଗାପୂଜା ଅବସରରେ ତ୍ରିପୁରାସ୍ଥିତ ଲୋକପ୍ରିୟ ଦୁର୍ଗାବାଡ଼ି ମନ୍ଦିରରେ ଆଉ ବଳି ପଡ଼ିବେନି ନିରୀହ ପଶୁ, ପକ୍ଷୀ। ତ୍ରିପୁରା ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ଶହ ଶହ ବର୍ଷରୁ ପ୍ରଚଳିତ ବଳି...

ଜେଓ୍ବର ଅନ୍ତର୍ଜାତୀୟ ବିମାନ ବନ୍ଦର ନିର୍ମାଣ: ସରକାରୀ କ୍ଷତିପୂରଣ ନେଇ ଚାଷୀ ଅମଙ୍ଗ; ୪୧ ଗିରଫ

ଲକ୍ଷ୍ନୌ,୫।୧୦: ଉତ୍ତରପ୍ରଦେଶ ଜେଓ୍ବରରେ ଅନ୍ତର୍ଜାତୀୟ ବିମାନ ବନ୍ଦର ନିର୍ମାଣ ନେଇ ସ୍ଥାନୀୟ ଚାଷୀ ଏବଂ ପ୍ରଶାସନ ମୁହାଁମୁହିଁ ହୋଇଛନ୍ତି। ଜମି ଅଧିଗ୍ରହଣରେ ନିଜର ଜମି ହରାଉଥିବା ଚାଷୀ ୪ ଗୁଣା ଦାମ ନେବାନକୁ ଅଡ଼ି ବସିଛନ୍ତି। ଏହା ସହିତ ପ୍ରତି...

ଚନ୍ଦ୍ରଯାନ-୨ ଭଳି ସଜେଇ ହେଲା ଦୁର୍ଗାଙ୍କ ମଣ୍ଡପ

ବାରଣାସୀ,୫।୧୦: ବିଭିନ୍ନ ଥିମ୍‌କୁ ନେଇ ଏଥରର ଦୁର୍ଗାପୂଜା ମଣ୍ଡପ ନିର୍ମାଣ କରାଯାଇଥିବା ବେଳେ ବାରଣାସୀରେ ଏଥର ଚନ୍ଦ୍ରଯାନ-୨କୁ ନେଇ ନିର୍ମାଣ କରାଯାଇଥିବା ମଣ୍ଡପ ସମସ୍ତଙ୍କୁ ଆକର୍ଷିତ କରିଛି। ଶହେ ଫୁଟର ଏହି ମଣ୍ଡପକୁ ନିର୍ମାଣ କରିବାକୁ ୨ମାସ ସମୟ ଲାଗିଛି।...

ଶୋଇଲେ ବି କମେ ମୋଟାପଣ

ନୂଆଦିଲ୍ଲୀ: ଶରୀରରୁ ମୋଟାପଣ କମାଇବ ପାଇଁ କିଏ କେତେ ପ୍ରକାର ଉପାୟ ଆପଣେଇଥାନ୍ତି। ବିଶେଷକରି ଓ୍ବାକ୍‌ଆଉଟ୍‌, ଦୌଡ଼ିବା ବା ପହଁରିବା ଆଦି କଲେ ଓଜନ ହ୍ରାସ ପାଏ। କିନ୍ତୁ କିଛି କାମ ନ କରି ମୋଟାପଣ ଘଟାଇବା ଅସମ୍ଭବ ମନେ...

ପ୍ରଧାନମନ୍ତ୍ରୀଙ୍କୁ ଖୋଲାଚିଠି ଲେଖି: ଫସିଲେ ୫୦ ସେଲିବ୍ରିଟି

ନୂଆଦିଲ୍ଲୀ: ଦେଶରେ ବଢ଼ିଚାଲିଥିବା ଭିଡ଼ହିଂସା ନେଇ ପ୍ରଧାନମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିବା ସେଲିବ୍ରିଟିମାନଙ୍କୁ ମହଙ୍ଗା ପଡ଼ିଛି। ବିହାରର ମୁଜାଫରପୁର ଜିଲାରେ ଏକ ସ୍ଥାନୀୟ କୋର୍ଟଙ୍କ ନିର୍ଦ୍ଦେଶକ୍ରମେ ୫୦ ସେଲିବ୍ରିଟିଙ୍କ ବିରୋଧରେ ଦେଶଦ୍ରୋହ ମାମଲା ରୁଜୁ କରାଯିବା ପରେ ବିବାଦ ମୁଣ୍ଡ...

କଟା ହେଲା ୮ଶହ ଗଛ: ଫସର ଫାଟିଲା ବିକ୍ଷୋଭ; ଶହେରୁ ଅଧିକ ଗିରଫ

ମୁମ୍ବାଇ,୫।୧୦: ମହାରାଷ୍ଟ୍ର ମୁମ୍ବାଇର ଆରେ କଲୋନୀରେ ଗଛ କାଟିବା ବିରୋଧରେ ବିଭିନ୍ନ ସଂଗଠନ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲେ ମଧ୍ୟ ତାହା ଫସର ଫାଟ ଯାଇଛି। ଶେଷରେ ୮ଶହ ଗଛକୁ କାଟି ଦିଆଯାଇଛି। ଇତିମଧ୍ୟରେ ଏଠାକାର ୩ କିଲୋମିଟର ବ୍ୟାସାର୍ଦ୍ଧ...

ଯମରାଜଙ୍କୁ ନୋଟିସ୍‌ ପଠାଇବାକୁ ହାଇକୋର୍ଟରେ ଆବେଦନ

କୋଲକାତା,୫।୧୦: ପଶ୍ଚିମବଙ୍ଗ କୋଲକତା ହାଇକୋର୍ଟରେ ଯମରାଜାକୁ ନୋଟିସ୍‌ ପଠାଇବାକୁ ଏକ ଆବେଦନ କରାଯାଇଛି। ଦୁଇଜଣ ଦୋଷୀଙ୍କ ପରିବାର ପକ୍ଷରୁ ଏନେଇ ହାଇକୋର୍ଟରେ ଆବେଦନ କରାଯାଇଛି। ଦୋଷୀମାନେ ଦଣ୍ଡ ଭୋଗିବା ପୂର୍ବରୁ ଇହଧାମ ତ୍ୟାଗ କରିଥିବାରୁ ଦଣ୍ଡ ପୂରଣ ପାଇଁ ଯମରାଜ...

ଯେଉଁଠାରେ କିନ୍ନର ହୁଅନ୍ତି ମା’

ରାଜସ୍ଥାନର ଅଜମେରରେ ଥିବା ମହମ୍ମଦ ସରିଫ ଦରଘାରେ ଘଟେ ଅନେକ ଚମତ୍କାର ଘଟଣା। ଯାହା ବିଶ୍ୱାସ ହେଉ ନ ଥିଲେ ବି ସତ ବୋଲି କୁହନ୍ତି ସ୍ଥାନୀୟ ଲୋକେ। ଏଠାରେ ବିଶେଷ କରି ନିଃସନ୍ତାନ ଦମ୍ପତିମାନେ ମାନସିକ କଲେ ସେମାନଙ୍କ...

ଚିଦାମ୍ବରମଙ୍କ ଜାମିନ ଆବେଦନ: ସିବିଆଇକୁ ସୁପ୍ରିମକୋର୍ଟ ନୋଟିସ

ନୂଆଦିଲ୍ଲୀ,୫ା୧୦(ପି.ଟି.): ଆଇଏନ୍‌ଏକ୍ସ ମିଡିଆ ଦୁର୍ନୀତି ମାମଲାରେ ତିହାର ଜେଲ୍‌ରେ ଥିବା ପୂର୍ବତନ ଅର୍ଥମନ୍ତ୍ରୀ ପି. ଚିଦାମ୍ବରମଙ୍କ ଜାମିନ ଆବେଦନ ଉପରେ ସୁପ୍ରିମକୋର୍ଟ ସିବିଆଇକୁ ନୋଟିସ ଜାରି କରିଛନ୍ତି। ଜଷ୍ଟିସ ଆର୍‌. ଭାନୁମଥି ଓ ହୃଷୀକେଶ ରାୟଙ୍କୁ ନେଇ ଗଠିତ ଖଣ୍ଡପୀଠ...

ୟାସିନ ମଲିକଙ୍କ ବିରୋଧରେ ଚାର୍ଜଶିଟ୍‌

ନୂଆଦିଲ୍ଲୀ,୫ା୧୦(ପି.ଟି.): ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ ମାମଲାରେ ଜେକେଏଲ୍‌ଏଫ୍‌ ମୁଖ୍ୟ ୟାସିନ ମଲିକଙ୍କ ସମେତ ୫ ଜଣଙ୍କ ବିରୋଧରେ ଏନ୍‌ଆଇଏ ଦିଲ୍ଲୀ ଅଦାଲତରେ ଅତିରିକ୍ତ ଚାର୍ଜଶିଟ୍‌ ଦାଖଲ କରିଛି। ଏଥିରେ ଜମ୍ମୁ-କଶ୍ମୀରର ପୂର୍ବତନ ବିଧାୟକ ରଶିଦ ଇଞ୍ଜିନିୟରଙ୍କ ସମେତ ବିଚ୍ଛିନ୍ନତାବାଦୀ ନେତା...

‘ମାନସିକତା ବଦଳାନ୍ତୁ ଦକ୍ଷିଣ ଏସୀୟ ରାଷ୍ଟ୍ର’

ନୂଆଦିଲ୍ଲୀ,୫ା୧୦ (ପି.ଟି.): ଦକ୍ଷିଣ ଏସୀୟ ରାଷ୍ଟ୍ରଗୁଡ଼ିକ ସଂଖ୍ୟାଗରିଷ୍ଠ-ସଂଖ୍ୟାଲଘୁ ମାନସିକତାରେ ପରିବର୍ତ୍ତନ ଆଣିବାକୁ ହେବ ବୋଲି ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ୍‌ ହାସିନା ଶୁକ୍ରବାର କହିଛନ୍ତି। ବହୁଳତାବାଦ ହେଉଛି ଆଞ୍ଚଳିକ ଶକ୍ତି। ଆଞ୍ଚଳିକ ସହଯୋଗ ବଢ଼ାଇବା ଲାଗି ବାଂଲାଦେଶ ସବୁବେଳେ ଉଦ୍ୟମ କରିଆସିଛି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri