ଜାତୀୟ

ଭିଡ଼ ହିଂସାରେ ଜଳିଗଲା ନିରୀହ ଜୀବନ: ୪୩ ମୃତଦେହ ମଧ୍ୟରୁ ୩୦ ଚିହ୍ନଟ

ନୂଆଦିଲ୍ଲୀ,୨୯।୨: ଦିଲ୍ଲୀରେ ଘଟିଥିବା ଭିଡ ହିଂସାରେ ବହୁ ନିରୀହ ଜୀବନ ଜଳି ଯାଇଛି। ସେମାନେ ସିଏଏର ସମର୍ଥକ ଅବା ବିରୋଧି ନ ଥିଲେ। କିମ୍ବା ଦଙ୍ଗାରେ ବି ନ ଥିଲେ ସାମିଲ। ପୋଡ଼ାଜଳା ବି କରୁ ନ ଥିଲେ। ସିଏଏ ରାଜନୀତିରେ…

ପ୍ରୟାଗରାଜରେ ପୁଣି ହେବ ଓ୍ବାର୍ଲଡ ରେକର୍ଡ

ଲକ୍ଷ୍ନୌ,୨୯।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଉତ୍ତର ପ୍ରଦେଶ ଗସ୍ତ କରିଛନ୍ତି। ପ୍ରୟାଗରାଜରେ ପହଞ୍ଚିବା ପରେ ସେଠାରେ ତାଙ୍କୁ ଉତ୍ତର ପ୍ରଦେଶ ରାଜ୍ୟପାଳ ଆନନ୍ଦିବେନ ପଟେଲ ଓ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସ୍ବାଗତ କରିଛନ୍ତି। ସେଠାରେ ସେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ…

ଭାରତୀୟ ହେଲେ ୟାହୁର ନିର୍ଦ୍ଦେଶକ

ଓ୍ବାଶିଂଟନ,୨୯।୨: ଆମେରିକାର ସିଲିକନ ଭ୍ୟାଲି ସ୍ଥିତ ୟାହୁ ଡଟ୍‌ ଇନ୍‌ର ନିର୍ଦ୍ଦେଶକ ଭାବେ ଜଣେ ଭାରତୀୟ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ହେଉଛନ୍ତି ଉତ୍ତରପ୍ରଦେଶ ଗୋରଖପୁରର ସାହବଗଞ୍ଜ୍‌ ବାସିନ୍ଦା ଲାଲ୍‌ ମୋହିତ ଗୋଏଙ୍କା। ମୋହିତଙ୍କ ଏହି ସଫଳତା ନେଇ ପିତା କିଶନ…

ମୋ ସହ ଆତଙ୍କବାଦୀ ଭଳି ବ୍ୟବହାର କରାଯାଉଛି: ଆଜମ

ରାମପୁର,୨୯।୨: ଭୁଲ ତଥ୍ୟ ଦେଇଥିବା ମାମଲାରେ ଉତ୍ତର ପ୍ରଦେଶର ସୀତାପୁର ଜେଲରେ ବନ୍ଦଥିବା ସମାଜବାଦୀ ପାର୍ଟି ନେତା ତଥା ରାମପୁର ଏମ୍‌ପି ଆଜମ ଖାଁ ଉତ୍ତର ପ୍ରଦେଶର ଯୋଗୀ ଆଦିତ୍ୟନାଥଙ୍କ ସରକାର ଉପରେ ବଡ ଅଭିଯୋଗ ଆଣିଛନ୍ତି। ପୂର୍ବତନ କ୍ୟାବିନେଟ ମନ୍ତ୍ରୀ…

ଭାରତରେ ପରିବେଶ ସୁରକ୍ଷା କାର୍ଯ୍ୟ କରୁଛନ୍ତି ବିଦେଶିନୀ

କୋବଲମ୍‌,୨୯।୨: ଦେଶରେ ପରିବେଶ ପ୍ରଦୂଷଣ ବୃଦ୍ଧି ପାଇବାରେ ଲାଗିଛି। ଏନେଇ ସରକାର ତଥା ବିଭିନ୍ନ ସେଚ୍ଛାସେବୀ ସଂଗଠନ ପକ୍ଷରୁ ସଚେତନତା କାର୍ଯ୍ୟ ଜାରି ରହିଛି। ତେବେ କେରଳରେ ଜଣେ ବିଦେଶନୀ କୋବଲମ୍‌ ସମୁଦ୍ର କୂଳରୁ ନାନା ବର୍ଜ୍ୟବସ୍ତୁ ହଟାଇବା କାର୍ଯ୍ୟ କରୁଛନ୍ତି।…

ଖବରକୁ ଭୁଲ୍‌ ପ୍ରମାଣ କରିବାକୁ ମଞ୍ଚରେ ଚିକେନ ଖାଇଲେ ମନ୍ତ୍ରୀ

ହାଇଦ୍ରାବାଦ,୨୯।୨: କରୋନା ଭାଇରସ ସାରା ବିଶ୍ୱର ଚିନ୍ତା ବଢାଇଥିବା ବେଳେ ଭାରତରେ ମଧ୍ୟ କେତେଜଣ କରୋନା ସଂକ୍ରମିତଙ୍କୁ ଦେଖି ଲୋକଙ୍କ ମଧ୍ୟରେ ଛନକା ପଶିଯାଇଛି। ଏହି କରୋନା ଭାଇରସ କେମିତି ବା କାହା ମାଧ୍ୟମରେ ହେଉଛି ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇ…

କହ୍ନେୟାଙ୍କ ନଁ। ରେ ଚାଲିବ ଦେଶଦ୍ରୋହ ମାମଲା

ନୂଆଦିଲ୍ଲୀ,୨୯ା୨(ପି.ଟି.): ଜବାହରଲାଲ ନେହେରୁ ଛାତ୍ର ସଂସଦ (ଜେଏନ୍‌ୟୁଏସ୍‌ୟୁ)ର ପୂର୍ବତନ ସଭାପତି କହ୍ନେୟା କୁମାର ଓ ଅନ୍ୟ ଦୁଇଜଣଙ୍କ ବିରୋଧରେ ଦେଶଦ୍ରୋହ ମୋକଦ୍ଦମା ଚାଲିବ। ଏଥିପାଇଁ ଦିଲ୍ଲୀ ସରକାର ପୋଲିସକୁ ଅନୁମତି ଦେଇଛନ୍ତି। ୨୦୧୬ ଦେଶଦ୍ରୋହ ମାମଲାରେ କହ୍ନେୟାଙ୍କ ସମେତ ଜେଏନ୍‌ୟୁ ଛାତ୍ର…

କେନ୍ଦ୍ରକୁ ଜବାବ ମାଗିଲେ ହାଇକୋର୍ଟ

ନୂଆଦିଲ୍ଲୀ,୨୯ା୨(ପି.ଟି.):କଂଗ୍ରେସ ଅଧ୍ୟକ୍ଷ ସୋନିଆ ଗାନ୍ଧୀ, ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଓ ସାଧାରଣ ସମ୍ପାଦିକା ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କ ସମେତ ଦଳର କେତେଜଣ ନେତା ଉତ୍ତେଜନାପୂର୍ଣ୍ଣ ଭାଷଣ ଦେଉଥିବାରୁ ସେମାନଙ୍କ ବିରୋଧରେ ଏତଲା ଦାଏର ପାଇଁ ନିର୍ଦ୍ଦେଶ ଦେବାକୁ ଦିଲ୍ଲୀ ହାଇକୋର୍ଟରେ…

ପୁଲ୍‌ଓ୍ବାମା ଆକ୍ରମଣ: ଜଣେ ଗିରଫ

ପୁଲ୍‌ଓ୍ବାମା,୨୯ା୨(ପି.ଟି.):ପୁଲ୍‌ଓ୍ବାମା ଆତଙ୍କବାଦୀ ଆକ୍ରମଣ ଘଟଣାରେ ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍‌ଆଇଏ)କୁ ଶୁକ୍ରବାର ପ୍ରଥମ ବଡ଼ ସଫଳତା ମିଳିଛି। ଗତବର୍ଷ ଫେବୃୟାରୀ ୧୪ରେ ହୋଇଥିବା ଏହି ଆତ୍ମଘାତୀ ଆକ୍ରମଣରେ ୪୦ ସିଆର୍‌ପିଏଫ୍‌ ଯବାନ ଶହୀଦ ହୋଇଥିଲେ। ଏହି ମାମଲାରେ ଜୈଶ-ଇ-ମହମ୍ମଦ (ଜେଇଏମ୍‌)ର ଜଣେ…

ଆମକୁ ପଢ଼ାଅନି ରାଜଧର୍ମ ପାଠ

ନୂଆଦିଲ୍ଲୀ, ୨୯ା୨: ଦିଲ୍ଲୀ ହିଂସାକୁ ନେଇ ଭାଜପା ରାଜଧର୍ମ ପାଳନ କରୁ ବୋଲି କଂଗ୍ରେସ କହିବା ପରେ ଏହାର ଜବାବ ଦେଇଛି ଶାସକ ଦଳ। ଆମକୁ ରାଜଧର୍ମ ପାଠ ପଢ଼ାଅନି ବୋଲି ଭାଜପା ନେତା ତଥା କେନ୍ଦ୍ରମନ୍ତ୍ରୀ ରବିଶଙ୍କର ପ୍ରସାଦ ଶୁକ୍ରବାର…

ପୋଲିସ କମିଶନର ଭାବେ ଶ୍ରୀବାସ୍ତବଙ୍କୁ ଅତିରିକ୍ତ ଦାୟିତ୍ୱ

ନୂଆଦିଲ୍ଲୀ,୨୯ା୨(ପି.ଟି.): ଦିଲ୍ଲୀ ପୋଲିସରେ ସ୍ବତନ୍ତ୍ର ପୋଲିସ କମିଶନର(ଆଇନ ଶୃଙ୍ଖଳା) ଭାବେ ଗତ ସପ୍ତାହରେ ନିଯୁକ୍ତି ପାଇଥିବା ବରିଷ୍ଠ ଆଇପିଏସ୍‌ ଅଫିସର ଏସ୍‌.ଏନ୍‌. ଶ୍ରୀବାସ୍ତବ ରବିବାର ଦିଲ୍ଲୀ ପୋଲିସ କମିଶନର ଭାବେ ଅତିରିକ୍ତ ଦାୟିତ୍ୱ ଗ୍ରହଣ କରିଛନ୍ତି। ପୋଲିସ କମିଶନର ପଦରୁ ଶନିବାର…

ଟ୍ରାକ୍‌କୁ ଫେରୁଛି ରାଜଧାନୀ

ନୂଆଦିଲ୍ଲୀ,୨୯ା୨: ପାଞ୍ଚଦିନ ପରେ ଦିଲ୍ଲୀବାସୀଙ୍କୁ ମିଳିଛି ସାମାନ୍ୟ ଆଶ୍ୱସ୍ତି। ସାମ୍ପ୍ରଦାୟିକ ଦଙ୍ଗାରେ ୪୩ ଜଣଙ୍କ ଜୀବନ ଚାଲିଯିବା ଉତ୍ତାରୁ କେତେକ ଅଞ୍ଚଳରେ ଧୀରେ ଧୀରେ ଶାନ୍ତି ଫେରୁଥିବା ପରିଲକ୍ଷିତ ହୋଇଛି। ସମୟ ଗଡ଼ିଚାଲିବା ସହ ଟ୍ରାକ୍‌କୁ ଫେରୁଛି ଜାତୀୟ ରାଜଧାନୀ। ଲୋକେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri