ଜାତୀୟ

ଭାରତକୁ ନେଇ ବଡ଼ କଥା କହିଦେଲା ରୁଷିଆ: ଆମେରିକାକୁ ଲାଗିଲା ଝଟ୍‌କା

ମସ୍କୋ,୧୬।୧୦: ଭାରତ ଆଉ ରୁଷିଆଠାରୁ ତେଲ କିଣିବ ନାହିଁ। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏହି ଦାବି କରିଛନ୍ତି। ମସ୍କୋ ଏହି ମାମଲାରେ ପ୍ରତିକ୍ରିୟା ଦେଇଛି। ଭାରତରେ ଅବସ୍ଥାପିତ ରୁଷିଆ ରାଷ୍ଟ୍ରଦୂତ ଡେନିସ ଆଲିପୋଭ କହିଛନ୍ତି, ଭାରତର ଅର୍ଥନୀତିକୁ ରୁଷିଆ ତେଲ…

ରୁଷିଆଠାରୁ ଭାରତ ତେଲ କିଣିବ କି ନାହିଁ ହେଲା ସ୍ପଷ୍ଟ, ପୁଣି ଥରେ ଧରାପଡ଼ିଗଲା ଟ୍ରମ୍ପଙ୍କ ମିଛ

ନୂଆଦିଲ୍ଲୀ,୧୬ା୧୦: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାବି କରି କହିଛନ୍ତି ଯେ, ଭାରତ ଆଉ ରୁଷିଆରୁ ତେଲ କିଣିବ ନାହିଁ। ସେ ଏହା ମଧ୍ୟ କହିଛନ୍ତି ଯେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଏହି ବିଷୟରେ ଆଶ୍ୱାସନା ଦେଇଛନ୍ତି। ଟ୍ରମ୍ପଙ୍କ ବୟାନ…

ଭାରତର ବାଣିଜ୍ୟିକ ନିଅଣ୍ଟ ୩୨.୧୫ ବିଲିୟନ୍‌ ଡଲାର

ନୂଆଦିଲ୍ଲୀ,୧୬ା୧୦ (ରଏଟର୍ସ/ପି.ଟି.): ୨୦୨୫ ସେପ୍ଟେମ୍ବରରେ ଭାରତର ବାଣିଜି୍ୟକ ନିଅଣ୍ଟ ୩୨.୧୫ ବିଲିୟନ୍‌ ଆମେରିକୀୟ ଡଲାରକୁ ବୃଦ୍ଧି ପାଇଛି, ଯାହାକି ଗତ ୧୩ ମାସରେ ସର୍ବାଧିକ। ବାଣିଜ୍ୟ ଓ ଶିଳ୍ପ ମନ୍ତ୍ରଣାଳୟ ପକ୍ଷରୁ ବୁଧବାର ଜାରି ତଥ୍ୟରୁ ଏହା ଜଣାପଡ଼ିଛି। ଆମେରିକାର ୫୦%…

ବିହାର ଏନ୍‌ଡିଏରେ ଫାଟ, ଟେନଶନରେ ଭାଜପା!

ପାଟନା/ନୂଆଦିଲ୍ଲୀ,୧୬ା୧୦: ବିହାର ବିଧାନସଭା ନିର୍ବାଚନ ପାଇଁ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନ୍‌ଡିଏ)ର ଆସନ ବୁଝାମଣା ଯୋଜନା ଘୋଷଣା ପରେ ଶାସକ ମେଣ୍ଟରେ ଫାଟ ଉପୁଜିଛି। ରାଷ୍ଟ୍ରୀୟ ଲୋକ ମୋର୍ଚ୍ଚା (ଆର୍‌ଏଲ୍‌ଏମ୍‌) ମୁଖ୍ୟ ଉପେନ୍ଦ୍ର କୁଶ୍‌ଓ୍ବାହା ଓ ହିନ୍ଦୁସ୍ତାନୀ ଆଓ୍ବାମ୍‌ ମୋର୍ଚ୍ଚା (ଏଚ୍‌ଏଏମ୍‌-ଧର୍ମନିରପେକ୍ଷ)…

ନୀତୀଶ କୁମାରଙ୍କ ପ୍ରଥମ ତାଲିକାରେ ଜଣେ ବି ନାହାନ୍ତି ମୁସଲମାନ ପ୍ରାର୍ଥୀ, ଜାଣନ୍ତୁ କେଉଁମାନେ ଅଛନ୍ତି ସାମିଲ…

ପାଟ୍‌ନା,୧୫ା୧୦: ଶାସକ ଦଳ ଜେଡିୟୁ ବୁଧବାର ବିହାର ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀଙ୍କ ପ୍ରଥମ ତାଲିକା ପ୍ରକାଶ କରିଛି। ଜେଡିୟୁ ମୋଟ୍‌ ୫୭ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ତାଙ୍କ ଦଳର ପ୍ରଥମ ତାଲିକାରେ ଜାତି ସମୀକରଣକୁ…

ଦୀପାବଳି ପୂର୍ବରୁ ବଡ଼ ଗିଫ୍ଟ ଦେଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୫।୧୦: ସୁପ୍ରିମକୋର୍ଟ ଦିଲ୍ଲୀ-ଏନସିଆରରେ ସବୁଜ ବାଣ ବ୍ୟବହାରକୁ ଅନୁମୋଦନ କରିଛନ୍ତି। କୋର୍ଟ ବୁଧବାର ଏହି ନିଷ୍ପତ୍ତି ଶୁଣାଇଛନ୍ତି। କୋର୍ଟ କେବଳ ଅକ୍ଟୋବର ୧୮ ରୁ ୨୧ ତାରିଖ ପର୍ଯ୍ୟନ୍ତ ଏହି ଅନୁମତି ପ୍ରଦାନ କରିଛନ୍ତି। ସିଜେଆଇ ବି.ଆର. ଗଭାଇ କହିଛନ୍ତି, ଆମକୁ…

JDUର ପରମ୍ପରା ଭାଙ୍ଗିଲା: ପ୍ରଥମ ଥର ପାଇଁ ମୁଖ୍ୟମନ୍ତ୍ରୀ ବାସଭବନରୁ ଏମିତି କାମ କଲେ ନୀତୀଶ

ପାଟନା,୧୫।୧୦: ବିହାରରେ ଶାସକ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (NDA) ମଧ୍ୟରେ ଆସନ ବଣ୍ଟନକୁ ନେଇ ଅସନ୍ତୋଷର କଳ୍ପନାଜଳ୍ପନା ମଧ୍ୟରେ, ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ମଙ୍ଗଳବାର ଜନତା ଦଳ ୟୁନାଇଟେଡ (JDU) ପ୍ରାର୍ଥୀଙ୍କୁ ବିଧାନସଭା ନିର୍ବାଚନ ପାଇଁ ଟିକେଟ ବଣ୍ଟନ କରିଛନ୍ତି। ଏଥର,…

ଡାକ୍ତରୀ ଛାତ୍ରୀ ଗଣବଳାତ୍କାର ଘଟଣାରେ ନୂଆମୋଡ଼: ପୀଡ଼ିତା କହିଦେଲେ ସାଂଘାତିକ କଥା, ଅନ୍ୟ କେହି ନୁହେଁ…

କୋଲକାତା,୧୫ା୧୦:ପଶ୍ଚିମବଙ୍ଗର ଦୁର୍ଗାପୁରସ୍ଥିତ ଏକ ଘରୋଇ ମେଡିକାଲ କଲେଜ ବାହାରେ ଓଡ଼ିଆ ଡାକ୍ତରୀ ଛାତ୍ରୀ ଗଣବଳାତ୍କାର ମାମଲା ମଙ୍ଗଳବାର ନୂଆ ମୋଡ଼ ନେଇଛି। ପୀଡ଼ିତାଙ୍କ ପୁରୁଷ ବନ୍ଧୁ ଓ୍ବାସିଫ ଅଲ୍ଲୀ ଘଟଣାର ମୁଖ୍ୟ ଖଳନାୟକ ବୋଲି ପୋଲିସ ଜାଣିବାକୁ ପାଇଛି। ମଙ୍ଗଳବାର ସନ୍ଧ୍ୟାରେ…

ଓଡ଼ିଆ ଛାତ୍ରୀ ଗଣବଳାତ୍କାର ଘଟଣା: ବୟଫ୍ରେଣ୍ଡଙ୍କୁ ଗିରଫ କଲା ପୋଲିସ, ସେହି ଦିନ ହିଁ…

କୋଲକାତା,୧୪ା୧୦: ପଶ୍ଚିମବଙ୍ଗରେ ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣବଳାତ୍କାର ଘଟଣାରେ ପୀଡ଼ିତାଙ୍କ ବୟଫ୍ରେଣ୍ଡଙ୍କୁ ଗିରଫ କରିଛି ଦୁର୍ଗାପୁର ପୋଲିସ । କ୍ୟାମ୍ପସ ବାହାରକୁ ନେବା ପାଇଁ ସେହିଦିନ ବୟଫ୍ରେଣ୍ଡ ଯୁବତୀଙ୍କୁ ପ୍ରବର୍ତ୍ତାଇ ଥିବା ଅଭିଯୋଗରେ ଗିରଫ ହୋଇଛନ୍ତି। ତେବେ ଆସନ୍ତାକାଲି ଅର୍ଥାତ୍‌ ବୁଧବାର…

ଯାତ୍ରୀବାହୀ ବସ୍‌ରେ ଲାଗିଲା ନିଆଁ, ଜିଅନ୍ତା ଜଳିଗଲେ ୧୦ରୁ ଅଧିକ ଯାତ୍ରୀ

ଜୟପୁର,୧୪ା୧୦: ମଙ୍ଗଳବାର ରାଜସ୍ଥାନର ଜୈସଲମେରରେ ଏକ ଯାତ୍ରୀବାହୀ ବସ୍‌ରେ ନିଆଁ ଲାଗିଯାଇଛି। ଫଳରେ ୧୦ରୁ ୧୨ ଜଣଙ୍କର ମୃତ୍ୟୁ ଆଶଙ୍କା କରାଯାଉଛି। ଜୈସଲମେରରୁ ଯୋଧପୁର ଯାଉଥିବା ବସ୍‌ଟି ୫୦ରୁ ଅଧିକ ଯାତ୍ରୀଙ୍କୁ ନେଇ ଯାତ୍ରା କରୁଥିଲା। ରିପୋର୍ଟ ଅନୁଯାୟୀ, ବସ୍‌ରେ ଥିବା…

ଦୁର୍ଗାପୁର ଆଇକ୍ୟୁ ହସ୍ପିଟାଲରେ ପ୍ରତାପ ଷଡ଼ଙ୍ଗୀ, ପୀଡ଼ିତାଙ୍କ ପରିବାରକୁ ଭେଟି…

କୋଲକାତା,୧୪ା୧୦: ପଶ୍ଚିମବଙ୍ଗରେ ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣବଳାତ୍କାର ମାମଲାରେ ଦୁର୍ଗାପୁର ଆଇକ୍ୟୁ ହସ୍ପିଟାଲରେ ପହଞ୍ଚିଛନ୍ତି ଏମ୍‌ପି ପ୍ରତାପ ଷଡ଼ଙ୍ଗୀ। ତାଙ୍କ ସହ ରାଜ୍ୟ ମହିଳା ମୋର୍ଚ୍ଚା ସଭାନେତ୍ରୀ ଐଶ୍ବର୍ଯ୍ୟା ବିଶ୍ବାଳ ମଧ୍ୟ ଅଛନ୍ତି। ନନା ପୀଡ଼ିତାଙ୍କ ପରିବାରକୁ ଭେଟି ଆଲୋଚନା କରିବେ।…

ଭାଜପାର ପ୍ରଥମ ତାଲିକାରେ ସବୁ ବର୍ଗକୁ ସାମିଲ, ଜାଣନ୍ତୁ କେଉଁଥିରୁ କେତେ…

ପାଟ୍‌ନା,୧୪ା୧୦: ଭାରତୀୟ ଜନତା ପାର୍ଟି ମଙ୍ଗଳବାର ବିହାର ବିଧାନସଭା ନିର୍ବାଚନ ପାଇଁ ତା’ର ପ୍ରଥମ ତାଲିକା ପ୍ରକାଶ କରିଛି। ପ୍ରଥମ ତାଲିକାରେ ୭୧ ଜଣ ପ୍ରାର୍ଥୀଙ୍କ ନାମ ରହିଛି। ଭାଜପା ପ୍ରଥମ ତାଲିକାରେ ଏହାର ଅଧିକାଂଶ ପୂର୍ବତନ ବିଧାୟକ ଏବଂ ମନ୍ତ୍ରୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?