ସୌନ୍ଦର୍ଯ୍ୟକୁ ଦୀର୍ଘସ୍ଥାୟୀ କରିବା ପାଇଁ ସପ୍ତାହରେ ଥରେ ଏହି ବାଥ୍ …
ନୂଆଦିଲ୍ଲୀ: ପରିବେଶ ପ୍ରଦୂଷଣର ପ୍ରଭାବ ତ୍ୱଚା ଉପରେ ପଡ଼ିଥାଏ। ଶରୀରର ଲୋମଛିଦ୍ର ଏହା ଦ୍ୱାରା ବନ୍ଦ ହୋଇଯାଇଥାଏ। ତେବେ ସପ୍ତାହରେ ଥରେ ସୋନା ବାଥ୍ ନେଲେ ଏସବୁ ସମସ୍ୟାରୁ ମୁକ୍ତି ମିଳିବା ସହିତ ସୌନ୍ଦର୍ଯ୍ୟ ଦୀର୍ଘସ୍ଥାୟୀ ରହିଥାଏ। ସୋନା ବାଥ୍ରେ ଚଟାଣରେ…
ସଚେତନତା ଦ୍ୱାରା ମହିଳାଙ୍କ ଉପରେ ହେଉଥିବା ଅପରାଧର ଅନ୍ତ ଘଟିିବ: ଭେଙ୍କିୟା ନାଇଡୁ
ପୁଣେ,୮।୧୨: ଦେଶରେ ମହିଳାଙ୍କ ଉପରେ ଅପରାଧ ବୃଦ୍ଧି ପାଉଥିବା ନେଇ ଉପରାଷ୍ଟ୍ରପତି ଭେଙ୍କିୟା ନାଇଡୁ କ୍ଷୋଭ ପ୍ରକାଶ କରିଛନ୍ତି। ଲୋକଙ୍କ ମଧ୍ୟରେ ସଚେତନତା ଦ୍ୱାରା ହିଁ ଏଭଳି ଆପରାଧୀକ ଘଟଣାର ଅନ୍ତ ଘଟିବ ବୋଲି ପୁଣେଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗଦେଇ…
ଉନ୍ନାଓ ପୀଡିତାଙ୍କ ପରିବାରର ସମସ୍ତ ଦାବି ପୂରଣ କରାଯିବ: ଲକ୍ଷ୍ନୌ କମିଶନର
ଲକ୍ଷ୍ନୌ,୮।୧୨: ଉନ୍ନାଓ ପୀଡିତାଙ୍କ ପରିବାର ଯେଉଁସବୁ ଦାବି କରିଥିଲେ ତାହା ପୂରଣ କରାଯିବ ବୋଲି ଶନିବାର କଥା ଦେଇଛନ୍ତି ଉତ୍ତର ପ୍ରଦେଶ ପ୍ରଶାସନ। ଲକ୍ଷ୍ନୌ ଡିଭିଜନାଲ କମିଶନର ମୁକେଶ ମେଶରାମ ଖବରଦାତାମାନଙ୍କୁ ସୂଚନା ଦେଇ କହିଛନ୍ତି, ସେ ପୀଡିତାଙ୍କ ପରିବାର ସହ…
ତୃତୀୟ ମହଲାରେ ନିଦରେ ଶୋଇଥିଲେ ଲୋକେ: ନିଆଁ ତ ଲିଭିଲା; ଭାଙ୍ଗିଲାନି ମହାନିଦ୍ରା
ନୂଆଦିଲ୍ଲୀ,୮।୧୨: ଉପହାର ସିନେମା ହଲ୍ରେ ୨୨ ବର୍ଷ ତଳେ ଘଟିଥିବା ଅଗ୍ନିକାଣ୍ଡ ଘଟଣାକୁ ପୁଣି ଥରେ ଦିଲ୍ଲୀବାସୀଙ୍କୁ ମନେ ପକାଇ ଦେଇଛି ରବିବାରର ଘଟଣା। ରାଣୀ ଝାନ୍ସୀ ରୋଡ୍ ନିକଟରେ ଥିବା ଖାଦ୍ୟଶସ୍ୟ ମଣ୍ଡିର ତୃତୀୟ ମହଲାରେ ଅଗ୍ନିକାଣ୍ଡ ଘଟି ୪୩…
ସ୍ବାତୀ ମାଲିଓ୍ବାଲଙ୍କ ଅନଶନ ଜାରି: କମିଲା ୩ କିଲୋ ଓଜନ
ନୂଆଦିଲ୍ଲୀ,୮।୧୨: ବଳାତ୍କାର ମାମଲାରେ ୬ ମାସ ମଧ୍ୟରେ ଫାଶି ଦଣ୍ଡାଦେଶ ସହ ଆହୁରି କିଛି ଦାବି ନେଇ ନୂଆଦିଲ୍ଲୀର ରାଜଘାଟ ନିକଟ ସମତା ସ୍ଥଳରେ ଅନଶନରେ ବସିଛନ୍ତି ଢ଼ହିଳା ଆୟୋଗର ଅଧ୍ୟକ୍ଷ ସ୍ବାତୀ ମାଲିଓ୍ବାଲ। ସ୍ବାତୀଙ୍କ ଅନଶନ ପଞ୍ଚମ ଦିନରେ ପହଞ୍ଚିଥିବା…
ଦିଲ୍ଲୀ ଅଗ୍ନିକାଣ୍ଡ: ଫାୟାର ମ୍ୟାନ୍ ରାଜେଶ ଶୁକ୍ଳା ନିଆଁ ଭିତରୁ ୧୧ ଜଣଙ୍କ ଜୀବନ ବଞ୍ଚାଇଲେ
ନୂଆଦିଲ୍ଲୀ,୮।୧୨: ଦିଲ୍ଲୀର ଝାନ୍ସୀ ରୋଡଠାରେ ରବିବାର ଘଟିଥିବା ଅଗ୍ନିକାଣ୍ଡରେ ୪୩ ଲୋକଙ୍କ ମୃତ୍ୟୁ ଘଟିଛି। ଏଥିରେ ୫୬ ଜଣ ଆହତ ହୋଇଛନ୍ତି। ଏହି ଘଟଣାରେ ନିଜ ଜୀବନକୁ ଭୟ ନ କରି ନିଆଁ ଭିତରୁ ୧୧ ଜଣଙ୍କୁ ବଞ୍ଚାଇଛନ୍ତି ଫାୟାର ମ୍ୟାନ୍…
ଡିସେମ୍ବର ୨୧ରେ ଭାରତ-ଚାଇନା ସୀମା ଆଲୋଚନା
ନୂଆଦିଲ୍ଲୀ,୮।୧୨: ଭାରତ-ଚାଇନା ସୀମା ସମସ୍ୟା ସମ୍ପର୍କିତ ଆଲୋଚନା ଡିସେମ୍ବର ୨୧ରେ ସମ୍ପନ୍ନ ହେବ ବୋଲି ବହିର୍ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଆୟୋଜିତ ଆଲୋଚନାରେ ଭାରତୀୟ ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ୍ ଡୋଭାଲ୍ ଏବଂ ଚାଇନା ବହିର୍ବ୍ୟାପାର ମନ୍ତ୍ରୀ ଓ୍ବାଙ୍ଗ୍ ଓ୍ବି…
ସୋମବାର ୭୩ ବର୍ଷରେ ପଦାର୍ପଣ କରିବେ ସୋନିଆ ଗାନ୍ଧୀ: ମହିଳାଙ୍କ ଉପରେ ହେଉଥିବା ନିର୍ଯାତନା ଯୋଗୁ ପାଳିବେ ନାହିଁ ଜନ୍ମଦିନ
ନୂଆଦିଲ୍ଲୀ,୮।୧୨: ସୋମବାର କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ୭୩ ବର୍ଷରେ ପଦାର୍ପଣ କରିବେ। ତେବେ ଦେଶରେ ମହିଳାଙ୍କ ଉପରେ ହେଉଥିବା ନିର୍ଯାତନା ଯୋଗୁ ଜନ୍ମଦିନ ପାଳିବେ ନାହିଁ ବୋଲି ସୂଚନା ଦେଇଛନ୍ତି। ଦେଶର ବିଭିନ୍ନ ଅଞ୍ଚଳରେ ମହିଳାଙ୍କ ଉପରେ ହେଉଥିବା ଅତ୍ୟାଚାର…
ରାତି ୧୦ଟା ପରେ ମହିଳାଙ୍କୁ ଘରେ ପହଞ୍ଚାଇବ ପୋଲିସ
ବେଙ୍ଗାଲୁରୁ,୮।୧୨: କର୍ନାଟକର ଗଦାଗ ପୋଲିସ ଏବେ ମହିଳାମାନଙ୍କୁ ମାଗଣାରେ ଘରେ ପହଞ୍ଚାଇବାର ଯୋଜନା କରିଛି। ରାତି ୧୦ଟାରୁ ଭୋର ୬ଟା ମଧ୍ୟରେ ଯେଉଁ ମହିଳାମାନେ ବାହାରେ ଥିବେ ସେମାନଙ୍କୁ ପୋଲିସ ମାଗଣାରେ ଓ ସୁରକ୍ଷିତ ଭାବେ ଘରେ ପହଞ୍ଚାଇବ ବୋଲି କହିଛି।…
ଭୋର୍ ସମୟରେ ପୁଣି ଥରିଲା ଉତ୍ତରାଖଣ୍ଡ: ଲୋକେ ଆତଙ୍କିତ
ଚାମୋଲି,୮।୧୨: ଉତ୍ତରାଖଣ୍ଡରେ ରବିବାର ଭୋର୍ ୪ଟା ୨୬ ମିନିଟ୍ରେ ଭୂକମ୍ପ ଅନୁଭୁତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୩.୨ ଥିଲା ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଭୂକମ୍ପର କେନ୍ଦ୍ର ଚାମୋଲି ଜିଲାର ୧୦ କିମି ଭୂଗର୍ଭ…
ଦିଲ୍ଲୀ ଅଗ୍ନିକାଣ୍ଡ: ମୃତକଙ୍କ ପରିବାର ପାଇଁ କେଜରିଓ୍ବାଲ ଏବଂ ଭାଜପା ପକ୍ଷରୁ ଅନୁକମ୍ପା ମୂଳକ ସହାୟତା ଘୋଷଣା
ନୂଆଦିଲ୍ଲୀ,୮।୧୨: ଦିଲ୍ଲୀର ଏକ ସ୍କୁଲ ବ୍ୟାଗ୍ କାରଖାନାରେ ରବିବାର ଅଗ୍ନିକାଣ୍ଡ ଘଟି ୪୩ ଲୋକଙ୍କ ମୃତ୍ୟୁ ଘଟିଛି। ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଘଟଣାସ୍ଥଳରେ ପହଞ୍ଚି ମୃତକଙ୍କ ପରିବାର ପାଇଁ ୧୦ ଲକ୍ଷ ଟଙ୍କାର ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି।…
କାହିଁକି ଅଜିତଙ୍କ ସହ ମିଶି ଶପଥ ନେଇଥିଲେ ଫଡନବିସ
ମୁମ୍ବାଇ,୮।୧୨: ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିସ ଏବେ ମହାରାଷ୍ଟ୍ର ରାଜନୀତିକୁ ନେଇ କିଛି କଥା କହିଛନ୍ତି। ଦ୍ୱିତୀୟ ଥର ଲାଗି ସେ କାହିଁକି ଅଜିତ ପାଓ୍ବାରଙ୍କ ସହ ମିଶି ଶପଥ ଗ୍ରହଣ କରିଥିଲେ ସେ ସମ୍ପର୍କରେ ଫଡନବିସ ମନ ଖୋଲି…
Archives


