ଜାତୀୟ

ବିବାଦୀୟ ଟିପ୍ପଣୀ ଦେଇ ଚର୍ଚ୍ଚାରେ ବାଘେଲା

ନୂଆଦିଲ୍ଲୀ,୩।୧୦: ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୂପେଶ ବାଘେଲା ଏକ ବିବାଦୀୟ ଟିପ୍ପଣୀ ଦେଇ ଆସିଛନ୍ତି ଚର୍ଚ୍ଚାକୁ। ସେ କହିଛନ୍ତି ବିନାୟକ ଦାମୋଦର ସାଭରକର ମାହାତ୍ମା ଗାନ୍ଧୀଙ୍କ ହତ୍ୟା ଷଡଯନ୍ତ୍ରର ଏକ ଅଂଶ ଥିଲେ ଯାହାକୁ କେହି ଅମାନ୍ୟ କରିପାରିବେ ନାହିଁ। କାରଣ...

ସ୍ତନ୍ୟପାନ କରାଉଥିବା ମା’ଙ୍କୁ ଡାଇବେଟିସ୍‌ ଆଶଙ୍କା କମ୍‌…

ଜନ୍ମ ପରେ ନବଜାତକଙ୍କୁ ସ୍ତନ୍ୟପାନ କରାଉଥିବା ମହିଳା ଡାଇବେଟିସ୍‌ରୁ ଦୂରେଇ ରୁହନ୍ତି। ସେମାନଙ୍କ କ୍ଷେତ୍ରରେ ଡାଇବେଟିସ୍‌ ଆଶଙ୍କା ହ୍ରାସ ପାଇଥାଏ ବୋଲି ଚିକିତ୍ସା ବିଜ୍ଞାନୀ ପରାମର୍ଶ ଦେଇଥାନ୍ତି। ଶିଶୁଙ୍କୁ ୬ମାସ କିମ୍ବା ଏହାଠାରୁ ଅଧିକ ସମୟ ସ୍ତନ୍ୟପାନ କରାଇଲେ ଟାଇପ୍‌-୨...

କଂଗ୍ରେସକୁ ଝଟ୍‌କା: ଦଳ ଛାଡି ପାରନ୍ତି ସଞ୍ଜୟ ନିରୁପମ

ମୁମ୍ବାଇ,୩।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପୂର୍ବରୁ ଟିକେଟକୁ ନେଇ କଂଗ୍ରେସ ଦଳ ମଧ୍ୟରେ ଆରମ୍ଭ ହୋଇଯାଇଛି ଟଣା ଓଟରା। ଏମିତିକି କଂଗ୍ରେସ ନେତା ସଞ୍ଜୟ ନିରୁପମ ଦଳ ଛାଡିବାକୁ ସଙ୍କେତ ଦେଇଛନ୍ତି। ଗୁରୁବାର ସେ ଏକ ଟୁଇଟ୍‌ କରି କହିଛନ୍ତି...

ଦିଲ୍ଲୀରେ ଖୋଲିବ ସ୍ପୋର୍ଟସ୍‌ ବିଶ୍ୱବିଦ୍ୟାଳୟ: କେଜରିଓ୍ବାଲ

ନୂଆଦିଲ୍ଲୀ,୩।୧୦: ବିଧାନସଭା ନିର୍ବାଚନ ପାଖେଇ ଆସୁଥିବା ବେଳେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଗୋଟିଏ ପରେ ଗୋଟିଏ ଘୋଷଣା କରି ଚାଲଇଛନ୍ତି। ଗୁରୁବାର ଏକ ଖବରଦାତା ସମ୍ମିଳନୀରେ ଉପମୁଖ୍ୟମନ୍ତ୍ରୀ ମନିଷ ଶିସୋଦିଆଙ୍କ ଉପସ୍ଥିତିରେ କେଜରିଓ୍ବାଲ କହିଛନ୍ତି ଦିଲ୍ଲୀରେ ଏକ ସ୍ପୋର୍ଟସ୍‌...

୪ଶହ ରେଲଓ୍ବେ ଷ୍ଟେଶନରେ ବ୍ୟବହାର ହେବ ମାଟି ଚା’ର ପାତ୍ର

ନୂଆଦିଲ୍ଲୀ,୩।୧୦: ସିଙ୍ଗଲ-ୟୁଜ ପ୍ଲାଷ୍ଟିକ ବନ୍ଦ କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଥିବା ବେଳେ ଏହାକୁ କାର୍ଯ୍ୟକାରୀ କରିବାକୁ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ ଆହ୍ବାନ ଦେଇଛନ୍ତି। ଗୁରୁବାର ଶାହ କହିଛନ୍ତି ଏଣିକି ୪ ଶହ ରେଲଓ୍ବେ ଷ୍ଟେଶନରେ ମାଟି ଚା’ର ପାତ୍ର...

୧୭ ଅକ୍ଟୋବର ପର୍ଯ୍ୟନ୍ତ ଜେଲ୍‌ରେ ରହିବେ ଚିଦାମ୍ବରମ

ନୂଆଦିଲ୍ଲୀ,୩।୧୦: ପୂର୍ବତନ ଅର୍ଥମନ୍ତ୍ରୀ ପି ଚିଦାମ୍ବରମ ଆଇଏନ୍‌ ଏକ୍ସ ମିଡିଆ ଭ୍ରଷ୍ଟଚାର ମାମଲାରେ ଗୁରୁବାର ଜାମିନ ପାଇଁ ସୁପ୍ରିମକୋର୍ଟର ଦ୍ୱାରସ୍ଥ ହୋଇଥିଲେ। ହେଲେ କୋର୍ଟ ତାଙ୍କୁ ଜାମିନ ଦେଇ ନ ଥିବା ବେଳେ ତାଙ୍କୁ ପୁଣିଥରେ ବିଚାର ବିଭାଗୀୟ ଜେଲ୍‌କୁ...

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ ସମୟରେ ଡଙ୍ଗା ସହ ନଦୀରେ ବୁଡ଼ିଗଲେ ଭାଜପା ଏମ୍‌ପି

ପାଟନା,୩।୧୦: ବିହାର ପାଟନା ପାଟଳିପୁତ୍ରର ଭାଜପା ଏମ୍‌ପି ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ରାମକ୍ରିପାଲ ଯାଦବ ଏକ ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଯାଇଛନ୍ତି। ବୁଧବାର ଗାନ୍ଧୀ ଜୟନ୍ତୀ ଅବସରରେ ଯାଦବଙ୍କ ନିର୍ବାଚନ ମଣ୍ଡଳୀରେ ‘ଗାନ୍ଧୀ ସଂକଳ୍ପ ଯାତ୍ରା’ କାର୍ଯ୍ୟକ୍ରମ ଆୟୋଜନ...

ନିର୍ବାଚନରେ ଠାକ୍‌ରେ ପରିବାରର ଡେବ୍ୟୁ: ପ୍ରାର୍ଥୀପତ୍ର ଦାଖଲ କଲେ ଆଦିତ୍ୟ

ମୁମ୍ବାଇ,୩।୧୦: ମହାରାଷ୍ଟ୍ରରେ ବହୁ ବର୍ଷର ପରମ୍ପରା ଭାଙ୍ଗିଛି। ଶିବସେନା ଅଧ୍ୟକ୍ଷ ଉଦ୍ଧବ ଠାକରେଙ୍କ ପୁଅ ତଥା ଯୁବାବର୍ଗର ଅଧ୍ୟକ୍ଷ ଆଦିତ୍ୟ ଠାକରେ ମହାରାଷ୍ଟ୍ର ବିଧାନସଭା ପାଇଁ ନିର୍ବାଚନକୁ ଓହ୍ଲାଇଛନ୍ତି। ପ୍ରଥମ ଥର ଠାକରେ ପରିବାରରୁ ଆଦିତ୍ୟ ପ୍ରତ୍ୟେକ୍ଷଭାବେ ନିର୍ବାଚନ ଲଢ଼ିବାକୁ...

ଦୂର୍ଗାପୂଜାରେ ହେବନାହିଁ ପ୍ଲାଷ୍ଟିକର ବ୍ୟବହାର

ଶିଲଂ,୩।୧୦: ଚଳିତ ବର୍ଷ ଦୁର୍ଗାପୂଜାରେ ମେଘାଳୟରେ ପ୍ଲାଷ୍ଟିକର ବ୍ୟବହାର କରାଯିବ ନାହିଁ ବୋଲି ଜଣାପଡିଛି। ତେବେ ମେଘାଳୟ କେନ୍ଦ୍ରୀୟ ପୂଜା କମିଟି ଦ୍ୱାରା ରାଜ୍ୟର ସମସ୍ତ କମିଟି ପାଇଁ ଏହାକୁ ନେଇ ଏକ ଆଡଭାଇଜରି ଜାରି କରାଯାଇଛି। ଅଧିକାରୀଙ୍କର କହିବା...

୨୦୨୨ ଅଗଷ୍ଟ ୧୫ ସୁଦ୍ଧା କଶ୍ମୀରରୁ କନ୍ୟାକୁମାରୀ ପର୍ଯ୍ୟନ୍ତ ଚଳାଚଳ କରିବ ଟ୍ରେନ୍‌: ରେଳମନ୍ତ୍ରୀ

ନୂଆଦିଲ୍ଲୀ,୩।୧୦: ଆସନ୍ତା ୨୦୨୦ ଅଗଷ୍ଟ ୧୫ ସୁଦ୍ଧା କଶ୍ମୀରରୁ କନ୍ୟାକୁମାରୀ ପର୍ଯ୍ୟନ୍ତ ଟ୍ରେନ୍‌ ଚଳାଚଳ କରିବ। ସେହିପରି କାମରୂପଠାରୁ କଚ୍ଛ ପର୍ଯ୍ୟନ୍ତ ମଧ୍ୟ ଟ୍ରେନ୍‌ ଯାତ୍ରା ଆରମ୍ଭ ହେବ ବୋଲି ରେଳମନ୍ତ୍ରୀ ପୀୟୂଷ ଗୋୟଲ ଗୁରୁବାର ସୂଚନା ଦେଇଛନ୍ତି। ଜମ୍ମୁ-କଶ୍ମୀରର...

ହରିୟାଣା ବିଧାନସଭା ନିର୍ବାଚନ ପାଇଁ ୪ର୍ଥ ତାଲିକା ପ୍ରକାଶ କଲା ଜେଜେପି: କରନାଲରୁ ତେଜ ବାହାଦୁର

ଚଣ୍ଡିଗଡ଼,୩।୧୦: ହରିୟାଣା ବିଧାନସଭା ନିର୍ବାଚନ ପାଇଁ ବିଗୁଲ ବାଜିଛି। ହରିୟାଣା ଆସନ ପାଇଁ ଜନନାୟକ ଜନତା ପାର୍ଟି (ଜେଜେପି)ଗୁରୁବାର ଆଶାୟୀ ପ୍ରାର୍ଥୀଙ୍କ ୪ର୍ଥ ତାଲିକା ଜାରି କରିଛି। ନିଲମ୍ବିତ ବିଏସ୍‌ଏଫ ଯବାନ ତେଜ ବାହାଦୁରଙ୍କୁ ଦଳ ପକ୍ଷରୁ ଟିକେଟ ଦିଆଯାଇଛି।...

ହରିୟାଣା କଂଗ୍ରେସରେ ସିଦ୍ଧୁଙ୍କ ବିରୋଧରେ ବିଦ୍ରୋହ

ଚଣ୍ଡିଗଡ଼,୩।୧୦: ପଞ୍ଜାବର ପୂର୍ବ କ୍ୟାବିନେଟ ମନ୍ତ୍ରୀ ନବଜୋତ ସିଂହ ସିଦ୍ଧୁଙ୍କ ବିରୋଧରେ ସ୍ବର ଉତ୍ତୋଳନ ତେଜିବାରେ ଲାଗିଛି। ହରିୟାଣା କଂଗ୍ରେସର ବହୁ ତୁଙ୍ଗ ନେତା ସିଦ୍ଧୁ ନିର୍ବାଚନ ପ୍ରଚାର କରନ୍ତୁ ବୋଲି ଚାହୁଁ ନାହାନ୍ତି। କାରଣ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri