ଏଏପିରେ ମିଶିଲେ ୨ କଂଗ୍ରେସ ନେତା
ନୂଆଦିଲ୍ଲୀ,୧୪ା୧(ପି.ଟି.)- ଦିଲ୍ଲୀ ବିଧାନସଭା ନିର୍ବାଚନ ପୂର୍ବରୁ ଶାସକ ଏଏପି ନିଜ ଶକ୍ତି ବୃଦ୍ଧି କରିବାରେ ଲାଗିଛି। ସୋମବାର ୨ କଂଗ୍ରେସ ନେତା ରାମ୍ ସିଂ ନେତାଜୀ ଓ ବିନୟ ମିଶ୍ର ଦଳରେ ସାମିଲ ହୋଇଛନ୍ତି। ବିନୟ ପୂର୍ବତନ କଂଗ୍ରେସ ଏମ୍ପି ମହାବଳ…
ଭାଜପା ନେତାଙ୍କ ବିବାଦୀୟ ମନ୍ତବ୍ୟ: ମମତା କହିଲେ ପଶ୍ଚିମବଙ୍ଗ ୟୁପି ନୁହେଁ
କୋଲକାତା,୧୪ା୧(ପି.ଟି.): ସର୍ବସାଧାରଣ ସମ୍ପତ୍ତି ନଷ୍ଟ କରୁଥିବା ସିଏଏ ବିରୋଧୀ ବିକ୍ଷୋଭକାରୀଙ୍କୁ ଗୁଳି କରାଯିବ ବୋଲି ମନ୍ତବ୍ୟ ଦେଇ ପଶ୍ଚିମବଙ୍ଗ ଭାଜପା ସଭାପତି ଦିଲୀପ ଘୋଷ ବିବାଦ ଘେରକୁ ଆସିଛନ୍ତି। ତାଙ୍କର ଏଭଳି ମନ୍ତବ୍ୟକୁ ବିରୋଧକରି କେନ୍ଦ୍ର ସରକାର ଘୋଷଙ୍କୁ ଗୁଳି କରନ୍ତୁ…
ପାର୍ଲାମେଣ୍ଟ ଭବନ ଆକ୍ରମଣ ପଛରେ ଡିଏସ୍ପି ଦାବିନ୍ଦର: ଅଫଜଲ ଗୁରୁଙ୍କ ସହ ଥିଲା ସମ୍ପର୍କ
ନୂଆଦିଲ୍ଲୀ,୧୪ା୧: ଦୁଇ ଆତଙ୍କବାଦୀଙ୍କ ସହ ଧରାପଡ଼ି ରବିବାର ଗିରଫ ହୋଇଥିବା ଜମ୍ମୁ-କଶ୍ମୀରର ପୋଲିସ ଅଫିସର ଦାବିନ୍ଦର ସିଂଙ୍କ ସମ୍ପର୍କରେ ନୂଆ ତଥ୍ୟ ପଦାକୁ ଆସିଛି। ପାର୍ଲାମେଣ୍ଟ ଆକ୍ରମଣ ମାମଲାରେ ଫାଶୀ ପାଇଥିବା ଅଫଜଲ ଗୁରୁଙ୍କ ସହ ଏହି ଡିଏସ୍ପିଙ୍କ ସମ୍ପର୍କ ଥିଲା…
ସୁପ୍ରିମକୋର୍ଟରେ ପୋଲାଭରମ୍ ଶୁଣାଣି ଆଜି
ନୂଆଦିଲ୍ଲୀ,୧୪ା୧: ଗୋଦାବରୀ ନଦୀ ଉପରେ ଆନ୍ଧ୍ରପ୍ରଦେଶ ସରକାର ବିବାଦୀୟ ପୋଲାଭରମ୍ ଡ୍ୟାମ ପ୍ରକଳ୍ପ ନିର୍ମାଣ କରୁଥିବାବେଳେ ଏହାକୁ ବନ୍ଦକରିବା ଲାଗିି ସୁପ୍ରିମକୋର୍ଟରେ ଓଡ଼ିଶା ପକ୍ଷରୁ କରାଯାଇଥିବା ଆବେଦନର ଶୁଣାଣି ମଙ୍ଗଳବାର କରାଯିବ। ଜଷ୍ଟିସ ଏନ୍.ଭି. ରମାନା, ଜଷ୍ଟିସ ସଞ୍ଜୀବ ଖାନ୍ନା ଓ…
କଂଗ୍ରେସର ସିଏଏ ବିରୋଧୀ ମେଳି: ବିରୋଧୀ ଏକତାକୁ ଝଟକା
ନୂଆଦିଲ୍ଲୀ,୧୪ା୧: ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ)କୁ ବିରୋଧ କରି ପାର୍ଲାମେଣ୍ଟ ହାଉସ୍ରେ ସୋମବାର କଂଗ୍ରେସ ଡାକିଥିବା ବୈଠକକୁ ଝଟକା ଲାଗିଛି। ବୈଠକରେ ୧୫ଟି ଦଳର ନେତାମାନେ ଯୋଗଦେଇଥିବାବେଳେ ପ୍ରମୁଖ ବିରୋଧୀ ଦଳ ଏସ୍ପି, ବିଏସ୍ପି, ଟିଏମ୍ସି, ଶିବସେନା, ଡିଏମ୍କେ ଓ ଏଏପିର…
ଛାତ୍ରୀଛାତ୍ରଙ୍କ ଆଗରେ ଛିଡ଼ା ହେବାର ସାହସ ମୋଦିଙ୍କର ନାହିଁ: ରାହୁଲ
ନୂଆଦିଲ୍ଲୀ,୧୩।୧: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ପୁଣି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପରେ ବର୍ଷିଛନ୍ତି। ବିଶ୍ବବିଦ୍ୟାଳୟ ଛାତ୍ରୀଛାତ୍ରଙ୍କ ଆଗରେ ଛିଡ଼ା ହେବାର ମୋଦିଙ୍କ ସାହସ ନାହଁି। ମୁଁ ପ୍ରଧାନମନ୍ତ୍ରୀଙ୍କୁ ଚ୍ୟାଲେଞ୍ଜ ଦେଉଛି, ସେ ବିନା ସୁରକ୍ଷାରେ ବିଶ୍ୱବିଦ୍ୟାଳୟ ଆସି ଛାତ୍ରୀଛାତ୍ରଙ୍କୁ…
ଭାଜପାକୁ ଝଟକା: ବିହାରରେ ଲାଗୁ ହେବ ନାହିଁ ଏନ୍ଆର୍ସି
ପାଟନା,୧୩।୧: ଭାଜପାର ବିହାର ସହଯୋଗୀ ଜେଡିୟୁ ଜାତୀୟ ନାଗରିକ ପଞ୍ଜିକା (ଏନ୍ଆର୍ସି) ବିହାରରେ ଲାଗୁ ହେବାକୁ ମନା କରିଦେଇଛି। ଫଳରେ ଭାଜପାକୁ ଝଟକା ଲାଗିଛି। ସୋମବାର ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ବିହାର ବିଧାନସଭାରେ କହିଛନ୍ତି ଯେ, ଜେଡିୟୁ ସିଏଏ ଉପରେ…
ଆଚାର ସଂହିତା ଉଲ୍ଲଂଘନ ଅଭିଯୋଗରେ ଭାଜପା, ଏଏପିକୁ ନିର୍ବାଚନ କମିଶନରଙ୍କ ନୋଟିସ
ନୂଆଦିଲ୍ଲୀ,୧୩।୧: ରାଜଧାନୀରେ ବିଧାନସଭା ନିର୍ବାଚନ ପାଇଁ ବିଗୁଲ ବାଜିସାରିଛି। ନିର୍ବାଚନ ତାରିଖ ଘୋଷଣା ହେବା ସହ ଆଚାର ସଂହିତା ମଧ୍ୟ ଲାଗୁ ହୋଇଯାଇଛି। ଏହାପରେ ଶାସନ କ୍ଷମତାରେ ଥିବା ଆମ୍ ଆଦମୀ ପାର୍ଟି (ଏଏପି) ଓ ଭାରତୀୟ ଜନତା ପାର୍ଟି (ଭାଜପା)…
କଂଗ୍ରେସକୁ ଝଟ୍କା: ମହାବଲ ମିଶ୍ରାଙ୍କ ପୁଅ ବିନୟ ଏଏପିରେ ସାମିଲ
ନୂଆଦିଲ୍ଲୀ,୧୩।୧: ଦିଲ୍ଲୀ ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଏକ ଶକ୍ତ ଝଟ୍କା ଲାଗିଛି। ଦଳର ବରିଷ୍ଠ ନେତା ତଥା ପୂର୍ବତନ ଏମ୍ପି ମହାବଳ ମିଶ୍ରାଙ୍କ ପୁଅ ବିନୟ ମିଶ୍ରା ସୋମବାର ଆମ୍ ଆଦମୀ ପାର୍ଟି(ଏଏପି)ରେ ଯୋଗଦେଇଛନ୍ତି। ବିନୟଙ୍କ ସହ ଅନ୍ୟ କିଛି…
ବଡଗାମ ଏନ୍କାଉଣ୍ଟର: ଧରାପଡିଲେ ଜଣେ ଆତଙ୍କବାଦୀ
ବଡଗାମ,୧୩।୧: ଜମ୍ମୁ-କଶ୍ମୀରରେ ସୋମବାର କଶ୍ମୀର ଜୋନ୍ ପୋଲିସ ଓ ସୁରକ୍ଷା କର୍ମୀଙ୍କ ଉପସ୍ଥିତିରେ ଆରମ୍ଭ ହୋଇଛି ଏନକାଉଣ୍ଟର। ଏହାପରେ ଗଣ୍ଡେରବାଲରୁ ଜଣେ ଆତଙ୍କବାଦୀଙ୍କୁ ଗିରଫ କରାଯାଇଛି। ତରିକ ଗନାନି ନାମକ ଏହି ଆତଙ୍କବାଦୀଙ୍କର ଏଲ୍ଇଟି ସହ ସମ୍ପର୍କ ଥିବା ସୂଚନା ମିଳିଛି।
ଦିଲ୍ଲୀ ବିଧାନସଭା ପାଇଁ ୧୪ ପ୍ରାର୍ଥୀଙ୍କ ନାମ ଚୁଡାନ୍ତ କଲା କଂଗ୍ରେସ
ନୂଆଦିଲ୍ଲୀ,୧୩।୧: ଦିଲ୍ଲୀ ବିଧାନସଭା ନିର୍ବାଚନ ତାରିଖ ପାଖେଇ ଆସୁଥିବା ବେଳେ ସୋମବାର କଂଗ୍ରେସ ତା’ର ସେଣ୍ଟ୍ରାଲ ଇଲକେଶନ୍ କମିଟି ବୈଠକରେ ୧୪ ଜଣ ପ୍ରାର୍ଥୀଙ୍କ ନାମ ଚୁଡାନ୍ତ କରିଥିବା ଜଣାପଡିଛି। ବିଶେଷ ସୂତ୍ରରୁ ମିଳିଥିବା ଏହି ସୂଚନା ଅନୁଯାୟୀ ଭାରତୀୟ ଜନତା…
ଉନ୍ନାଓ ପୀଡ଼ିତା ବାପାଙ୍କ ଚିକିତ୍ସା କରୁଥିବା ଡାକ୍ତରଙ୍କ ସନ୍ଦେହଜନକ ମୃତ୍ୟୁ
ଉନ୍ନାଓ,୧୩।୧: ଉତ୍ତରପ୍ରଦେଶ ଉନ୍ନାଓର ବଳାତ୍କାରୀ ପୀଡ଼ିତାଙ୍କ ବାପାଙ୍କ ଚିକିତ୍ସା କରିଥିବା ଡାକ୍ତର ପ୍ରଶାନ୍ତ ଉପାଧ୍ୟାୟଙ୍କ ସୋମବାର ସନ୍ଦେହଜନକ ମୃତ୍ୟୁ ହୋଇଛି। ମଙ୍ଗଳବାର ତିସ୍ ହଜାରି କୋର୍ଟରେ ତାଙ୍କର ଶୁଣାଣି ଥିବା ବେଳେ ଏହା ପୂର୍ବରୁ ପ୍ରଶାନ୍ତଙ୍କର ମୃତ୍ୟୁ ହୋଇଛି। ସୂଚନାଯୋଗ୍ୟ,ଉନ୍ନାଓ ପୀଡ଼ିତାଙ୍କ…
Archives


