ଜାତୀୟ

ସ୍ମାର୍ଟ ଓ୍ବାଚ୍‌ ରଖିବ କର୍ମଚାରୀଙ୍କ କାମ ଉପରେ ନଜର

ନୋଏଡ଼ା,୩।୧୦: କର୍ମଚାରୀଙ୍କ କାମ ଉପରେ ନଜର ରଖିବା ପାଇଁ ନୋଏଡ଼ାରେ ଏବେ ସ୍ମାର୍ଟଓ୍ବାଚ୍‌ ଦିଆଯିବ। ଏହା କର୍ମଚାରୀଙ୍କ ସ୍ଥିତି ସମ୍ପର୍କରେ ଅଧିକାରୀଙ୍କୁ ସହଜରେ ସୂଚନା ଦେଇପାରିବ। ଫଳରେ କର୍ମଚାରୀ ଘରେ ଅଛନ୍ତି ଅବା ଫିଲ୍ଡ୍‌ରେ କାମ କରୁଛନ୍ତି ସେ ନେଇ...

୧୫୪ ଜିଲାରେ ନିଅଣ୍ଟ ବର୍ଷା

ନୂଆଦିଲ୍ଲୀ,୩ା୧୦: ଚଳିତ ମୌସୁମୀରେ ସର୍ବାଧିକ ବୃଷ୍ଟିପାତ ହୋଇଛି। ୨୫ ବର୍ଷ ମଧ୍ୟରେ ଏହା ସବୁଠୁ ଅଧିକ ବର୍ଷଣ ମୌସୁମୀ ବୋଲି କୁହାଯାଉଛି। ଏହା ସତ୍ତ୍ୱେ ଦେଶର ନିଅଣ୍ଟ ବର୍ଷା ଅନୁଭୂତ ହୋଇଛି। ଅର୍ଥାତ୍‌ ପ୍ରତି ୫ ଜିଲାରୁ ଗୋଟିଏ ଜିଲା...

ମହାରାଷ୍ଟ୍ର, ହରିୟାଣା ପାଇଁ ଭାଜପାର ୨ୟ ପ୍ରାର୍ଥୀ ତାଲିକା

ନୂଆଦିଲ୍ଲୀ,୩ା୧୦(ଆଇଏଏନ୍‌ଏସ୍‌): ମହାରାଷ୍ଟ୍ର ଓ ହରିୟାଣା ବିଧାନସଭା ନିର୍ବାଚନ ପାଇଁ ଭାଜପା ବୁଧବାର ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ହରିୟାଣା ପାଇଁ ଏହି ପର୍ଯ୍ୟାୟରେ ୧୪ ଜଣଙ୍କ ନାଁ ଘୋଷଣା ହୋଇଥିବାବେଳେ ମହାରାଷ୍ଟ୍ର ପାଇଁ ୧୨ ପ୍ରାର୍ଥୀଙ୍କ ନାଁ...

ବିପର୍ଯ୍ୟୟ ପରିଚାଳନା ଲାଗି କଣ୍ଟ୍ରୋଲ୍‌ ରୁମ୍‌

ନୂଆଦିଲ୍ଲୀ,୩ା୧୦(ଆଇଏଏନ୍‌ଏସ୍‌): ପ୍ରାକୃତିକ ବିପର୍ଯ୍ୟୟ ସମୟରେ ବିପନ୍ନଙ୍କୁ ତୁରନ୍ତ ସହାୟତା ଯୋଗାଇବାରେ କେନ୍ଦ୍ର ଓ ରାଜ୍ୟ ସଂସ୍ଥାଗୁଡିକ ବିଳମ୍ବ କରୁଥିବାରୁ ବହୁ ଜୀବନ ହାନି ଘଟୁଛି। ଏହାକୁ ଦୃଷ୍ଟିରେ ରଖି ଉକ୍ତ ସଂସ୍ଥାଗୁଡିକ ମଧ୍ୟରେ ସମନ୍ବୟ ରକ୍ଷା ପାଇଁ ସରକାର ସମନ୍ବିତ...

ଗାନ୍ଧୀ ଜୟନ୍ତୀରେ ପ୍ରଧାନମନ୍ତ୍ରୀଙ୍କ ଘୋଷଣା : ଭାରତ ବାହ୍ୟ ମଳମୁକ୍ତ

ଅହମଦାବାଦ,୩ା୧୦(ପି.ଟି.): ଭାରତ ଏବେ ସମ୍ପୂର୍ଣ୍ଣ ବାହ୍ୟ ମଳମୁକ୍ତ ହୋଇଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଘୋଷଣା କରିଛନ୍ତି। ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜନ୍ମବାର୍ଷିକୀ ଅବସରରେ ଗୁଜରାଟର ଅହମଦାବାଦଠାରେ ‘ସ୍ବଚ୍ଛ ଭାରତ ଦିବସ’ କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ ସେ କହିଥିଲେ, ୫...

୧୦ କୋଟିଙ୍କ ଜୀବନ ନେବ ଆଣବିକ ଯୁଦ୍ଧ

ନୂଆଦିଲ୍ଲୀ,୩ା୧୦: ଭାରତ-ପାକିସ୍ତାନ ମଧ୍ୟରେ ଆଣବିକ ଯୁଦ୍ଧ ହେଲେ ୧୦ କୋଟି ଲୋକ ପ୍ରାଣ ହରାଇବେ। ଆଣବିକ ଅସ୍ତ୍ର ପ୍ରୟୋଗର କୁପରିଣାମ ଯୋଗୁ ପୃଥିବୀକୁ ସୂର୍ଯ୍ୟକିରଣ ପହଞ୍ଚତ୍ବାରେ ବାଧାସୃଷ୍ଟି ହେବ। ଫଳରେ ସବୁଜିମା ନଷ୍ଟ ହେବା ସହ ସାମୁଦ୍ରିକ ଉତ୍ପାଦନଶୀଳତା ମଧ୍ୟ...

ଗାନ୍ଧୀ ଲିଗାସିକୁ ନେଇ ଭାଜପା-ବିରୋଧୀ ଦ୍ୱନ୍ଦ୍ୱ

ନୂଆଦିଲ୍ଲୀ,୩ା୧୦(ପି.ଟି.): ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜନ୍ମବାର୍ଷିକୀ ସାରା ଦେଶ ସମେତ ବିଦେଶରେ ପାଳନ କରାଯାଉଥିବାବେଳେ ତାଙ୍କ ଲିଗାସୀକୁ ନେଇ ଭାଜପା ଓ ବିରୋଧୀ ଦଳ ମଧ୍ୟରେ ଦ୍ୱନ୍ଦ୍ୱ ସୃଷ୍ଟି ହୋଇଛି। ଗାନ୍ଧିଜୀଙ୍କ ବିଚାରଧାରାର ପ୍ରଚାର ପାଇଁ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ...

‘କଂଗ୍ରେସରେ ଟିକେଟ ବିକ୍ରି ହେଉଛି’

ନୂଆଦିଲ୍ଲୀ,୩ା୧୦: ହରିୟାଣା କଂଗ୍ରେସର ଗୋଷ୍ଠୀ ବିବାଦ ଦିଲ୍ଲୀରେ ପହଞ୍ଚତ୍ଛି। ହରିୟାଣା କଂଗ୍ରେସର ପୂର୍ବତନ ସଭାପତି ଅଶୋକ ତନ୍‌ଓ୍ବର ନିଜ ସମର୍ଥକଙ୍କ ସହ ବୁଧବାର ଦଳର ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ୧୦ ଜନପଥ ବାସଭବନ ଆଗରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ସେମାନେ...

ସୁଧୁରୁନି କଶ୍ମୀର ସ୍ଥିତି

ଶ୍ରୀନଗର,୩ା୧୦(ପି.ଟି.): ଜମ୍ମୁ-କଶ୍ମୀରକୁ ସ୍ବତନ୍ତ୍ର ମାନ୍ୟତା ପ୍ରଦାନକାରୀ ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦ ହେବା ୫୯ଦିନରେ ପହଞ୍ଚତ୍ଥିଲେ ହେଁ ଏପର୍ଯ୍ୟନ୍ତ ଉପତ୍ୟକାର ସ୍ଥିତି ସୁଧୁରିନାହିଁ। ବୁଧବାର ସକାଳେ ଶ୍ରୀନଗରରେ କେତେକ ଦୋକାନ ଖୋଲିଥିଲେ ହେଁ ମୁଖ୍ୟ ବଜାର ଓ ଅନ୍ୟ ବ୍ୟବସାୟ...

ନିଲାମ ହେବ ଓଡ଼ିଶାର ୭ ଖଣିଜ ବ୍ଲକ

ନୂଆଦିଲ୍ଲୀ,୩ା୧୦: ଓଡ଼ିଶାର ୭ ଖଣିଜ ବ୍ଲକର ନିଲାମ କରାଯିବ। ଚଳିତ ମାସ ୨୨ଠାରୁ ନଭେମ୍ବର ୧ ମଧ୍ୟରେ ଏହାର ନିଲାମ କାର୍ଯ୍ୟ ଶେଷ କରିବାକୁ କେନ୍ଦ୍ର ସରକାର ଲକ୍ଷ୍ୟ ରଖିଛନ୍ତି। ଏହି ବ୍ଲକଗୁଡିକରେ ୧୪୮.୦୧୧ ନିୟୁତ ଟନ୍‌ ଖଣିଜ ସମ୍ପଦ...

ଆଇଆଇଟି ସ୍ନାତକଙ୍କ ଷ୍ଟାର୍ଟ-ଅପ୍‌ରେ ଚଢ଼ାଉ: ଲିଙ୍ଗ ଚୟନ ପାଇଁ ବିଦେଶ ପଠାଉଥିଲେ

ନୂଆଦିଲ୍ଲୀ,୩ା୧୦ : ଭାରତରେ ପିଲାଛୁଆ ଜନ୍ମ ହେବା ପୂର୍ବରୁ ସେମାନଙ୍କ ଲିଙ୍ଗ ନିରୂପଣ ଓ ଚୟନ ବେଆଇନ ହୋଇଥିବାବେଳେ ବିଦେଶରେ ଏହି କାର୍ଯ୍ୟ କରାଇବା ଲାଗି ଦେଶର ବିଭିନ୍ନ ଭାଗର ଦମ୍ପତିମାନଙ୍କଠାରୁ ଲକ୍ଷ ଲକ୍ଷ ଟଙ୍କା ନିଆଯାଉଛି। ଇନ୍‌-ଭିର୍ଟୋ ଫର୍ଟିଲାଇଜେଶନ୍‌...

ସାଇନସ୍‌ରୁ ଦୂରେଇ ରଖେ ଏହି ପତ୍ର ରସ…

ସାଇନସ୍‌ରୁ ମୁକ୍ତି ପାଇବା ପାଇଁ ଆୟୁବେର୍ଦରେ ଅନେକ ପ୍ରକାର ପରାମର୍ଶ ଦିଆଯାଇଥାଏ। ଏହି ରୋଗରେ ତୁଳସୀ ପତ୍ର ସକାଳେ ବାଟି ଏହାର ରସ ପିଇଲେ ସୁଫଳ ମିଳିଥାଏ । ଏହି କ୍ଷେତ୍ରରେ ଧଳା ତୁଳସୀ ତୁଳନାରେ କଳା ତୁଳସୀ ଅଧିକ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri