ଜାତୀୟ

ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ ଷଡ଼ଯନ୍ତ୍ର ପଣ୍ଡ: ବିପୁଳ ପରିମାଣର ବିସ୍ଫୋରକ ଜବତ

ଶ୍ରୀନଗର,୧।୧୦: ଜମ୍ମୁ-କଶ୍ମୀରରେ ଏକ ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ ଷଡ଼ଯନ୍ତ୍ର ପଣ୍ଡ ହୋଇଛି। ଜମ୍ମୁ ବସ୍‌ ଷ୍ଟାଣ୍ଡ ନିକଟରେ ଏକ ବସ୍‌ରୁ ବିପୁଳ ପରିମାଣର ବିସ୍ଫୋରକ ଜବତ ହୋଇଛି। ବସ୍‌ଟି ବିଲାଓ୍ବରରୁ ଜମ୍ମୁ ବସ୍‌ ଷ୍ଟାଣ୍ଡକୁ ଆସିଥିଲା। ଏନେଇ ଦୁଇଜଣ...

ଭାରତରେ ବୟସ୍କଙ୍କ ସଂଖ୍ୟା ୧୦ କୋଟିରୁ ଅଧିକ: ଦେଢ଼ କୋଟି ବିତାଉଛନ୍ତି ନିଃସଙ୍ଗ ଜୀବନ

ନୂଆଦିଲ୍ଲୀ,୧।୧୦: ପ୍ରତିବର୍ଷ ଅକ୍ଟୋବର ୧କୁ ଅନ୍ତର୍ଜାତୀୟ ବୟସ୍କ ଦିବସ ପାଳିତ ହୋଇଥାଏ। ଭାରତରେ ୧୦କୋଟି ୪୦ ଲକ୍ଷରୁ ଅଧିକ ବୟସ୍କ ଲୋକ ରହିଛନ୍ତି। ସେମାନଙ୍କ ସଂଖ୍ୟା ବର୍ଷ ପିଛା ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ୨୦୫୦ ସୁଦ୍ଧା ଏହା ୩...

ନିଶାରୁ ମୁକ୍ତି ଦେଇଥିବା ଡାକ୍ତରଙ୍କ ଡୁଡଲ କଲା ଗୁଗଲ

ନୂଆଦିଲ୍ଲୀ,୧।୧୦: ମନସ୍ତତ୍ତ୍ୱବିତ୍‌ ଡାକ୍ତର ହରବର୍ଟ ଡେଭିଡ କ୍ଲେଭରଙ୍କୁ ମନେପକାଇଲା ଗୁଗଲ। ୨୩ ବର୍ଷ ତଳେ ଅକ୍ଟୋବର ୧ରେ ହରବର୍ଟଙ୍କୁ ନ୍ୟାଶନାଲ ଏକାଡେମୀ ଅଫ୍‌ ମେଡିସିନ୍‌ର ସଦସ୍ୟ ଭାବେ ଚୟନ କରାଯାଇଥିଲା। ତେବେ ଏହି ଦିନକୁ ମନେପକାଇ ମଙ୍ଗଳବାର ଗୁଗଲ ତାଙ୍କର...

ଜଷ୍ଟିସ୍‌ ତାହିଲରମଣିଙ୍କ ବିରୋଧରେ ଅନିୟମିତତା ଅଭିଯୋଗ: ତଦନ୍ତ ଲାଗି ସିବିଆଇକୁ ନିର୍ଦ୍ଦେଶ

ନୂଆଦିଲ୍ଲୀ,୧ା୧୦: ଗୋଇନ୍ଦା ବ୍ୟୁରୋ (ଆଇବି) ରିପୋର୍ଟ ଆଧାରରେ ମାଡ୍ରାସ ହାଇକୋର୍ଟର ପୂର୍ବତନ ମୁଖ୍ୟ ବିଚାରପତି ଭି.କେ. ତାହିଲରମଣିଙ୍କ ବିରୋଧରେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ପ୍ରଧାନ ବିଚାରପତି (ସିଜେଆଇ) ରଞ୍ଜନ ଗୋଗୋଇ ସିବିଆଇକୁ ନିର୍ଦ୍ଦେଶ ଦେଇଛନ୍ତି। ତାଙ୍କ ବିରୋଧରେ...

ଜାଲ୍‌ ଡାକ୍ତର ସାର୍ଟିଫିକେଟ ଦେଇ ୧୦ ବର୍ଷ ହେଲା କରୁଥିଲେ ହଜାର ଅପରେଶନ

ମିରଟ୍‌,୧।୧୦: ଉତ୍ତର ପ୍ରଦେଶର ସହାରନପୁରରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ଜାଲ୍‌ ସାର୍ଟିଫିକେଟ ଦେଇ ଗତ୧୦ ବର୍ଷ ହେଲା ଜଣେ ନକଲି ଡାକ୍ତର ହଜାରରୁ ଊର୍ଦ୍ଧ୍ୱ ଅପରେଶନ କରିସାରିଥିଲେ। ଶେଷରେ ଅସଲ କାରନାମାର ପର୍ଦ୍ଦାଫାଶ ହୋଇଛି। ପୋଲିସ ଉକ୍ତ...

ଗାନ୍ଦରବଲରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ

ଶ୍ରୀନଗର,୧।୧୦: ଜମ୍ମୁ-କଶ୍ମୀର ଗାନ୍ଦରବଲ ଜିଲାରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମଙ୍ଗଳବାର ମୁହାଁମୁହିଁ ହୋଇଛନ୍ତି। ଏଥିରେ ଜଣେ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଥିବା କୁହାଯାଉଛି। ସ୍ଥାନୀୟ ଜଙ୍ଗଲରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ପାଇ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଘେରାବନ୍ଦୀ କରାଯାଇ ସର୍ଚ୍ଚ ଅପରେଶନ୍‌ ଆରମ୍ଭ ହୋଇଥିଲା।...

ବିଧାନସଭା ନିର୍ବାଚନ ପୂର୍ବରୁ ଶିବସେନାକୁ ଝଟ୍‌କା: ୨ ଶହ କର୍ମକର୍ତ୍ତା ଦେଲେ ଇସ୍ତଫା

ମୁମ୍ବାଇ,୧।୧୦: ମହାରାଷ୍ଟ୍ରରେ ବିଧାନସଭା ନିର୍ବାଚନ ପୂର୍ବରୁ ଶିବସେନାକୁ ବଡ଼ ଝଟ୍‌କା ଲାଗିଛି। ଦଳର ନଭୀ ମୁମ୍ବାଇ ଅଞ୍ଚଳର ୨ ଶହ କର୍ମକର୍ତ୍ତା ଇସ୍ତଫା ଦେଇଛନ୍ତି। ଇସ୍ତଫା ଦେଇଥିବା କର୍ମକର୍ତ୍ତାଙ୍କ ମଧ୍ୟରେ ଜିଲା ପ୍ରମୁଖ ଏବଂ ଉପ ପ୍ରମୁଖ ଅଛନ୍ତି। ଶିବସେନା...

ନାମାଙ୍କନ ଦାଖଲ ପୂର୍ବରୁ ୩୦ଲକ୍ଷ ଜରିମାନା ଦେଲେ ଆଜମଙ୍କ ସ୍ତ୍ରୀ

ରାମପୁର,୧।୧୦: ଉତ୍ତରପ୍ରଦେଶ ରାମପୁରରୁ ସମାଜବାଦୀ ପାର୍ଟି (ଏସ୍‌ପି)ର ଏମ୍‌ପି ଥିବା ଆଜମ ଖାନ୍‌ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି । ହେଲେ ଏବେ ସେ ନିଜ ପାଇଁ ନୁହେଁ ବରଂ ତାଙ୍କ ସ୍ତ୍ରୀଙ୍କ ଲାଗି ଆସିଛନ୍ତି। ଆଜମଙ୍କ ସ୍ତ୍ରୀ ତଞ୍ଜୀନ ଫାତିମା...

ପେନ୍‌ସନ୍‌ ନେବାକୁ ମନାକଲେ ଜେଟ୍‌ଲୀଙ୍କ ପରିବାର

ନୂଆଦିଲ୍ଲୀ,୧।୧୦:ପୂର୍ବତନ ଅର୍ଥମନ୍ତ୍ରୀ ଅରୁଣ ଜେଟ୍‌ଲୀଙ୍କ ମୃତ୍ୟୁ ପରେ ମିଳିବାକୁ ଥିବା ପେନସନ୍‌କୁ ତାଙ୍କ ପରିବାର ଲୋକେ ଦାନ କରିଦେଇଛନ୍ତି। ଜେଟଲୀଙ୍କ ସ୍ତ୍ରୀ ସଙ୍ଗୀତା ଏନେଇ ରାଜ୍ୟସଭା ସଭାପତି ତଥା ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁଙ୍କୁ ଚିଠି ଲେଖି ଜଣାଇଛନ୍ତି। ତାଙ୍କୁ ମିଳିବାକୁ...

ଆଜିଠୁ ଦେଶରେ ଲାଗୁହେଲା ଏହିସବୁ ନିୟମ, ହୋଇଯାନ୍ତୁ ସତର୍କ

ନୂଆଦିଲ୍ଲୀ, ୧।୧୦: ଅକ୍ଟୋବର ୧ ଅର୍ଥାତ୍‌ ଆଜିଠୁ ଦେଶର ଅନେକ ନିୟମରେ ପରିବର୍ତ୍ତନ ହେବାକୁ ଯାଉଛି। ୨ ଅକ୍ଟୋବରରୁ ସାରା ଦେଶରେ ପ୍ଲାଷ୍ଟିକରୁ ପ୍ରସ୍ତୁତ ଜିନିଷ ବ୍ୟବହାର ଉପରେ କଟକଣା ଲଗାଯାଇଛି। ଦେଶରେ ବଢ଼ୁଥିବା ପ୍ରଦୂଷଣକୁ ଦେଖି ସରକାର ଏହି...

ରାଷ୍ଟ୍ରପତି ରାମନାଥ କୋବିନ୍ଦ ୭୪ ବର୍ଷରେ ପାଦ ଦେଲେ: ମୋଦି ଜଣାଇଲେ ଶୁଭେଚ୍ଛା

ନୂଆଦିଲ୍ଲୀ,୧।୧୦: ରାଷ୍ଟ୍ରପତି ରାମନାଥ କୋବିନ୍ଦ ମଙ୍ଗଳବାର ୭୪ ବର୍ଷରେ ପାଦ ଦେଇଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ସମେତ ଭାଜପାର ଅନ୍ୟ ବରିଷ୍ଠ...

‘ଅବ୍‌ କି ବାର୍‌ ଟ୍ରମ୍ପ୍‌ ସରକାର’: ମୋଦି କରିନାହାନ୍ତି ପ୍ରଚାର; ଦୋହରାଇଛନ୍ତି ଟ୍ରମ୍ପ୍‌ଙ୍କ ସ୍ଲୋଗାନ୍‌

ନୂଆଦିଲ୍ଲୀ,୧।୧୦: ହାଓ୍ବଡ଼ି ମୋଦି କାର୍ଯ୍ୟକ୍ରମରେ ଯୋଗଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ଅବ୍‌ କି ବାର୍‌ ଟ୍ରମ୍ପ୍‌ ସରକାର’ କହିଥିଲେ। ଏହାକୁ ନେଇ କଂଗ୍ରେସ ସମେତ ଅନ୍ୟ ବିରୋଧୀ ଦଳଗୁଡ଼ିକ ପକ୍ଷରୁ ମୋଦି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ପାଇଁ ପ୍ରଚାର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri