ଜାତୀୟ

ମୋଦିଙ୍କ ପରେ ଏବେ ମୁଖ୍ୟମନ୍ତ୍ରୀ ଖଟ୍ଟରଙ୍କୁ ଟକ୍କର ଦେବେ ତେଜ ବାହାଦୁର

ଚଣ୍ଡିଗଡ଼,୩୦।୯: ଖାଇବାର ଅଭିଯୋଗକୁ ନେଇ ଚର୍ଚ୍ଚାକୁ ଆସିଥିବା ନିଲମ୍ବିତ ବିଏସ୍‌ଏଫ୍‌ ଯବାନ ତେଜ ବାହଦୁର ଯାଦବ ଏବେ ହରିୟାଣା ରାଜନୀତିରେ ପାଦ ରଖିଛନ୍ତି। ଦୁଷ୍‌ୟନ୍ତ ଚୌଟାଲାଙ୍କ ଜନନାୟକ ଜନତା ପାର୍ଟି(ଜେଜେପି)ରେ ରବିବାର ତେଜ ବାହାଦୁର ସାମିଲ ହୋଇଛନ୍ତି। ଦଳରେ ସାମିଲ...

ରାଫାଲ୍‌ ଯୋଗୁ ଚାଇନା-ପାକିସ୍ତାନର କଡ଼ା ମୁକାବିଲା କରିବାକୁ ଭାରତ ସକ୍ଷମ: ବାୟୁସେନା ଅଧ୍ୟକ୍ଷ ଭଦୋରିଆ

ନୂଆଦିଲ୍ଲୀ,୩୦।୯: ରାଫାଲ୍‌ ଯୁଦ୍ଧ ବିମାନ ଦ୍ୱାରା ଭାରତର ପ୍ରତିରକ୍ଷା ଶକ୍ତି ବହୁ ଗୁଣା ବୃଦ୍ଧି ପାଇବ। ଏହା ଯୋଗୁ ଚାଇନା-ପାକିସ୍ତାନର କଡ଼ା ମୁକାବିଲା କରିବାକୁ ଭାରତ ସକ୍ଷମ ବୋଲି ଦାୟିତ୍ୱ ଗ୍ରହଣ ପରେ ସୋମବାର ନୂଆ ବାୟୁସେନା ଅଧ୍ୟକ୍ଷ ଆର୍‌.କେ.ଏସ୍‌....

୧୦ ଶିଶୁଙ୍କ ମଧ୍ୟରୁ ୮ଜଣ ମୁଖ ଗହ୍ବର ସଂକ୍ରମଣରେ ପୀଡ଼ିତ: ରିପୋର୍ଟ

ନୂଆଦିଲ୍ଲୀ,୩୦।୯: ଭାରତୀୟ ଶିଶୁ ଅଧିକ ମୁଖ ଗହ୍ବର ସଂକ୍ରମଣ ସମସ୍ୟାରେ ପୀଡ଼ିତ ରହିଛନ୍ତି। କାଣ୍ଟାର ଆଇଏମ୍‌ଆର୍‌ବିର ରାଷ୍ଟ୍ରୀୟ ଅଧ୍ୟୟନରୁ ଜଣାପଡ଼ିଛି ଯେ, ୧୦ଶିଶୁଙ୍କ ମଧ୍ୟରୁ ୮ଜଣଙ୍କର ଏହି ସମ୍ବନ୍ଧୀୟ ସମସ୍ୟା ରହିଛି। ତେବେ କିଛି ପିଲାଙ୍କୁ ନେଇ କରାଯାଇଥିବା ସର୍ଭେରୁ...

ମନ୍ତ୍ରୀ ଯାଉଥିବା ବିମାନରେ ଲାଗିଲା ନିଆଁ

ନୂଆଦିଲ୍ଲୀ,୩୦।୯: ଦିଲ୍ଲୀର ଏକ ଇଣ୍ଡିଗୋ ବିମାନରେ ନିଆଁ ଲାଗିଯିବାରୁ ଗୋଆରେ ଏହା ଜରୁରିକାଳୀନ ଅବତରଣ କରିଛି। ଏହି ବିମାନରେ ଗୋଆର ପରିବେଶ ମନ୍ତ୍ରୀ ନିଲେଶ କାବରାଲ ଯାତ୍ରା କରୁଥିଲେ। ଏହା ସହ କୃଷି ବିଭାଗର ବିଭିନ୍ନ ଉଚ୍ଚପଦସ୍ଥ କର୍ମଚାରୀଙ୍କ ସହ...

ଆବଶ୍ୟକ ପଡ଼ିଲେ ନିୟନ୍ତ୍ରଣ ରେଖା ଅତିକ୍ରମ କରିବେ ଭାରତୀୟ ସେନା: ପାକିସ୍ତାନକୁ ଚେତାବନୀ ଦେଲେ ବିପିନ୍‌ ରାଓ୍ବତ

ନୂଆଦିଲ୍ଲୀ,୩୦।୯: ଭାରତ-ପାକିସ୍ତାନ ନିୟନ୍ତ୍ରଣ ରେଖାରେ ସୀମାପାର ଅନୁପ୍ରବେଶ ଉଦ୍ୟମ ଏବଂ ଆତଙ୍କବାଦୀ କାର୍ଯ୍ୟକଳାପକୁ ଆଉ ସହ୍ୟ କରାଯିବ ନାହିଁ। ଆବଶ୍ୟକ ପଡ଼ିଲେ ଭାରତୀୟ ସେନା ନିୟନ୍ତ୍ରଣ ରେଖା ଅତିକ୍ରମ କରିବେ ବୋଲି ସେନାଧ୍ୟକ୍ଷ ଜେନେରାଲ ବିପିନ୍‌ ରାଓ୍ବତ ପାକିସ୍ତାନକୁ ଚେତାବନୀ...

ଓଲଟିଲା ଡଙ୍ଗା: ୨୦ ନିଖୋଜ

ମେଦିନାପୁର, ୩୦।୯: ପଶ୍ଚିମବଙ୍ଗର ପୂର୍ବ ମେଦିନାପୁରରେ ଏକ ଅଘଟଣ ଘଟିଛି। ପୂର୍ବ ମେଦିନାପୁରରେ ଏକ ଡଙ୍ଗା ବୁଡିଯିବାରୁ ୨୦ ଜଣ ଲୋକ ନିଖୋଜ ହୋଇଯାଇଛନ୍ତି। ଆବଶ୍ୟକଠାରୁ ଅଧିକ ଲୋକ ଡଙ୍ଗାରେ ଥିବାରୁ ତାହା ଓଲଟି ପଡିଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଛି।...

ଗୁଜରାଟ ଦଙ୍ଗା: ବିଲ୍‌କିସ୍‌ ବାନୋଙ୍କୁ ୨ ସପ୍ତାହ ମଧ୍ୟରେ ୫୦ ଲକ୍ଷ କ୍ଷତିପୂରଣ ଦେବାକୁ ସୁପ୍ରିମ୍‌କୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୩୦।୯: ଗୁଜରାଟରେ ୨୦୦୨ରେ ହୋଇଥିବା ଦଙ୍ଗାରେ ୨୧ ବର୍ଷ ବୟସ୍କା ବିଲ୍‌କିସ୍‌ ବାନୋଙ୍କୁ ଗଣବଳାତ୍କାର କରାଯିବା ସହିତ ତାଙ୍କର ୩ ବର୍ଷର ଶିଶୁ କନ୍ୟାଙ୍କୁ ହତ୍ୟା କରାଯାଇଥିଲା। ଏନେଇ ସୁପ୍ରିମ୍‌କୋର୍ଟ ରାଜ୍ୟ ସରକାରଙ୍କୁ ୨ ସପ୍ତାହ ମଧ୍ୟରେ ୫୦ ଲକ୍ଷ...

ରାସ୍ତାରେ ଖେଳିଲେ ମୀନ

ବାରାଣସୀ,୩୦।୯: ସମସ୍ତେ ପୋଖରୀ ଓ ନଦୀମାନଙ୍କରେ ମାଛ ପହଁରୁଥିବାର ଦେଖିଥିବେ। ହେଲେ କେବେ ରାସ୍ତା ଉପରେ ମାଛ ପହଁରୁଥିବାର ଦେଖିଛନ୍ତି। କଥାଟି ଆଶ୍ଚର୍ଯ୍ୟ ଲାଗୁଥିଲେ ବି ସତ। ଏହି ଦୃଶ୍ୟ ଦେଖିବାକୁ ମିଳିଛି ଉତ୍ତରପ୍ରଦେଶର ବାରାଣସୀରେ। ସୂଚନାଯୋଗ୍ୟ, ଗତ ୪...

ଏୟାର ମାର୍ଶଲ ଆର୍‌. କେ.ଏସ୍‌. ଭଦୋରିୟା ହେଲେ ନୂଆ ବାୟୁସେନା ଅଧ୍ୟକ୍ଷ

ନୂଆଦିଲ୍ଲୀ,୩୦।୯: ଏୟାର ମାର୍ଶଲ ଆର୍‌. କେ.ଏସ୍‌. ଭଦୋରିୟା ନୂଆ ବାୟୁସେନା ଅଧ୍ୟକ୍ଷ ଭାବେ ସୋମବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ବି.ଏସ୍‌. ଧନୋଆଙ୍କ ଅବସର ଗ୍ରହଣ ପରେ ଭଦୋରିୟାଙ୍କୁ ଏହି ନିଯୁକ୍ତି ମିଳିଛି। ଧନୋଆ ଭଦୋରିୟାଙ୍କୁ ଦାୟିତ୍ୱ ହସ୍ତାନ୍ତର କରିଛନ୍ତି। ୨୦୧୬...

ବଡ଼ ଘର ବଡ଼ ଗୁମର କଥା: ରାତିଅଧରେ ଫାଟକ ପିଟିଲେ ଲାଲୁଙ୍କ ବୋହୂ ଐଶ୍ଚର୍ଯ୍ୟା; ଫିଟିଲାନି ଫାଟକ

ପାଟନା,୩୦।୯: ବିହାର ଆର୍‌ଜେଡି ପ୍ରମୁଖ ଲାଲୁ ଯାଦବଙ୍କ ଘର ଝଗଡ଼ା ଏବେ ପଦାକୁ ଆସିଛି। ଘରୋଇ କନ୍ଦଳକୁ ନେଇ ବୋହୂ ଐଶ୍ଚର୍ଯ୍ୟା ରାୟ ତାଙ୍କ ପିତାଙ୍କୁ ଫୋନ୍‌ କରି ଡକାଇଥିଲେ। ପିତା ଚନ୍ଦ୍ରିକା ରାୟ ଆସିବାରୁ ତାଙ୍କୁ ନେବା ପାଇଁ...

ପରିବା ବିକାଳୀଙ୍କ ପୁଅଙ୍କୁ ବିଧାନସଭା ଉପନିର୍ବାଚନରେ ପ୍ରାର୍ଥୀ କଲା ଭାଜପା

ଲକ୍ଷ୍ନୌ,୩୦।୯: ଉତ୍ତରପ୍ରଦେଶ ବିଧାନସଭା ଉପନିର୍ବାଚନରେ ଭାଜପା ପକ୍ଷରୁ ଜଣେ ପରିବା ବିକାଳୀଙ୍କ ପୁଅଙ୍କୁ ପ୍ରାର୍ଥୀ କରାଯାଇଛି। ଘୋସି ବିଧାନସଭା ଆସନରେ ଭାଜପା ପକ୍ଷରୁ ବିଜୟ ରାଜଭରଙ୍କୁ ପ୍ରାର୍ଥୀ କରାଯାଇଛି। ବିଜୟଙ୍କ ପିତା ନନ୍ଦ ଲାଲ୍‌ ଜଣେ ପରିବା ବିକାଳୀ। ଭାଜପା...

ଜମ୍ମୁ-କଶ୍ମୀରରେ ଆତଙ୍କ ସୃଷ୍ଟି ପାଇଁ ୟାସିନ୍‌ ମଲିକ୍‌ଙ୍କୁ ପାଣ୍ଠି ଯୋଗାଉଥିଲେ ହାଫିଜ୍‌ ସଇଦ୍‌: ଏନ୍‌ଆଇଏ ରିପୋର୍ଟ

ଶ୍ରୀନଗର,୩୦।୯: ଜମ୍ମୁ-କଶ୍ମୀରରେ ଆତଙ୍କ ସୃଷ୍ଟି ପାଇଁ ବିଚ୍ଛିନ୍ନତାବାଦୀ ନେତା ୟାସିନ୍‌ ମଲିକ୍‌ଙ୍କୁ ଲଶ୍କର-ଇ-ତୋଏବା ମୁଖ୍ୟ ୟାସିନ୍‌ ମଲିକ୍‌ ପାଣ୍ଠି ଯୋଗାଉଥିଲେ। ଏନେଇ ଏନ୍‌ଆଇଏ ପକ୍ଷରୁ ଏକ ରିପୋର୍ଟ ପ୍ରକାଶ ପାଇଛି। ଶବିର ଅହମ୍ମଦ ଶାହ, ମଶରତ୍‌ ଆଲମ୍‌, ରାଶିଦ୍‌ ଇଞ୍ଜିନିୟର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri