ଝିଅ ବାହାଘର ଲାଗି ଥିଲା ଟଙ୍କା ଚିନ୍ତା, ଭଗବାନ ମୋର ଶୁଣିଲେ ପ୍ରାର୍ଥନା: ପଓ୍ବନ
ମିରଟ,୯ା୧: ବହୁଚର୍ଚ୍ଚିତ ନିର୍ଭୟା ବଳାତ୍କାର, ହତ୍ୟା ମାମଲାରେ ୪ ଦୋଷୀଙ୍କୁ କୋର୍ଟ ଫାଶୀ ଦଣ୍ଡାଦେଶ ଦେଇଥିଲେ। ୨୨ରେ ସେମାନଙ୍କୁ ଫାଶୀଖୁଣ୍ଟରେ ଝୁଲାଇବା ପାଇଁ ଜହ୍ଲାଦ ପଓ୍ବନ(୫୭) ପ୍ରସ୍ତୁତ ଥିବା କହିଛନ୍ତି। ୟୁପି ଜେଲ ପ୍ରଶାସନ ପକ୍ଷରୁ ଏଥିଲାଗି ତାଙ୍କୁ ଦାୟିତ୍ୱ ଅର୍ପଣ…
ଇରାନରେ ଭାରତୀୟଙ୍କ ସୁରକ୍ଷା ଚିନ୍ତା
ନୂଆଦିଲ୍ଲୀ,୯ା୧: ଓ୍ବାଶିଂଟନ ଓ ତେହେରାନ ଯୁଦ୍ଧମୁହଁ। ହୋଇଥିବାରୁ ଇରାନରେ ରହୁଥିବା ଭାରତୀୟଙ୍କ ସୁରକ୍ଷା ଚିନ୍ତା ବଢ଼ିଲାଣି। ସେଥିପାଇଁ ଭାରତୀୟମାନଙ୍କୁ ସୁରକ୍ଷିତ ଭାବେ ସ୍ବଦେଶକୁ ଆଣିବା ଲାଗି ଭାରତୀୟ ନୌସେନାର ଆଇଏନ୍ଏସ୍ ତ୍ରିଖଣ୍ଡ ଇରାନ ଯିବ। ଭାରତର ବହିର୍ବ୍ୟାପାର ମନ୍ତ୍ରଣାଳୟ ମୁଖପାତ୍ର ରବୀଶ…
ପେପର ପ୍ରିଣ୍ଟିଂ ପ୍ରେସରେ ଅଗ୍ନିକାଣ୍ଡ
ନୂଆଦିଲ୍ଲୀ,୯।୧: ରାଜଧାନୀ ଦିଲ୍ଲୀର ପତପାରଗଞ୍ଜ ଶିଳ୍ପାଞ୍ଚଳରେ ଥିବା ଏକ ପେପର ପ୍ରିଣ୍ଟି ପ୍ରେସରେ ଅଗ୍ନିକାଣ୍ଡ ଘଟି ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଗୁରୁବାର ଭୋରରୁ ଏଠାରେ ନିଆଁ ଲାଗିଥିବା କୁହାଯାଉଛି। ଅଗ୍ନିକାଣ୍ଡର କାରଣ ସ୍ପଷ୍ଟ ହୋଇ ନ ଥିବା ବେଳେ…
ହାଇଦ୍ରାବାଦ୍ ବଜାରରେ ମିଳୁନି ଜାତୀୟ ପତାକା
ହାଇଦ୍ରାବାଦ୍,୯।୧:ତେଲେଙ୍ଗାନା ରାଜଧାନୀ ହାଇଦ୍ରାବାଦରେ ନାଗରିକତ୍ୱ ସଂଶୋଧିତ ଆଇନ୍(ସିଏଏ)କୁ ବିରୋଧ କରି ଜୋରଦାର ପ୍ରଦର୍ଶନ ଜାରି ରହିଛି। ଏହି ଆଇନକୁ ବିରୋଧ ଏବଂ ସପକ୍ଷରେ ମତ ଦେଉଥିବା ଲୋକେ ନିଜ ନିଜ ର଼୍ୟାଲିରେ ଜାତୀୟ ପତାକା ଧରି ଯାଉଥିବାର ଲକ୍ଷ୍ୟ କରାଯାଇଛି। ଏହାର…
ତିହାର ଜେଲ ଅଧିକାରୀଙ୍କୁ କୋର୍ଟ ନିର୍ଦ୍ଦେଶ: ଆଜାଦଙ୍କୁ ଶୀଘ୍ର ଚିକିତ୍ସା ଯୋଗାଅ
ନୂଆଦିଲ୍ଲୀ,୯ା୧: ସିଏଏ ବିରୋଧୀ ଉଗ୍ର ବିକ୍ଷୋଭବେଳେ ଦିଲ୍ଲୀରୁ ଗିରଫ ହୋଇ ତିହାର ଜେଲରେ ଥିବା ଭୀମ୍ ଆର୍ମୀ ମୁଖ୍ୟ ଚନ୍ଦ୍ରଶେଖର ଆଜାଦ୍ଙ୍କୁ ତୁରନ୍ତ ଚିକିତ୍ସା ଯୋଗାଇଦେବା ଲାଗି ଦିଲ୍ଲୀ କୋର୍ଟ ତିହାର ଜେଲ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟ ମେଟ୍ରୋପଲିଟାନ୍ ମାଜିଷ୍ଟ୍ରେଟ୍…
ଭାରତ ବନ୍ଦବେଳେ ପଶ୍ଚିମବଙ୍ଗରେ ହିଂସା: ପୋଲିସ ଗାଡ଼ି ପୋଡ଼ିଲେ: ୫୫ ଗିରଫ
କୋଲକାତା,୯ା୧: ଟ୍ରେଡ୍ ୟୁନିୟନ ପକ୍ଷରୁ ଦେଶବ୍ୟାପୀ ବନ୍ଦ ଡ଼ାକରା ଦିଆଯାଇଥିବାବେଳେ ବିଭିନ୍ନ ସ୍ଥାନରେ ଏହାର ପ୍ରଭାବ ଅନୁଭୂତ ହୋଇଥିଲା। ତେବେ ବୁଧବାର ପଶ୍ଚିିମବଙ୍ଗରେ ଏହାକୁ ନେଇ ହିଂସାକାଣ୍ଡ ଦେଖିବାକୁ ମିଳିଛି। ମାଲ୍ଦାର ସୁଜାପୁର ଅଞ୍ଚଳରେ ଟ୍ରେଡ୍ ୟୁନିୟନର ସମର୍ଥକମାନେ ଦୁଇଟି ପୋଲିସ…
ଶ୍ରୀମନ୍ଦିର ସଂସ୍କାର ମାମଲା: ରିପୋର୍ଟ ଅସମ୍ପୂର୍ଣ୍ଣ, ଅସନ୍ତୋଷ ବ୍ୟକ୍ତ କଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୯ା୧(ସ୍ବ.ପ୍ର.): ସୁପ୍ରିମ୍କୋର୍ଟରେ ବୁଧବାର ଥିଲା ଶ୍ରୀମନ୍ଦିର ସଂସ୍କାର ମାମଲାର ଶୁଣାଣି। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଇତିମଧ୍ୟରେ ଆକ୍ସନ ଟେକେନ ରିପୋର୍ଟ ଦାଖଲ କରାଯାଇଥିଲା। ହେଲେ ତାହା ଅସମ୍ପୂର୍ଣ୍ଣ ଥିବାରୁ ସର୍ବୋଚ୍ଚ ଅଦାଲତ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ସମ୍ପୂର୍ଣ୍ଣ…
ଦେଶର କୌଣସି ସ୍ଥାନକୁ ଯିବା ପାଇଁ ଦୀପିକା ସ୍ବତନ୍ତ୍ର: ଜାଭଡେକର
ନୂଆଦିଲ୍ଲୀ,୮।୧: ଜବାହରଲାଲ ନେହେରୁ ୟୁନିଭର୍ସିଟି (ଜେଏନ୍ୟୁ) କ୍ୟାମ୍ପସ୍କୁ ମଙ୍ଗଳବାର ରାତିରେ ବଲିଉଡ୍ ଅଭିନେତ୍ରୀ ଦୀପିକା ପାଦୁକୋନ ଗସ୍ତ କରିଥିଲେ। ସେଠାରେ ବିରୋଧ ପ୍ରଦର୍ଶନ କରୁଥିବା ଛାତ୍ର ଓ ଛାତ୍ରସଂଘର ଅଧ୍ୟକ୍ଷ ଐଶ ଘୋଷଙ୍କୁ ସେ ଭେଟିଥିଲେ। ତେବେ ଦୀପିକାଙ୍କ ଏହି ଗସ୍ତକୁ…
ସୁରକ୍ଷାକର୍ମୀଙ୍କ ଉପରକୁ ଗ୍ରେନେଡ ଆକ୍ରମଣ
ଶ୍ରୀନଗର,୮।୧: ଜମ୍ମୁ-କଶ୍ମୀରରେ ଶାନ୍ତି ଭଙ୍ଗ କରିବା ପାଇଁ ପାକିସ୍ତାନ ସବୁବେଳେ ଉଦ୍ୟମ ଚଳାଇଛି। କେତେବେଳେ ସୀମାରେ ଆତଙ୍କବାଦୀଙ୍କୁ ଅନୁପ୍ରବେଶ କରାଉଛି ତ କେତେବେଳେ ଅସ୍ତ୍ରବିରତି ଉଲ୍ଲଂଘନ ଆଉ କେତେବେଳେ ଆତଙ୍କବାଦୀ ଆକ୍ରମଣ। ଇତିମଧ୍ୟରେ ବୁଧବାର ଶ୍ରୀନଗରର ହବାକ ଅଞ୍ଚଳରେ ଆତଙ୍କବାଦୀମାନେ ସୁରକ୍ଷାକର୍ମୀଙ୍କୁ…
ପଶ୍ଚିମବଙ୍ଗରେ ବନ୍ଦ ସମୟରେ ହିଂସା: ବସ୍ରେ ପଥରମାଡ଼
କୋଲକାତା,୮।୧: କେନ୍ଦ୍ରରେ ମୋଦି ସରକାରଙ୍କ ବିଭିନ୍ନ ଆର୍ଥିକ ଏବଂ ଜନବିରୋଧୀ ନୀତି ବିରୋଧରେ ବୁଧବାର ଟ୍ରେଡ ୟୁନିୟନ ପକ୍ଷରୁ ଭାରତ ବନ୍ଦ ଡାକରା ଦିଆଯାଇଛି। ଉକ୍ତ ଆନ୍ଦୋଳନକୁ ବିଭିନ୍ନ ଶ୍ରମିକ ସଂଗଠନ, ବାମପନ୍ଥୀ ଦଳ ଓ କଂଗ୍ରେସ ସମର୍ଥନ କରିଛି। ପଶ୍ଚିମବଙ୍ଗରେ…
ଆମ୍ବୁଲାନ୍ସ ବନ୍ଦ କଲା ଭାଜପା ପ୍ରଦେଶ ଅଧ୍ୟକ୍ଷଙ୍କ ରାଲି
କୋଲକାତା,୮।୧: ପଶ୍ଚିମବଙ୍ଗର ଭାଜପା ପ୍ରଦେଶ ଅଧ୍ୟକ୍ଷଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଯାହାକୁ ନେଇ ବରୋଧୀ ଏବେ ତାଙ୍କୁ ଟାର୍ଗେଟ କରିଛନ୍ତି। ସୂଚନାଯୋଗ୍ୟ, ନଦିଆ ଜିଲାରେ ମମତା ସରକାରଙ୍କ ବିରୋଧରେ ଭାଜପା ପ୍ରଦେଶ ଅଧ୍ୟକ୍ଷ ଦିଲୀପ ଘୋଷ…
କ୍ୟାବିନେଟ୍ ନିଷ୍ପତ୍ତି: ୮ ଉତ୍ତର-ପୂର୍ବ ରାଜ୍ୟରେ ଗ୍ୟାସ୍ ଗ୍ରିଡ୍; ନୀଳାଚଳ ଇସ୍ପାତରେ ପୁଞ୍ଜି ପ୍ରତ୍ୟାହାର
ନୂଆଦିଲ୍ଲୀ,୮।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେନୁଷ୍ଠିତ ହୋଇଥିବା କ୍ୟାବିନେଟ୍ ବୈଠକରେ ବୁଧବାର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରାଯାଇଛି। ୮ ଉତ୍ତର-ପୂର୍ବ ରାଜ୍ୟରେ ଗ୍ୟାସ୍ ଗ୍ରିଡ୍ ସ୍ଥାପନ କରାଯିବା ସହିତ ନୀଳାଚଳ ଇସ୍ପାତରେ ପୁଞ୍ଜି ପ୍ରତ୍ୟାହାର ଆଦି ପ୍ରସ୍ତାବକୁ କ୍ୟାବିନେଟ୍ ମଞ୍ଜୁରୀ ମିଳିଛି।…
Archives


