ଜାତୀୟ

ବେତନ ବୃଦ୍ଧି କରି ନ ପାରନ୍ତି ଆଇଟି କମ୍ପାନୀ

ନୂଆଦିଲ୍ଲୀ,୨୨।୩: ମହାମାରୀ କରୋନା ସଂକ୍ରମଣ ସାରା ବିଶ୍ୱର ଅର୍ଥନୀତିକୁ ପ୍ରଭାବିତ କରିଛି। ଭାରତର ଆଇଟି କମ୍ପାନୀଗୁଡ଼ିକ ଉପରେ ଏହାର ପ୍ରଭାବ ପଡିଛି। ତେଣୁ ଏହି କମ୍ପାନୀଗୁଡ଼ିକ ଚଳିତ ବର୍ଷ ବେତନ ବୃଦ୍ଧି ନ କରିପାରନ୍ତି ବୋଲି କୁହାଯାଉଛି। ସେହିପରି ବୋନସ୍‌ ମଧ୍ୟ…

୧୨ ରେଳଯାତ୍ରୀଙ୍କୁ କରୋନା

ନୂଆଦିଲ୍ଲୀ,୨୨।୩(ପି.ଟି.): ଦୁଇଟି ଟ୍ରେନରୁ ୧୨ ଜଣଙ୍କଠାରେ କରୋନା ପଜିଟିଭ୍‌ ଚିହ୍ନଟ କରାଯାଇଛି। ସେମାନଙ୍କ ମଧ୍ୟରୁ ଗତ ୧୩ ତାରିଖରେ ଏପି ସମ୍ପର୍କ କ୍ରାନ୍ତି ଏକ୍ସପ୍ରେସରେ ୮ ଜଣ ଦିଲ୍ଲୀରୁ ରାମଗୁଣ୍ଡମ୍‌ ଯାଉଥିଲେ। ୧୬ ତାରିଖରେ ଅନ୍ୟ ୪ ଜଣ ଗୋଦାନ ଏକ୍ସପ୍ରେସରେ…

‘ସଙ୍କଟ ଆଗରେ ମୁଣ୍ଡ ନୁଆଁଇବନି ଭାରତ’

କରୋନା ସଂକ୍ରମଣକୁ ନେଇ ଦେଶ ଏବେ ସଙ୍କଟମୟ ପରିସ୍ଥିତି ଦେଇ ଗତି କରୁଛି। ତେବେ ଏହାକୁ ନେଇ ଭୟ କରିବାର କିଛି କାରଣ ନାହିଁ। ସଙ୍କଟ ନିକଟରେ ଦେଶ ମୁଣ୍ଡ ନୁଆଁଇବ ନାହିଁ ବୋଲି କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ କହିଛନ୍ତି।…

ଜନତା କର୍ଫ୍ୟୁ ପୂର୍ବରୁ ଦେଶବାସୀଙ୍କୁ ମୋଦିଙ୍କ ଆହ୍ବାନ: ସତର୍କ ହୁଅ, ଭୟ କରନି

ନୂଆଦିଲ୍ଲୀ,୨୨।୩: ଜନତା କର୍ଫ୍ୟୁ ପାଳନର ଦିନକ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ପୁଣିଥରେ ଦେଶବାସୀଙ୍କ ସହଯୋଗ ଲୋଡ଼ିଛନ୍ତି। କରୋନା ସଂକ୍ରମଣ ରୋକିବା ଦିଗରେ ସତର୍କ ରୁହନ୍ତୁ କିନ୍ତୁ ଭୟଭୀତ ହୁଅନ୍ତୁ ନାହିଁ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। ଲୋକମାନଙ୍କୁ ଘରେ ରହିବା…

‘ତାଳି ନ ବଜାଇ ଆର୍ଥିକ ପ୍ୟାକେଜ୍‌ର ଘୋଷଣା କରନ୍ତୁ ସରକାର’: ରାହୁଲ

ନୂଆଦିଲ୍ଲୀ,୨୧।୩: କରୋନା ଭାଇରସ କବଳରେ ଏବେ ସାରା ବିଶ୍ୱ। ଭାରତରେ ମଧ୍ୟ କରୋନାର ପ୍ରଭାବ କିଛି କମ୍‌ ନାହିଁ। ଏବେ ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ପାଖାପାଖି ୩ଶହ ହୋଇଥିବା ବେଳେ ୪ ଜଣଙ୍କ ମୃତ୍ୟୁ ହୋଇ ସାରିଲାଣି। ଏପରି ସ୍ଥଳେ…

‘ଜନତା କର୍ଫ୍ୟୁ’ ଭୟରେ ଦିନକ ପୂର୍ବରୁ କଲେ ବିବାହ

ଥାଣେ,୨୧।୩: ଗୋଟିଏ ପଟେ କରୋନା ଭାଇରସ ସଂକ୍ରମଣର ଭୟ। ଅନ୍ୟପଟେ ମାର୍ଚ୍ଚ ୨୨ରେ ‘ଜନତା କର୍ଫ୍ୟୁ’। ଏସବୁକୁ ଦେଖି ଥାଣେର ଏକ ଦମ୍ପତି ନିର୍ଦ୍ଧାରିତ ସମୟର ଗୋଟିଏ ଦିନ ପୂର୍ବରୁ ଅର୍ଥାତ୍‌ ମାର୍ଚ୍ଚ ୨୧ରେ ବିବାହ କରିଥିବା ଜଣାପଡିଛି। ବର ରୁପେଶ…

ସ୍ଥିତି ସ୍ବାଭାବିକ ନ ହେଲେ ଭାରତ ଫେରିବେନି ସୋନୁ

ନୂଆଦିଲ୍ଲୀ,୨୧।୩: ଭାରତରେ ଲଗାତାର ଭାବେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦେଖି ବଲିଉଡ୍‌ ଗାୟକ ସୋନୁ ନିଗମ ଏକ ନିଷ୍ପତ୍ତି ନେଇଛନ୍ତି। ଏବେ ସୋନୁ ଦୁବାଇରେ ଥିବା ବେଳେ କରୋନାକୁ ନେଇ ସାରା ବିଶ୍ୱର ପରିସ୍ଥିତି ସ୍ବାଭାବିକ…

କରୋନା ମୋହର ଲାଗିଥିବାରୁ ଟ୍ରେନରୁ ଦମ୍ପତିଙ୍କୁ ଓହ୍ଲାଇ ଦିଆଗଲା

ନୂଆଦିଲ୍ଲୀ,୨୧।୩: ସିକନ୍ଦରାବାଦରୁ ବେଙ୍ଗାଲୁରୁ-ଦିଲ୍ଲୀ ରାଜଧାନୀ ଏକ୍ସପ୍ରେସରେ ଯାତ୍ରା କରୁଥିବା ଦମ୍ପତିକୁ କରୋନା ଭୟରେ ଓହ୍ଲାଇ ଦେବା ଘଟଣା ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଟ୍ରେନରେ ଦମ୍ପତି ସକାଳୁ ସକାଳୁ ତେଲେଙ୍ଗାନାର କାଜିପଟ ପହଞ୍ଚିବା ପରେ ପୁରୁଷଙ୍କ ହାତରେ କରୋନା ମୋହର ଲାଗିଥିବା…

ୟୁଟ୍ୟୁବ୍‌ ଦେଖି ପ୍ରେମିକାଙ୍କ ଡେଲିଭରୀ କରାଉଥିଲେ ପ୍ରେମିକ…

ଚେନ୍ନାଇ,୨୧।୩: ତାମିଲ୍‌ନାଡୁରେ ୨୭ ବର୍ଷ ବୟସ୍କ ଜଣେ ପ୍ରେମିକ ତାଙ୍କ ପ୍ରେମିକାଙ୍କ ଡେଲିଭରୀ ୟୁଟ୍ୟୁବ ଦେଖି କରୁଥିଲେ। ତେବେ ଅତ୍ୟଧିକ ରକ୍ତସ୍ରାବ ହେବାରୁ ୧୯ ବର୍ଷ ବୟସ୍କା ପ୍ରେମିକାଙ୍କର ମୃତ୍ୟୁ ଘଟିଛି। ଖବର ପାଇ ପୋଲିସ ପ୍ରେମିକଙ୍କୁ ଗିରଫ କରି ତଦନ୍ତ…

କନିକା କପୁରଙ୍କ ସଂସ୍ପର୍ଶରେ ଆସିଥିବା ସ୍ବାସ୍ଥ୍ୟମନ୍ତ୍ରୀଙ୍କ ରିପୋର୍ଟ ନେଗେଟିଭ

ଲକ୍ଷ୍ନୌ,୨୧।୩: କରୋନା ଭାଇରସକୁ ନେଇ ବଲିଉଡ୍‌ ଗାୟିକା କନିକା କପୁରଙ୍କ ରିପୋର୍ଟ ନେଗେଟିଭ୍‌ ଆସିବା ପରେ ସବୁଆଡେ ହଇଚଇ ସୃଷ୍ଟି ହୋଇଥିଲା। କାରଣ ଏହି ବଲିଉଡ୍‌ ସେଲିବ୍ରିଟି ଅନେକ ଲୋକଙ୍କ ସଂସ୍ପର୍ଶରେ ଆସିଥିବାରୁ ଏମାନେ ବି କରୋନା ସଂକ୍ରମଣରେ ପୀଡ଼ିତ ହୋଇଥାଇ…

ଇଟାଲିରେ ଥିବା ଭାରତୀୟଙ୍କୁ ଆଣିବାକୁ ବାହାରିଲା ଏୟାର ଇଣ୍ଡିଆର ସ୍ବତନ୍ତ୍ର ବିମାନ

ନୂଆଦିଲ୍ଲୀ,୨୧।୩: କରୋନା ଭାଇରସ ଏବେ ସାରା ବିଶ୍ୱରେ ଆତଙ୍କ ଖେଳାଇଥିବା ବେଳେ ଏବେ ବିଦେଶରେ ଥିବା ଆଉ କେତେଜଣ ଭାରତୀୟଙ୍କୁ ସ୍ବଦେଶ ଫେରାଇ ଆଣିବାକୁ ସରକାର ଯୋଜନା କରିଛନ୍ତି। ରୋମରେ ଥିବା ଭାରତୀୟଙ୍କୁ ଆଣିବାକୁ ଏୟାର ଇଣ୍ଡିଆର ଏକ ସ୍ବତନ୍ତ୍ର ବିମାନ…

ବିଚାର ନ ହୋଇ ପଡ଼ି ରହିଛି ୨ ଲକ୍ଷ ୪୪ ହଜାର ବଳାତ୍କାର ମାମଲା

ନୂଆଦିଲ୍ଲୀ,୨୧।୩ : ଦେଶରେ ବର୍ତ୍ତମାନ ସୁଦ୍ଧା ୨ ଲକ୍ଷ ୪୪ ହଜାର ବଳାତ୍କାର ମାମଲା ପଡ଼ି ରହିଛି। ଏଭଳି ମାମଲାର ଶୀଘ୍ର ବିଚାର ପାଇଁ ୧,୦୨୩ ଫାଷ୍ଟ୍‌ ଟ୍ରାକ୍‌ କୋର୍ଟ ସ୍ଥାପନ ଲାଗି କେନ୍ଦ୍ର ସରକାର ଘୋଷଣା କରିଥିଲେ। ତେବେ ଇତିମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?