ଜାତୀୟ

କରୋନାରେ ପୀଡ଼ିତ ବଲିଉଡ୍‌ ଗାୟିକା

ମୁମ୍ବାଇ,୨୦।୩: ବଲିଉଡ୍‌ ଗାୟିକା କନିକା କପୁର କରୋନା ଭାଇରସରେ ପୀଡ଼ିତ ଥିବା ଜଣାପଡିଛି। ଶୁକ୍ରବାର ତାଙ୍କ ରିପୋର୍ଟ ପଜିଟିଭ ଆସିବା ପରେ ସେ କରୋନା ଭାଇରସରେ ସଂକ୍ରମିତ ହୋଇଥିବା ସୂଚନା ମିଳିଛି। କିଛିଦିନ ପୂର୍ବରୁ ସେ ଲଣ୍ଡନରୁ ଫେରିଥିବା ବେଳେ ଏବେ…

କରୋନା ଭାଇରସ: ସରକାର ଜାରି କଲେ ହ୍ବାଟସ୍‌ ଆପ୍‌ ହେଲ୍ପଡେସ୍କ

ନୂଆଦିଲ୍ଲୀ,୨୦।୩: କରୋନା ଭାଇରସରେ ଏବେ ଭାରତରେ ପାଖାପାଖି ୨୦୦୬ ଜଣ ସଂକ୍ରମିତ ହୋଇଥିବା ବେଳେ ୫ ଜଣଙ୍କ ମୃତ୍ୟୁ ହେଲାଣି। ଏହି କରୋନାକୁ ନେଇ ଲୋକେ କିପରି ଭୟଭୀତ ନ ହେବେ ସେଥିପ୍ରତି ସରକାର ସବୁ ପ୍ରକାର ପ୍ରସ୍ତୁତି କରୁଛନ୍ତି। ଏବେ…

କୋଭିଡ-୧୯ରୁ ରକ୍ଷା ପାଇବାକୁ ଚାଇନା ଦେବ ପରାମର୍ଶ: ଭାଗନେବ ଭାରତ

ନୂଆଦିଲ୍ଲୀ,୨୦।୩: କରେନା ଭାଇରସ ବା କୋଭିଡ-୧୯ ଏବେ ସମଗ୍ର ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ଏହି ଭୂତାଣୁର ସଠିକ୍‌ ଚିକିତ୍ସା ପଦ୍ଧତି ନ ଥିବାରୁ ଏବେ ଏହା ସାରା ବିଶ୍ୱକୁ ତା’ କବଳକୁ ନେଇ ସାରିଛି। ଚାଇନାରୁ ଆରମ୍ଭ ହୋଇଥିବା…

ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୦୬କୁ ବୃଦ୍ଧି

ଲକ୍ଷ୍ନୌ,୨୦।୩: ଭାରତରେ ମହାମାରୀ କରୋନା ଭାଇରସ୍‌ ସଂକ୍ରମିତଙ୍କ ସଂଖ୍ୟା ପ୍ରତିଦିନ ବୃଦ୍ଧି ପାଉଛି। ଏହି ମହାମାରୀ ଦେଶର ୧୯ଟି ରାଜ୍ୟରେ ବ୍ୟାପିଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଶୁକ୍ରବାର ଉତ୍ତରପ୍ରଦେଶ ଲକ୍ଷ୍ନୌରେ ଆଉ ୪ଟି ନୂଆ କରୋନା…

କେଉଁଠି ହେବ ନିର୍ଭୟା ଦୋଷୀଙ୍କ ଅନ୍ତିମ ସଂସ୍କାର

ନୂଆଦିଲ୍ଲୀ,୨୦।୩: ନିର୍ଭୟା ଗଣବଳାତ୍କାର ମାମଲାର ୪ ଦୋଷୀଙ୍କୁ ଶୁକ୍ରବାର ଭୋର ୫ଟା ୩୦ରେ ଫାଶୀ ଖୁଣ୍ଟରେ ଝୁଲାଇ ଦିଆଯାଇଛି। ଏହାପରେ ବି ଏହି ମାମଲାକୁ ନେଇ ଆହୁରି କିଛି ଖବର ସାମ୍ନାକୁ ଆସୁଛି। ୪ ଦୋଷୀଙ୍କ ମୃତଦେହ ବ୍ୟବଚ୍ଛେଦ ପରେ ଏହା…

୪୬୦ ଦିନରେ ଭାଙ୍ଗିଲା କମଲନାଥଙ୍କ ସରକାର

ଭୋପାଳ,୨୦।୩: ଯାହା ଆଶା କରାଯାଉଥିଲା ତାହାହିଁ ହେଲା। ମାତ୍ର ୧୫ ମାସ ଅର୍ଥାତ୍‌ ୪୬୦ ଦିନ ମଧ୍ୟରେ ମଧ୍ୟପ୍ରଦେଶରେ ଭାଙ୍ଗିଗଲା କଂଗ୍ରେସ ଶାସିତ କମଲନାଥ ସରକାର। ଶୁକବାର ଫ୍ଲୋର ଟେଷ୍ଟ ପୂର୍ବରୁ କମଲନାଥ ଇସ୍ତଫା ଦେବେ ବୋଲି ଏକ ଖବରଦାତା ସମ୍ମିଳନୀରେ…

ଆଜି ନ୍ୟାୟ ହୋଇଛି: ମୋଦି

ନୂଆଦିଲ୍ଲୀ,୨୦।୩: ଦୀର୍ଘ ୭ବର୍ଷର ଅପେକ୍ଷାର ଅନ୍ତ ଘଟି ଶେଷରେ ନିର୍ଭୟା ଓ ତାଙ୍କ ପରିବାରଙ୍କୁ ନ୍ୟାୟ ମିଳିଛି। ବହୁ ଚର୍ଚ୍ଚିତ ନିର୍ଭୟା ଗଣବଳାତ୍କାର ମାମଲାରେ ୪ଜଣ ଦୋଷୀ ଅକ୍ଷୟ, ପଓ୍ବନ, ବିନୟ ଓ ମୁକେଶଙ୍କୁ ଶୁକ୍ରବାର ଭୋର ସାଢ଼େ ୫ଟାରେ ଫାଶୀ…

ଫ୍ଲୋର ଟେଷ୍ଟ ପୂର୍ବରୁ ଇସ୍ତାଫା ଦେଇପାରନ୍ତି କମଲନାଥ

ଭୋପାଳ,୨୦।୩: ମଧ୍ୟପ୍ରଦେଶରେ ଚାଲିଥିବା ହାଇଭୋଲଟେଜ୍‌ ଡ୍ରାମା କେତେବେଳେ କେଉଁ ରୂପରେଖ ନେବ ସେନେଇ ସମସ୍ତଙ୍କ ନଜର ରହିଛି। ଶୁକ୍ରବାର ସୁପ୍ରିମକୋର୍ଟ ସନ୍ଧ୍ୟା ୫ଟା ସୁଦ୍ଧା ଫ୍ଲୋର ଟେଷ୍ଟ ପାଇଁ କମଲନାଥଙ୍କୁ ନିର୍ଦ୍ଦେଶ ଦେଇଥିବା ବେଳ ସମସ୍ତଙ୍କ ନଜର କମଲନାଥଙ୍କ ଉପରେ ରହିଛି।…

କରୋନା ପ୍ରକୋପ: ଭାରତରେ ଗଡିଲା ୫ମୁଣ୍ଡ

ଜୟପୁର,୨୦।୩: ଚାଇନାର ଉହାନରୁ ଆରମ୍ଭ ହୋଇଥିବା କରୋନା ଭାଇରସ୍‌ ସାରା ବିଶ୍ୱରେ ଆତଙ୍କ ଖେଳାଇଥିବା ବେଳେ ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଇତିମଧ୍ୟରେ ଭାରତରେ ମହାମାରୀ କରୋନା ଭାଇରସ୍‌ କାୟା ବିସ୍ତାର କରିବାରେ ଲାଗିଛି। ଶୁକ୍ରବାର ଭାରତରେ କରୋନା…

ଫାଶୀ ପୂର୍ବରୁ ଜେଲ୍‌ ଅଧିକାରୀଙ୍କୁ କ’ଣ କହିଥିଲେ ମୁକେଶ, ବିନୟ

ନୂଆଦିଲ୍ଲୀ,୨୦।୩: ବହୁ ଚର୍ଚ୍ଚିତ ନିର୍ଭୟା ଗଣବଳାତ୍କାର ମାମଲାର ୪ଦୋଷୀଙ୍କୁ ଶୁକ୍ରବାର ଭୋର ସାଢ଼େ ୫ଟାରେ ତିହାର ଜେଲ୍‌ରେ ଫାଶୀ ଦିଆଯାଇଛି। ବହୁ ପ୍ରତିକ୍ଷାର ଅନ୍ତ ଘଟି ଶେଷରେ ଦୀର୍ଘ ୭ ବର୍ଷ ପରେ ନିର୍ଭୟା ଓ ତାଙ୍କ ପରିବାରଙ୍କୁ ନ୍ୟାୟ ମିଳିଛି।…

ବ୍ୟବଚ୍ଛେଦ ପାଇଁ ଗଲା ‘ନିର୍ଭୟା’ ଦୋଷୀଙ୍କ ମୃତଦେହ

ନୂଆଦିଲ୍ଲୀ,୨୦ା୩: ଦୀର୍ଘ ୭ ବର୍ଷ ପରେ ‘ନିର୍ଭୟା’ଙ୍କୁ ନ୍ୟାୟ ମିଳିଛି। ନିର୍ଭୟା ଗଣବଳାତ୍କାର ଘଟଣାରେ ୪ ଦୋଷୀ ଅକ୍ଷୟ ଠାକୁର, ପବନ ଗୁପ୍ତା, ବିନୟ ଶର୍ମା ଏବଂ ମୁକେଶ ସିଂହଙ୍କୁ ତିହାର ଜେଲ୍‌ରେ ଶୁକ୍ରବାର ଭୋର୍‌ ୫ଟା ୩୦ରେ ଫାଶୀ ଖୁଣ୍ଟରେ…

ଆଜି କମଲନାଥଙ୍କ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ,୨୦।୩(ପି.ଟି.): ମଧ୍ୟପ୍ରଦେଶ ବିଧାନସଭାର ସ୍ବତନ୍ତ୍ର ଅଧିବେଶନ ଶୁକ୍ରବାର ଡାକି ଅପରାହ୍ନ ୫ଟା ସୁଦ୍ଧା ଆସ୍ଥାଭୋଟ କରାଇବା ଲାଗି ସୁପ୍ରିମକୋର୍ଟ ଗୁରୁବାର ବାଚସ୍ପତି ଏନ୍‌.ପି. ପ୍ରଜାପତିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଫଳରେ କମଲନାଥ ସରକାରଙ୍କୁ ଶକ୍ତ ଝଟକା ଲାଗିଛି। କଂଗ୍ରେସ ସରକାର ରହିବ କି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?