ନିୟନ୍ତ୍ରଣ ରେଖାରେ ବଢ଼ିଲା ଉତ୍ତେଜନା: ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ
ଶ୍ରୀନଗର,୨୧।୯: ଜମ୍ମୁ-କଶ୍ମୀରଠାରେ ଭାରତ-ପାକିସ୍ତାନ ନିୟନ୍ତ୍ରଣ ରେଖାରେ ଉତ୍ତେଜନା ବଢ଼ିବାରେ ଲାଗିଛି। ଶନିବାର ପାକିସ୍ତାନ ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କରିଛି। ପୁଞ୍ଚ ଜିଲାର ଶାହପୁର ଏବଂ କେର୍ନି ସେକ୍ଟରରେ ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟଗୁଡ଼ିକରୁ ଭାରତୀୟ ପୋଷ୍ଟକୁ ଲକ୍ଷ୍ୟ କରି ପୂର୍ବାହ୍ନ ୯ଟା...
ଯମୁନା ଏକ୍ସପ୍ରେସ୍ଓ୍ବେ ପାଲଟିଛି ମରଣ ଯନ୍ତା: ୭ ବର୍ଷରେ ନେଲାଣି ୮ଶହରୁ ଅଧିକ ଜୀବନ
ନୂଆଦିଲ୍ଲୀ,୨୧।୯: ଦିଲ୍ଲୀକୁ ଆଗ୍ରା ସହିତ ସଂଯୋଗ କରୁଥିବା ଯମୁନା ଏକ୍ସପ୍ରେସ୍୍ଓ୍ବେ ମରଣ ଯନ୍ତା ପାଲଟିଛି। ୧୬୫ କିମି ଦୀର୍ଘ ଏହି ଏକ୍ସପ୍ରେସ୍୍ଓ୍ବେରେ ଗତ ୭ ବର୍ଷ ମଧ୍ୟରେ ୮୨୨ ଜଣଙ୍କ ମୃତ୍ୟୁ ଦୁର୍ଘଟଣା ଯୋଗୁ ହୋଇଥିବା ସୂଚନା ଅଧିକାର ରିପୋର୍ଟରୁ...
‘ପୁଲଓ୍ବାମା ଭଳି ଘଟଣା ହିଁ ମହାରାଷ୍ଟ୍ର ଭାବାବେଗ ବଦଳାଇପାରିବ’
ଔରଙ୍ଗାବାଦ,୨୧ା୯: ମହାରାଷ୍ଟ୍ରରେ ଭାଜପା ନେତୃତ୍ୱାଧୀନ ସରକାର ବିରୋଧରେ ପ୍ରବଳ ଜନଅସନ୍ତୋଷ ଓ ଆକ୍ରୋଶ ରହିଛି। କେବଳ ପୁଲଓ୍ବାମା ଆକ୍ରମଣ ଭଳି ଘଟଣା ରାଜ୍ୟବାସୀଙ୍କ ଭାବାବେଗ ବଦଳାଇପାରେ ବୋଲି ଜାତୀୟବାଦୀ କଂଗ୍ରେସ ପାର୍ଟି (ଏନ୍ସିପି) ମୁଖ୍ୟ ଶରଦ ପାଓ୍ବାର କହିଛନ୍ତି। ଔରଙ୍ଗାବାଦରେ...
ସୋମବାରରୁ ଅଯୋଧ୍ୟା ଶୁଣାଣି ଅଧିକ ଘଣ୍ଟାଏ
ନୂଆଦିଲ୍ଲୀ,୨୧ା୯(ପି.ଟି.): ସୁପ୍ରିମକୋର୍ଟରେ ଅଯୋଧ୍ୟା ରାମ ଜନ୍ମଭୂମି-ବାବ୍ରୀ ମସ୍ଜିଦ ଜମି ବିବାଦ ମାମଲାର ଶୁଣାଣି ଜାରି ରହିଥିବାବେଳେ ଆସନ୍ତା ସୋମବାରରୁ ସାମ୍ବିଧାନିକ ପୀଠ ଅଧିକ ଏକଘଣ୍ଟା ବସିବ। ସର୍ବୋଚ୍ଚ ଅଦାଲତ ଶୁକ୍ରବାର ଏଭଳି ନିଷ୍ପତ୍ତି ନେଇଛନ୍ତି। ରାଜନୈତିକ ଦୃଷ୍ଟିରୁ ସମ୍ବେଦନଶୀଳ ଏହି...
କଶ୍ମୀରରେ ଶିଶୁ ଅଟକ ଅଭିଯୋଗ: ହାଇକୋର୍ଟଙ୍କୁ ରିପୋର୍ଟ ମାଗିଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୨୧ା୯(ଆଇଏଏନ୍ଏସ୍): କେନ୍ଦ୍ର ସରକାର ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ କରିବା ପରେ ଅଗଷ୍ଟ ୫ରୁ ସେଠାରେ ବେଆଇନ ଭାବେ ପିଲାମାନଙ୍କୁ ଅଟକ ରଖାଯାଇଥିବା ଅଭିଯୋଗ ହୋଇଛି। ସୁପ୍ରିମକୋର୍ଟ ଶୁକ୍ରବାର ଏନେଇ ଜମ୍ମୁ-କଶ୍ମୀର ହାଇକୋର୍ଟର ଜୁଭେନାଇଲ ଜଷ୍ଟିସ୍ କମିଟିକୁ ରିପୋର୍ଟ ମାଗିଛନ୍ତି।...
‘ହାଓ୍ବଡି ମୋଦି ଦ୍ୱିପାକ୍ଷିକ ସମ୍ପର୍କ ସୁଦୃଢ କରିବ’
ନୂଆଦିଲ୍ଲୀ, ୨୧ା୯(ପି.ଟି.): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆମେରିକା ଗସ୍ତ ଓ ସେଠାରେ ଆୟୋଜନ ହେବାକୁ ଥିବା ‘ହାଓ୍ବଡି ମୋଦି’ କାର୍ଯ୍ୟକ୍ରମରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ସାକ୍ଷାତାଲୋଚନା ଦ୍ୱିପାକ୍ଷିକ ସମ୍ପର୍କକୁ ଅଧିକ ସୁଦୃଢ କରିବ। ଆମେରିକା ଗସ୍ତ ପୂର୍ବରୁ...
ପୀଡ଼ିତାଙ୍କୁ ୨୦୦ ଥର ଫୋନ କରିଥିଲେ ଚିନ୍ମୟାନନ୍ଦ
ଶାହଜାହାନପୁର,୨୧ା୯: ଆଇନ ଛାତ୍ରୀଙ୍କ ସହ ଫୋନ୍ରେ କଥା ହୋଇଥିବା ଓ ଚାଟିଂ କରିଥିବା ଭାଜପା ନେତା ଚିନ୍ମୟାନନ୍ଦ ଗିରଫ ହେବା ପରେ ସ୍ବୀକାର କରିଛନ୍ତି। ଏଭଳି କାର୍ଯ୍ୟ ଲାଗି ସେ ଲଜ୍ଜିତ ବୋଲି କହିଛନ୍ତି। ତେବେ ବଳାତ୍କାର ଅଭିଯୋଗକୁ ସେ...
ଆମେରିକା ପଳାୟନ କରିଛନ୍ତି ଗୁଲାଲାଇ
ଇସ୍ଲାମାବାଦ,୨୧ା୯: ପାକିସ୍ତାନୀ ସେନାର ବର୍ବରତାକୁ ସାମ୍ନାକୁ ଆଣିଥିବା ଅଧିକାର କର୍ମୀ ଗୁଲାଲାଇ ଇସ୍ମାଇଲ୍ ଗତମାସରେ ଇସ୍ଲାମାବାଦରୁ ନ୍ୟୁୟର୍କକୁ ଖସି ପଳାଇଛନ୍ତି। ସେ ଆମେରିକାର ରାଜନୈତିକ ଶରଣ ଲୋଡ଼ିଥିଲେ। ୩୨ ବର୍ଷୀୟା ଗୁଲାଲାଇ ନ୍ୟୁୟର୍କସ୍ଥିତ ବ୍ରୁକ୍ଲିନ୍ରେ ଥିବା ତାଙ୍କ ଭଉଣୀଙ୍କ ସହ...
କେନ୍ଦ୍ରକୁ ଜବାବ ମାଗିଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୨୧ା୯(ପି.ଟି.): ଜାତିଗତ ପକ୍ଷପାତିତାରୁ ବିଶ୍ୱବିଦ୍ୟାଳୟ ଛାତ୍ର ରୋହିତ ଭେମୁଲା ଓ ପାୟଲ ତଡ୍ଭି ଆତ୍ମହତ୍ୟା କରିଥିବା ସେମାନଙ୍କ ମାଆ ଅଭିଯୋଗ କରିଛନ୍ତି। ଦେଶର ବିଶ୍ୱବିଦ୍ୟାଳୟ ଓ ଅନ୍ୟ ଉଚ୍ଚଶିକ୍ଷାନୁଷ୍ଠାନଗୁଡିକରୁ ଜାତିଗତ ପକ୍ଷପାତିତାର ଅନ୍ତ ଘଟାଇବା ପାଇଁ ସେମାନେ ପିଟିଶନ୍ରେ ସର୍ବୋଚ୍ଚ...
ଏନ୍ଆର୍ସିକୁ ବିରୋଧ, ଆସାମ ବନ୍ଦ
ଗୁଆହାଟୀ,୨୧ା୯(ପି.ଟି.): ଜାତୀୟ ନାଗରିକ ପଞ୍ଜିକା (ଏନ୍ଆର୍ସି) ଚୂଡ଼ାନ୍ତ ତାଲିକାରୁ ବହୁ ମୂଳବାସିନ୍ଦା ବାଦ୍ ପଡିଥିବାରୁ ଏହା ବିରୋଧରେ ଶୁକ୍ରବାର ଆସାମରେ ୧୨ ଘଣ୍ଟିଆ ବନ୍ଦ ପାଳନ କରାଯାଇଥିଲା। ଫଳରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ସାଧାରଣ ଜୀବନଯାତ୍ରା ବ୍ୟାହତ ହୋଇଛି। ଅଗଷ୍ଟ...
ବାୟୁସେନାକୁ ମିଳିଲା ରାଫାଲ
ନୂଆଦିଲ୍ଲୀ,୨୧ା୯: ଫ୍ରାନ୍ସର ଡାସଲ୍ଟ ଆଭିଏଶନ୍ଠାରୁ ଗୁରୁବାର ଭାରତୀୟ ବାୟୁସେନା (ଆଇଏଏଫ୍) ପ୍ରଥମ ରାଫାଲ ଯୁଦ୍ଧବିମାନ ଗ୍ରହଣ କରିଛି। ବାୟୁସେନାର ଏକ ଟିମ୍ ବିମାନ ନିର୍ମାଣ ପ୍ଲାଣ୍ଟରେ ପହଞ୍ଚତ୍ବା ପରେ କେତେକ ପରୀକ୍ଷାନିରୀକ୍ଷା କରାଯାଇଥିଲା। ଟିମ୍ର ନେତୃତ୍ୱ ନେଉଥିବା ଆଇଏଏଫ୍ର ଉପମୁଖ୍ୟ...
ଜାମିନ ଆବେଦନର ଶୁଣାଣି କରିବେ ଜଣିକିଆ ଖଣ୍ଡପୀଠ
ନୂଆଦିଲ୍ଲୀ,୨୧ା୯(ଆଇଏଏନ୍ଏସ୍): ନ୍ୟାୟପାଳିକାରେ ମାମଲା ବୋଝ କମାଇବା ପାଇଁ ଜଣିକିଆ ଖଣ୍ଡପୀଠ ଗଠନ ଲାଗି ସୁପ୍ରିମକୋର୍ଟ ନିଷ୍ପତ୍ତି ନେଇଛନ୍ତି। ଏହି ଖଣ୍ଡପୀଠଗୁଡ଼ିକରେ ଜାମିନ, ମାମଲା ସ୍ଥାନାନ୍ତର ଏବଂ ଅନ୍ୟ କମ୍ ଗୁରୁତ୍ୱପୂର୍ଣ୍ଣ ମାମଲାର ବିଚାର କରାଯିବ। ରିପୋର୍ଟ ଅନୁଯାୟୀ ଜୁନ୍ ୧...
Archives


