ଜାତୀୟ

ଉଦ୍ଧବ ଠାକରେଙ୍କୁ ଝଟ୍‌କା: ଶିବସେନା ଛାଡିଲେ ଅବଦୁଲ

ମୁମ୍ବାଇ,୪।୧: ମହାରାଷ୍ଟ୍ରରେ ଶିବସେନା ନେତୃତ୍ୱରେ ଗଢାଯାଇଥିବା ଉଦ୍ଧବ ଠାକରେଙ୍କ ମନ୍ତ୍ରିମଣ୍ଡଳରେ କିଛି ଠିକ୍‌ ଚାଲୁ ନ ଥିବା ଆଲୋଚନା ହେଉଛି। କାରଣ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ପରେ ମନ୍ତ୍ରୀ ପଦ ନ ମିଳିଥିବା ବିଧାୟକମାନେ ଅସନ୍ତୋଷ ପ୍ରକାଶ କରିବା ସହ ସେମାନଙ୍କ ମଧ୍ୟରୁ…

ଶ୍ରୀନଗରରୁ କୁଖ୍ୟାତ ଆତଙ୍କବାଦୀ ଗିରଫ

ଶ୍ରୀନଗର,୪।୧: ଜମ୍ମୁ-କଶ୍ମୀରରେ ସୁରକ୍ଷାକର୍ମୀ ଓ ଶ୍ରୀନଗର ପୋଲିସକୁ ବଡ଼ ସଫଳତା ମିଳିଛି। ଶନିବାର ସୁରକ୍ଷାକର୍ମୀ ଓ ଶ୍ରୀନଗର ପୋଲିସର ମିଳିତ ଅଭିଯାନରେ ଜଣେ କୁଖ୍ୟାତ ଆତଙ୍କବାଦୀଙ୍କୁ ଗିରଫ କରାଯାଇଛି। ଏଥିସହ ତାଙ୍କଠାରୁ ମାରଣାସ୍ତ୍ର ଜବତ କରାଯାଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଶ୍ରୀନଗରରେ କୁଖ୍ୟାତ…

ବିହାରରେ ଲାଗି ରହିଛି ପୋଷ୍ଟର ଓ୍ବାର

ପାଟନା,୪।୧: ବିହାରରେ ଚଳିତ ବର୍ଷ ଅନୁଷ୍ଠିତ ହେବ ବିଧାନସଭା ନିର୍ବାଚନ। ଏହାକୁ ନେଇ ଏବେଠାରୁ ପ୍ରସ୍ତୁତି ଆରମ୍ଭ ହୋଇଗଲାଣି। ଭୋଟରଙ୍କୁ ନିଜ ଆଡକୁ ଆକର୍ଷିତ କରିବାକୁ ଏବେଠାରୁ ବିଭିନ୍ନ ଦଳ ଲାଗି ପଡିଲେଣି। ଏହାକୁ ନେଇ ଏବେ ବିହାରର ମୁଖ୍ୟ ରାଜନୈତିକ…

ଦିଲ୍ଲୀରେ ଲାଗିଲା ପ୍ରଥମ ସ୍ମଗ୍‌ ଟାଓ୍ବାର

ନୂଆଦିଲ୍ଲୀ: ସମଗ୍ର ଦେଶରେ ବାୟୁ ପ୍ରଦୂଷଣ ସାରା ଦେଶରେ ବଡ଼ ସମସ୍ୟା ହୋଇଥିବାବେଳେ ଦିଲ୍ଲୀର ସ୍ଥିତି ସବୁଠାରୁ ସଙ୍ଗିନ୍‌। ପ୍ରଦୂଷଣ ଜନିତ ରୋଗ ଓ ମୃତ୍ୟୁହାର ହ୍ରାସ କରିବାପାଇଁ ରାଜଧାନୀ ଦିଲ୍ଲୀରେ ସ୍ଥାପନ ହୋଇଛି ପ୍ରଥମ ସ୍ମଗ୍‌ ଟାଓ୍ବାର୍‌। କ୍ରିକେଟ୍‌ ଖେଳାଳି…

ନୂଆବର୍ଷରେ ୮ ଲକ୍ଷ ଭକ୍ତ ଶିରିଡି ସାଇ ମନ୍ଦିରକୁ ଦାନ କଲେ ୧୬.୯୩ କୋଟି ଟଙ୍କା

ଶିରିଡି,୪।୧: ଶିରିଡି ସାଇ ମନ୍ଦିରକୁ ନୂଆବର୍ଷ ଉପଲକ୍ଷେ ପ୍ରାୟ ୮ ଲକ୍ଷ ଭକ୍ତ ଦର୍ଶନ ପାଇଁ ଆସିଥିବା ଜଣାପଡିଛି। ଏହି ସମୟରେ ସାଇବାବା ସଂସ୍ଥାନ ଟ୍ରଷ୍ଟ ୧୬.୯୩ କୋଟି ଟଙ୍କା ଦାନ ଆକାରରେ ପାଇଥିବା ପ୍ରକାଶ କରିଛି। ଏହାବ୍ୟତୀତ ଏଠାରେ ଥିବା…

ରାଜସ୍ଥାନରେ ବଢୁଛି ଶିଶୁମୃତ୍ୟୁ ସଂଖ୍ୟା

ଜୟପୁର,୪।୧: ରାଜସ୍ଥାନର କୋଟା ହସ୍ପିଟାଲରେ ଏବେ ଶିଶୁ ମୃତ୍ୟୁ ସଂଖ୍ୟା ବଢିପାରେ ଲାଗିଛି। ଶନିବାର ସକାଳ ସୁଦ୍ଧା ଏଠାରେ ମୃତକଙ୍କ ସଂଖ୍ୟା ୧୦୭ରେ ପହଞ୍ଚିଥିବା ସୂଚନା ମିଳିଛି। ଶନିବାର ଏକ କେନ୍ଦ୍ରୀୟ ଟିକ୍‌ ହସ୍ପିଟାଲ ଗସ୍ତ କରିଥିବା ସମୟରେ କୋଟାର ଏମ୍‌ପି…

ଭୂତ ଭୟରେ ୪୨ ବର୍ଷ ବନ୍ଦଥିଲା ବେଗୁନ୍‌କୋଦର ଷ୍ଟେଶନ

କୋଲକାତା: ଗୋଟିଏ ରେଲ୍‌ଓ୍ବେ ଷ୍ଟେଶନ ସାଧାରଣ ଜଣେ ମହିଳାଙ୍କ ପାଇଁ ଦୀର୍ଘ ୪୨ ବର୍ଷ ଧରି ବନ୍ଦ ରହିବା ଆଶ୍ଚର୍ଯ୍ୟଜନକ। ବିଶ୍ୱାସ ହେଉ ନ ଥିଲେ ମଧ୍ୟ ସତ। ପଶ୍ଚିମବଙ୍ଗର ପୁରୁଲିୟା ଜିଲାରେ ରହିଛି ଏହି ଷ୍ଟେଶନ। ଯାହାର ନାମ ବେଗୁନ୍‌କୋଦର।…

ନବୀନଙ୍କ ସମେତ ୧୧ ମୁଖ୍ୟମନ୍ତ୍ରୀଙ୍କୁ ପତ୍ର ଲେଖିଲେ ପିନାରାୟୀ ବିଜୟନ୍‌

ଥିରୁଭାନନ୍ଥପୁରମ୍‌,୪ା୧(ପି.ଟି.): ବିବାଦୀୟ ସଂଶୋଧିତ ନାଗରିକତ୍ୱ ଆଇନ (ସିଏଏ) ରଦ୍ଦ କରିବା ପାଇଁ କେରଳ ବିଧାନସଭାରେ ପ୍ରସ୍ତାବ ଗୃହୀତ ହେବା ପରେ ମୁଖ୍ୟମନ୍ତ୍ରୀ ପିନାରାୟୀ ବିଜୟନ୍‌ ଶୁକ୍ରବାର ୧୧ଟି ରାଜ୍ୟର ପ୍ରତିପକ୍ଷଙ୍କୁ ପତ୍ର ଲେଖି ଗଣତନ୍ତ୍ର ଓ ଧର୍ମନିରପେକ୍ଷତାର ସୁରକ୍ଷା ପାଇଁ ଆହ୍ବାନ…

ସଭରକରଙ୍କୁ ସେବାଦଳର ଆକ୍ଷେପ: କଂଗ୍ରେସ ଉପରେ ବର୍ଷିଲେ ଭାଜପା, ଶିବସେନା

ମୁମ୍ବାଇ, ନୂଆଦିଲ୍ଲୀ,୪ା୧(ପି.ଟି.): ମହାତ୍ମା ଗାନ୍ଧୀଙ୍କ ହତ୍ୟାକାରୀ ନାଥୁରାମ ଗଡ୍‌ସେଙ୍କ ସହ ସ୍ବାଧୀନତା ସଂଗ୍ରାମୀ ବୀର ସଭରକରଙ୍କର ଶାରୀରିକ ସମ୍ପର୍କ ରହିଥିଲା ବୋଲି କଂଗ୍ରେସ ସେବାଦଳ ପକ୍ଷରୁ ପ୍ରକାଶିତ ପୁସ୍ତିକାରେ ଦାବି କରାଯିବା ଘଟଣାକୁ ନେଇ ରାଜନୀତି ଜୋର୍‌ ଧରିଛି। ଏହାକୁ ନେଇ…

ସୀମାରେ ଅନୁପ୍ରବେଶ ଅପେକ୍ଷାରେ ୨୫୦ ପାକ୍‌ ଆତଙ୍କବାଦୀ

ନୂଆଦିଲ୍ଲୀ,୪ା୧(ଆଇଏଏନ୍‌ଏସ୍‌): ଭାରତ ମଧ୍ୟକୁ ଅନୁପ୍ରବେଶ କରିବା ଲାଗି ନିୟନ୍ତ୍ରଣ ରେଖା (ଏଲ୍‌ଓସି) ଆରପଟେ ପାଖାପାଖି ୨୫୦ ପାକିସ୍ତାନୀ ଆତଙ୍କବାଦୀ ଅପେକ୍ଷା କରି ରହିଛନ୍ତି। ସେମାନେ ପ୍ରତିଦିନ ଅନୁପ୍ରବେଶ ପାଇଁ ଉଦ୍ୟମ କରୁଥିବା ନୂଆ ସେନାଧ୍ୟକ୍ଷ ଜେନେରାଲ ମନୋଜ ମୁକୁନ୍ଦ ନରଓ୍ବଣେ ଶୁକ୍ରବାର…

୬ ଗାଡ଼ି ପୋଡ଼ିଲେ ମାଓବାଦୀ

ରାଞ୍ଚି,୪ା୧(ଆଇଏଏନ୍‌ଏସ୍‌): ଝାଡ଼ଖଣ୍ଡରେ ନୂଆ ସରକାର ଦାୟିତ୍ୱ ଗ୍ରହଣକରିବା ପରେ ମାଓବାଦୀମାନେ ସେମାନଙ୍କ ଅସଲ ରୂପ ଦେଖାଇଛନ୍ତି। ହଜାରିବାଗ୍‌ ଜିଲା କରିଗରା ନଦୀକୂଳରେ ପୋଲ ନିର୍ମାଣ କାର୍ଯ୍ୟ କରୁଥିବା ଏକ ଘରୋଇ କମ୍ପାନୀର ୬ଟି ଗାଡ଼ିକୁ ସେମାନେ ପୋଡ଼ିଦେଇଛନ୍ତି। ପ୍ରାୟ ୨୫ଜଣ ସଶସ୍ତ୍ର…

୩୧ରୁ ଆରମ୍ଭ ହୋଇପାରେ ବଜେଟ ଅଧିବେଶନ

ନୂଆଦିଲ୍ଲୀ,୪ା୧: ଚଳିତ ମାସ ୩୧ରେ ବଜେଟ ଅଧିବେଶନ ଆରମ୍ଭ କରିବା ନେଇ ସରକାର ବିଚାର କରୁଛନ୍ତି। ସେହିଭଳି ସାଧାରଣ ବଜେଟ ଫେବୃୟାରୀ ପହିଲାରେ ଉପସ୍ଥାପନ ହୋଇପାରେ। ବଜେଟ ଅଧିବେଶନ ନେଇ ଚୂଡାନ୍ତ ତାରିଖର ବିଜ୍ଞପ୍ତି ଏ ଯାଏ ପ୍ରକାଶ ପାଇନାହିଁ। ସଂସଦୀୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri