୩୧ରୁ ଆରମ୍ଭ ହୋଇପାରେ ବଜେଟ ଅଧିବେଶନ
ନୂଆଦିଲ୍ଲୀ,୪ା୧: ଚଳିତ ମାସ ୩୧ରେ ବଜେଟ ଅଧିବେଶନ ଆରମ୍ଭ କରିବା ନେଇ ସରକାର ବିଚାର କରୁଛନ୍ତି। ସେହିଭଳି ସାଧାରଣ ବଜେଟ ଫେବୃୟାରୀ ପହିଲାରେ ଉପସ୍ଥାପନ ହୋଇପାରେ। ବଜେଟ ଅଧିବେଶନ ନେଇ ଚୂଡାନ୍ତ ତାରିଖର ବିଜ୍ଞପ୍ତି ଏ ଯାଏ ପ୍ରକାଶ ପାଇନାହିଁ। ସଂସଦୀୟ…
ବାଣ କାରଖାନାରେ ବିସ୍ଫୋରଣ
କୋଲକାତା,୩।୧: ପଶ୍ଚିମବଙ୍ଗ ନର୍ଥ ୨୪ ପ୍ରାଙ୍ଗଣା ଜିଲାର ନୌହାଟିରେ ଶୁକ୍ରବାର ଏକ ବାଣ କାରଖାନାରେ ହଠାତ୍ ବିସ୍ଫୋରଣ ଘଟିଥିଲା। ଏହି ବିସ୍ଫୋରଣରେ ୫ଜଣଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଖବରପାଇ ଘଟଣାସ୍ଥଳରେ ୫ଟି ଦମକଳ ବାହିନୀ ପହଞ୍ଚି ନିଆଁ ଲିଭାଇବା ସହ ଉଦ୍ଧାର…
ମୋଦି ପାକିସ୍ତାନର ଦୂତ: ମମତା
ସିଲିଗୁଡି,୩।୧: ନାଗରିକତ୍ୱ ସଂଶୋଧନ ଆଇନ ବିରୋଧରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସର ମୁଖ୍ୟ ମମତା ବାନାର୍ଜୀ ସଲିଗୁଡିରେ ପୁଣି ଏକ ରାଲି କରିଛନ୍ତି। ରାଲିକୁ ସମ୍ବୋଧିତ କରି ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଛନ୍ତି। ସେ ମୋଦିଙ୍କୁ ପାକିସ୍ତାନର…
ପୁଣି ଇଡି ଜାଲରେ ଚିଦାମ୍ବରମ୍
ନୂଆଦିଲ୍ଲୀ,୩।୧: କିଛି ଦିନର ବିରାମ ପରେ ପୁଣି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଜାଲରେ ପୂର୍ବତନ ଅର୍ଥମନ୍ତ୍ରୀ ପି. ଚିଦାମ୍ବରମ୍। ଶୁକ୍ରବାର ଏୟାର ଇଣ୍ଡିଆ ଦ୍ୱାରା କିଣାଯାଇଥିବା ବିମାନର ଡିଲ୍କୁ ନେଇ ଇଡି ଦୀର୍ଘ ୬ ଘଣ୍ଟା ଧରି ଚିଦାମ୍ବରମ୍ଙ୍କୁ ଜେରା କରିଥିବା ଜଣାପଡ଼ିଛି।…
ଲଟେରିରେ ୧ କୋଟି ଜିତି ସୁରକ୍ଷା ଲୋଡ଼ିଲେ ନାରାୟଣ
କୋଲକାତା,୩।୧: ପଶ୍ଚିମବଙ୍ଗର ପୂର୍ବ ବର୍ଦ୍ଧମାନ ଜିଲାରେ ଏଭଳି ଏକ ଘଟଣା ଘଟିଛି ଯାହା ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ବର୍ଦ୍ଧମାନ ଜିଲାରେ ରହୁଥିବା ଜଣେ ୭୦ ବର୍ଷୀୟ ବ୍ୟକ୍ତି ପୂର୍ବରୁ ଚର୍ଚ୍ଚିତ ନ ଥିଲେ, କିନ୍ତୁ ତାଙ୍କର କାର୍ଯ୍ୟକଳାପ ଏବେ ତାଙ୍କୁ…
ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ: କ୍ରିଷ୍ଣା ଘାଟି ସେକ୍ଟରରେ ମୋର୍ଟାର ଶେଲିଂ ମାଡ଼
ଶ୍ରୀନଗର,୩।୧: ଜମ୍ମୁ-କଶ୍ମୀରର ଭାରତ-ପାକିସ୍ତାନ ନିୟନ୍ତ୍ରଣ ରେଖାଠାରେ ପୁଣି ପାକିସ୍ତାନ ଅସ୍ତ୍ରବିରତି ଉଲ୍ଲଂଘନ କରିଛି। ଶୁକ୍ରବାର ମଧ୍ୟାହ୍ନ ୧୨ଟା ୧୫ରେ ପୁଞ୍ଚ୍ ଜିଲାର କ୍ରିଷ୍ଣାଘାଟି ସେକ୍ଟରରେ ଭାରତୀୟ ପୋଷ୍ଟଗୁଡ଼ିକୁ ଲକ୍ଷ୍ୟ କରି ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟରୁ ମୋର୍ଟାର ଶେଲିଂ ମାଡ଼ କରାଯାଇଥିଲା। ଏହାର…
ଲାଣ୍ଡ୍ମାଇନ୍ ବିସ୍ଫୋରଣ: ୪ ଯବାନ ଆହତ
ଶ୍ରୀନଗର,୩।୧: ଜମ୍ମୁ-କଶ୍ମୀରରେ ଏକ ଲାଣ୍ଡ୍ମାଇନ୍ ବିସ୍ଫୋରଣରେ ଜଣେ ଲ୍ୟୁଟ୍ନାଣ୍ଟ୍ଙ୍କ ସମେତ ୪ ଯବାନ ଆହତ ହୋଇଛନ୍ତି। ସେମାନଙ୍କୁ ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ରାଜୌରୀ ଜିଲାର ଭାରତ-ପାକିସ୍ତାନ ନିୟନ୍ତ୍ରଣ ରେଖାଠାରେ ଯବାନଙ୍କ ପକ୍ଷରୁ ପାଟ୍ରୋଲିଂ କରାଯାଉଥିବାବେଳେ ଏଭଳି ଘଟିଥିବା କୁହାଯାଉଛି।…
ସିଏଏ ହିଂସାରେ ମୃତ ବ୍ୟକ୍ତିଙ୍କ ପାଖକୁ ନୋଟିସ ପଠାଇଛି ଉତ୍ତରପ୍ରଦେଶ ପୋଲିସ
ଲକ୍ଷ୍ନୌ,୩।୧: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ଉତ୍ତରପ୍ରଦେଶ ବିକ୍ଷୋଭ ପ୍ରଦର୍ଶନ ସମୟରେ ହୋଇଥିବା ହିଂସା ଓ ଭଙ୍ଗାରୁଜା କରିଥିବା ବ୍ୟକ୍ତିଙ୍କ ବିରୋଧରେ ପୋଲିସ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। କିନ୍ତୁ ଏଥିରେ ପୋଲିସର କିଛି ତ୍ରୁଟି ରହିଯାଇଥିବା ପରିଲିଖିତ ହୋଇଛି। କିଛି…
ଇସାରା ମିଳିଲେ ପିଓକେ ଉପରେ ଆକ୍ରମଣ ପାଇଁ ଭାରତୀୟ ସେନା ପ୍ରସ୍ତୁତ: ନରାଓ୍ବଣେ
ନୂଆଦିଲ୍ଲୀ,୩।୧: ଇସାରା ମିଳିଲେ ଭାରତୀୟ ସେନା ପାକିସ୍ତାନ ଅଧିକୃତ କଶ୍ମୀର(ପିଓକେ) ଉପରେ ଆକ୍ରମଣ ପାଇଁ ପ୍ରସ୍ତୁତ। ଏନେଇ ସେନାମୁଖ୍ୟ ଜେନେରାଲ ମନୋଜ ମୁକୁନ୍ଦ ନରାଓ୍ବଣେ ଏକ ସାକ୍ଷାତ୍କାରରେ କହିଛନ୍ତି। ଭାରତୀୟ ସେନା ଯେ କୌଣସି ସ୍ଥିତିର ମୁକାବିଲା ଲାଗି ପ୍ରସ୍ତୁତ ରହିଥିବା…
ସିଏଏ ନେଇ ଗର୍ଜିଲେ ଶାହ: ଆବଶ୍ୟକ ପଡ଼ିଲେ ରାହୁଲଙ୍କ ପାଖକୁ ପଠାଯିବ ଇଟାଲୀ ଭାଷାରେ ଅନୁବାଦ
ଯୋଧପୁର,୩।୧: ସିଏଏ ନେଇ ଭାଜପା ପଛକୁ ହଟିବନି। ରାହୁଲ ଗାନ୍ଧୀ ଏସମ୍ପର୍କରେ ସମ୍ପୂର୍ଣ୍ଣ ଜାଣି ନାହାଁନ୍ତି। ତେଣୁ ସେ ଏହାର ବିରୋଧ କରୁଛନ୍ତି। ଆବଶ୍ୟକ ପଡ଼ିଲେ ରାହୁଲଙ୍କ ପାଖକୁ ଏହାର ଇଟାଲୀ ଭାଷାରେ ଅନୁବାଦ ପଠାଯିବ ବୋଲି ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ…
‘ଦିଶା’ ଆଇନ ପାଇଁ ନିଯୁକ୍ତ ହେଲେ ୨ ମହିଳା ଅଫିସର
ଅମରାବତୀ,୩।୧: ହାଇଦ୍ରାବାଦରେ ଦିଶାଙ୍କୁ ଗଣବଳାତ୍କାର ଓ ହତ୍ୟା ମାମଲା ପରେ ଆନ୍ଧ୍ରପ୍ରଦେଶ ସରକାର ଗତବର୍ଷ ଡିସେମ୍ବରରେ ଏକ ନୂଆ ଆଇନ ପ୍ରଣୟନ କରିଛନ୍ତି। ଏହି ମାମଲାରେ ସମ୍ପୃକ୍ତ ଥିବା ଅଭିଯୁକ୍ତଙ୍କୁ ଉକ୍ତ ଆଇନ ଜରିଆରେ ତୁରନ୍ତ ଫାଶୀ ଦଣ୍ଡାଦେଶ ମିଳିପାରିବ ବୋଲି…
୧୯ ମାସର ଶିଶୁପୁତ୍ରଙ୍କୁ ସରକାର ଦେଲେ ବୀରତା ପୁରସ୍କାର: ଜଙ୍ଗଲ ନିଆଁ ଲିଭାଇବା ସମୟରେ ପିତାଙ୍କର ଘଟିଥିଲା ମୃତ୍ୟୁ
ସିଡ୍ନୀ,୩।୧: ଅଷ୍ଟ୍ରେଲିଆରେ ଭୟଙ୍କର ଜଙ୍ଗଲ ନିଆଁ ଲାଗି ରହିଛି। ଜଙ୍ଗଲ ନିଆଁ ଲିଭାଇବା ସମୟରେ ଦମକଳ ବାହିନୀ କର୍ମଚାରୀ ଜ୍ୟୋଫ୍ରି କିଟନ୍ଙ୍କ ମୃତ୍ୟୁ ଘଟିଥିଲା। ଜ୍ୟୋଫ୍ରିଙ୍କ ଅନ୍ତିମ ସଂସ୍କାର ଗୁରୁବାର ସମ୍ପନ୍ନ ହୋଇଥିଲା। ଏହାପରେ ସରକାରଙ୍କ ପକ୍ଷରୁ ଜ୍ୟୋଫ୍ରିଙ୍କ ୧୯ ମାସର…
Archives


