ରାମ ମନ୍ଦିର ନିର୍ମାଣ ପାଇଁ ଗଠନ ହେଲା ସ୍ବତନ୍ତ୍ର ଡେସ୍କ
ନୂଆଦିଲ୍ଲୀ, ୩।୧: କେନ୍ଦ୍ର ସରକାର ରାମ ମନ୍ଦିର ନିର୍ମାଣ ପାଇଁ ଏକ ସ୍ବତନ୍ତ୍ର ଅଯୋଧ୍ୟା ଡେସ୍କ ଗଠନ କରିଛନ୍ତି। ଅଯୋଧ୍ୟା ସହ ଜ ସମସ୍ତ ପ୍ରସଙ୍ଗ ଓ କୋର୍ଟ ରାୟକୁ ହ୍ୟାଣ୍ଡେଲ କରିବା ପାଇଁ ୩ ଜଣିଆ ଡେସ୍କ ଗଠନ କରାଯାଇଥିବା…
ଗ୍ରାମୀଣ ବିକାଶରେ ଜ୍ଞାନକୌଶଳର ଉପଯୋଗ ଜରୁରୀ: ମୋଦି
ବେଙ୍ଗାଲୁରୁ, ୩।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ ଦିନିଆ କର୍ନାଟକ ଗସ୍ତରେ ଯାଇଛନ୍ତି। ଏହି ଅବସରରେ ସେ ଭାରତୀୟ ବିଜ୍ଞାନ କଂଗ୍ରେସର ୧୦୭ତମ ସମ୍ମିଳନୀରେ ଯୋଗଦେଇ ଗ୍ରାମୀଣ ବିକାଶରେ ଜ୍ଞାନକୌଶଳର ଉପଯୋଗ ଉପରେ ଗୁରୁତ୍ୱାରୋପ କରିଛନ୍ତି। ଜ୍ଞାନକୌଶଳ ଉପଯୋଗକୁ ବ୍ୟାପକ କରିବା…
ଚରଣ ସ୍ପର୍ଶ କରିବାକୁ ଆସୁଥିବା ମହିଳାଙ୍କ ସମ୍ମାନରେ ନିଜେ ନଇଁ ପଡ଼ିଲେ ମୋଦି
ବେଙ୍ଗାଲୁରୁ,୩।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ ଦିନିଆ ଗସ୍ତରେ କର୍ନାଟକ ଯାଇଛନ୍ତି। ଏହି ଅବସରରେ ସ୍ଥାନୀୟ ତୁମାକୁର୍ରେ ସାଧାରଣ ସଭାରେ ମଞ୍ଚ ଉପରେ ଜଣେ ମହିଳା ପ୍ରଧାନମନ୍ତ୍ରୀଙ୍କ ଚରଣ ସ୍ପର୍ଶ ପାଇଁ ଆଗେଇ ଆସିଥିଲେ। ତେବେ ମୋଦି ତାଙ୍କୁ ଅଟକାଇ ତାଙ୍କ…
ଶିଶୁ ମଡ଼କ: ତେଜିଲା ରାଜନୀତି
ଜୟପୁର/ନୂଆଦିଲ୍ଲୀ,୩ା୧:ରାଜସ୍ଥାନର କୋଟା ହସ୍ପିଟାଲରେ ଶିଶୁ ମଡ଼କକୁ ନେଇ ରାଜନୀତି ତେଜିବାରେ ଲାଗିଛି। ଏହି ପ୍ରସଙ୍ଗରେ ରାଜ୍ୟରେ କ୍ଷମତାସୀନ ଗେହଲଟ ସରକାରଙ୍କୁ ଭାଜପା ଏବଂ ବିଏସ୍ପି ଟାର୍ଗେଟ କରିଛନ୍ତି। ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଶିଶୁ ମୃତ୍ୟୁକୁ ନେଇ ରାଜନୀତି ନ କରିବାକୁ ଅନୁରୋଧ…
ପ୍ରଜ୍ଞାପନ ମେଢ଼କୁ ନେଇ ବିବାଦ:ବିରୋଧ କରିବାରୁ ବାଦ୍
ନୂଆଦିଲ୍ଲୀ,୩ା୧(ପି.ଟି./ ଆଇଏଏନ୍ଏସ୍):ଜାନୁୟାରୀ ୨୬ ସାଧାରଣତନ୍ତ୍ର ଦିବସରେ ସ୍ଥାନ ପାଇବାକୁ ଥିବା ପ୍ରଜ୍ଞାପନ ମେଢ଼କୁ ନେଇ ବିବାଦ ଉଠିଛି। ପଶ୍ଚିମବଙ୍ଗ ଓ ମହାରାଷ୍ଟ୍ର ସରକାର ସେମାନଙ୍କ ପ୍ରସ୍ତାବକୁ କେନ୍ଦ୍ର ସରକାର ପ୍ରତ୍ୟାଖ୍ୟାନ କରିଦେଇଥିବାରୁ ଆପତ୍ତି ଉଠାଇଛନ୍ତି। ତେବେ ମୋଟ ୫୬ଟି ପ୍ରସ୍ତାବ ଆସିଥିଲା,…
ଟ୍ରେନ୍ ଯାତ୍ରୀଙ୍କ ପାଇଁ ଗୋଟିଏ ହେଲ୍ପଲାଇନ ନମ୍ବର-୧୩୯
ନୂଆଦିଲ୍ଲୀ,୩ା୧(ଆଇଏଏନ୍ଏସ୍):ଭାରତୀୟ ରେଳପଥ ଏହାର ଯାତ୍ରୀମାନଙ୍କ ସୁବିଧା ପାଇଁ ଗୋଟିଏ ହେଲ୍ପଲାଇନ ନମ୍ବର ଆରମ୍ଭ କରିଛି। ଏହି ନମ୍ବରକୁ ଫୋନ୍ କରି ସେମାନେ ବିଭିନ୍ନ ଅଭିଯୋଗ କରିବା ସହ ସୁବିଧା ସମ୍ପର୍କରେ ଦାବି କରିପାରିବେ। ଏଣିକି ଯାତ୍ରୀମାନେ କେବଳ ୧୩୯ ନମ୍ବରକୁ କଲ୍…
ଅନୁରାଧା ପୋଡ଼ଓ୍ବାଲଙ୍କୁ ନିଜର ମା କହିଲେ ୪୫ ବର୍ଷ ବୟସ୍କା ମହିଳା: ଦାବି କଲେ ୫୦ କୋଟି କ୍ଷତି ପୂରଣ
ଥିରୁଭାନନ୍ତପୁରମ୍,୨।୧: ଖ୍ୟାତି ସମ୍ପନ୍ନ ଗାୟିକା ଅନୁରାଧା ପୋଡ଼ଓ୍ବାଲଙ୍କୁ ନେଇ ଏବେ ଜୋର୍ ସୋର୍ ଚର୍ଚ୍ଚା ଆରମ୍ଭ ହୋଇଛି। କେରଳର ଥିରୁଭାନନ୍ତପୁରମ୍ଠାରେ ବାସ କରୁଥିବା ଜଣେ ୪୫ ବର୍ଷ ବୟସ୍କା ମହିଳା ଅନୁରାଧା ପୋଡ଼ଓ୍ବାଲଙ୍କୁ ନିଜର ମା ଦାବି କରିଛନ୍ତି। ଏହା ସହିତ…
ପ୍ରବଳ ଥଣ୍ଡା: ଏଠି ହାତୁଡ଼ିରେ ଫଟାଯାଉଛି ଅଣ୍ଡା; ଗାଡ଼ିରେ ବନ୍ଧାହେଉଛି ଲୁହା ଚେନ୍
ନୂଆଦିଲ୍ଲୀ,୨।୧: ସିଆଚେନ୍ରେ ପ୍ରବଳ ଥଣ୍ଡା ଅନୁଭୁତ ହୋଇଥାଏ। ଏଠାରେ ତାପମାତ୍ରା ମାଇନସ୍ ୪୦ ଡିଗ୍ରୀ ସେଲସିୟସ୍ରୁ ମଧ୍ୟ କମ୍ ରହିଥାଏ। ଏଠାରେ ପ୍ରାୟ ୩ରୁ ୪ ହଜାର ଭାରତୀୟ ଯବାନଙ୍କୁ ମୁତୟନ କରାଯାଇଛି। ଏଠାରେ ଟମାଟୋ ପ୍ରବଳ ଥଣ୍ଡାଯୋଗୁ ପଥର ଭଳି…
ମୋଦିଙ୍କ ନୂଆବର୍ଷ ଭେଟି: ୬ କୋଟି ଚାଷୀଙ୍କ ବ୍ୟାଙ୍କ ଖାତାକୁ ଗଲା କିଷାନ୍ ସମ୍ମାନ ନିଧି ଯୋଜନାର ତୃତୀୟ କିସ୍ତି
ବେଙ୍ଗାଲୁରୁ,୨।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନୂଆବର୍ଷର ଦ୍ୱିତୀୟ ଦିନରେ ଦେଶର ୬କୋଟି ଚାଷୀଙ୍କୁ ଭେଟି ଦେଇଛନ୍ତି। ପ୍ରଧାନମନ୍ତ୍ରୀ କିଷାନ୍ ସମ୍ମାନ ନିଧି ଯୋଜନାର ତୃତୀୟ କିସ୍ତିକୁ ଡିଜିଟାଲ ଦେଣନେଣ ମାଧ୍ୟମରେ ସେ କର୍ନାଟକର ଟୁକମାରଠାରେ ଆୟୋଜିତ ଏକ ସାଧାରଣ ସଭାରେ ଚାଷୀଙ୍କୁ…
ମର୍ମନ୍ତୁଦ ସଡକ ଦୁର୍ଘଟଣା: ୧୨ ମୃତ, ୧୫ ଆହତ
ଶ୍ରୀନଗର,୨।୧: ଜମ୍ମୁ-କଶ୍ମୀରରେ ସୁନ୍ଦରବନୀରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଏଥିରେ ୧୨ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୧୫ ଜଣ ଆହତ ହୋଇଛନ୍ତି। ବସ୍ଟି ଖାଲରେ ଗଳି ପଡିବାରୁ ଏଭଳି ଦୁର୍ଘଟଣା ଘଟିଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି…
ନାଗରିକତ୍ୱ ପ୍ରମାଣ ଲୋଡୁଥିବା ପ୍ରଧାନମନ୍ତ୍ରୀ ଏବଂ ମନ୍ତ୍ରୀଙ୍କ ପାଖରେ ବି ନାହିଁ ନିଜର ଶିକ୍ଷା ଡିଗ୍ରୀର ପ୍ରମାଣ: ସୀତାରାମ ୟେଚୁରୀ
ନୂଆଦିଲ୍ଲୀ,୨।୧: ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ), ଜାତୀୟ ନାଗରିକତ୍ୱ ପଞ୍ଜିକା (ଏନ୍ଆର୍ସି) ଏବଂ ଜାତୀୟ ଜନସଂଖ୍ୟା ପଞ୍ଜିକା (ଏନ୍ପିଆର୍) ନେଇ ସିପିଆଇ ମହାସଚିବ ସୀତାରାମ ୟେଚୁରୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି। ନାଗରିକତ୍ୱ ପ୍ରମାଣପତ୍ର ସ୍ବରୂପ ପ୍ରଧାନମନ୍ତ୍ରୀଙ୍କ…
ସିଏଏ ନେଇ ଗୋଆ କଂଗ୍ରେସରେ ଫାଟ: ଇସ୍ତଫା ଦେଲେ ୪ ସଦସ୍ୟ
ପଣଜୀ, ୨।୧: ସିଏଏ ନେଇ ଗୋଆ କଂଗ୍ରେସରେ ଫାଟ ସୃଷ୍ଟି ହୋଇଛି। ଦଳର ୪ ଜଣ ସଦସ୍ୟ ଇସ୍ତଫା ଦେଇଛନ୍ତି। ପଣଜୀ ବ୍ଲକ୍ ସମିତି ଅଧ୍ୟକ୍ଷ ପ୍ରସାଦ ଓମନକର, ଉତ୍ତର ଗୋଆ ଅଳ୍ପସଂଖ୍ୟକ ସେଲ୍ ମୁଖ୍ୟ ଜାଭେଦ୍ ଶେଖ୍, ବ୍ଲକ୍ ସମିତି…
Archives


