ବ୍ରହ୍ମୋସ୍ର ସଫଳ ପରୀକ୍ଷଣ କଲା ନୌସେନା
ନୂଆଦିଲ୍ଲୀ,୨୮।୧୧: ଭାରାତୀୟ ନୌସେନା ପକ୍ଷରୁ ଗୁରୁବାର ମଧ୍ୟମ ଦୂରଗାମୀ ବ୍ରହ୍ମୋସ୍ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ କରାଯାଇଛି। ଏହି ସୁପରସୋନିକ୍ କ୍ରୁଇଜ୍ କ୍ଷେପଣାସ୍ତ୍ରର ଲକ୍ଷ୍ୟଭେଦ କ୍ଷମତା ୨୯୦ କିଲୋମିଟର ରହିଛି। ନୌସେନା ପକ୍ଷରୁ ଏହାକୁ ଆରବ ସାଗରରେ ପରୀକ୍ଷଣ କରାଯାଇଛି। ଗତ ସେପ୍ଟେମ୍ବରରେ…
ଫୋନ୍ କରି ଭୋଟ୍ ମାଗିଲେ ଶାହ
ଚତରା,୨୮।୧୧: ଭାଜପା ଅଧ୍ୟକ୍ଷ ତଥା ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଆଜି ଝାଡଖଣ୍ଡର ଚତରାରେ ଏକ ରାଲିରେ ଯୋଗ ଦେଇଥିଲେ। ସେଠାରେ ହେବାକୁ ଥିବା ବିଧାନସଭା ନିର୍ବାଚନ ଲାଗି ସେ ଏହି ରାଲିରେ ଯୋଗ ଦେଇଥିଲେ। ସେଠାରେ ସେ ଉପସ୍ଥିତ ଜନତାଙ୍କ…
ଅତିରିକ୍ତ ବ୍ୟବବରାଦ: ଅଯୋଧ୍ୟା ମନ୍ଦିର ରକ୍ଷାଣବେକ୍ଷଣ ଖର୍ଚ୍ଚ ୨୦ କୋଟି ୪୦ ଲକ୍ଷ; ଲଦାଖ ପାଇଁ ୮,୮୨୦ କୋଟି ଏବଂ ମହାକାଶ ବିଭାଗ ଲାଗି ୬୬୬ କୋଟି
ନୂଆଦିଲ୍ଲୀ,୨୮।୧୧: ଚଳିତ ୨୦୧୯-୨୦ ଆର୍ଥିକ ବର୍ଷ ପାଇଁ କେନ୍ଦ୍ର ସରକାର ପକ୍ଷରୁ ୨୧,୨୪୬ କୋଟି ୧୬ ଲକ୍ଷ ଟଙ୍କାର ଅତିରିକ୍ତ ବ୍ୟବବରାଦ ଲୋକସଭାରେ ଉପସ୍ଥାପନ କରାଯାଇଛିି। ସେଥି ମଧ୍ୟରୁ ଅଯୋଧ୍ୟା ମନ୍ଦିରର ରକ୍ଷାଣବେକ୍ଷଣ ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ୨୦ କୋଟି…
ସାମନା ସମ୍ପାଦକ ପଦରୁ ଇସ୍ତଫା ଦେଲେ ଉଦ୍ଧବ
ମୁମ୍ବାଇ,୨୮।୧୧: ଶିବସେନା ମୁଖପତ୍ର ସାମନାର ସମ୍ପାଦକ ପଦରୁ ଉଦ୍ଧବ ଠାକ୍ରେ ଇସ୍ତଫା ଦେଇଛନ୍ତି। ମହାରାଷ୍ଟ୍ରର ୧୮ତମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବା ପୂର୍ବରୁ ଉଦ୍ଧବ ଏପରି କରିଛନ୍ତି। ମରାଠି ଏବଂ ହିନ୍ଦୀ ଭାଷାରେ ପ୍ରକାଶିତ ହେଉଥିବା ଏହି ଖବର କାଗଜ…
ତରକାରୀକୁ ନେଇ ସ୍ତ୍ରୀ-ସ୍ବାମୀ ୧୭ ବର୍ଷ ହେଲା ରହୁଥିଲେ ଅଲଗା,ବିଚାରପତି ଏମିତି କରାଇଲେ ମିଳନ
ଭୋପାଳ,୨୮।୧୧: ଦାମ୍ପତ୍ୟ ଜୀବନରେ ଛୋଟ ଛୋଟ କଥାକୁ ନେଇ ଝଗଡା ଲାଗି ରହିଥାଏ। ସାମାନ୍ୟ ତରକାରୀକୁ ନେଇ ଲାଗିଥିବା ଝଗଡା ଯୋଗୁ ଦୀର୍ଘ ୧୭ ବର୍ଷ ଧରି ଅଲଗା ରହିବା କେବେ ଶୁଣିଛନ୍ତି କି, କିନ୍ତୁ ମଧ୍ୟ ପ୍ରଦେଶରେ ଏଭଳି ଘଟଣା…
ପଶ୍ଚିମବଙ୍ଗ ଉପନିର୍ବାଚନରେ ଏନ୍ଆର୍ସିକୁ କଡ଼ା ଜବାବ ମିଳିଛି: ମମତା ବାନାର୍ଜୀ
କୋଲକାତା,୨୮।୧୧: ପଶ୍ଚିମବଙ୍ଗ ବିଧାନସଭା ଉପନିର୍ବାଚନରେ କେନ୍ଦ୍ରର ଭାଜପା ସରକାରଙ୍କ ଏନ୍ଆର୍ସି ଯୋଜନାକୁ କଡ଼ା ଜବାବ ମିଳିଛି ବୋଲି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କହିଛନ୍ତି। ରାଜ୍ୟର କାଳିଆଗଞ୍ଜ ଏବଂ ଖଡ଼ଗପୁର ସଦର ବିଧାନସଭା ଆସନରେ ତୃଣମୂଳ ପ୍ରାର୍ଥୀ ବିଜୟୀ ହୋଇଛନ୍ତି। ସେହିପରି କରିମ୍ପୁର…
ରାଜ୍ୟପାଳ ପୁରସ୍କାରପ୍ରାପ୍ତ ପ୍ରଧାନ ଶିକ୍ଷକ କଶ୍ମୀରକୁ କହିଲେ ନାଗାଲାଣ୍ଡର ରାଜଧାନୀ !
ଲକ୍ଷ୍ନୌ,୨୮।୧୧: ଉତ୍ତରପ୍ରଦେଶରେ ରାଜ୍ୟପାଳ ପୁରସ୍କାରପ୍ରାପ୍ତ ଜଣେ ପ୍ରଧାନ ଶିକ୍ଷକ କଶ୍ମୀରକୁ ନାଗାଲାଣ୍ଡ ରାଜଧାନୀ କହି ହଟହଟା ହୋଇଛନ୍ତି। ପ୍ରତାପଗଡ଼ର ଡିଏମ୍ ମାର୍କେଣ୍ଡେୟ ଶାହି ସ୍ଥାନୀୟ କୁଣ୍ଡା ତହସିଲ୍ର ଲକ୍ଷ୍ମଣ ବ୍ଲକ୍ରେ ଥିବା ଲକ୍ଷ୍ମଣପୁର ମାଧ୍ୟମିକ ବିଦ୍ୟାଳୟରେ ପହଞ୍ଚି ଛାତ୍ରୀଛାତ୍ରଙ୍କ ଜ୍ଞାନ ପରୀକ୍ଷା…
ପୁଅକୁ କୃଷକ କରିବାକୁ ମା’ ଛାଡିଲେ ୯୦ ହଜାର ଟଙ୍କାର ସରକାରୀ ଚାକିରି
ଆଜମେର,୨୮।୧୧: ରାଜସ୍ଥାନର ଆଜମେରରେ ଏକ ନିଆରା ଘଟଣା ଦେଖିବାକୁ ମିଳିଛି। ସାଧାରଣତଃ ଆଜିକାଲି ସହର ହେଉ କି ଗାଁ ସବୁଠି ଚାକିରିକୁ ବେଶୀ ଗୁରୁତ୍ୱ ଦିଆଯାଉଛି। ଜଣେ କୃଷକ ମଧ୍ୟ ନିଜ ପୁଅ ପାଠ ପଢି ଚାକିରି କରୁ ବୋଲି ଚାହୁଁଛନ୍ତି।…
ଶୀତଦିନେ ବଢ଼ିଯାଏ ଶରୀର ଓଜନ…
ସାଧାରଣତଃ କେତେକଙ୍କର ଶରୀର ଓଜନ ବଢ଼ିଯାଇଥାଏ। ଏହାକୁ ଦୃଷ୍ଟିରେ ରଖି ବହୁ ଲୋକ ଶୀତଦିନେ କମ୍ ଖାଇବା ସହିତ ବିଭିନ୍ନ ପ୍ରକାର ବ୍ୟାୟାମ କରିଥାନ୍ତି। ତେବେ ବି ସେମାନଙ୍କର ଶରୀର ଓଜନ ବଢ଼ିଥାଏ। କିନ୍ତୁ ଏଥିପାଇଁ ବ୍ୟସ୍ତ ହେବାର ଆବଶ୍ୟକତା ନାହିଁ।…
ଉଚ୍ଚ ରକ୍ତଚାପ ଏବଂ ହାର୍ଟଆଟାକ୍ରୁ ଦୂରେଇ ରହିବା ପାଇଁ ଘରେ ପାଳନ୍ତୁ ଏହି ପ୍ରାଣୀ …
ପରିବର୍ତ୍ତିତ ଜୀବନ ଶୈଳୀ ତଥା ଖାଦ୍ୟପେୟରେ ଅନିୟମିତତା ଯୋଗୁ କେତେକଙ୍କଠାରେ ଉଚ୍ଚ ରକ୍ତଚାପ ଏବଂ ହାର୍ଟଆଟାକ୍ ସମସ୍ୟା ଦେଖାଦେଇଥାଏ। ଏଥିରୁ ଦୂରେଇ ରହିବା ପାଇଁ ବିଭିନ୍ନ ଔଷଧ ଗ୍ରହଣ କରାଯାଇଥାଏ। ସେହିପରି ଖାଦ୍ୟପଦାର୍ଥ ଗ୍ରହଣରେ ମଧ୍ୟ ସତର୍କତା ଅବଲମ୍ବନ କରାଯାଇଥାଏ। ତେବେ…
ଫ୍ଲୋରାଇଡ୍ ଯୋଗୁ ବଢ଼ିପାରୁନି ଏହି ଗାଁଲୋକଙ୍କ ଆୟୁଷ
ଏଭଳି ଏକ ଗାଁ ଅଛି, ଯେଉଁଠାରେ ଲୋକ ଦୀର୍ଘାୟୁ ହୋଇ ନ ଥାନ୍ତି। ତାଙ୍କର ଜୀବନକାଳ ବହୁତ୍ କମ୍। ସେଠାରେ ପରିସ୍ଥିତି ଏଭଳି ହୋଇଛି ଯେ, ଶେଷରେ ସରକାର ଏଠାକାର ଲୋକଙ୍କୁ ଗାଁ ଛାଡିବାକୁ ପରାମର୍ଶ ଦେଇଛନ୍ତି। ଏହି ଦୃଶ୍ୟ ଦେଖିବାକୁ…
ଉଦ୍ଧବଙ୍କ ଆଗରେ ୫ ଆହ୍ବାନ: ମେଣ୍ଟ ସଦସ୍ୟଙ୍କ ମଧ୍ୟରେ ରଖିବାକୁ ହେବ ସନ୍ତୁଳନ !
ମୁମ୍ବାଇ,୨୮।୧୧: ମହାରାଷ୍ଟ୍ରରେ ଶିବସେନା-ଏନ୍ସିପି-କଂଗ୍ରେସର ମେଣ୍ଟ ସରକାର ଗଠନ ହେବାକୁ ଯାଉଛି। ସରକାର ଗଠନ ପରେ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍ରେଙ୍କ ସମ୍ମୁଖରେ ୫ଟି ମୁଖ୍ୟ ଆହ୍ବାନ ଦେଖାଦେବ ବୋଲି ରାଜନୈତିକ ସମୀକ୍ଷକ ମତପୋଷଣ କରିଛନ୍ତି। ପ୍ରଥମ ଆହ୍ବାନଟି ହେଉଛି ନିଜ ଘର ସମ୍ଭାଳିବା…
Archives


