ସୁରକ୍ଷାକର୍ମୀଙ୍କ ଟାର୍ଗେଟ୍ରେ ୨୭୩ ଆତଙ୍କବାଦୀ: ପ୍ରକାଶ ପାଇଲା ତାଲିକା
ଶ୍ରୀନଗର, ୧୯।୯: ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ ହେବା ପରେ ପ୍ରଥମ ଥର ପାଇଁ ଏଠାରେ ସକ୍ରିୟ ଥିବା ଆତଙ୍କବାଦୀଙ୍କ ତାଲିକା ପ୍ରକାଶ ପାଇଛି। ଏଠାରେ ଥିବା ୨୭୩ ଆତଙ୍କବାଦୀ ମିଳିତ ସୁରକ୍ଷାକର୍ମୀଙ୍କ ଟାର୍ଗେଟ୍ରେ ରହିଛନ୍ତି। ସେମାନଙ୍କ ମଧ୍ୟରୁ ସର୍ବାଧିକ...
ହାତୀ-ମଣିଷ ଲଢ଼େଇ: ୫ ବର୍ଷରେ ଛତିଶଗଡ଼ରେ ୩୨୫ ଲୋକ ଓ ୭୦ ହାତୀ ମୃତ
ରାୟପୁର,୧୯।୯: ଛତିଶଗଡ଼ରେ ହାତୀ-ମଣିଷ ମଧ୍ୟରେ ଲଢ଼େଇ ଥମିବାର ନାଁ ଧରୁନି। ଜଙ୍ଗଲ ପରିସୀମା କମିବାରୁ ହାତୀ ଖାଦ୍ୟ ତଥା ବାସ ଅଭାବରୁ ଜନବସତିରେ ପଶୁଛି। ଏହାଯୋଗୁ ରାଜ୍ୟରେ ପ୍ରତି ବର୍ଷ ୬୫ ଲୋକଙ୍କର ହାତୀ ଆକ୍ରମଣରେ ମୃତ୍ୟୁ ଘଟୁଛି। ସେହିପରି...
ବିନା ଯୁଦ୍ଧରେ ଏକ ବର୍ଷ ମଧ୍ୟରେ ଭାରତକୁ ମିଳିଯିବ ପିଓକେ: ସତ୍ୟପାଲ୍ ମଲିକ୍
ଶ୍ରୀନଗର,୧୯।୯: ବିନା ଯୁଦ୍ଧରେ ଭାରତକୁ ଏକ ବର୍ଷ ମଧ୍ୟରେ ପାକିସ୍ତାନ ଅଧିକୃତ କଶ୍ମୀର(ପିଓକେ) ମିଳିଯିବ। ଏନେଇ ଜମ୍ମୁ-କଶ୍ମୀର ରାଜ୍ୟପାଳ ସତ୍ୟପାଲ ମଲିକ୍ ଏକ ଯୋଜନା ସମ୍ପର୍କରେ ସୂଚନା ଦେଇଛନ୍ତି। ସରକାର ଜମ୍ମୁ-କଶ୍ମୀରରେ ବିକାଶ କାର୍ଯ୍ୟ ଜାରି ରଖିଲେ ଏହାର ସକାରାତ୍ମକ...
ଲାଲୁଙ୍କୁ କିଡ୍ନୀ ଦାନ କରିବାକୁ ଆଗେଇ ଆସିଲେ ପ୍ରିୟଙ୍କା
ପାଟନା,୧୯।୯: ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆର୍ଜେଡି ମୁଖ୍ୟ ଲାଲୁ ପ୍ରସାଦ ଯାଦବ ଏବେ ଗୋଖାଦ୍ୟ ଦୁର୍ନୀତି ମାମଲାରେ ଜେଲ ଦଣ୍ଡ ଭୋଗ କରୁଛନ୍ତି। ହେଲେ ସ୍ବାସ୍ଥ୍ୟଗତ କାରଣ ପାଇଁ ଏବେ ସେ ରାଞ୍ଚିର ରାଜେନ୍ଦ୍ର ଇନଷ୍ଟୁଚ୍ୟୁଟ ଅଫ୍ ମେଡିକାଲ...
ଭାରତ ସୀମାରେ ପ୍ରବେଶ କରିବାକୁ ପ୍ରସ୍ତୁତ ହେଉଛନ୍ତି ପାକ୍ ଆତଙ୍କବାଦୀ
ନୂଆଦିଲ୍ଲୀ,୧୯।୯: ଜମ୍ମୁ-କଶ୍ମୀରରେ ଭାରତ କରିଥିବା ପରିବର୍ତ୍ତନ ପରେ ପାକିସ୍ତାନ ହଡବଡେଇ ଯାଇଛି। ଏଥିପାଇଁ ସେ ନିୟମିତ ଭାବେ ଭାରତ ବିରୋଧରେ କିଛି ନା କିଛି ଉଦ୍ୟମ ଜାରି ରଖିଛି। ନିକଟରେ ସେ ଏହାକୁ ନେଇ ଅନ୍ତରାଷ୍ଟ୍ରୀୟ ସ୍ତରରେ ସାହାଯ୍ୟ ମାଗିଥିବା...
ମୋଦି ସରକାରଙ୍କୁ କପିଲ୍ ସିବଲ୍ଙ୍କ କଡ଼ା ସମାଲୋଚନା: ଦେଶରେ ଚାଲିଛି ‘ହାଉଡି ଅର୍ଥନୀତି, ରାଉଡି ରାଜନୀତି’
ନୂଆଦିଲ୍ଲୀ,୧୯।୯: ଦେଶର ଆର୍ଥିକ ସ୍ଥିତିକୁ ନେଇ କଂଗ୍ରେସର ବରିଷ୍ଠ ନେତା କପିଲ୍ ସିବଲ୍ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ଗୁରୁବାର ଟୁଇଟ୍ ପୁଣି ଥରେ କଡ଼ା ସମାଲୋଚନା କରିଛନ୍ତି। ସେ କହିଛନ୍ତି ସମ୍ପ୍ରତି ଦେଶରେ ‘ହାଉଡି ଅର୍ଥନୀତି, ରାଉଡି ରାଜନୀତି’...
ଗଡ଼କରୀଙ୍କ ନୂଆ ନିୟମକୁ ବିରୋଧ: ଦିଲ୍ଲୀରେ ଅଖ-ଚକ ଜାମ୍
ନୂଆଦିଲ୍ଲୀ,୧୯।୯: ସଡ଼କ ପରିବହନ ମନ୍ତ୍ରୀ ନୀତୀନ ଗଡ଼କରୀଙ୍କ ନୂଆ ଜରିମାନା ନିୟମକୁ ବିରୋଧ କରି ଦିଲ୍ଲୀରେ ଗୁରୁବାର ଅଖ-ଚକ ଜାମ୍ ଡାକରା ଦିଆଯାଇଛି। ମିଳିତ ପରିବହନ ସଂଘ ପକ୍ଷରୁ ବନ୍ଦ ଡାକରା ଦିଆଯାଇଥିବାରୁ ପରିବହନ ସେବା ଠପ୍ ହୋଇ ଯାଇଛି।...
ତେଜସ୍ରେ ଉଡ଼ିଲେ ରାଜନାଥ
ବେଙ୍ଗାଲୁରୁ,୧୯।୯ : ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କୁ ନେଇ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ଯୁଦ୍ଧ ବିମାନ ତେଜସ୍ ଗୁରୁବାର ଉଡ଼ାଣ କରିଛି। ବେଙ୍ଗାଲୁରୁର ହିନ୍ଦୁସ୍ତାନ ଏରୋନୋଟିକ୍ସ୍ ଲିମିଟେଡ୍ ବିମାନ ବନ୍ଦରରୁ ଏହା ଉଡ଼ାଣ ଆରମ୍ଭ କରିଛି। ରାଜନାଥ ଏଥିରେ ଅଧଘଣ୍ଟା...
ବାଜି ମାରିଲା ‘ରାଜି’
ମୁମ୍ବାଇ,୧୯।୯: ବଲିଉଡ୍ର ସବୁଠାରୁ ବଡ ଆଓ୍ବାର୍ଡ ମଧ୍ୟରେ ଗଣା ଯାଉଥିବା ଏକ ଆଓ୍ବାର୍ଡ ହେଉଛି ଇଣ୍ଟରନ୍ୟାଶନାଲ ଇଣ୍ଡିଆନ୍ ଫିଲ୍ମ ଏକାଡେମୀ ଆଓ୍ବାର୍ଡ ବା (ଆଇଆଇଏଫ୍ଏ) ଆଇଫା। ୨୦୧୯ ଆଇଫା ଆଓ୍ବାର୍ଡରେ ଏଥର ବାଜି ମାରିଛି ଆଲିଆ ଭଟ୍ଟଙ୍କ ଅଭିନୀତ ଫିଲ୍ମ...
ମତ ବଦଳାଇଲେ ଶାହ: ହିନ୍ଦୀକୁ ଦ୍ୱିତୀୟ ଭାଷା କରିବା ଲାଗି ପ୍ରସ୍ତାବ ଦେଇଥିଲି
ନୂଆଦିଲ୍ଲୀ,୧୯ା୯: ହିନ୍ଦୀ ଦିବସରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହଙ୍କ ‘ଏକ ଦେଶ ଏକ ଭାଷା’ ନୀତି ପ୍ରଚଳନ ପ୍ରସ୍ତାବକୁ ନେଇ ବିବାଦ ଜୋର ଧରିଥିବାବେଳେ ବୁଧବାର ସେ ମତ ବଦଳାଇଛନ୍ତି। କୌଣସି ଆଞ୍ଚଳିକ ଭାଷା ବଦଳରେ ହିନ୍ଦୀକୁ କାର୍ଯ୍ୟକାରୀ କରିବା...
ଭାରତରେ ସେନା ସବୁଠୁ ବିଶ୍ୱସ୍ତ
ନୂଆଦିଲ୍ଲୀ,୧୯ା୯(ଆଇଏଏନ୍ଏସ୍): ଭାରତର ସହରାଞ୍ଚଳରେ ବସବାସ କରୁଥିବା ୭୦ ପ୍ରତିଶତରୁ ଊର୍ଦ୍ଧ୍ୱ ଲୋକ ଦେଶର ସଶସ୍ତ୍ର ବାହିନୀ ଉପରେ ସର୍ବାଧିକ ଭରସା ରଖୁଥିବା କହିଛନ୍ତି। ଅନ୍ୟପକ୍ଷରେ ସେମାନଙ୍କ ମଧ୍ୟରୁ ଅଧିକାଂଶ ରାଜନେତାଙ୍କ ପ୍ରତି ସଂଶୟ ପ୍ରକାଶ କରିଥିବା ଏକ ସର୍ଭେରୁ ଜଣାପଡ଼ିଛି।...
ଚିଦାମ୍ବରମ୍ଙ୍କୁ ଜେଲରେ ଭେଟିଲେ ଆଜାଦ
ନୂଆଦିଲ୍ଲୀ, ୧୯ା୯: ତିହାର ଜେଲ୍ରେ ଥିବା ପୂର୍ବତନ ଅର୍ଥମନ୍ତ୍ରୀ ପି.ଚିଦାମ୍ବରମ୍ଙ୍କୁ ବୁଧବାର ସକାଳେ କଂଗ୍ରେସର ଦୁଇ ବରିଷ୍ଠ ନେତା ଗୁଲାମ୍ ନବି ଆଜାଦ୍, ଅହମ୍ମଦ ପଟେଲ ଭେଟିଥିଲେ। ସେମାନଙ୍କ ସହ ଚିଦାମ୍ବରମ୍ଙ୍କ ପୁଅ କାର୍ତ୍ତି ମଧ୍ୟ ଥିଲେ। ହିନ୍ଦୀ ଭାଷା...
Archives


