ରାଜ୍ୟପାଳଙ୍କ ରୋଡ୍ମ୍ୟାପ୍
ଶ୍ରୀନଗର,୧୯ା୯(ପି.ଟି): ପିଓକେକୁ ଫେରାଇଆଣିବା ପାଇଁ ବଳପ୍ରୟୋଗର ଆବଶ୍ୟକତା ନାହିଁ। ଜମ୍ମୁ-କଶ୍ମୀରରେ ଏପରି ବିକାଶ କରାଯିବା ଉଚିତ, ଯାହାକୁ ଦେଖି ପିଓକେବାସୀ ଭାରତ ସହ ମିଶିବା ପାଇଁ ପାକିସ୍ତାନ ବିରୋଧରେ ବିଦ୍ରୋହ କରିବେ। ଶ୍ରୀନଗରରେ ଏକ କାର୍ଯ୍ୟକ୍ରମକୁ ବୁଧବାର ସମ୍ବୋଧିତ କରି...
ପୋଷ୍ଟରରେ ଧମକ ନେଇ ଡିଜିପି କହିଲେ : ଆତଙ୍କବାଦୀଙ୍କ କଥା ଖୁବ୍ଶୀଘ୍ର ବୁଝିବୁ
ଜମ୍ମୁ/ଶ୍ରୀନଗର,୧୯ା୯(ପି.ଟି.): କେନ୍ଦ୍ର ସରକାରଙ୍କ ଜମ୍ମୁ-କଶ୍ମୀର ସମ୍ପର୍କିତ ନିଷ୍ପତ୍ତିକୁ ୪୫ ଦିନ ପୂରିଥିଲେ ହେଁ ଉପତ୍ୟକାରେ ସ୍ଥିତି ସ୍ବାଭାବିକ ହୋଇପାରି ନାହିଁ। ସଶସ୍ତ୍ର ଆତଙ୍କବାଦୀମାନେ ସ୍ଥାନୀୟ ଲୋକଙ୍କୁ ଭୟଭୀତ କରି ପ୍ରଶାସନକୁ ଅବଜ୍ଞା କରିବା ଲାଗି ନାନା ଉପାୟ ଆପଣାଉଛନ୍ତି। ଦୋକାନବଜାର...
୪ ହାଇକୋର୍ଟ ମୁଖ୍ୟ ବିଚାରପତିଙ୍କୁ ପଦୋନ୍ନତି
ନୂଆଦିଲ୍ଲୀ,୧୯ା୯: ୪ ହାଇକୋର୍ଟର ମୁଖ୍ୟ ବିଚାରପତିଙ୍କୁ ସୁପ୍ରିମକୋର୍ଟ ବିଚାରପତି ଭାବେ ପଦୋନ୍ନତି ପ୍ରଦାନ କରାଯାଇଛି। ଫଳରେ ସର୍ବୋଚ୍ଚ ଅଦାଲତ ବିଚାରପତି ସଂଖ୍ୟା ୩୪ରେ ପହଞ୍ଚତ୍ଛି। ପଦୋନ୍ନତି ପାଇଥିବା ବିଚାରପତିମାନେ ହେଲେ ପଞ୍ଜାବ ହରିୟାଣା ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ୍ କ୍ରିଷ୍ଣ...
କଶ୍ମୀରର ୫୨ ଅଧିକାରୀ ବଦଳିଲେ
ନୂଆଦିଲ୍ଲୀ, ୧୯ା୯: ଜମ୍ମୁ-କଶ୍ମୀରରେ ବୁଧବାର ଏକ ବଡ଼ ଧରଣର ଅମଲାତାନ୍ତ୍ରିକ ଅଦଳବଦଳ କରାଯାଇଛି। ଦୁଇ ଆଇଏଏସ୍ ଅଧିକାରୀଙ୍କ ସହ ୫୨ ଜଣଙ୍କୁ ଅନ୍ୟତ୍ର ବଦଳି କରାଯାଇଛି। ୧୯୯୨ ବ୍ୟାଚ୍ ଆଇଏଏସ୍ ଅଫିସର ବିପୁଲ ପାଠକଙ୍କୁ ସାମାଜିକ କଲ୍ୟାଣ ବିଭାଗର ପ୍ରମୁଖ...
ଭରଣପୋଷଣ ପାଇଁ ସ୍ଥିର ହେବ ନିୟମାବଳୀ
ନୂଆଦିଲ୍ଲୀ,୧୯ା୯(ଆଇଏଏନ୍ଏସ୍): ବୈବାହିକ ମାମଲାରେ ଭରଣପୋଷଣ ପ୍ରଦାନ ସଂକ୍ରାନ୍ତ ନିୟମାବଳୀ ପ୍ରସ୍ତୁତି ପାଇଁ ସୁପ୍ରିମକୋର୍ଟ ନିଷ୍ପତ୍ତି ନେଇଛନ୍ତି। ଏନେଇ ଖଣ୍ଡପୀଠଙ୍କୁ ସହାୟତା କରିବାକୁ ଦୁଇଜଣ ଆଇନଜୀବୀ ଗୋପାଳ ଶଙ୍କରନାରାୟଣନ ଏବଂ ଅନିଥା ଶେନୟଙ୍କୁ ଆମିକସ୍ କ୍ୟୁରି ଭାବେ ନିଯୁକ୍ତି ଦିଆଯାଇଛି। ଗତ...
ସାରା ଦେଶରେ ଲାଗୁହେବ ଏନ୍ଆର୍ସି
ନୂଆଦିଲ୍ଲୀ,୧୯ା୯ : ଭାରତରେ ରହୁଥିବା ବେଆଇନ ପ୍ରବାସୀଙ୍କୁ ଚିହ୍ନଟ କରି ବିଦା କରାଯିବ। ଏଥିପାଇଁ କେନ୍ଦ୍ର ସରକାର ଜାତୀୟ ନାଗରିକ ପଞ୍ଜିକା (ଏନ୍ଆର୍ସି) ସାରା ଦେଶରେ ଲାଗୁ କରିବେ ବୋଲି ବୁଧବାର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍ ଶାହ ସୂଚନା ଦେଇଛନ୍ତି। ରାଞ୍ଚତ୍ରେ...
ଶ୍ୱାସରୋଗରୁ ଦୂରେଇ ରହିବା ପାଇଁ…
ଶ୍ୱାସରୋଗରୁ ଦୂରେଇ ରହିବା ପାଇଁ ଆୟୁର୍ବେଦରେ ଅନେକ ଘରୋଇ ଉପାୟ ସମ୍ପର୍କରେ ଉଲ୍ଲେଖ ରହିଛି। ପୁରୁଣା ଶ୍ୱାସରୋଗରୁ ମୁକ୍ତି ପାଇଁ ହଳଦୀ, ଗୋଲମରିଚ, ଦ୍ରାକ୍ଷା ଓ ପୁରୁଣା ଗୁଡ଼, ପିପ୍ପଳି,ସୁଣ୍ଠି ପ୍ରଭୃତିକୁ ଚୂର୍ଣ୍ଣ କରି ସୋରିଷ ତେଲ ସହିତ ମିଶାଇ...
ଆଧାର କାର୍ଡ ନ ଥିଲେ ମନ୍ଦିର ଯିବା ମନା
ମହୀଶୂର:ଆଧାର କାର୍ଡ ନ ଥିଲେ କର୍ନାଟକ ବାନ୍ଦିପୁର ବ୍ୟାଘ୍ର ଅଭୟାରଣ୍ୟରେ ଥିବା ମା’ ହୁଲିୟମ୍ମା ବେଟାଙ୍କ ଦର୍ଶନ କରିବାକୁ ଅନୁମତି ମିଳେନାହିଁ। ଜଙ୍ଗଲ ଆଖପାଖରେ ରହୁଥିବା ଲୋକମାନେ ମା’ଙ୍କ ପାଖକୁ ଗଲାବେଳେ ବନ ବିଭାଗ ଯାଞ୍ଚର ସମ୍ମୁଖୀନ ହୁଅନ୍ତି। ଆଧାରକାର୍ଡ...
ମୋଦିଙ୍କୁ ଭେଟିଲେ ମମତା: କୁର୍ତ୍ତା, ମିଠା ଦେଲେ ଉପହାର
ନୂଆଦିଲ୍ଲୀ, ୧୮।୯: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବୁଧବାର ତାଙ୍କ ବାସଭବନରେ ଭେଟିଛନ୍ତି। ଏହି ସୌଜନ୍ୟମୂଳକ ସାକ୍ଷାତ୍କାରରେ ମମତା ମୋଦିଙ୍କୁ କୁର୍ତ୍ତା ଓ ମିଠା ଉପହାର ଦେଇଛନ୍ତି। ଏଥିସହ ସେ ମୋଦିଙ୍କୁ ପଶ୍ଚିମବଙ୍ଗ ଯିବା ପାଇଁ...
ଦିଗ୍ବିଜୟଙ୍କ ନାଁରେ ମାମଲା ରୁଜୁ
ନୂଆଦିଲ୍ଲୀ,୧୮।୯: ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସ ନେତା ଦିଗ୍ବିଜୟ ସିଂଙ୍କ ନାଁରେ ଏକ ମାନହାନି ମାମଲା ରୁଜୁ କରାଯାଇଛି। ଭାଜପା ଓ ବଜରଙ୍ଗ ଦଳ ପାକିସ୍ତାନୀ ଆଇଏସ୍ଆଇ ଠାରୁ ଟଙ୍କା ଆଣୁଥିବା ନେଇ ଦିଗ୍ବିଜୟ ଏକ ବୟାନ ଦେଇଥିଲେ। ଏହି...
ବନ୍ଦ ହେଲା ଇ-ସିଗାରେଟ
ନୂଆଦିଲ୍ଲୀ,୧୮।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ଇ-ସିଗାରେଟକୁ ବନ୍ଦ କରିବାକୁ ନିଷ୍ପତ୍ତି ନିଆଯାଇଛି। ଏହା ବ୍ୟତୀତ ଇ-ସିଗାରେଟ ପ୍ରଡକ୍ସନ ଓ ଷ୍ଟୋରେଜ ଉପରେ ମଧ୍ୟ ନିଷେଧାଜ୍ଞା ଜାରି କରାଯାଇଛି। ଖବର ଦାତାଙ୍କୁ ଦେଇଥିବା ଏକ ସାକ୍ଷାତ୍କାରରେ...
କ୍ୟାବିନେଟ୍ ନିଷ୍ପତ୍ତି: ରେଳ କର୍ମଚାରୀଙ୍କୁ ୭୮ ଦିନର ବୋନସ
ନୂଆଦିଲ୍ଲୀ,୧୮।୯: ରେଳ କର୍ମଚାରୀଙ୍କୁ ଚଳିତ ବର୍ଷ ୭୮ ଦିନର ବୋନସ୍ ଦିଆଯିବ। ଏନେଇ କ୍ୟାବିନେଟ୍ ପକ୍ଷରୁ ନିଷ୍ପତ୍ତି ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଗତ ୬ ବର୍ଷ ଧରି ରେଳ କର୍ମଚାରୀଙ୍କୁ ବୋନସ୍ ଦେଇ ଆସିଥିବାବେଳେ ଚଳିତ ବର୍ଷ...
Archives


