ଜାତୀୟ

ଗୁଜରାଟରେ କଂଗ୍ରେସକୁ ବଡ଼ ଝଟ୍‌କା: ଆଉ ଜଣେ ବିଧାୟକ ଦେଲେ ଇସ୍ତଫା

ଗାନ୍ଧୀନଗର,୧୬।୩: ରାଜ୍ୟ ସଭା ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଏକ ବଡ଼ ଝଟ୍‌କା ଲାଗିଛି। ଗୁଜରାଟ କଂଗ୍ରେସର ଆଉ ଜଣେ ବିଧାୟକ ଇସ୍ତଫା ଦେଇଥିବା ଜଣାପଡ଼ିଛି। ଏହାସହିତ ଗୁଜରାଟରେ ଏପର୍ଯ୍ୟନ୍ତ ଇସ୍ତଫା ଦେଇଥିବା ବିଧାୟକଙ୍କ ସଂଖ୍ୟା ୫କୁ ବୃଦ୍ଧି ହୋଇଛି। ରବିବାର ୪ଜଣ…

କମଲନାଥ ସରକାରଙ୍କୁ ବଞ୍ଚାଇଦେଲା କରୋନା

ଭୋପାଳ,୧୬।୩: ମଧ୍ୟପ୍ରଦେଶ ବିଧାନସଭାରେ ସୋମବାର କମଲନାଥ ସରକାର ବହୁମତ ସାବ୍ୟସ୍ତ କରିବାର ଥିଲା। ହେଲେ ଯାହା ଅନୁମାନ କରାଯାଉଥିଲା ତାହାହିଁ ହେଲା। ଏବେ ସାରା ଦେଶରେ କରୋନାର ସ୍ଥିତି ସାଂଘାତିକ ଥିବା ବେଳେ ମଧ୍ୟପ୍ରଦେଶ ସରକାରଙ୍କୁ କରୋନା ବଞ୍ଚାଇ ଦେବ ବୋଲି…

କରୋନା ଭୟ: ୪ ଟଙ୍କାରେ ବିକ୍ରି ହେଲା ଚିକେନ୍‌

ହରିୟାଣା,୧୬।୩: କରୋନା ଭାଇରସ ଏବେ କାୟା ବିସ୍ତାର କରି ଚାଲିଥିବା ବେଳେ ଏହାର ପ୍ରଭାବ ସବୁଠି ଦେଖିବାକୁ ମିଳିଲାଣି। ବିଶେଷ ଭାବେ ପୋଲଟ୍ରି ଫାର୍ମ ଉପରେ ଏହାର ପ୍ରଭାବ ଦେଖିବାକୁ ମିଳିଛି। ଯଦିଓ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଚିକେନ ଓ ମାଂସ ଖାଇଲେ…

କମଲନାଥ ସରକାରଙ୍କ ଫ୍ଲୋର ଟେଷ୍ଟକୁ ନେଇ ଲାଗି ରହିଛି ଅନିଶ୍ଚିତତା

ଭୋପାଳ,୧୬।୩: ମଧ୍ୟପ୍ରଦେଶରେ ଚାଲିଥିବା ରାଜନୈତିକ ସଙ୍କଟ ଉପରେ ସମସ୍ତଙ୍କ ନଜର। କଂଗ୍ରେସ ଶାସିତ ମଧ୍ୟପ୍ରଦେଶର କମଲନାଥ ସରକାର ସୋମବାର ବହୁମତ ସାବ୍ୟସ୍ତ କରିବାକୁ ରାଜ୍ୟପାଳ ଲାଲାଜି ଟଣ୍ଡନ ବିଧାନସଭାର ବାଚସ୍ପତି ନର୍ମଦା ପ୍ରସାଦ ପ୍ରଜାପତିଙ୍କୁ କହିଛନ୍ତି। କିନ୍ତୁ ଏବେବି ଏହାକୁ ନେଇ…

ନିର୍ଭୟା ମାମଲା: ୧୭ ମାର୍ଚ୍ଚରେ ତିହାର ଜେଲ ପହଞ୍ଚିବେ ଜହ୍ଲାଦ ପବନ

ନୂଆଦିଲ୍ଲୀ,୧୬।୩: ନିର୍ଭୟା ଗଣବଳାତ୍କାର ମାମଲାର ୪ ଦୋଷୀଙ୍କୁ ମାର୍ଚ୍ଚ ୨୦ରେ ଫାଶୀ ଖୁଣ୍ଟରେ ଝୁଲାଇବାକୁ ତୃତୀୟ ଥର ଲାଗି ଡେଥ୍‌ ଓ୍ବାରେଣ୍ଟ ଜାରି କରାଯାଇଛି। ଏଥିପାଇଁ ଜହ୍ଲାଦ ପବନ ୧୭ ମାର୍ଚ୍ଚରେ ତିହାର ଜେଲ ପହଞ୍ଚିବେ ବୋଲି ଜଣାପଡିଛି। ତେବେ ଫାଶୀ…

କରୋନାକୁ ନେଇ ସାର୍କ ରାଷ୍ଟ୍ରଙ୍କୁ ଭାରତର ବାର୍ତ୍ତା: ପ୍ରସ୍ତୁତ ରୁହ, ଭୟ କରନାହିଁ

ନୂଆଦିଲ୍ଲୀ,୧୬।୩(ପି.ଟି.): ମହାମାରୀ କରୋନାକୁ ନେଇ ସାରା ବିଶ୍ୱରେ ଭୟର ବାତାବରଣ ସୃଷ୍ଟି ହୋଇଛି। ଏହାର ମୁକାବିଲା ଲାଗି ମିଳିତ ଜରୁରୀ ପାଣ୍ଠି ଗଠନ ନିମନ୍ତେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସାର୍କ (ଦକ୍ଷିଣ ଏସୀୟ ଆଞ୍ଚଳିକ ସହଯୋଗ ସଂଘ) ସଦସ୍ୟ ରାଷ୍ଟ୍ରଗୁଡ଼ିକୁ ପ୍ରସ୍ତାବ…

ଆଜି କମଲନାଥଙ୍କ ଶକ୍ତି ପରୀକ୍ଷା

ନୂଆଦିଲ୍ଲୀ/ଭୋପାଳ,୧୬।୩(ଆଇଏଏନ୍‌ଏସ୍‌): ମଧ୍ୟପ୍ରଦେଶ ବିଧାନସଭାରେ ସୋମବାର କମଲନାଥ ସରକାର ଆସ୍ଥାଭୋଟର ସମ୍ମୁଖୀନ ହେବେ। ଏହା ପୂର୍ବରୁ ଭୋପାଳରେ ରାଜନୈତିକ ତତ୍ପରତା ବୃଦ୍ଧି ପାଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନଙ୍କ ସହ ଭାଜପା ନେତୃବୃନ୍ଦ ରବିବାର ଏକାଧିକ ବୈଠକ କରିଛନ୍ତି। ଗୁରୁଗ୍ରାମ ନିକଟ…

ଆନ୍ଧ୍ରରେ ପୌର ନିର୍ବାଚନ ସ୍ଥଗିତ

ଅମରାବତୀ,୧୬।୩: କରୋନା ଭୟରେ ଆନ୍ଧ୍ରପ୍ରଦେଶ ରାଜ୍ୟ ନିର୍ବାଚନ କମିଶନ ଚଳିତ ମାସରେ ହେବାକୁ ଥିବା ମଣ୍ଡଳ ଓ ଜିଲା ପରିଷଦ ନିର୍ବାଚନ ସମେତ ପୌର ନିର୍ବାଚନକୁ ୬ ସପ୍ତାହ ପାଇଁ ସ୍ଥଗିତ ରଖିଛନ୍ତି। ସେହିପରି ମ୍ୟୁନିସିପାଲିଟି, ନଗର ପଞ୍ଚାୟତ ଏବଂ ମ୍ୟୁନିସିପାଲ…

କୋଚି ବିମାନବନ୍ଦରରେ କରୋନା ରୋଗୀ

କୋଚି,୧୬।୩: କୋଚି ବିମାନବନ୍ଦରରେ ଜଣେ ବ୍ରିଟେନ ନାଗରିକଙ୍କଠାରେ କରୋନା ପଜିଟିଭ୍‌ ଜଣାପଡିବା ପରେ ଦୁବାଇ ଯିବାକୁ ଥିବା ୨୦ ଜଣ ଯାତ୍ରୀଙ୍କୁ ବିମାନରୁ ଓହ୍ଲାଇଦିଆଯାଇଛି। ଏମାନେ କେରଳର ମୁନ୍ନାର ସହରକୁ ଛୁଟି କଟାଇବା ପାଇଁ ଆସିଥିଲେ। ବ୍ରିଟେନ ଯାତ୍ରୀ ଜଣଙ୍କୁ ପର୍ଯ୍ୟବେକ୍ଷଣରେ…

ଭାରତରେ ୧୦୮ କରୋନା ରୋଗୀ

ନୂଆଦିଲ୍ଲୀ,୧୬।୩(ପି.ଟି.): ମହାରାଷ୍ଟ୍ରରେ ୧୨ ଜଣ ନୂଆ କରୋନା ରୋଗୀ ଚିହ୍ନଟ ହେବା ପରେ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୦୮ରେ ପହଞ୍ଚତ୍ଛି। ମହାରାଷ୍ଟ୍ରରେ ସର୍ବାଧିକ ୩୨ କରୋନା ରୋଗୀ ଥିବା ଜଣାପଡିଛି। ଦିଲ୍ଲୀ ଓ କର୍ନାଟକରେ ଦୁଇଜଣଙ୍କର କରୋନା ସଂକ୍ରମଣରେ ମୃତ୍ୟୁ…

ସେନା ପ୍ରତ୍ୟାହାର ଚାହାନ୍ତି ଯୁବପିଢ଼ି

ଦୋହା,୧୬।୩: ଜମ୍ମୁ-କଶ୍ମୀରରୁ ଭାରତୀୟ ସେନା ହଟିଯାଉ ବୋଲି ସେଠାକାର ଯୁବପିଢ଼ି ଚାହାନ୍ତି। କଶ୍ମୀରର ୯୦%ରୁ ଊର୍ଦ୍ଧ୍ୱ କଲେଜ ଓ ବିଶ୍ୱବିଦ୍ୟାଳୟ ଛାତ୍ରୀଛାତ୍ର ଉପତ୍ୟକାରୁ ସମ୍ପୂର୍ଣ୍ଣ ସେନା ପ୍ରତ୍ୟାହାର ସପକ୍ଷରେ ମତ ଦେଇଛନ୍ତି। ଅନ୍ତର୍ଜାତୀୟ ଗଣମାଧ୍ୟମ ଅଲ୍‌ ଜଜିରାରେ ପ୍ରକାଶିତ ଏକ ରିପୋର୍ଟରେ…

ଶସ୍ତାରେ ମରିବାକୁ ଚାହୁଁନାହାନ୍ତି କଶ୍ମୀରୀ

ନୂଆଦିଲ୍ଲୀ,୧୬।୩: ଅନୁଚ୍ଛେଦ ୩୭୦କୁ ହଟାଇବା ଅପେକ୍ଷା ଜମ୍ମୁ-କଶ୍ମୀରବାସୀଙ୍କ ପାଇଁ ସବୁଠୁ ଚିନ୍ତାର କାରଣ ପାଲଟିଛି ରାଜ୍ୟ ମାନ୍ୟତା ହରାଇବା। ଏବେ ଉପତ୍ୟକାରେ ସ୍ବାଭାବିକ ସ୍ଥିତି ଫେରାଇଆଣିବା ସହ ଜୀବନଯାତ୍ରା ସହଜ ଓ ସରଳ କରିବା ବଡ଼ ପ୍ରସଙ୍ଗ। କଶ୍ମୀରବାସୀ ଶସ୍ତାରେ ମରିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?