ଜାତୀୟ

ଅବସର ନେଲେ ବିପିନ ରାଓ୍ବତ

ନୂଆଦିଲ୍ଲୀ,୩୧।୧୨: ଭାରତୀୟ ସେନାରେ ୩ ବର୍ଷର କାର୍ଯ୍ୟକାଳ ପରେ ମଙ୍ଗଳବାର ସେନାମୁଖ୍ୟ ବିପିନ ରାଓ୍ବତ ଅବସର ନେଇଛନ୍ତି। କାର୍ଯ୍ୟକାଳର ଶେଷ ଦିନରେ ସେ ଓ୍ବାର ମେମୋରିଆଲ ଯାଇ ସେଠାରେ ଶହୀଦଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି। ଚିଫ୍‌ ଅଫ୍‌ ଡିଫେନ୍ସ ଷ୍ଟାଫ ଭାବେ କାର୍ଯ୍ୟଭାର…

ରାହୁଲ ଗାନ୍ଧୀ ଜଣେ ମହାମୂର୍ଖ: ଭାଜପା ଏମ୍‌ପି

କୁରୁକ୍ଷେତ୍ର,୩୧।୧୨:ସିଏଏ ନେଇ କେନ୍ଦ୍ର ସରକାର ଏବଂ ବିରୋଧି ଦଳଙ୍କ ମଧ୍ୟରେ କାଦୁଅ ଫିଙ୍ଗା ଜାରି ରହିଛି। ଏହି ମର୍ମରେ କୁରୁକ୍ଷେତ୍ର ଭାଜପା ଏମ୍‌ପି ନାୟବ ସୈନି ରାହୁଲ ଗାନ୍ଧୀଙ୍କୁ କଡ଼ା ସମାଲୋଚନା କରିବା ସହିତ ବିବାଦୀୟ ମନ୍ତବ୍ୟ ଦେଇଛନ୍ତି। ସେ ସ୍ଥାନୀୟ…

ଦୁର୍ଗାଙ୍କ ମନ୍ତ୍ର ଟୁଇଟ୍‌ କଲେ ପ୍ରିୟଙ୍କା

ନୂଆଦିଲ୍ଲୀ,୩୧।୧୨: କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଦୁର୍ଗାଙ୍କର ଏକ ମନ୍ତ୍ର ଟୁଇଟ୍‌ କରିବା ପରେ ଏବେ ଏହା ଚର୍ଚ୍ଚାକୁ ଆସିଛି। ପ୍ରିୟଙ୍କାଙ୍କ ଅଫିସିଆଲ ଟୁଇଟର୍‌ ହ୍ୟାଣ୍ଡେଲରେ ସୋମବାର ରାତିରେ ଦୁର୍ଗା ସ୍ତୁତିର ଏକ ମନ୍ତ୍ର ଟୁଇଟ୍‌ କରାଯାଇଛି। ପ୍ରିୟଙ୍କା ନିଜେ…

ଦିଲ୍ଲୀ ବିଧାନସଭା ନିର୍ବାଚନ: ପୋଲିସ କମିଶନର ଏବଂ ୩୨ ଇନସ୍ପେକ୍ଟରଙ୍କ ବଦଳି

ନୂଆଦିଲ୍ଲୀ, ୩୧।୧୨: ଦିଲ୍ଲୀ ବିଧାନସଭା ନିର୍ବାଚନ ପୂର୍ବରୁ ପୋଲିସ କମିଶନର ଅମୂଲ୍ୟ ପଟ୍ଟନାୟକଙ୍କୁ ବଦଳି କରାଯାଇଛି। ଏହା ସହିତ ୨ ଜଣ ଅତିରିକ୍ତ କମିଶନର ଏବଂ ୩୨ ଜଣ ଇନସ୍ପେକ୍ଟରଙ୍କ ବଦଳି କରାଯାଇଛି। ନିୟମ ଅନୁସାରେ ଏଭଳି କରାଯାଇଥିବା ପ୍ରଶାସନ ପକ୍ଷରୁ…

ପୃଥିବୀର ଉଚ୍ଚତମ ବ୍ରିଜ୍‌ ଟାଓ୍ବାର: ଉଚ୍ଚତା ୧୧୦ ମହଲା କୋଠା ସଦୃଶ

ବେଜିଂ, ୩୧।୧୨: ଚାଇନାର ଦକ୍ଷିଣ-ପଶ୍ଚିମ ଗିୟାଝୋଇ ପ୍ରାନ୍ତରେ ଥିବା ପିଙ୍ଗ୍‌ଟାଙ୍ଗ୍‌ ବ୍ରିଜ୍‌ ଟାଓ୍ବାରକୁ ମଙ୍ଗଳବାର ଲୋକାର୍ପିତ କରାଯାଇଛି। ଦୁଇ ପାହାଡ଼ ମଧ୍ୟରେ ଥିବା ଏହି ୨୧୩୫ ମିଟର ଲମ୍ବ ବ୍ରିଜ୍‌ କାଓଡୁ ନଦୀର ୩୩୨ ମିଟର ଉପରେ ନିର୍ମିତ ହୋଇଛି। ଏହାର…

ନାଗାଲାଣ୍ଡରେ ଆଫ୍‌ସ୍ପା ସମୟସୀମା ୬ ମାସ ବଢ଼ିଲା

ନୂଆଦିଲ୍ଲୀ,୩୧ା୧୨(ଆଇଏଏନ୍‌ଏସ୍‌): ନାଗାଲାଣ୍ଡରେ ସଶସ୍ତ୍ର ବାହିନୀ ସ୍ବତନ୍ତ୍ର କ୍ଷମତା ଆଇନ, ୧୯୫୮ (ଆଫ୍‌ସ୍ପା) କାର୍ଯ୍ୟକାଳକୁ ଆଉ ୬ ମାସ ବଢ଼ାଇଦିଆଯାଇଛି। ସୋମବାର କେନ୍ଦ୍ର ସରକାର ଏହି ଘୋଷଣା କରିଛନ୍ତି। ସମଗ୍ର ନାଗାଲାଣ୍ଡରେ ଅସ୍ଥିର ଅବସ୍ଥା ଲାଗିରହିଥିବାରୁ ଆଫ୍‌ସ୍ପା ଆଇନର ବ୍ୟବହାର କରିବାକୁ ପଡ଼ୁଛି…

ସିଏଏ ବିରୋଧରେ ନୂଆବର୍ଷରେ ଅନଶନ କରିବ କଂଗ୍ରେସ

ନୂଆଦିଲ୍ଲୀ,୩୧ା୧୨(ପି.ଟି.): ସଂଶୋଧିତ ନାଗରିକତ୍ୱ ଆଇନ (ସିଏଏ), ଆର୍ଥତ୍କ ମାନ୍ଦାବସ୍ଥା ଓ ବେରୋଜଗାରୀ ବିରୋଧରେ କଂଗ୍ରେସର ଦିଲ୍ଲୀ ସଂଗଠନ ନୂଆବର୍ଷରେ ୧୨ ଘଣ୍ଟିଆ ଅନଶନରେ ବସିବାକୁ ଘୋଷଣା କରିଛି। କନ୍ନଟ ପ୍ଲେସ୍‌ରେ ମଙ୍ଗଳବାର ସନ୍ଧ୍ୟା ୬ଟାରୁ ବୁଧବାର ସକାଳ ୬ଟା ପର୍ଯ୍ୟନ୍ତ ଅନଶନ…

ନାଗାଲାଣ୍ଡ ବିଧାନସଭା ବାଚସ୍ପତିଙ୍କ ଦେହାନ୍ତ

କୋହିମା,୩୧ା୧୨(ପି.ଟି.): ନାଗାଲାଣ୍ଡ ବିଧାନସଭାର ବାଚସ୍ପତି ଭିଖୋ ହୋସୁଙ୍କ ସୋମବାର ମୁମ୍ବାଇର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଯାଇଛି। ମୃତ୍ୟୁବେଳକୁ ତାଙ୍କୁ ୬୭ ବର୍ଷ ବୟସ ହୋଇଥିଲା। ଦୀର୍ଘଦିନ ଧରି ସେ ଫୁସ୍‌ଫୁସଜନିତ କର୍କଟ ରୋଗରେ ପୀଡ଼ିତ ଥିଲେ। ନ୍ୟାଶନାଲିଷ୍ଟ…

ଉମେଶ ସିହ୍ନା ହେଲେ ନିର୍ବାଚନ ଉପ କମିଶନର

ନୂଆଦିଲ୍ଲୀ,୩୧ା୧୨(ପି.ଟି.):ବରିଷ୍ଠ ଆଇଏଏସ୍‌ ଅଫିସର ଉମେଶ ସିହ୍ନାଙ୍କୁ ନିର୍ବାଚନ ଉପ କମିଶନର ଭାବେ ନିଯୁକ୍ତି ମିଳିଛି। ମଙ୍ଗଳବାର ସେ ଅବସର ନେବାକୁ ଥିବାବେଳେ ନିଯୁକ୍ତି ସମ୍ପର୍କିତ କ୍ୟାବିନେଟ କମିଟି ତାଙ୍କର ପୁନଃ ନିଯୁକ୍ତିକୁ ଅନୁମୋଦନ କରିଛି। ୧୯୮୬ ବ୍ୟାଚ୍‌ର ଏହି ଆଇଏଏସ୍‌ ଅଫିସର…

ଜମ୍ମୁ-କଶ୍ମୀରରେ ନିଯୁକ୍ତି ଲାଗି ସର୍ବଭାରତୀୟ ସ୍ତରରୁ ଦରଖାସ୍ତ ଆହ୍ବାନ

ଜମ୍ମୁ,୩୧ା୧୨(ପି.ଟି.): ଜମ୍ମୁ-କଶ୍ମୀରରୁ ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ସେଠାରେ ନିଯୁକ୍ତି ଲାଗି ପ୍ରଥମ ଥର ପାଇଁ ସର୍ବଭାରତୀୟ ସ୍ତରରୁ ପ୍ରାର୍ଥୀମାନଙ୍କୁ ସୁଯୋଗ ଦିଆଯାଇଛି। ଜମ୍ମୁ-କଶ୍ମୀର ହାଇକୋର୍ଟରେ ଖାଲିଥିବା ୩୩ ପଦବୀ ଲାଗି ସାରା ଦେଶରୁ ଯୋଗ୍ୟ ପ୍ରାର୍ଥୀମାନଙ୍କଠାରୁ ଦରଖାସ୍ତ ଆହ୍ବାନ…

ଅଟକ ୫ କଶ୍ମୀରୀ ନେତା ମୁକୁଳିଲେ

ଶ୍ରୀନଗର,୩୧ା୧୨(ପି.ଟି.): ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦ ଓ ଜମ୍ମୁ-କଶ୍ମୀର ବିଭାଜନ ଘୋଷଣା ପରେ ଅଗଷ୍ଟ ୫ରୁ ଅଟକ ଥିବା ୫ ଜଣ ରାଜନେତାଙ୍କୁ ପ୍ରଶାସନ ସୋମବାର ମୁକ୍ତ କରିଦେଇଛି। ମୁକୁଳିଥିବା ନେତାମାନେ ହେଲେ ନ୍ୟାଶନାଲ କନ୍‌ଫରେନ୍ସର ଇଶ୍‌ଫାକ୍‌ ଜବ୍ବାର, ଗୁଲାମ ନବୀ…

ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ନିଆଁ

ନୂଆଦିଲ୍ଲୀ,୩୧ା୧୨(ଆଇଏଏନ୍‌ଏସ୍‌): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୯ ଲୋକକଲ୍ୟାଣ ମାର୍ଗ ବାସଭବନ କମ୍ପ୍ଲେକ୍ସରେ ସୋମବାର ସନ୍ଧ୍ୟାରେ ଛୋଟ ଧରଣର ଅଗ୍ନିକାଣ୍ଡ ହୋଇଛି। ସର୍ଟ ସର୍କିଟରୁ ନିଆଁ ଲାଗିଥିବାବେଳେ ଏହାକୁ ତୁରନ୍ତ ନିୟନ୍ତ୍ରଣ କରାଯାଇଥିଲା। ପ୍ରଧାନମନ୍ତ୍ରୀଙ୍କ ବାସଭବନରୁ ଫୋନ କଲ୍‌ ପାଇ ୯ଟି ନିଆଁଲିଭା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri