ଜାତୀୟ

ରାଜ୍ୟପାଳଙ୍କୁ ଇସ୍ତଫା ପତ୍ର ପ୍ରଦାନ କଲେ ଫଡ୍‌ନବିସ

ମୁମ୍ବାଇ,୨୬।୧୧: ଏକ ଖବରଦାତା ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିବା ମଙ୍ଗଳବାର ଘୋଷଣା କରିଥିଲେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ୍‌ନବିସ। ଏହାପରେ ସେ ସନ୍ଧ୍ୟାରେ ରାଜ୍ୟପାଳ ଭଗତ ସିଂ କୋଶୟାରୀଙ୍କୁ ତାଙ୍କ ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି। ରାଜ୍ୟପାଳ ମଧ୍ୟ ଏହାକୁ…

ସାବରିମାଲା ମନ୍ଦିରରେ ଗଛ ପଡ଼ି ୧୧ ଶ୍ରଦ୍ଧାଳୁ ଆହତ

କୋଚି,୨୬।୧୧: ସାବରିମାଲା ମନ୍ଦିରରେ ମଙ୍ଗଳବାର ଏକ ଅଘଟଣ ଘଟିଛି। ମାରାକୋଟାମ୍‌-ଚନ୍ଦ୍ରନନ୍ଦନା ମାର୍ଗରେ ଏକ ଗଛ ପଡ଼ିବାରୁ ୧୧ଜଣ ଶ୍ରଦ୍ଧାଳୁ ଆହତ ହୋଇଛନ୍ତି। ଘଟଣାସ୍ଥଳରେ ଏନ୍‌ଡିଆରଏଫ୍‌ ଟିମ୍‌ ପହଞ୍ଚି ଯୁଦ୍ଧକାଳିନ ଭିତ୍ତିରେ ରାସ୍ତାରୁ ଗଛ ଉଠଇବା ସହ ଆହତଙ୍କୁ ଉଦ୍ଧାର କରିଥିଲା। ପରେ…

ଆସନ୍ତା କାଲି ଶପଥ ନେଇ ପାରନ୍ତି ଉଦ୍ଧବ

ମୁମ୍ବାଇ,୨୬।୧୧: ମହାରାଷ୍ଟ୍ରରେ ଗଣିତ ହୋଇଗଲା ଓଲଟ ପାଲଟ। ଫେଲ୍‌ ମାରିଲା ଭାଜପାର ଚାଣକ୍ୟ କୁହାଯାଉଥିବା ଅମିତ ଶାହଙ୍କ ପ୍ଲାନ୍‌। ଏବେ ଶିବସେନା ମୁଖ୍ୟ ଉଦ୍ଧବ ଠାକରେ ୫ ବର୍ଷ ପାଇଁ ମୁଖ୍ୟମନ୍ତ୍ରୀ ହେବେ ବୋଲି ବିଶେଷ ସୂତ୍ରରୁ ଜଣାପଡିଛି। ବୁଧବାର ସେ…

ସାବରିମାଳା ମନ୍ଦିରରେ ମହିଳାଙ୍କ ଉପରକୁ ଲଙ୍କା ପାଉଡର ସ୍ପ୍ରେ କଲେ ଯୁବକ

ଥିରୁଭନନ୍ତପୁରମ,୨୬।୧୧: କେରଳର ସାବରିମାଳା ମନ୍ଦିରରେ ଜଣେ ମହିଳାଙ୍କ ଲଙ୍କା ପାଉଡର ସ୍ପ୍ରେ କରାଯାଇଛି। ମନ୍ଦିରରେ ମହିଳାଙ୍କ ପ୍ରବେଶ ଅଧିକାର ଉପରେ ଲଢୁଥିବା ବିନ୍ଦୁ ଅମିନିଙ୍କ ଉପରେ ମଙ୍ଗଳବାର ଜଣେ ଯୁବକ ଲଙ୍କା ପାଉଡର ସ୍ପ୍ରେ କରିଥିଲେ। ପୋଲିସ କମିଶନର ଅଫିସ୍‌ ପାଖରେ…

ଉଦ୍ଧବ ହେବେ ୫ ବର୍ଷ ପାଇଁ ମୁଖ୍ୟମନ୍ତ୍ରୀ: ସଞ୍ଜୟ

ମୁମ୍ବାଇ,୨୬।୧୧: ମହାରାଷ୍ଟ୍ର ରାଜନୀତିର ଡ୍ରାମା ଏବେ ନୂଆ ମୋଡ ନେଇଛି। ମଙ୍ଗଳବାର ସୁପ୍ରିମକୋର୍ଟଙ୍କ ରାୟ ପରେ ପ୍ରଥମେ ଉପ ମୁଖ୍ୟମନ୍ତ୍ରୀ ପଦରୁ ଏନ୍‌ସିପି ନେତା ଅଜିତ ପାଓ୍ବାର ଇସ୍ତଫା ଦେବା ପରେ ସମସ୍ତଙ୍କ ନଜର ରହିଥିଲା ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ୍‌ନବିସଙ୍କ ଉପରେ।…

ହଟ୍‌ ଷ୍ଟୋନ୍‌ ମସାଜ୍‌ ରଖେ ଏସବୁ ରୋଗରୁ ଦୂରେଇ…

ବିଭିନ୍ନ ଶାରୀରିକ ସମସ୍ୟା କ୍ଷେତ୍ରରେ ହଟ୍‌ ଷ୍ଟୋନ୍‌ ମସାଜ୍‌ ଯୋଗୁ ସୁଫଳ ମିଳିଥାଏ। ଏହି ପ୍ରକାର ଚିକିତ୍ସାରେ ପଥରକୁ ଗରମ କରି ଶରୀରର ନିର୍ଦ୍ଦିଷ୍ଟ ସ୍ଥାନରେ ରଖାଯାଇଥାଏ। ପଥରର ତାପମାତ୍ରା ସମ୍ପୃକ୍ତ ସ୍ଥାନର ମାଂସପେଶୀକୁ ସତେଜ କରେ। ଫଳରେ ରକ୍ତ ସଞ୍ଚାଳନ…

ରାତିରେ ଶୋଇବା ପୂର୍ବରୁ ପିଅନ୍ତୁ ଏଥିରୁ ଅଧାଗ୍ଲାସେ …

ରାତିରେ ଶୋଇବା ପୂର୍ବରୁ ଅଧାଗ୍ଲାସେ ହଳଦୀ ମିଶା କ୍ଷୀର ପିଇଲେ ବହୁ ଉପକାର ମିଳିଥାଏ। ଏହାଦ୍ୱାରା ସାରାଦିନର ଥକାପଣ ଦୂରହୋଇ ସୁଖନିଦ୍ରା ହୋଇଥାଏ। ଶରୀର ପୀଡ଼ାରୁ ମଧ୍ୟ ଏହା ମୁକ୍ତି ଦେଇଥାଏ। କ୍ଷୀରରେ ପ୍ରଚୁର ପରିମାଣରେ କ୍ୟାଲସିୟମ୍‌, ଆଇରନ୍‌, ପ୍ରୋଟିନ୍‌ ଏବଂ…

ବିଭିନ୍ନ ବିଭାଗରୁ ହଜାରେ କର୍ମଚାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଲେ ଯୋଗୀ ସରକାର

ଲକ୍ଷ୍ନୌ,୨୬।୧୧: ଉତ୍ତର ପ୍ରଦେଶରେ ଅଯୋଗ୍ୟ ଓ ଭ୍ରଷ୍ଟାଚାର ଅଧିକାରୀଙ୍କ ବିରୋଧରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ କଡ଼ା କାର୍ଯ୍ୟାନୁଷ୍ଠାନ ନେଇଛନ୍ତି। ବିଭିନ୍ନ ବିଭାଗରୁ ପ୍ରାୟ ୧ହଜାରରୁ ଊର୍ଦ୍ଧ୍ୱ ଅଧିକାରୀଙ୍କୁ ଯୋଗୀ ଚାକିରିରୁ ବାଧ୍ୟତାମୂଳକ ଅବସର ଦେଇଥିବା ସୂଚନା ମିଳିଛି। ପରିବହନ ବିଭାଗର ବିଭିନ୍ନ…

ନୂଆ ସରକାରଙ୍କୁ ଶୁଭେଚ୍ଛା ଜଣାଇ ଇସ୍ତଫା ଦେଲେ ଫଡ୍‌ନବିସ

ମୁମ୍ବାଇ,୨୬।୧୧: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ୍‌ନିବସ ମଙ୍ଗଳବାର ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି। ଅପରାହ୍ନ ୩ଟା ୩୦ରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ସେ ଏହା ଘୋଷଣା କରିଛନ୍ତି। ମଙ୍ଗଳବାର ସନ୍ଧ୍ୟାରେ ସେ ରାଜ୍ୟପାଳଙ୍କୁ ତାଙ୍କ ଇସ୍ତଫା ପତ୍ର ଦେବେ ବୋଲି…

ରେଳଯାତ୍ରୀଙ୍କ ସୁରକ୍ଷା: ଷ୍ଟେଶନରେ ଲାଗିବ ଲକ୍ଷେ ସିସିଟିଭି କ୍ୟାମେରା

ନୂଆଦିଲ୍ଲୀ,୨୬।୧୧: ରେଳଯାତ୍ରୀଙ୍କ ସୁରକ୍ଷା ପାଇଁ ଦେଶର ବିଭିନ୍ନ ଷ୍ଟେଶନରେ ଲକ୍ଷେ ସିସିଟିଭି କ୍ୟାମେରା ଲଗାଯିବା। ଏନେଇ ରେଳ ବିଭାଗ ପକ୍ଷରୁ ଟେଣ୍ଡର ଜାରି କରାଯାଇଛି। ଟେଣ୍ଡର ଦୌଡ଼ରେ ୯ଟି କମ୍ପାନୀ ସାମିଲ୍‌ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଭାରତ ଇଲୋକ୍ଟ୍ରନିକ୍ସ୍‌ ଲିମିଟେଡ୍‌(ବିଇଏଲ୍‌), ଟିସିଆଏଲ୍‌,…

ମହାରାଷ୍ଟ୍ର ରାଜନୀତିକୁ ନେଇ ମୋଦି-ଶାହଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ନୂଆଦିଲ୍ଲୀ,୨୬।୧୧: ମହାରାଷ୍ଟ୍ର ରାଜନୀତି ଡ୍ରାମାକୁ ନେଇ ମୁମ୍ବାଇରୁ ଦିଲ୍ଲୀ ପର୍ଯ୍ୟନ୍ତ ଚହଳ ସୃଷ୍ଟି ହୋଇଛି। ମଙ୍ଗଳବାର ଏନେଇ ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ସହ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି। ଏହି ବୈଠକରେ…

ବୁଧବାର ପୂର୍ବାହ୍ନ ୯ଟା ୨୮ରେ କାଟ୍ରୋସାଟ୍‌-୩ର ଉତ୍‌କ୍ଷେପଣ

ଶ୍ରୀହରିକୋଟା,୨୬।୧୧: ବୁଧବାର ପୂର୍ବାହ୍ନ ୯ଟା ୨୮ରେ କାଟ୍ରୋସାଟ୍‌-୩ର ଉତ୍‌କ୍ଷେପଣ କରାଯିବ। ଏନେଇ ଇସ୍ରୋ ପକ୍ଷରୁ ସୂଚନା ଦିଆଯାଇଛି। ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟାଠାରେ ଥିବା ଭାରତୀୟ ମହାକାଶ ଗବେଷଣା କେନ୍ଦ୍ର ଇସ୍ରୋ ଦ୍ୱାରା ୧୪ଟି ଉପଗ୍ରହ ଉତ୍‌କ୍ଷେପଣ କରାଯିବ। ସେଥିମଧ୍ୟରେ ଆମେରିକାର ୧୩ଟି ବ୍ୟବସାୟିକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri