ଆଜାଦଙ୍କୁ କଶ୍ମୀର ଯିବାକୁ ଅନୁମତି
ନୂଆଦିଲ୍ଲୀ,୧୭-୯(ପି.ଟି.):ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଗୁଲାମ ନବୀ ଆଜାଦଙ୍କୁ ଜମ୍ମୁ-କଶ୍ମୀର ଯିବା ଲାଗି ସୁପ୍ରିମକୋର୍ଟ ସୋମବାର ଅନୁମତି ପ୍ରଦାନ କରିଛନ୍ତି। ତେବେ ସେ କୌଣସି ରାଜନୈତିକ ସଭା କରିପାରିବେ ନାହିଁ ବୋଲି ଅଦାଲତ ସର୍ତ୍ତ ରଖିଛନ୍ତି। ଆଜାଦଙ୍କୁ...
୩୭୦ ଉଚ୍ଛେଦ ବିରୋଧରେ ଆବେଦନର ଶୁଣାଣି:କଶ୍ମୀରରେ ସ୍ବାଭାବିକ ଅବସ୍ଥା ଫେରାଇଆଣିବାକୁ ପରାମର୍ଶ
ନୂଆଦିଲ୍ଲୀ,୧୭-୯(ପି.ଟି.):କଶ୍ମୀର ଉପତ୍ୟକାରେ ଯଥାଶୀଘ୍ର ସମ୍ଭବ ସ୍ବାଭାବିକ ଅବସ୍ଥା ଫେରାଇ ଆଣିବା ପାଇଁ ସମସ୍ତ ଉଦ୍ୟମ କରାଯାଉ ବୋଲି ସୁପ୍ରିମକୋର୍ଟ ସୋମବାର କେନ୍ଦ୍ର ସରକାର ଓ ଜମ୍ମୁ-କଶ୍ମୀର ପ୍ରଶାସନକୁ ପରାମର୍ଶ ଦେଇଛନ୍ତି। ତେବେ ଜାତୀୟ ସ୍ବାର୍ଥକୁ ଦୃଷ୍ଟିରେ ରଖି ଏହି ପ୍ରକ୍ରିୟା...
ଶିଶୁଙ୍କୁ ବାହାରେ ଖେଳିବାକୁ ଛାଡନ୍ତୁ
ବର୍ତ୍ତମାନର କମ୍ପ୍ୟୁଟର ଯୁଗରେ ପିଲାଙ୍କ ପାଇଁ ଘରୁ ବାହାରି ପଡୋଶୀ ଶିଶୁଙ୍କ ସହ ଖେଳିବା ବହୁତ ଜରୁରୀ ହୋଇପଡ଼ିଛି। ଏକ ନୂତନ ଗବେଷଣାରୁ ଜଣାପଡ଼ିଛି, ଯେଉଁ ଅଭିଭାବକମାନେ ପିଲାଙ୍କୁ ସ୍କୁଲ୍ ଏବଂ ସ୍କୁଲ୍ ପରେ କେବଳ ଘର ଭିତରେ ଭିଡିଓ...
ଯେଉଁଠି ପିଲାମାନେ ଦେଶ ସୀମା ପାର ହୋଇ ଯାଆନ୍ତି ସ୍କୁଲ
ଏମିତି ଏକ ଦେଶ ରହିଛି, ଯେଉଁଠାରେ ପ୍ରତିଦିନ ପିଲାଙ୍କୁ ପଢ଼ିବାକୁ ଯିବାକୁ ଏବଂ ସେଠାରୁ ଫେରିବାକୁ ଇଣ୍ଟରନ୍ୟାସନାଲ୍ ବର୍ଡର୍ କ୍ରସ୍ କରିବାକୁ ପଡ଼େ। ଏହି ସ୍କୁଲ୍ ଆମେରିକାରେ ରହିଛି। ପ୍ରକୃତରେ ଆମେରିକାର କଲମ୍ବସ୍ ଏଲିମେଣ୍ଟ୍ରି ସ୍କୁଲ୍ରେ ଅନେକ ପିଲା ବିଦେଶରୁ...
ମହାରାଷ୍ଟ୍ର ନିର୍ବାଚନ:୧୨୫-୧୨୫ ଆସନରେ ଲଢିବେ କଂଗ୍ରେସ-ଏନସିପି
ମୁମ୍ବାଇ,୯।୧୬: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଆସନ୍ତା ୧୯ ତାରିଖରେ ତାରିଖ ଘୋଷଣା ହେବାର ଅଛି। ଏହି ନିର୍ବାଚନରେ ଉଭୟ କଂଗ୍ରେସ ଓ ଏନସିପି ଏକାଠି ଲଢିବେ ବୋଲି ଜଣାପଡିଛି। କଂଗ୍ରେସ ୧୨୫ ଓ ଏନସିପି...
ଏସବୁ ଜିନିଷକୁ ଗୋଡ଼ ଲଗାଉଛନ୍ତି କି? ଆସିପାରେ ବଡ଼ ବିପତ୍ତି
ସାଧାରଣତଃ ଅଜାଣତରେ ବେଳେବେଳେ ଆମ ଗୋଡ଼ ଏଠି ସେଠି ବାଜିଯାଇଥାଏ। ହେଲେ ଆମେ ସେଥିପ୍ରତି ଏତେଟା ଧ୍ୟାନ ଦେଇ ନ ଥାଉ। କିଛି ଲୋକ ଜାଣିଶୁଣି ମଧ୍ୟ କିଛି ଜିନିଷ ବା ବ୍ୟକ୍ତିଙ୍କୁ ଗୋଇଠା ମାରି ଦେଇଥାନ୍ତି। ମାତ୍ର ଏହା...
ବିଦେଶରେ ମୋଦିଙ୍କ ପାଇଁ ଆୟୋଜିତ ସଫଳ କାର୍ଯ୍ୟକ୍ରମର ପ୍ରଚ୍ଛଦ ନାୟକ ବିଜୟ
ନୂଆଦିଲ୍ଲୀ,୧୬।୯: ବିଦେଶରେ ପୁଣି ଥରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭାଷଣ ଲୋକଙ୍କ ଦୃଷ୍ଟି ଆକର୍ଷଣ କରିବ। ଆମେରିକାର ହଷ୍ଟନରେ ସେପ୍ଟେମ୍ବର ୨୨ରେ ‘ହାଓଡି ମୋଦି’(Howdy Modi) କାର୍ଯ୍ୟକ୍ରମ ଆୟୋଜନ ହେବାକୁ ଯାଉଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦି ୫୦ହଜାରରୁ ଊର୍ଦ୍ଧ୍ୱ...
ପାଶଓ୍ବାନଙ୍କ ନୀତୀଶ ପ୍ରେମ
ପାଟନା,୧୬।୯: କେନ୍ଦ୍ରମନ୍ତ୍ରୀ ରାମ ବିଳାଶ ପାଶଓ୍ବାନ ବିହାର ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ ନେଇ ଏକ ବଡ ବୟାନ ଦେଇଛନ୍ତି। ପାଶଓ୍ବାନ କହିଛନ୍ତି ନୀତୀଶ ସେପର୍ଯ୍ୟନ୍ତ ଆମର କ୍ୟାପଟେନ ହୋଇ ରହିବେ ଯେପର୍ଯ୍ୟନ୍ତ ଭାଜପା ତା’ର ନୂଆ...
ଦିଲ୍ଲୀ ଆସୁଛନ୍ତି ଦିଦି: ମୋଦିଙ୍କ ସହ ହୋଇପାରେ ସାକ୍ଷାତକାର
କୋଲକାତା,୧୬।୯: ଦୀର୍ଘ ଦିନରୁ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭିତରେ ମନୋମାଳିନ୍ୟ ରହିଛି। ଏପରିକି ମମତା ମୋଦିଙ୍କ କୌଣସି କାର୍ଯ୍ୟକୁ ସମର୍ଥନ ମଧ୍ୟ କରନ୍ତି ନାହିଁ। ଏହି କ୍ରମରେ ଦିଲ୍ଲୀରେ ଆୟୋଜିତ ନୀତି ଆୟୋଗ...
ଜେଲ୍ ଗଲେ ଫାରୁକ
ଶ୍ରୀନଗର,୧୬।୯: ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଫାରୁକ ଅବଦୁଲ୍ଲାଙ୍କୁ ପବ୍ଲିକ ସେଫ୍ଟି ଆକ୍ଟ(ପିଏସ୍ଏ) ଅନୁଯାୟୀ ସୋମବାର ଗିରଫ କରାଯାଇଛି। ଏଥିସହ ତାଙ୍କୁ ଯେଉଁ ସ୍ଥାନରେ ରଖାଯିବ ତାହାକୁ ଏକ ନିର୍ଦ୍ଦେଶ ଜରିଆରେ ଅସ୍ଥାୟୀ ଜେଲ୍ ଭାବେ ଘୋଷଣା କରାଯିବ। ଏହି ଆକ୍ଟ...
ଆର୍ଥିକ ମାନ୍ଦାବସ୍ଥା: ସରକାରଙ୍କୁ ଘେରିବାକୁ ଅଣ୍ଟା ଭିଡ଼ିଲେ ବାମପନ୍ଥୀ
ନୂଆଦିଲ୍ଲୀ,୧୬।୯: ଦେଶର ଆର୍ଥିକ ମାନ୍ଦାବସ୍ଥା ନେଇ ବାମପନ୍ଥୀ ସରକାରଙ୍କୁ ଘେରିବାକୁ ଅଣ୍ଟା ଭିଡ଼ିଛନ୍ତି। ସେପ୍ଟେମ୍ବର ୨୦ରେ ଏନେଇ ବାମପନ୍ଥୀ ଦଳଗୁଡ଼ିକର ଏକ ସମ୍ମିଳନୀ ଅନୁଷ୍ଠିତ ହେବ। ଦେଶରେ ନିଯୁକ୍ତି ନ ପାଇ ଯୁବକମାନେ ବେକାର ବୁଲୁଥିବାବେଳେ ସରକାରଙ୍କ ତ୍ରୁଟିପୂର୍ଣ୍ଣ ନିଷ୍ପତି...
ବିବାହକୁ ନିମନ୍ତ୍ରଣ କରି ସାଙ୍ଗରେ ଚେୟାର, ସାଣ୍ଡଓ୍ବିଚ୍ ଆଣିବାକୁ କହିଲେ ଦମ୍ପତି
ସୋସିଆଲ ମିଡିଆରେ ଏକ ବିବାହ ନିମନ୍ତ୍ରଣ ପତ୍ର ଭାଇରାଲ ହେବାରେ ଲାଗିଛି। ଅତିଥିମାନେ ବିବାହରେ ଯୋଗଦେବେ କି ନାହିଁ ସେନେଇ ନିର୍ଦ୍ଧାରିତ ସମୟ ପୂର୍ବରୁ ଜଣାଇବା ପାଇଁ ଉକ୍ତ ପତ୍ରରେ ଉଲ୍ଲେଖ ରହିଛି। ଆଉ ଯଦି ନ ଜଣାନ୍ତି ତେବେ...
Archives


