ମହାରାଷ୍ଟ୍ର ରାଜନୀତିରେ ପ୍ରଥମ ଥର ପିତା ମୁଖ୍ୟମନ୍ତ୍ରୀ ପୁତ୍ର କ୍ୟାବିନେଟ ମନ୍ତ୍ରୀ
ମୁମ୍ବାଇ,୩୦।୧୨: ମହାରାଷ୍ଟ୍ର କ୍ୟାବିନେଟର ସମ୍ପ୍ରସାରଣ ସୋମବାର କରାଯାଇଛି। ଏଥିରେ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ପୁଅ ତଥା ବର୍ଲି ବିଧାନସଭା ଆସନର ପ୍ରାର୍ଥୀ ଆଦିତ୍ୟ ଠାକରେଙ୍କୁ ମନ୍ତ୍ରୀ ପଦ ମିଳିଛି। ପ୍ରଥମ ଥର ପାଇଁ ମହାରାଷ୍ଟ୍ର ରାଜନୀତିରେ ପିତା ମୁଖ୍ୟମନ୍ତ୍ରୀ ଥିବା ବେଳେ…
ଅଜିତ ପାଓ୍ବରଙ୍କୁ ମିଳିଲା ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଦାୟିତ୍ୱ
ମୁମ୍ବାଇ,୩୦।୧୨: ନ୍ୟାଶନାଲିଷ୍ଟ କଂଗ୍ରେସ ପାର୍ଟି(ଏନ୍ସିପି) ନେତା ଅଜିତ ପାଓ୍ବାର ସୋମବାର ମହାରାଷ୍ଟ୍ର ଉପ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ସୋମବାର ମହାରାଷ୍ଟ୍ର କ୍ୟାବିନେଟର ସମ୍ପ୍ରସାରଣ ସମୟରେ ମୋଟ ୩୬ଜଣଙ୍କୁ ମନ୍ତ୍ରୀ ପଦ ମିଳିଛି। ସୂଚନାଯୋଗ୍ୟ, ନଭେମ୍ବର ୨୮ରେ ମହାରାଷ୍ଟ୍ରରେ ଶିବସେନା,…
ପ୍ରଶାନ୍ତ ଜେଡିୟୁକୁ ବଡ ଦଳ କହିବାରୁ ଜବାବ ଦେଲା ଭାଜପା
ପାଟନା,୩୦।୧୨: ବିହାର ବିଧାନସଭା ନିର୍ବାଚନ ଆସନ୍ତା ବର୍ଷ ହେବାକୁ ଥିବା ବେଳେ ଏବେଠାରୁ କିନ୍ତୁ ରାଜନୀତି ହେଲାଣି ସରଗରମ। ଏହି ନିର୍ବାଚନକୁ ନେଇ ଜନତା ଦଳ ୟୁନାଇଟେଡ(ଜେଡିୟୁ)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ପ୍ରଶାନ୍ତ କିଶୋର ବଡ ବୟାନ ଦେଇଛନ୍ତି। ସେ କହିଛନ୍ତି ଆଗାମୀ…
ବେଆଇନ ଲାଇସେନ୍ସ୍ ପ୍ରଦାନ ମାମଲା: ୧୩ଟି ସ୍ଥାନରେ ସିବିଆଇ ଚଢ଼ାଉ
ନୂଆଦିଲ୍ଲୀ,୩୦।୧୨: ମାରଣାସ୍ତ୍ର ରଖିବା ପାଇଁ ବେଆଇନ ଭାବେ ଦିଆଯାଇଥିବା ୨ ଲକ୍ଷ ଲାଇସେନ୍ସ୍ ମାମଲାରେ ସିବିଆଇ ପକ୍ଷରୁ ଦେଶର ୧୩ଟି ସ୍ଥାନରେ ସୋମବାର ଚଢ଼ାଉ ଆରମ୍ଭ କରାଯାଇଛି। ଶ୍ରୀନଗର, ଜମ୍ମୁ, ଗୁରୁଗାଓଁ ଏବଂ ନୋଏଡ଼ା ଆଦିଠାରେ ଚଢ଼ାଉ ଜାରି ରହିଛି। ଜମ୍ମୁ-କଶ୍ମୀରର…
ମୋଦି ସରକାରଙ୍କୁ ଚିଠି ଲେଖିଲା ଓ୍ବିକିମିଡିଆ: ନୁଆ ନିୟମ ଯୋଗୁ ବିନାଶ ହୋଇଯିବ ସିଷ୍ଟମ୍
ନୂଆଦିଲ୍ଲୀ,୩୦।୧୨: ଭାରତରେ କାମ କରୁଥିବା ଓ୍ବେବସାଇଟ୍କୁ ନେଇ କେନ୍ଦ୍ରର ମୋଦି ସରକାର କିଛି ନିୟମ ବଦଳାଇବାକୁ ପ୍ରସ୍ତୁତି ଚଳାଇଛନ୍ତି। ସରକାରଙ୍କ ଦ୍ୱାରା ଆଗତ ହୋଇଥିବା ଡାଟା ପ୍ରୋଟେକ୍ସନ୍ ବିଲ୍ର ଲକ୍ଷ୍ୟ ହେଉଛି ଡାଟା ଚୋରୀ ଉପରେ ଅଙ୍କୁଶ ଲଗାଇବା। ତେବେ ସୂଚନା…
ଏନ୍ଆର୍ସି ନେଇ କାହିଁକି ନୀରବ ସୋନିଆ ଗାନ୍ଧୀ: ପ୍ରଶ୍ନ କଲେ ପ୍ରଶାନ୍ତ କିଶୋର
ନୂଆଦିଲ୍ଲୀ,୩୦।୧୨: ଏନ୍ଆର୍ସି ନେଇ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ନୀରବତା ଅବଲମ୍ବନ କରୁଥିବା ନେଇ ଜେଡ଼ିୟୁ ନେତା ପ୍ରଶାନ୍ତ କିଶୋର କଡ଼ା ସମାଲୋଚନା କରିଛନ୍ତି। ସେ ଏକ ସାକ୍ଷାତ୍କାରରେ ପ୍ରଶ୍ନ କରିଛନ୍ତି ଯେ, ଏହି ପ୍ରସଙ୍ଗରେ ସୋନିଆ ଗାନ୍ଧୀ କାହିଁକି ନୀରବତା…
ସିଏଏ ସମ୍ପର୍କରେ ସଚେତନତା: ମୋଦି ଆରମ୍ଭ କଲେ ଟୁଇଟର ଅଭିଯାନ
ନୂଆଦିଲ୍ଲୀ,୩୦।୧୨: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ସମ୍ପର୍କରେ ସଚେତନତା ସୃଷ୍ଟି ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ସୋମବାର ଦେଶବ୍ୟାପି ଏକ ଟୁଇଟର ଅଭିଯାନ ଆରମ୍ଭ ହୋଇଛି। ଏଥିରେ ମୋଦି କହିଛନ୍ତି ଯେ, ସିଏଏ ଦ୍ୱାରା କୌଣସି ଭାରତୀୟଙ୍କ ନାଗରିକତ୍ୱରେ ବାଧା ସୃଷ୍ଟି…
୧୪୪ ଧାରା ଉଲ୍ଲଂଘନ: ୫୫ ଶିଖ୍ ଶ୍ରଦ୍ଧାଳୁ ଗିରଫ
ଲକ୍ଷ୍ନୌ, ୩୦।୧୨: ଉତ୍ତରପ୍ରଦେଶରେ ୧୪୪ ଧାରା ଉଲ୍ଲଂଘନ କରିଥିବା ଅଭିଯୋଗରେ ୫୫ ଶିଖ୍ ଶ୍ରଦ୍ଧାଳୁଙ୍କୁ ଗିରଫ କରାଯାଇଛି। ସ୍ଥାନୀୟ ପିଲଭିତ୍ ଜିଲାର କିରତାରପୁର ଗୁରୁଦ୍ୱାରା ପକ୍ଷରୁ ଏକ ଧାର୍ମିକ ଶୋଭାଯାତ୍ରା କରାଯାଇଥିଲା। ତେବେ ଏଠାରେ ସିଏଏ ହିଂସା ଲାଗି ସୁରକ୍ଷା ଦୃଷ୍ଟିରୁ…
ପୈତୃକ ଗାଁରେ ପହଞ୍ଚିଲେ ଆୟର୍ଲାଣ୍ଡ ପ୍ରଧାନମନ୍ତ୍ରୀ
ମୁମ୍ବାଇ,୩୦।୧୨: ଆୟର୍ଲାଣ୍ଡ ପ୍ରଧାନମନ୍ତ୍ରୀ ଲିଓ ଭର୍ଡାକର ରବିବାର ମହାରାଷ୍ଟ୍ରର ସିନ୍ଧୁଦୁର୍ଗ ଜିଲା ସ୍ଥିତ ନିଜ ପୈତୃକ ଗାଁରେ ପହଞ୍ଚିଛନ୍ତି। ନିଜ ପରିବାରଙ୍କ ସହ ଲିଓ ଭାରତ ଗସ୍ତରେ ଆସିଛନ୍ତି। ଲିଓ ଓ ତାଙ୍କ ପରିବାରବର୍ଗଙ୍କୁ ଗାଁଲୋକେ ବହୁ ଆଡମ୍ବରରେ ସ୍ବାଗତ କରିଥିଲେ।…
ସ୍ମାର୍ଟଫୋନ୍ ବ୍ୟବହାର ଉପରେ କଟକଣା ଲଗାଇଲା ଭାରତୀୟ ନୌସେନା
ନୂଆଦିଲ୍ଲୀ,୩୦।୧୨: ଭାରତୀୟ ନୌସେନା ପକ୍ଷରୁ ସ୍ମାର୍ଟଫୋନ୍ ବ୍ୟବହାର ଉପରେ କଟକଣା ଲଗାଯାଇଛି। ନୌସେନା ଯବାନ ଏଣିକି ଯୁଦ୍ଧପୋତ ଏବଂ ନାଭାଲ୍ ବେସ୍ରେ ସ୍ମାର୍ଟଫୋନ୍, ସୋସିଆଲ୍ ମିଡ଼ିଆ ଆଦିର ବ୍ୟବହାର କରିପାରିବେ ନାହିଁ। ନୌସେନାର ୭ ଜଣ ସଦସ୍ୟ କେତେକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ…
ନୂଆବର୍ଷ ପାଳନ: ବେଙ୍ଗାଲୁରୁରେ ୭ ହଜାର ସୁରକ୍ଷାକର୍ମୀ ମୁତୟନ
ବେଙ୍ଗାଲୁରୁ,୩୦।୧୨: ନୂଆବର୍ଷ ପାଳନ ପାଇଁ ବେଙ୍ଗାଲୁରୁରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ସହରର ବିଭିନ୍ନ ଅଞ୍ଚଳରେ ୭ ହଜାର ସୁରକ୍ଷାକର୍ମୀଙ୍କୁ ମୁତୟନ କରାଯାଇଛି। ଆବଶ୍ୟକ ସ୍ଥଳେ ସନ୍ଦିଗ୍ଧ ବସ୍ତୁ, ଯାନବାହନ ଏବଂ ବ୍ୟକ୍ତି ବିଶେଷଙ୍କ ଯାଞ୍ଚ୍ କରାଯାଉଛି। ନୂଆବର୍ଷର ପୂର୍ବ…
ଆଦିତ୍ୟଙ୍କୁ ମିଳିପାରେ ମନ୍ତ୍ରୀପଦ
ମୁମ୍ବାଇ,୩୦।୧୨: ମହାରାଷ୍ଟ୍ର କ୍ୟାବିନେଟ ସମ୍ପ୍ରସାରଣ ଆଉ କିଛି ସମୟ ପରେ କରାଯିବ। ଏଥିରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ପୁଅ ଆଦିତ୍ୟ ଠାକରେଙ୍କୁ ମନ୍ତ୍ରୀପଦ ମିଳିପାରେ ବୋଲି ଆଲୋଚନା ହେଉଛି। ଉଦ୍ଧବ ଠାକରେ ପରିବାରର ପ୍ରଥମ ସଦସ୍ୟ ଭାବେ ଚଳିତ ବିଧାନସଭା…
Archives


