ଜାତୀୟ

ପୁଣି ଘୁଞ୍ଚିବ କି ଫାଶୀ ଦଉଡ଼ି: ମାଣ୍ଡୋଲି ଜେଲ୍‌ ପ୍ରଶାସନଠାରୁ ଏପ୍ରିଲ ୮ ସୁଦ୍ଧା ରିପୋର୍ଟ ତଲବ !

ନୂଆଦିଲ୍ଲୀ,୧୨।୩: ନିର୍ଭୟା ମାମଲାରେ ୪ ଦୋଷୀଙ୍କ ଫାଶୀ ସମୟ ପୁଣିଥିରେ ଘୁଞ୍ଚିବାର ସମ୍ଭାବନା ଦେଖାଦେଇଛି। ଦୋଷୀ ପଓ୍ବନ ତାଙ୍କୁ ଜେଲ୍‌ରେ ପିଟାଯାଇଥିବା ଅଭିଯୋଗ କରିଥିଲେ। ଏନେଇ କଡ଼କଡ଼ଡୁମା ଅଦାଲତ ଏପ୍ରିଲ ୮ ସୁଦ୍ଧା ମାଣ୍ଡୋଲି ଜେଲ୍‌ ପ୍ରଶାସନଠାରୁ ରିପୋର୍ଟ ତଲବ କରିଛନ୍ତି।…

କରୋନା ମୁକାବିଲା ପ୍ରସ୍ତୁତି: ଦେଶର ୫୨ ଯାଞ୍ଚ୍‌ କେନ୍ଦ୍ରରେ ପରୀକ୍ଷା ହେଉଛି ସନ୍ଦିଗ୍ଧଙ୍କ ୫ ନମୂନା

ନୂଆଦିଲ୍ଲୀ,୧୨।୩ : ପୃଥିବୀର ୧୨୧ଟି ଦେଶରେ କରୋନା ସଂକ୍ରମଣ ହୋଇଛି। ଦିନକୁ ଦିନ ଏଥିରେ ଗୋଟିଏ ପରେ ଗୋଟିଏ ଦେଶ ଯୋଡ଼ି ହେବାରେ ଲାଗିଛନ୍ତିି। ଭାରତରେ ସନ୍ଦିଗ୍ଧଙ୍କ ନମୂନା ଯାଞ୍ଚ୍‌ ପାଇଁ ୫୨ଟି କେନ୍ଦ୍ର ସ୍ଥାପିତ ହୋଇଛି। ଏସବୁ କେନ୍ଦ୍ରରେ ୫ଟି…

ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୩ ଛୁଇଁଲା: ୩୫ ଦିନ ପାଇଁ ବିଦେଶୀଙ୍କ ଉପରେ କଟକଣା

ନୂଆଦିଲ୍ଲୀ,୧୨।୩: ଭାରତରେ କରୋନା ସଂକ୍ରମଣଙ୍କ ସଂଖ୍ୟା ୭୩ ଛୁଇଁଛି। ସୁରକ୍ଷା ଦୃଷ୍ଟିରୁ ଭାରତରେ ପ୍ରବେଶ ପାଇଁ ବିଦେଶୀ ନାଗରିକଙ୍କ ଉପରେ ୩୫ ଦିନିଆ କଟକଣା ଜାରି ହୋଇଛି। ସେମାନଙ୍କୁ ଏପ୍ରିଲ୍‌ ୧୫ ପର୍ଯ୍ୟନ୍ତ ଭାରତରେ ପ୍ରବେଶ ଅନୁମତି ମିଳିବ ନାହିଁ। ଏହି…

ଭାରତରେ ଆକ୍ରମଣ ଷଡ଼ଯନ୍ତ୍ର: ଲଞ୍ଚ୍‌ପ୍ୟାଡ୍‌-୬ରେ ଆତଙ୍କବାଦୀଙ୍କୁ ତାଲିମ ଦେଉଛି ପାକିସ୍ତାନ

ଶ୍ରୀନଗର,୧୨।୩: ଭାରତରେ ଆତଙ୍କବାଦୀ ଆକ୍ରମଣ କରାଇବା ପାଇଁ ପାକିସ୍ତାନ ଉଦ୍ୟମ ଜାରି ରଖିଛି। ଏହି ମର୍ମରେ ନିୟନ୍ତ୍ରଣ ରେଖାଠାରୁ କିଛି କିଲୋମିଟର ଦୂରରେ ଜୈଶ୍‌ କମାଣ୍ଡର ଅବୁ ହମ୍‌ଜା ୨୫ରୁ ଅଧିକ ଆତଙ୍କବାଦୀଙ୍କୁ ତାଲିମ ଦେଉଛନ୍ତି। ଏହା ପଛରେ ପାକିସ୍ତାନୀ ସେନାର…

ରାଜନୈତିକ ଜୀବନ ଭଳି ଜ୍ୟୋତିରାଦିତ୍ୟଙ୍କ ଲଭ୍‌ଷ୍ଟୋରୀ ବି ରୋମାଞ୍ଚକର

ନୂଆଦିଲ୍ଲୀ,୧୨।୩: ଜ୍ୟୋତିରାଦିତ୍ୟ ସିନ୍ଧିଆ ଭାଜପାରେ ଦେବାପରେ ରାଜନୈତିକ ମହଲରେ ନାନା ଚର୍ଚ୍ଚା ଜାରି ରହିଛି। ରାଜନୈତିକ ଜୀବନ ଭଳି ଜ୍ୟୋତିରାଦିତ୍ୟଙ୍କ ଲଭ୍‌ଷ୍ଟୋରୀ ମଧ୍ୟ ବେଶ୍‌ ରୋମାଞ୍ଚକର। ତାଙ୍କ ସ୍ତ୍ରୀ ପ୍ରିୟଦର୍ଶିନୀ ସିନ୍ଧିଆ ହେଉଛନ୍ତି ଗୁଜରାଟ ବଡ଼ୌଦାର ଗାଏକ୍ୱାଡ୍‌ ମରାଠା ରାଜବଂଶର ଝିଅ।…

କରୋନା ମୁକାବିଲା ପାଇଁ ଭାରତର ପ୍ରସ୍ତୁତି: ଏପ୍ରିଲ୍‌ ୧୫ ପର୍ଯ୍ୟନ୍ତ ଭିଜା ରଦ୍ଦ

ନୂଆଦିଲ୍ଲୀ,୧୨।୩: କରୋନା ସଂକ୍ରମଣ ମୁକାବିଲା ପାଇଁ ଭାରତ ପ୍ରସ୍ତୁତି ଆରମ୍ଭ କରିଛି। ଏହି ମର୍ମରେ ବହିର୍ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ଏପ୍ରିଲ୍‌ ୧୫ ପର୍ଯ୍ୟନ୍ତ ସମସ୍ତ ଭିଜା ରଦ୍ଦ କରିଛି। ସେହିପରି ମାର୍ଚ୍ଚ ୧୩ ପର୍ଯ୍ୟନ୍ତ ଜାରି ହୋଇଥିବା ସମସ୍ତ ଭିଜା ଏବଂ…

୩ ଘଣ୍ଟାରେ ରାଜ୍ୟ ସଭା ଟିକେଟ

ନୂଆଦିଲ୍ଲୀ/ଭୋପାଳ,୧୨।୩(ପି.ଟି./ଆଇଏଏନ୍‌ଏସ୍‌) :ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ କମଲନାଥଙ୍କ ବିରୋଧରେ କୁହୁଳୁଥିବା ଅସନ୍ତୋଷର ଧୂଆଁ ଶେଷରେ ନିଆଁର ରୂପ ନେଇ ତାଙ୍କ ନେତୃତ୍ୱାଧୀନ କଂଗ୍ରେସ ସରକାରକୁ ଗାଦିଚ୍ୟୁତ କରିବାକୁ ବସିଛି। ବରିଷ୍ଠ କଂଗ୍ରେସ ନେତା ଜ୍ୟୋତିରାଦିତ୍ୟ ସିନ୍ଧିଆ ଦଳରୁ ଇସ୍ତଫା ଦେଇ ଭାଜପାରେ ସାମିଲ ହୋଇଛନ୍ତି।…

କରୋନା ବିଶ୍ୱ ମହାମାରୀ ଘୋଷିତ

ନୂଆଦିଲ୍ଲୀ,୧୨ା୩: କରୋନଜନିତ ମୃତ୍ୟୁସଂଖ୍ୟା ବୁଧବାର ୪୩୦୦ ଅତିକ୍ରମ କରିଥିବାବେଳେ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ଏହାକୁ ବିଶ୍ୱ ମହାମାରୀ ଘୋଷଣା କରିଛି। ସାରା ପୃଥିବୀରେ କରୋନା ଭୂତାଣୁ ସଂକ୍ରମଣକୁ ନେଇ ଆମେ ଗଭୀର ଭାବେ ଚିନ୍ତିତ ବୋଲି ଡବ୍ଲ୍ୟୁଏଚ୍‌ଓ ମୁଖ୍ୟ ଟେଡ୍ରୋସ୍‌…

ଇଟାଲି, ଇରାନରୁ ଭାରତୀୟଙ୍କୁ ଫେରାଇ ଅଣାଯିବ

ନୂଆଦିଲ୍ଲୀ, ୧୨।୩: କରୋନା ପ୍ରଭାବିତ ଇଟାଲି, ଇରାନ ଆଦି ଦେଶରୁ ଭାରତୀୟ ନାଗରିକଙ୍କୁ ଯଥାଶୀଘ୍ର ଫେରାଇ ଅଣାଯିବା ଲାଗି କେନ୍ଦ୍ର ସରକାର ଅଗ୍ରାଧିକାର ଦେଉଥିବା ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର ପ୍ରକାଶ କରିଛନ୍ତି। ଗୁରୁବାର ସୁଦ୍ଧା ଇଟାଲିକୁ ଏକ ଡାକ୍ତରୀ ଦଳ…

୩ ହିଜବୁଲ ଆତଙ୍କବାଦୀ ଗିରଫ

ଶ୍ରୀନଗର, ୧୨।୩: ଜମ୍ମୁ-କଶ୍ମୀରର କୁପଓ୍ବାଡ଼ାରୁ ୩ ହିଜବୁଲ ମୁଜାହିଦ୍ଦିନ ଆତଙ୍କବାଦୀଙ୍କୁ ଗିରଫ କରାଯାଇଛି। ରାଜ୍ୟ ପୋଲିସ ଏବଂ ୫ ବିହାର ରେଜିମେଣ୍ଟ ପକ୍ଷରୁ ସୂଚନା ପାଇ ସ୍ଥାନୀୟ କ୍ରାଲ୍‌ପୋରା ଅଞ୍ଚଳରେ ଅତର୍କିତ ଚଢାଉ କରାଯାଇଥିଲା। ଗିରଫ ଆତଙ୍କବାଦୀ ହିଜବୁଲ କମାଣ୍ଡର ବାଶିର…

ବେଜିଂକୁ ଦୋଷଦେଲେ କେନ୍ଦ୍ରମନ୍ତ୍ରୀ

ନୂଆଦିଲ୍ଲୀ, ୧୨।୩: ଅରୁଣାଚଳ ପ୍ରଦେଶ, କେନ୍ଦ୍ରଶାସିତ ଅଞ୍ଚଳ ଜମ୍ମୁ-କଶ୍ମୀର ଓ ଲଦାଖ ଭାରତର ଅବିଚ୍ଛେଦ୍ୟ ଅଙ୍ଗ ବୋଲି ବହୁବାର ସ୍ପଷ୍ଟ ଭାବେ ଚାଇନାକୁ ବୁଝାଯାଇଛି। ତଥାପି ବେଜିଂ ଜାଣିଶୁଣି ସୀମାବିବାଦକୁ ବଢ଼ାଇବା ଲାଗି ପ୍ରୟାସ କରୁଛି ବୋଲି ବହିର୍ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ଭି.…

ଶିବକୁମାର କର୍ନାଟକ କଂଗ୍ରେସ ମୁଖ୍ୟ

ବେଙ୍ଗାଲୁରୁ, ୧୨।୩: କର୍ନାଟକ କଂଗ୍ରେସ ଅଧ୍ୟକ୍ଷ ଭାବେ ଦଳର ବରିଷ୍ଠ ନେତା ଡି. କେ. ଶିବକୁମାରଙ୍କୁ ନିଯୁକ୍ତି ମିଳିଛି। ଏହି ପଦରେ ଥିବା ଦୀନେଶ୍‌ ଗୁଣ୍ଡୁ ରାଓ ଗତବର୍ଷ ଡିସେମ୍ବରରେ ହୋଇଥିବା ଉପନିର୍ବାଚନରେ ଦଳର ଶୋଚନୀୟ ପରାଜୟ ଲାଗି ନିଜ ପଦରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?