ଜାତୀୟ

୨୦୫୦ରୁ ଅଧିକ ଥର ଅସ୍ତ୍ରବିରତି ଉଲ୍ଲଂଘନ କରିଛି ପାକିସ୍ତାନ

ନୂଆଦିଲ୍ଲୀ,୧୫।୯: ସୀମାରେ ପାକ୍‌ ଆତଙ୍କବାଦୀଙ୍କ ଅନୁପ୍ରବେଶ ଉଦ୍ୟମ ଜାରି ରହିଛି। ପାକିସ୍ତାନ ଦ୍ୱାରା ମଧ୍ୟ ଲଗାତାର ଅସ୍ତ୍ରବିରତି ଉଲ୍ଲଂଘନ କରାଯାଉଛି। ବୈଦେଶିକ ମନ୍ତ୍ରଣାଳୟ ଦ୍ୱାରା ଜାରି କରାଯାଇଥିବା ଏକ ବୟାନରେ କୁହାଯାଇଛି କି ପାକିସ୍ତାନ ସୀମାରେ ୨୦୫୦ରୁ ଅଧିକ ଥର...

ବର୍ଷା ନେଲାଣି ୨ଶହରୁ ଊର୍ଦ୍ଧ୍ୱ ଜୀବନ

ମୁମ୍ବାଇ,୧୫।୯: ମହାରାଷ୍ଟ୍ରରେ ଚଳିତ ଥର ବର୍ଷାରେ ଏପର୍ଯ୍ୟନ୍ତ ୨ଶହରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ହାଇଥିବା ବେଳେ ୬ଶହରୁ ଊର୍ଦ୍ଧ୍ୱ ପ୍ରାଣୀଙ୍କର ମଧ୍ୟ ମୃତ୍ୟୁ ହୋଇଥିବା କୁହାଯାଉଛି। ଘରଠାରୁ ବାହାର ହସ୍ପିଟାଲ ଠାରୁ ରେଲଓ୍ବେ ଷ୍ଟେଶନ ସବୁଠି ପାଣି ଆଉ ପାଣି।...

ମୁଖ୍ୟମନ୍ତ୍ରୀଙ୍କ ପୋଷା କୁକୁରର ମୃତ୍ୟୁ, ଡାକ୍ତରଙ୍କ ନାଁରେ ମାମଲା ରୁଜୁ

ହାଇଦ୍ରାବାଦ୍‌,୧୫।୯:ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓଙ୍କ ଏକ ପୋଷା କୁକୁରର ମୃତ୍ୟୁ ଘଟିଛି। ସବୁଠୁ ଆଶ୍ଚର୍ଯ୍ୟ କଥା ହେଉଛି, ପୋଲିସ କୁକୁରକୁ ଚିକିତ୍ସା କରୁଥିବା ପଶୁ ଚିକିତ୍ସକଙ୍କ ନାଁରେ ମାମଲା ରୁଜୁ କରିଛି। ସୂଚନାଯୋଗ୍ୟ, ୧୧ ମାସର ପୋଷା କୁକୁର...

ଦିଲ୍ଲୀରୁ କଶ୍ମୀର ପର୍ଯ୍ୟନ୍ତ ଲମ୍ବିଛି ଆତଙ୍କବାଦୀଙ୍କ ଚେର

ଶ୍ରୀନଗର,୧୫।୯: କଠୁଆରୁ ଧରାପଡିଥିବା ଆତଙ୍କବାଦୀଙ୍କୁ ପଚରା ଉଚରା ପରେ ବଡ ତଥ୍ୟ ସାମ୍ନାକୁ ଆସିବ ବୋଲି ଅନୁମାନ କରାଯାଉଛି। ଏମାନେ ଜୈଶ ଆତଙ୍କବାଦୀଙ୍କ ସମ୍ପର୍କରେ କିଛି ଗୁରୁତ୍ୱପୂର୍ଣ୍ଣ ତଥ୍ୟ ଦେଇ ପାରନ୍ତି ବୋଲି ପୋଲିସ ଅନୁମାନ କରୁଛି। କାରଣ ବିଶେଷ...

ସୀମାରେ ବଢିଲା ସୁରକ୍ଷା ବ୍ୟବସ୍ଥା

ନୂଆଦିଲ୍ଲୀ,୧୫।୯: ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଓ ୩୫-ଏ ହଟାଇ ଦିଆଯିବା ପରଠାରୁ ଯଦିଓ ସେଠାରେ ସେମତିି କିଛି ଅପ୍ରିତିକର ପରିସ୍ଥିତି ସୃଷ୍ଟି ହୋଇ ନାହିଁ ତଥାପି ସୁରକ୍ଷାକର୍ମୀ ସେଠାରେ ସବୁବେଳେ କଡା ନଜର ରଖିଛନ୍ତି। ତେବେ ଏହାକୁ ନେଇ ପାକିସ୍ତାନ...

ଡିଏଲ୍‌ ପରେ ଏବେ ଆର୍‌ସି ଆସିବ ସ୍ମାର୍ଟ କାର୍ଡରେ

ଲକ୍ଷ୍ନୌ,୧୫।୯: ଉତ୍ତର ପ୍ରଦେଶ ସରକାର ଏବେ ଡ୍ରାଇଭିଂ ଲାଇସେନ୍ସ ପରେ ରେଜିଷ୍ଟ୍ରେଶନ ପ୍ରମାଣ ପତ୍ର(ଆର୍‌ସି)କୁ ବି ସ୍ମାର୍ଟ କାର୍ଡ ଭଳି କରିବାକୁ ଯାଉଛନ୍ତି। ଡିଜିଟାଲାଇଜେଶନକୁ ପ୍ରୋତ୍ସାହନ ଦେବାକୁ ଯାଇ ସରକାର ଏବେ ଏହି ପଦକ୍ଷେପ ନେଉଥିବା କୁହାଯାଉଛି। ପରିବହନ ଅଧିକାରୀଙ୍କ...

ଶରଦ ପାଓ୍ବାରଙ୍କ ପାକିସ୍ତାନ ପ୍ରେମ: କହିଲେ ପାକ୍‌କୁ ନେଇ ମୋଦି ସରକାର ମିଛ କହୁଛନ୍ତି

ନୂଆଦିଲ୍ଲୀ,୧୫।୯: ନ୍ୟାଶନାଲିଷ୍ଟ କଂଗ୍ରେସ ପାର୍ଟି(ଏନ୍‌ସିପି) ମୁଖ୍ୟ ଶରଦ ପାଓ୍ବାରଙ୍କ ପାକିସ୍ତାନ ପ୍ରେମ ଦେଖିବାକୁ ମିଳିଛି। ଶନିବାର ପାଓ୍ବାର କହିଛନ୍ତି ଶାସକ ଭାଜପା ବା ମୋଦି ସରକାର ରାଜନୈତିକ ଲାଭ ପାଇଁ ପାକିସ୍ତାନକୁ ନେଇ ମିଛ କହୁଛନ୍ତି। କାରଣ ଘଟଣା ପୁରା...

ଆମେରିକାରେ ୫୦ ହଜାର ଭାରତୀୟଙ୍କୁ ସମ୍ବୋଧିତ କରିବେ ମୋଦି

ନୂଆଦିଲ୍ଲୀ,୧୫।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିକଟରେ ଆମେରିକା ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଆସନ୍ତା ୨୨ ତାରିଖରେ ସେ ଆମେରିକାର ହୌଷ୍ଟନରେ ୫୦ ହଜାରରୁ ଊର୍ଦ୍ଧ୍ୱ ଭାରତୀୟଙ୍କୁ ସମ୍ବୋଧିତ କରିବେ ବୋଲି ଜଣାପଡିଛି। ‘Howdy Modi’ (ହାଓ ଡୁ ୟୁ...

ସୀମାକୁ ଆସିବାକୁ ଚେଷ୍ଟା କଲେ ଫେରି ପାରିବନି ପାକିସ୍ତାନ: ରାଜନାଥ

ସୁରଟ,୧୫।୯: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଶନିବାର ସୁରଟରେ ଆୟୋଜିତ ଏକ ସଭାରେ ଉଦ୍‌ବୋଧନ ଦେବା ସମୟରେ ପାକିସ୍ତାନ ଉପରେ ଖୁବ୍‌ ଗର୍ଜିଛନ୍ତି। ରାଜନାଥ କହିଛନ୍ତି ପାକିସ୍ତାନ ଯଦି ଆତଙ୍କବାଦୀଙ୍କ ହାତ ନ ଛାଡେ ତେବେ ତାକୁ ଖଣ୍ଡ ଖଣ୍ଡ...

ଗରିବଙ୍କୁ ମାଗଣା ଇଡ୍‌ଲି ପରସୁଛନ୍ତି ୭୦ ବର୍ଷୀୟା ବୃଦ୍ଧା

ଚେନ୍ନାଇ,୧୫।୯: ତାମିଲନାଡୁ ରାମେଶ୍ୱରମର ଅଗ୍ନି ତୀର୍ଥମଠାରେ ଜଣେ ୭୦ ବର୍ଷୀୟା ବୃଦ୍ଧା ଗରିବଙ୍କୁ ମାଗଣାରେ ଇଡ୍‌ଲି ଖାଇବାକୁ ଦେଇ ଏବେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ରାଣୀ ନାମକ ଏହି ବୃଦ୍ଧା ଜଣକ ରାତି ପାହିଲେ କାଠ ଚୁଲିରେ ନିଜ...

ମୃତ୍ୟୁ ପୂର୍ବରୁ ପାକିସ୍ତାନ ନିକଟରେ ଥିଲେ ହମ୍‌ଜା

ନୂଆଦିଲ୍ଲୀ,୧୫।୯: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଶନିବାର ଆତଙ୍କବାଦୀ ହମ୍‌ଜା ବିନ୍‌ ଲାଡେନଙ୍କ ମୃତ୍ୟୁ ହୋଇଥିବା ସ୍ପଷ୍ଟ କରିଥିଲେ। ଆଉ ଏବେ ଭାରତ ଏହାକୁ ନେଇ ବଡ ବୟାନ ଦେଇଛି। ଭାରତର ପ୍ରତିରକ୍ଷା ବିଶେଷଜ୍ଞ ଏସ୍‌. ପି ସିହ୍ନା କହିଛନ୍ତି,...

ବିବାଦରେ ଶାହଙ୍କ ‘ଏକ ରାଷ୍ଟ୍ର ଏକ ଭାଷା’ ପ୍ରସ୍ତାବ: ହିନ୍ଦୀକୁ ନେଇ ହୁଲସ୍ଥୂଲ

ନୂଆଦିଲ୍ଲୀ,୧୫।୯(ପି.ଟି.): ହିନ୍ଦୀ ଦିବସ ପାଳନ ଅବସରରେ ଶନିବାର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହ ‘ଗୋଟିଏ ଦେଶ ଗୋଟିଏ ଭାଷା’ ସପକ୍ଷରେ ମତ ଦେଇଛନ୍ତି। ଅଧିକାଂଶ ଲୋକ ହିନ୍ଦୀରେ କଥା ହେଉଥିବାରୁ ଏହାକୁ ସାଧାରଣ ଭାଷା ଭାବେ ଗ୍ରହଣ କରାଗଲେ ସାରା ଦେଶକୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri