ଅମରିନ୍ଦରଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୋଦି
ନୂଆଦିଲ୍ଲୀ,୧୧।୩: ପଞ୍ଜାବ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସ ନେତା କ୍ୟାପଟେନ ଅମରିନ୍ଦର ସିଂଙ୍କ ୭୬ ତମ ଜନ୍ମଦିନ ଅବସରରେ ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଟୁଇଟ୍ କରି ମୋଦି ଅମରିନ୍ଦରଙ୍କ ଦୀର୍ଘ ଓ ସୁସ୍ଥ ଜୀବନ କାମନା କରିଛନ୍ତି।…
ଜ୍ୟୋତିରାଦିତ୍ୟଙ୍କ ଇସ୍ତଫା ପରେ ଟୁଇଟ୍ କଲେ ପୁଅ
ଭୋପାଳ,୧୧।୩: ମଧ୍ୟପ୍ରଦେଶର କଂଗ୍ରେସ ନେତା ଜ୍ୟୋତିରାଦିତ୍ୟ ସିନ୍ଧିଆ ମଙ୍ଗଳବାର କଂଗ୍ରେସରୁ ଇସ୍ତଫା ଦେବା ପରେ ଏବେ ରାଜନୀତି ହୋଇଛି ସରଗରମ। ଜ୍ୟୋତିରାଦିତ୍ୟଙ୍କ ଇସ୍ତଫା ପରେ ତାଙ୍କ ପୁଅ ମହାନଆର୍ଯ୍ୟମନ ଟୁଇଟ୍ କରି କହଛନ୍ତି ପିତାଙ୍କ ଏହି ନିଷ୍ପତ୍ତିକୁ ନେଇ ସେ ଗର୍ବ…
ମଧ୍ୟପ୍ରଦେଶରେ ରାଜନୈତିକ ସଙ୍କଟ: ନିଜ ନିଜ ବିଧାୟକଙ୍କୁ ଏକାଠି କରିବାରେ ଲାଗିଛନ୍ତି ଭାଜପା-କଂଗ୍ରେସ
ନୂଆଦିଲ୍ଲୀ,୧୧।୩: ହୋଲି ଉତ୍ସବ ଅବସରରେ ମଧ୍ୟପ୍ରଦେଶ ରାଜନୀତିରେ ଦେଖିବାକୁ ମିଳିଛି ଅନେକ ରଙ୍ଗ। କଂଗ୍ରେସ ଉପରେ ଅସନ୍ତୁଷ୍ଟ ହୋଇ ଜ୍ୟୋତିରାଦିତ୍ୟ ସିନ୍ଧିଆ ମଙ୍ଗଳବାର ଦଳରୁ ଇସ୍ତଫା ଦେଇଛନ୍ତି। ଏହାପରେ ଆଉ ୧୯ ବିଧାୟକ ମଧ୍ୟ ଦଳରୁ ଇସ୍ତଫା ଦେଇଥିବା ଦେଖାଯାଇଥିଲା। ଫଳରେ…
ଜ୍ୟୋତିରାଦିତ୍ୟଙ୍କୁ ଶୁଭେଚ୍ଛା ଜଣାଇଲେ ଦିଗ୍ବିଜୟ
ଭୋପାଳ,୧୧।୩: ମଧ୍ୟପ୍ରଦେଶ ରାଜନୀତି ଉପରେ ଏବେ ସାରା ଦେଶର ନଜର। ଗୋଟିଏ ପଟେ କଂଗ୍ରେସ ମୁଖ୍ୟମନ୍ତ୍ରୀ କମଳନାଥଙ୍କ ସରକାର ଭାଙ୍ଗିବାକୁ ଯାଉଥିବା ବେଳେ ଅନ୍ୟପଟେ ଭାରତୀୟ ଜନତା ପାର୍ଟି(ଭାଜପା) କଂଗ୍ରେସର ଜଣେ ଭଲ ଯୁବ ନେତାଙ୍କୁ ନିଜର କରିବାକୁ ଯାଉଥିବା ଆଲୋଚନା…
ମଧ୍ୟପ୍ରଦେଶ ରାଜନୀତି ସଙ୍କଟ: ଛୁଟି କଟାଇବାକୁ ଦିଲ୍ଲୀରେ ଭାଜପା ବିଧାୟକ
ନୂଆଦିଲ୍ଲୀ,୧୧।୩: ମଧ୍ୟପ୍ରଦେଶ ରାଜନୀତି ଏବେ ସରଗରମ। ମଙ୍ଗଳବାର କଂଗ୍ରେସ ନେତା ଜ୍ୟୋତିରାଦିତ୍ୟ ସିନ୍ଧିଆ ଦଳରୁ ଇସ୍ତଫା ଦେବା ପରେ ସୋମବାର ବିଳମ୍ବିତ ରାତିରେ କଂଗ୍ରେସ ବିଧାୟକ ଦଳର ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏହାପରେ ମଧ୍ୟପ୍ରଦେଶର କେତେଜଣ ଭାରତୀୟ ଜନତା ପାର୍ଟି(ଭାଜପା)…
ରାଜସ୍ଥାନ-ମହାରାଷ୍ଟ୍ର ଉପରେ ଭାଜପା ନଜର: ସଚିନ୍-ଦଓ୍ବେଡ଼ାଙ୍କୁ ବାଡ଼ ଡ଼ିଆଁଇବା ଯୋଜନା !
ନୂଆଦିଲ୍ଲୀ,୧୧।୩: ମଧ୍ୟପ୍ରଦେଶରେ କଂଗ୍ରେସର ମୁଖ୍ୟମନ୍ତ୍ରୀ କମଳନାଥ ସରକାରଙ୍କୁ ସଙ୍କଟରେ ପକାଇବା ପରେ ଏବେ ଭାଜପା ରାଜସ୍ଥାନ ଏବଂ ମହାରାଷ୍ଟ୍ରରେ ଅପରେଶନ୍ ଲୋଟସ୍ ଳାଗି ଯୋଜନା କରିଥିବା ରାଜନୈତିକ ସମୀକ୍ଷକ ମତପୋଷଣ କରିଛନ୍ତି। ମଧ୍ୟପ୍ରଦେଶରେ ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କ ନିଜ ପଟକୁ ଆଣିବା ପରେ…
ମଧ୍ୟପ୍ରଦେଶରେ ୫୩ ବର୍ଷ ତଳ ଘଟଣାର ପୁନରାବୃତ୍ତି: ବିଜୟାରାଜେଙ୍କ ପରେ ଏବେ ନାତି ଜ୍ୟୋତିରାଦିତ୍ୟ
ଭୋପାଳ,୧୧।୩: ମଧ୍ୟପ୍ରଦେଶରେ କଂଗ୍ରେସରୁ ଜ୍ୟୋତିରାଦିତ୍ୟ ସିନ୍ଧିଆ ଇସ୍ତଫା ଦେଇଛନ୍ତି। ଏପରି କରି ସେ ୫୩ ବର୍ଷ ତଳର ଇତିହାସ ଲୋକଙ୍କୁ ମନେ ପକାଇ ଦେଇଛନ୍ତି। ସେତେବେଳେ ବିଜୟାରାଜେ ସିନ୍ଧିଆ କଂଗ୍ରେସକୁ କ୍ଷମତାଚ୍ୟୁତ କରିଥିଲେ। ଏବେ ସେଇ ବାଟ ଆପଣେଇଛନ୍ତି ନାତି ଜ୍ୟୋତିରାଦିତ୍ୟ।…
କରୋନା ଭାଇରସର ଔଷଧକୁ ନେଇ ଗବେଷଣା କରିବ ଏମ୍ସ!
ନୂଆଦିଲ୍ଲୀ,୧୧।୩: ଅଲ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ୍ ମେଡିକାଲ ସାଇନସେସ୍(ଏମ୍ସ)ର ଡାକ୍ତରମାନେ ଅଗାମୀ ଦିନରେ କରୋନା ଭାଇରସର ଔଷଧ ଓ ଟିକାକୁ ନେଇ ଗବେଷଣା କରିବେ ବୋଲି ଜଣାପଡିଛି। ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ(ଡବ୍ଲୁଏଚ୍ଓ) ଯେଉଁ ନିର୍ଦ୍ଦେଶ ଜାରି କରିଛି ସେହି ଅନୁଯାୟୀ ଏମ୍ସର…
ଯୋଗୀ ଦେଖିବେ ବିକାଶ କାର୍ଯ୍ୟ: ହଠାତ୍ ଯେ କୌଣସି ଜିଲାରେ ଓହ୍ଲାଇବ ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର
ଲକ୍ଷ୍ନୌ,୧୦।୩ : ଚଳିତ ମାସରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ନିଜର ୩ ବର୍ଷର ଶାସନ ପୂରା କରିବେ। ଇତିମଧ୍ୟରେ ରାଜ୍ୟରେ ବିକାଶ ଯୋଜନା ଉପରେ ସରକାର ଗୁରୁତ୍ୱ ଦେଇଆସିଛନ୍ତି। ଆଉ ୨ ବର୍ଷ ପରେ ସରକାରଙ୍କୁ ବିଧାନସଭା ନିର୍ବାଚନର ସମ୍ମୁଖୀନ…
ଦଳ ବିରୋଧୀ କାର୍ଯ୍ୟ ପାଇଁ ଜ୍ୟୋତିରାଦିତ୍ୟ କଂଗ୍ରେସରୁ ବହିଷ୍କୃତ
ନୂଆଦିଲ୍ଲୀ,୧୦।୩: ମଧ୍ୟପ୍ରଦେଶରେ ଦଳ ବିରୋଧୀ କାର୍ଯ୍ୟ କରିଥିବା ଅଭିଯୋଗରେ କଂଗ୍ରେସରୁ ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କୁ ବହିଷ୍କାର କରାଯାଇଛି। ଏନେଇ କଂଗ୍ରେସର ବରିଷ୍ଠ ସଦସ୍ୟ କେ.ସି. ବେଣୁଗୋପାଳ ସୂଚନା ଦେଇଛନ୍ତି। ଜ୍ୟୋତିରାଦିତ୍ୟ ନିଜ ଇସ୍ତଫା ଦେଇ ଏହାର ଏକ ଫଟୋ ନିଜ ଟୁଇଟର ହ୍ୟାଣ୍ଡେଲର…
କେରଳରେ ୧୨ କରୋନା ସଂକ୍ରମିତ: ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ବନ୍ଦ ଶିକ୍ଷାନୁଷ୍ଠାନ
ଥିରୁଭାନନ୍ତପୁରମ,୧୦।୩: କରୋନା ଭାଇରସରେ ସଂକ୍ରମିତ ୬ ରୋଗୀ ଚିହ୍ନଟ ହେବା ପରେ ଏବେ କେରଳରେ ସଂକ୍ରମିତଙ୍କ ସଂଖ୍ୟା ପହଞ୍ଚିଛି ୧୨ରେ। ଏହାକୁ ଦୃଷ୍ଟିରେ ରଖି ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ୭ମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ କ୍ଲାସ ଓ ପରୀକ୍ଷାକୁ ମଙ୍ଗଳବାର ମୁଖ୍ୟମନ୍ତ୍ରୀ…
‘ମ୍ୟାନ ଭର୍ସେସ ଓ୍ବାଇଲ୍ଡ’ରେ ରଜନୀକାନ୍ତଙ୍କ ଲୁକ୍ସକୁ ପସନ୍ଦ କରୁଛନ୍ତି ଦର୍ଶକେ
ମୁମ୍ବାଇ,୧୦।୩: ସାଉଥ୍ ସୁପରଷ୍ଟାର ରଜନୀକାନ୍ତ ୬୯ ବର୍ଷ ବୟସରେ ବି ପ୍ରଶଂସକଙ୍କ ମନରେ ଘର କରି ରହିଛନ୍ତି। ଏବେବି ଦର୍ଶକେ ତାଙ୍କୁ ସେହି ସୁପରଷ୍ଟାର ବୋଲି ଭାବନ୍ତି। ଏଥର ‘ମ୍ୟାନ ଭର୍ସେସ ଓ୍ବାଇଲ୍ଡ’ରେ ରଜନୀକାନ୍ତଙ୍କୁ ଦେଖିବାକୁ ମିଳିବ। ଏହାର ଟିଜର ଆସିବା…

