ଜାତୀୟ

ଉତ୍ତରପ୍ରଦେଶରେ ହାଇଆଲର୍ଟ: ୧୫ ଜିଲାରେ ଇଣ୍ଟରନେଟ ବନ୍ଦ, ଲକ୍ଷ୍ନୌରେ ଏସଏମ୍‌ଏସ୍‌ ସେବା ଉପରେ ଲାଗିଲା କଟକଣା

ଲକ୍ଷ୍ନୌ,୨୭।୧୨: ସଂଶୋଧିତ ନାଗରିକତ୍ୱ ଆଇନ(ସିଏଏ)କୁ ନେଇ ଦେଶରେ ଉତ୍ତେଜନା ଥମିବାର ନାଁ ନେଉନି। ଶୁକ୍ରବାର ନମାଜ ପାଠକୁ ଶାନ୍ତିଶୃଙ୍ଖଳାର ସହ କରାଇବା ପାଇଁ ଉତ୍ତରପ୍ରଦେଶରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି। ନମାଜ ପାଠ ପୂର୍ବରୁ ରାଜ୍ୟର ୧୫ଟି ଜିଲାରେ ଇଣ୍ଟରନେଟ ସେବା…

ଉତ୍ତର ଭାରତରେ ପ୍ରବଳ ଶୀତଲହରୀ: ଟ୍ରେନ ସେବା ବ୍ୟାହତ

ନୂଆଦିଲ୍ଲୀ,୨୭।୧୨: ରାଜଧାନୀ ଦିଲ୍ଲୀ ସମେତ ସମଗ୍ର ଉତ୍ତର ଭାରତରେ ପ୍ରବଳ ଶୀତଲହରୀ ଅନୁଭୂତ ହେଉଛି। ରାଜଧାନୀ ନୂଆଦିଲ୍ଲୀରେ ସର୍ବନିମ୍ନ ତାପମାତ୍ରା ୫.୮ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଥିବାବେଳେ ସର୍ବାଧିକ ୧୩.୪ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି। ପ୍ରବଳ ଥଣ୍ଡା ଏବଂ କୁହୁଡି…

ଆନ୍ଧ୍ରପ୍ରଦେଶର ୩ ରାଜଧାନୀ ଫର୍ମୁଲା: ଆଜି ଲାଗିପାରେ ମୋହର, ଅମରାବତୀରେ ୧୪୪ ଧାରା ଜାରି

ହାଇଦ୍ରାବାଦ,୨୭।୧୨: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଜଗନ ମୋହନ ରେଡ୍ଡୀଙ୍କ ସରକାର ରାଜ୍ୟରେ ତିନି ରାଜଧାନୀ କରିବାର ଯୋଜନା ଉପରେ ଶୁକ୍ରବାର ମୋହର ଲଗାଇପାରନ୍ତି। ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ। ଏଥିରେ ରାଜ୍ୟର ୩ ରାଜଧାନୀ ଉପରେ ମୋହର ଲାଗିବାର…

୩୦ରେ ମହାରାଷ୍ଟ୍ର ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ

ମୁମ୍ବାଇ,୨୭-୧୨: ଆଗାମୀ ଡିସେମ୍ବର ୩୦ରେ ମହାରାଷ୍ଟ୍ର ମନ୍ତ୍ରିମଣ୍ଡଳର ସମ୍ପ୍ରସାରଣ କରାଯିବ। ସେହିଦିନ ମୋଟ ୩୬ ମନ୍ତ୍ରୀ ଶପଥଗ୍ରହଣ କରିବେ ବୋଲି କଂଗ୍ରେସ ସୂତ୍ରରୁ ଜଣାପଡ଼ିଛି। ଏବେ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ମନ୍ତ୍ରିମଣ୍ଡଳରେ ୬ ଜଣ ମନ୍ତ୍ରୀ ଅଛନ୍ତି। ପ୍ରଦେଶ କଂଗ୍ରେସ ମୁଖ୍ୟ…

‘ଲୋକଙ୍କୁ ବିଭ୍ରାନ୍ତ କରୁଛି କଂଗ୍ରେସ’

ନୂଆଦିଲ୍ଲୀ,୨୭-୧୨(ପି.ଟି.): ସଂଶୋଧିତ ନାଗରିକତ୍ୱ ଆଇନ (ସିଏଏ)କୁ ନେଇ କଂଗ୍ରେସ ନେତୃତ୍ୱରେ ବିରୋଧୀ ଦଳ ଦ୍ୱନ୍ଦ୍ୱ ସୃଷ୍ଟିକରିବା ସହ ଲୋକଙ୍କୁ ବିଭ୍ରାନ୍ତ କରି ରାଜଧାନୀର ବାତାବରଣକୁ ନଷ୍ଟ କରୁଛନ୍ତି ବୋଲି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ଅଭିଯୋଗ କରିଛନ୍ତି। ଗୁରୁବାର ଦିଲ୍ଲୀ ଉନ୍ନୟନ…

ମୋଦିଙ୍କୁ ‘ମିଛର ସର୍ଦ୍ଦାର’କହିଥିବା ରାହୁଲଙ୍କୁ ଭାଜପାର ସମାଲୋଚନା:ଉପା ଅମଳରେ ଗଢ଼ାହୋଇଥିଲା ଅଟକ କେନ୍ଦ୍ର

ନୂଆଦିଲ୍ଲୀ,୨୭-୧୨(ପି.ଟି.):ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ‘ମିଛର ସର୍ଦ୍ଦାର’ କହିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଭାଜପା ସମାଲୋଚନା କରିଛି। ଅଟକ କେନ୍ଦ୍ର ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀ ମିଛ କହୁଛନ୍ତି ବୋଲି ରାହୁଲ ଟୁଇଟ୍‌ କରିଥିଲେ। ରାହୁଲଙ୍କୁ ସମାଲୋଚନା କରି ଭାଜପା ମୁଖପାତ୍ର ସମ୍ବିତ୍‌ ପାତ୍ର…

ହିଂସାରେ ମୃତ ମୁସଲମାନ ଯୁବକଙ୍କ ପରିବାରକୁ ଭେଟିଲେନି ମନ୍ତ୍ରୀ

ବିଜ୍‌ନୋର,୨୭-୧୨(ପି.ଟି.):ଉତ୍ତରପ୍ରଦେଶର ଧନ୍ଦାମୂଳକ ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀ କପିଲଦେବ ଅଗ୍ରଓ୍ବାଲ ଗୁରୁବାର ହିଂସା ପ୍ରଭାବିତ ବିଜ୍‌ନୋର ଜିଲା ଗସ୍ତରେ ଯାଇଥିଲେ। ଗତ ଶୁକ୍ରବାର ସିଏଏ ବିରୋଧୀ ବିକ୍ଷୋଭ ବେଳେ ହିଂସାରେ ପ୍ରାଣ ହରାଇଥିବା ୨ ମୁସଲମାନ ଯୁବକଙ୍କ ପରିବାର ସଦସ୍ୟଙ୍କୁ…

ଗୁଜରାଟରେ ପାକ୍‌ ପଙ୍ଗପାଳ ଆତଙ୍କ

ବଡୋଦରା, ୨୬ା୧୨: ପାକିସ୍ତାନରୁ ଦଳ ଦଳ ପଙ୍ଗପାଳ ଗୁଜରାଟର ବିଭିନ୍ନ ଜିଲାରେ ପ୍ରବେଶ କରିବା ଫଳରେ ଚାଷୀଙ୍କ ନିଦ ହଜାଇ ଦେଲେଣି। ଏମାନେ ବ୍ୟାପକ ଫସଲ ଖାଇ ନଷ୍ଟ କରିଦେଉଥିବାରୁ ତା’ର ପ୍ରତିକାର ପାଇଁ କେନ୍ଦ୍ର ସରକାର ସେଠାକୁ ୧୧ଟି ଟିମ୍‌…

ବାୟାବନ୍ଧନ ଯୋଜନା ଲାଗି ଆଧାର ଅନିବାର୍ଯ୍ୟ

ନୂଆଦିଲ୍ଲୀ,୨୭-୧୨: ବରିଷ୍ଠ ନାଗରିକଙ୍କ ପେନସନ ସ୍କିମ ପ୍ରଧାନମନ୍ତ୍ରୀ ବାୟାବନ୍ଧନ ଯୋଜନା ଲାଗି ସରକାର ଆଧାରକୁ ଅନିବାର୍ଯ୍ୟ କରିଛନ୍ତି। ଏହି ଯୋଜନାରେ ୮% ନିଶ୍ଚିତ ସୁଧହାର ପ୍ରଦାନ ବ୍ୟବସ୍ଥା ରହିଛି। ଏହାକୁ ଭାରତୀୟ ଜୀବନ ବୀମା ନିଗମ(ଏଲ୍‌ଆଇସି) ପକ୍ଷରୁ କାର୍ଯ୍ୟକାରୀ କରାଯାଇଛି। କେନ୍ଦ୍ର…

ସେନାଧ୍ୟକ୍ଷଙ୍କ ସିଏଏ ମନ୍ତବ୍ୟକୁ ନେଇ ବିବାଦ:ଅବସର ବେଳେ ଅଡ଼ୁଆ

ନୂଆଦିଲ୍ଲୀ,୨୭-୧୨(ପି.ଟି.):ସିଏଏକୁ ବିରୋଧ କରିବା ଲାଗି ଯୁବବର୍ଗଙ୍କୁ ଭୁଲ୍‌ ରାସ୍ତା ଦେଖାଉଥିବା ଲୋକ ନେତା ନୁହେଁ ବୋଲି ସେନାଧ୍ୟକ୍ଷ ଜେନେରାଲ୍‌ ବିପିନ୍‌ ରାଓ୍ବତ୍‌ ଗୁରୁବାର କହିଛନ୍ତି। ଉଗ୍ର ହିଂସାକାଣ୍ଡ, ପୋଡ଼ାଜଳା କରିବା ଲାଗି ଯୁବ, ଛାତ୍ରଙ୍କୁ ଏକାଠି କରି ବାଟବଣା କରିବା ଅନୁଚିତ…

ସୂର୍ଯ୍ୟ ପରାଗ ସମୟରେ ୩ ପିଲାଙ୍କୁ ମାଟିରେ ବେକ ପର୍ଯ୍ୟନ୍ତ ପୋତାଗଲା

ବେଙ୍ଗାଲୁରୁ,୨୭।୧୨: ଆଧୁନିକ ଦୁନିଆରେ ମଧ୍ୟ ମଣିଷ ମଧ୍ୟରେ ବିଭିନ୍ନ କୁସଂସ୍କାର ଏବଂ ଅନ୍ଧବିଶ୍ୱାସ ରହିଛି। ଏହାଯୋଗୁ ବହୁ ରୋଚକ ଘଟଣାମାନ ଘଟୁଛି। ଗୁରୁବାର ସୂର୍ଯ୍ୟପରାଗ ସମୟରେ କର୍ନାଟକର କଲବୁର୍ଗୀ ଅଞ୍ଚଳର ତାଜ୍‌ ସୁଲତାନପୁର ଗାଁରେ ଏକ ସ୍ବତନ୍ତ୍ର ପୂଜାନୁଷ୍ଠାନ କରାଯାଇ ୩…

ମୋହନ ଭାଗଓ୍ବତଙ୍କ ୧୩୦ କୋଟି ହିନ୍ଦୁ ମନ୍ତବ୍ୟ: ମୁହଁ ଖୋଲିଲେ ରାମଦାସ ଉଠାଓ୍ବଲେ

ନୂଆଦିଲ୍ଲୀ,୨୬।୧୨: ଆରଏସ୍‌ଏସ୍‌ ପ୍ରମୁଖ ମୋହନ ଭାଗଓ୍ବତଙ୍କ ୧୩୦ କୋଟି ହିନ୍ଦୁ ମନ୍ତବ୍ୟ ନେଇ ରିପବ୍ଲିକ୍‌ ପାର୍ଟି ଅଫ୍‌ ଇଣ୍ଡିଆ ତଥା କେନ୍ଦ୍ରୀୟ ମନ୍ତ୍ରୀ ରାମଦାସ ଉଠାଓ୍ବଲେ ମୁହଁ ଖୋଲିଛନ୍ତି। ରାମଦାସ କହିଛନ୍ତି ଏପରି ଏକ ସମୟ ଥିଲା ସେତେବେଳେ ଭାରତରେ ବୌଦ୍ଧ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri