ଜାତୀୟ

ସୁଧୁରୁଛି ଦେଶର ଅର୍ଥବ୍ୟବସ୍ଥା: ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୧୪।୯: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀଥାରମଣ ଶନିବାର ଆୟୋଜିତ ଏକ ଖବରଦାତା ସମ୍ମିଳନୀ ଜରିଆରେ ଦେଶର ଅର୍ଥ ବ୍ୟବସ୍ଥା ସୁଧୁରୁଥିବା କହିଛନ୍ତି। ସେ ରିଅଲ୍‌ ଇଷ୍ଟେଟକୁ ଆଶ୍ୱସ୍ତି ଦେଇଛନ୍ତି। ତେବେ ମୁଦ୍ରାସ୍ଫିତି ନିୟନ୍ତ୍ରଣରେ ରହିଥିବା ଓ ଔଦ୍ୟୋଗିକ କ୍ଷେତ୍ରରେ ସୁଧାର...

ନାଚୁ ନାଚୁ ଚାଲିଗଲା ଜୀବନ

ଭୋପାଳ,୧୪।୯: ମଧ୍ୟପ୍ରଦେଶର ଶିବାନୀ ଜିଲାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ବିଳମ୍ବିତ ରାତିରେ ଜଣେ ୩୦ ବର୍ଷୀୟ ଯୁବକଙ୍କ ନାଚୁଥିବା ସମୟରେ ମୃତ୍ୟୁ ଘଟିଛି। ସେହି ସମୟରେ ରେକର୍ଡ ହୋଇଥିବା ଏକ ଭିଡିଓ ଏବେ ସୋସିଆଲ ମିଡିଆରେ...

ଭୋପାଳ ଡଙ୍ଗା ବୁଡ଼ି ଦୁର୍ଘଟଣା: ନିଜ ଜୀବନକୁ ବାଜି ଲଗାଇ ବଞ୍ଚାଇଲେ ୮ଜୀବନ

ଭୋପାଳ,୧୪।୯: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ଶୁକ୍ରବାର ଗଣପତିଙ୍କ ବିସର୍ଜନ ସମୟରେ ଏକ ଦୁର୍ଘଟଣା ଘଟିଛି। ନଦୀରେ ବୁଡ଼ି ୧୧ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ମୃତ୍ୟୁ ସଂଖ୍ୟା ଆହୁରି ବୃଦ୍ଧି ପାଇବାର ଆଶଙ୍କା କରାଯାଉଥିଲା। ହେଲେ ସେହି ସମୟରେ ଜଣେ ଯୁବକ...

କାଚ ଖାଇ ବଞ୍ଚୁଛନ୍ତି ଓକିଲ ବାବୁ

ଭୋପାଳ,୧୪।୯: ମଧ୍ୟପ୍ରଦେଶର ଡିଣ୍ଡୋରିରେ ଏକ ଆଶ୍ଚର୍ଯ୍ୟଜନକ ଦୃଶ୍ୟ ଦେଖିବାକୁ ମିଳିଛି। ଜଣେ ବ୍ୟକ୍ତି କାଚ ଖାଉଥିବାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ସୂଚନାଯୋଗ୍ୟ, ଶାହପୁରା ଗଁାରେ ରହୁଥିବା ଦୟାରାମ ସାହୁ ଗତ ୪୦ରୁ ୪୫...

୯ ବର୍ଷର କୁକୁର ‘ଡଚ୍‌’ର ମୃତ୍ୟୁରେ ଶୋକ ପ୍ରକାଶ କଲା ସେନା

ନୂଆଦିଲ୍ଲୀ,୧୪।୯: ଆର୍ମି ଇଷ୍ଟର୍ଣ୍ଣ କମାଣ୍ଡ ଶନିବାର ୯ ବର୍ଷର କୁକୁର ‘ଡଚ୍‌’ର ମୃତ୍ୟୁରେ ଶୋକ ପ୍ରକାଶ କରିଛି। ଇଷ୍ଟର୍ଣ୍ଣ କମାଣ୍ଡରେ କାର୍ଯ୍ୟରତ ଥିବା ଏହି କୁକୁର ବିଭିନ୍ନ ପ୍ରକାର ଅପରେଶନ ସମୟରେ ମୁଖ୍ୟ ଭୂମିକା ଗ୍ରହଣ କରିଥିଲା। ରାଷ୍ଟ୍ରର ସେବାରେ...

ଆଜମ ଖାଁଙ୍କୁ ସମର୍ଥନ ଦେବାକୁ ବର ବେଶରେ ପହଞ୍ଚିଲେ ସମାଜବାଦୀ ପାର୍ଟି ନେତା ଫିରୋଜ

ରାମପୁର,୧୪।୯: ସମାଜବାଦୀ ପାର୍ଟି ନେତା ତଥା ରାମପୁର ଏମ୍‌ପି ଆଜମ ଖାଁ ଏବେ ଅଡୁଆରେ ପଡିଛନ୍ତି। ଏହି ସମୟରେ ଦଳର ସବୁ ବରିଷ୍ଠ ନେତା ତାଙ୍କ ସାହସ ବଢାଇବାକୁ ତାଙ୍କ ନିକଟରେ ପହଞ୍ଚଥିବା ଜଣାପଡିଛି। ଏହି କ୍ରମରେ ସମ୍ଭଲର ସମାଜବାଦୀ...

ମୋଦିଙ୍କ ଜନ୍ମଦିନକୁ ନେଇ ଆରମ୍ଭ ହେଲା ‘ସେବା ସପ୍ତାହ’: ଏମ୍ସରୁ ସେବା ଆରମ୍ଭ କଲେ ଶାହ

ନୂଆଦିଲ୍ଲୀ,୧୪।୯: ଚଳିତବର୍ଷ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିବସ ଅବସରରେ ଭାଜପା ପକ୍ଷରୁ ‘ସେବା ସପ୍ତାହ’ ପାଳନ କରାଯାଉଛି। ଶନିବାର ଏହା ଆରମ୍ଭ କରାଯାଇଥିବା ବେଳେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ ସକାଳୁ ସକାଳୁ ଦିଲ୍ଲୀ ସ୍ଥିତ ଅଲ୍‌ ଇଣ୍ଡିଆ ଇନଷ୍ଟଚ୍ୟୁଟ ଅଫ୍‌...

ହାଜିପୁର ସେକ୍ଟରରେ ୨ ପାକ୍‌ ସେନା ନିହତ

ନୂଆଦିଲ୍ଲୀ,୧୪।୯: ସୀମାରେ ପାକିସ୍ତାନ ସେନା ଅସ୍ତ୍ରବିରତି ଉଲ୍ଲଂଘନ କରିବାର କଡା ଜବାବ ଦେଇଛି ଭାରତୀୟ ସେନା। ଏଥର ଭାରତୀୟ ସେନା ୨ ପାକିସ୍ତାନୀ ସେନାଙ୍କୁ ନିହତ କରିଛନ୍ତି। ଆଉ ଏହି ନିହତ ସେନାଙ୍କ ମୃତ ଶରୀରକୁ ପାକ୍‌ ସେନା ଧଳା...

ଏନ୍‌ଆର୍‌ସି ତାଲିକାରୁ ବାଦ୍‌ ପଡିଥିବା ଲୋକଙ୍କ ପାଇଁ ନିର୍ମାଣ ହେଲା ଡିଟେନଶନ ସେଣ୍ଟର

ଗୁଆହାଟି,୧୪।୯: ଆସାମର ନ୍ୟାଶନାଲ ରେଜିଷ୍ଟର ଅଫ୍‌ ସିଟିଜନ(ଏନ୍‌ଆର୍‌ସି) ତାଲିକାରୁ ପ୍ରାୟ ୧୯ ଲକ୍ଷ ଲୋକଙ୍କୁ ବାଦ୍‌ ଦିଆଯାଇଛି। ହେଲେ ଏମାନଙ୍କୁ ତୁରନ୍ତ ବିଦେଶୀ ଘୋଷିତ ନ କରାଯାଇ ଏଥିପାଇଁ କିଛି ସମୟ ଦିଆଯାଇଛି। ହେଲେ ଏହାପରେ ଯେଉଁମାନଙ୍କୁ ବିଦେଶୀ ଘୋଷଣା...

୨୫ ହାଇକୋର୍ଟରେ ଗଡୁଛି ୪୩ ଲକ୍ଷ ମାମଲା: ୪୧୪ ବିଚାରପତି ପଦବୀ ଖାଲି

ନୂଆଦିଲ୍ଲୀ,୧୪ା୯(ପି.ଟି.): ଦେଶର ୨୫ ହାଇକୋର୍ଟରେ ୪୧୪ ବିଚାରପତି ପଦବୀ ଖାଲି ପଡ଼ିଛି, ଯାହାକି ଅଦ୍ୟାବଧି ସର୍ବାଧିକ ବୋଲି ଆଇନ ମନ୍ତ୍ରଣାଳୟର ତଥ୍ୟରୁ ଜଣାପଡ଼ିଛି। ସେପ୍ଟେମ୍ବର ୧ରେ ମିଳିଥିବା ତଥ୍ୟାନୁସାରେ ହାଇକୋର୍ଟଗୁଡ଼ିକରେ ୧,୦୭୯ ବିଚାରପତିଙ୍କୁ ନିଯୁକ୍ତି ଲାଗି ପାଇଁ ମଞ୍ଜୁର ହୋଇଥିବାବେଳେ...

ୟୁଏନ୍‌ଏଚ୍‌ଆର୍‌ସିର ୪୭ ସଦସ୍ୟ: ୫୮ ରାଷ୍ଟ୍ରକୁ ଧନ୍ୟବାଦ ଦେଲେ ଇମ୍ରାନ୍‌

ନୂଆଦିଲ୍ଲୀ,୧୪ା୯: ଜାତିସଂଘ ମାନବାଧିକାର ପରିଷଦ (ୟୁଏନ୍‌ଏଚ୍‌ଆର୍‌ସି)ର ମୋଟ ସଦସ୍ୟ ସଂଖ୍ୟା ୪୭ ଥିବାବେଳେ ପାକିସ୍ତାନକୁ ୫୮ ରାଷ୍ଟ୍ର ସମର୍ଥନ ଦେଇଥିବା ସେଠାର ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ ଦାବି କରିଛନ୍ତି। ଏହି ମନ୍ତବ୍ୟକୁ ନେଇ ସୋସିଆଲ ମିଡିଆରେ ଇମ୍ରାନ୍‌ଙ୍କୁ ହଟହଟା ହେବାକୁ...

ଦିଲ୍ଲୀ ବିଶ୍ୱବିଦ୍ୟାଳୟ ଛାତ୍ରସଂସଦ ନିର୍ବାଚନ: ଏବିଭିପି ହାତରେ ୩ ପଦବୀ

ନୂଆଦିଲ୍ଲୀ,୧୪ା୯(ପି.ଟି.): ଦିଲ୍ଲୀ ବିଶ୍ୱବିଦ୍ୟାଳୟ ଛାତ୍ର ସଂସଦ ନିର୍ବାଚନ ଫଳାଫଳ ଶୁକ୍ରବାର ପ୍ରକାଶ ପାଇଛି। ଆର୍‌ଏସ୍‌ଏସ୍‌ ସ୍ବୀକୃତିପ୍ରାପ୍ତ ଛାତ୍ର ସଂଗଠନ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ (ଏବିଭିପି) ପ୍ରାର୍ଥୀ ସଭାପତି ସମେତ ୩ଟି ପଦବୀରେ ବିଜୟୀ ହୋଇଥିବାବେଳେ ସମ୍ପାଦକ ପଦବୀରେ କଂଗ୍ରେସ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri