ସଂସଦରେ ପ୍ରଦୂଷଣକୁ ନେଇ ଚର୍ଚ୍ଚା: ବୁଝିପାରିଲେନି ସାଧାରଣ କୃଷକ
ନୂଆଦିଲ୍ଲୀ,୨୨।୧୧: ରାଜଧାନୀ ଦିଲ୍ଲୀର ପ୍ରଦୂଷଣକୁ ନେଇ ଏଥର ଗୃହରେ ହଟ୍ଟଗୋଳ କରିଛନ୍ତି ବିରୋଧି। ତେବେ ହରିୟାଣା, ପଞ୍ଜାବ ଓ ଏହାର ଆଖପାଖରେ କୃଷକମାନେ ନଡା ଜାଳୁଥିବାରୁ ଏହାଦ୍ୱାରା ଦିଲ୍ଲୀର ପ୍ରଦୂଷଣ ବଢୁଛି ବୋଲି କୁହାଯାଉଥିଲା। ଏହାକୁ ନେଇ ଏଥର ସଂସଦର ଶୀତ…
ଶିବସେନାକୁ ମିଳିପାରେ ମୁଖ୍ୟମନ୍ତ୍ରୀ ଏନ୍ସିପିକୁ ସ୍ବରାଷ୍ଟ୍ର
ମୁମ୍ବାଇ,୨୨।୧୧: କିଛିଦିନ ହେବ ମହାରାଷ୍ଟ୍ରରେ ସରକାର ଗଠନକୁ ଦେଇ ମୁମ୍ବାଇରୁ ଦିଲ୍ଲୀ ପର୍ଯ୍ୟନ୍ତ ଚାଲିଥିବା ମାରାଥନ ବୈଠକର ଅନ୍ତ ଘଟିଛି ବୋଲି କୁହାଯାଉଛି। ଶୁକ୍ରବାର ହୋଇଥିବା ବୈଠକରେ ଶିବସେନା ମୁଖ୍ୟମନ୍ତ୍ରୀ, ଏନ୍ସିପି ସ୍ବରାଷ୍ଟ୍ର ଓ କଂଗ୍ରେସକୁ ରାଜସ୍ବ ବିଭାଗ ମିଳିବ ବୋଲି…
କଂଗ୍ରେସର ଗୋଡ଼ ଟାଣୁଛନ୍ତି ନିରୁପମ
ମୁମ୍ବାଇ,୨୨।୧୧: ମହାରାଷ୍ଟ୍ରରେ ଶିବସେନା ଏବେ ଏନ୍ସିପି ଓ କଂଗ୍ରେସ ସହ ମେଣ୍ଟ କରି ସରକାର ଗଠନ କରିବାକୁ ପ୍ରସ୍ତୁତ ହେଉଛି। ଏତିକି ବେଳେ କିନ୍ତୁ କଂଗ୍ରେସର ଗୋଡ଼ ଟାଣୁଛନ୍ତି ଦଳର ନେତା ସଞ୍ଜୟ ନିରୁପମ। ଗୋଟିଏ ଦିନ ପୂର୍ବରୁ ଏହାକୁ ନେଇ…
ଶିବସେନା ମେୟରଙ୍କୁ ଶୁଭେଚ୍ଛା ଜଣାଇଲେ ଉଦ୍ଧବ
ମୁମ୍ବାଇ,୨୨।୧୧: ମହାରାଷ୍ଟ୍ର ରାଜନୀତିକୁ ନେଇ ସବୁଠି ଚର୍ଚ୍ଚା ଚାଲିଥିବା ବେଳେ ଶୁକ୍ରବାର ମୁମ୍ବାଇ ମେୟର ଭାବେ ନିର୍ବାଚନ ଜିତିଛନ୍ତି ଶିବସେନା ପ୍ରାର୍ଥୀ କିଶୋରୀ ପେଡନେକର। ଦେଶର ସବୁଠାରୁ ଧନୀ ନଗର ନିଗମ ଭାବେ ପରିଚିତ ମୁମ୍ବାଇ ନଗର ନିଗମରୁ କିଶୋରି ନିର୍ବାଚିତ…
୮୦ ବର୍ଷରେ ପଦାର୍ପଣ କଲେ ମୁଲାୟମ ସିଂ ଯାଦବ
ଲକ୍ଷ୍ନୌ,୨୨।୧୧: ସମାଜବାଦୀ ପାର୍ଟି ନେତା ତଥା ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଲାୟମ ସିଂ ଯାଦବ ଆଜି ୮୦ ବର୍ଷରେ ପଦାର୍ପଣ କରିଛନ୍ତି। ନେତାଜୀଙ୍କୁ ଶୁଭେଚ୍ଛା ଜଣାଇବା ପାଇଁ ତାଙ୍କ ବାସଭବନରେ ଦଳୀୟ କର୍ମୀଙ୍କ ଭିଡ ଜମିଛି। ସମାଜବାଦୀ ପାର୍ଟି ମୁଖ୍ୟାଳୟଠାରୁ…
କୋଲକାତାରେ ପହଞ୍ଚିଲେ ଶେଖ୍ ହସିନା, ଗାଙ୍ଗୁଲି କଲେ ସ୍ବାଗତ
କୋଲକାତା,୨୨।୧୧: ଭାରତ ଏବଂ ବାଂଲାଦେଶ ମଧ୍ୟରେ ଶୁକ୍ରବାରଠାରୁ ଐତିହାସିକ ଇଡେନ ଗାର୍ଡେନ୍ସ ମୈଦାନରେ ଦିବାରାତ୍ର ଟେଷ୍ଟ ଖେଳାଯିବ। ଏହାକୁ ନେଇ ଦର୍ଶକଙ୍କ ମଧ୍ୟରେ ଉତ୍କଣ୍ଠା ଦେଖାଯାଉଛି। ଏହି ମ୍ୟାଚ୍କୁ ଉପଭୋଗ କରିବା ପାଇଁ ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହସିନା କୋଲକାତାରେ ପହଞ୍ଚିଛନ୍ତି।…
ଡ୍ରେସ୍, ଆଇଡି କାର୍ଡ ଧରି ମାତୋଶ୍ରୀରେ ପହଞ୍ଚୁଛନ୍ତି ଶିବସେନା ବିଧାୟକ
ମୁମ୍ବାଇ,୨୨।୧୧:ମହାରାଷ୍ଟ୍ରରେ ନୂଆ ସରକାର ଗଠନକୁ ନେଇ ଶୁକ୍ରବାର ଚୂଡାନ୍ତ ନିଷ୍ପତି ନିଆଯିବାର ସମ୍ଭାବନା ରହିଛି। ଆଜି କଂଗ୍ରେସ-ଏନସିପି ସହ ଶିବସେନା ଗୁରୁତ୍ୱପୂର୍ଣ୍ଣ ବୈଠକ କରିବ। ଏହାପୂର୍ବରୁ ଶିବସେନା ଅଧ୍ୟକ୍ଷ ଉଦ୍ଧବ ଠାକ୍ରେଙ୍କ ଅଧ୍ୟକ୍ଷତାରେ ଏକ ଦଳୀୟ ବୈଠକ ଅନୁଷ୍ଠିତ ହେବାକୁ ଯାଉଛି।…
କେନ୍ଦ୍ର ସରକାର ପୁଡୁଚେରୀକୁ ଟ୍ରାନ୍ସଜେଣ୍ଡର ଘୋଷଣା କରିଦିଅନ୍ତୁ: ଭି.ନାରାୟଣସାମୀ
ପୁଡୁଚେରୀ,୨୨।୧୧:କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଛନ୍ତି ପୁଡୁଚେରୀ ମୁଖ୍ୟମନ୍ତ୍ରୀ ଭି. ନାରାୟଣସାମୀ। ଯେତେବେଳେ ଯାହା ମନ ହେଉଛି ସରକାର ଆମ ଉପରେ ସେହି ହିସାବରେ ବ୍ୟବହାର କରୁଛନ୍ତି। ତାଠାରୁ ଭଲ ପୁଡୁଚେରୀକୁ ସରକାର ଟ୍ରାନ୍ସଜେଣ୍ଡର ରାଜ୍ୟ ଘୋଷଣା କରିଦିଅନ୍ତୁ। ଏବେ ସ୍ଥିତି ଏପରି…
ଉଦ୍ଧବ ଠାକ୍ରେ ହୋଇପାରନ୍ତି ମୁଖ୍ୟମନ୍ତ୍ରୀ: ସଞ୍ଜୟ କହିଲେ, ସ୍ବାଭିମାନ ପାଇଁ କିଛି ସମ୍ପର୍କରୁ ବାହାରିଯିବା ଆବଶ୍ୟକ
ମୁମ୍ବାଇ,୨୨।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବଚନ ଫଳାଫଳ ଆସିବାର ମାସେ ପୂରିଥିଲେ ମଧ୍ୟ ରାଜ୍ୟରେ ସରକାର କିଏ ଗଠନ କରିବ ତାହା ଏପର୍ଯ୍ୟନ୍ତ ନିଷ୍ପତି ହୋଇପାରିନାହିଁ। ସଂଖ୍ୟା ଅଭାବରୁ ଭାଜପା ସରକାର ଗଠନ କରିବାକୁ ମନା କରିବା ପରେ ଶିବସେନା, ଏନସିପି ଓ…
୩ ବର୍ଷରେ ମୋଦିଙ୍କ ବିଦେଶ ଗସ୍ତ ପାଇଁ ଚାର୍ଟର୍ଡ ବିମାନ ଖର୍ଚ୍ଚ ୨୫୫ କୋଟି ଟଙ୍କା
ନୂଆଦିଲ୍ଲୀ,୨୨।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଗତ ତିନି ବର୍ଷରେ ବିଦେଶ ଗସ୍ତ ପାଇଁ ଚାର୍ଟର୍ଡ ବିମାନ ଖର୍ଚ୍ଚ ୨୫୫ କୋଟି ଟଙ୍କା ହୋଇଛି। କେନ୍ଦ୍ର ବର୍ହିିର୍ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ଭି ମୁରଲୀଧରନ ରାଜ୍ୟ ସଭାରେ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି, ୨୦୧୬-୧୭ରେ…
କେନ୍ଦ୍ର ସରକାରରେ ୭ ଲକ୍ଷ ପଦବୀ ଖାଲି
ନୂଆଦିଲ୍ଲୀ,୨୨-୧୧(ପି.ଟି.):କେନ୍ଦ୍ର ସରକାରଙ୍କ ବିଭିନ୍ନ ବିଭାଗରେ ପାଖାପାଖି ୭ ଲକ୍ଷ ପଦବୀ ଖାଲିପଡିଥିବା ରାଜ୍ୟ ସଭାରେ କେନ୍ଦ୍ରମନ୍ତ୍ରୀ ଜିତେନ୍ଦ୍ର ସିଂ କହିଛନ୍ତି। ଗତବର୍ଷ ମାର୍ଚ୍ଚ ୧ ସୁଦ୍ଧା ବିଭିନ୍ନ ବିଭାଗରେ ମୋଟ ୬ ଲକ୍ଷ ୮୩ ହଜାର ୮୨୩ ପଦବୀ ଖାଲି ରହିଛି।…
କଂଗ୍ରେସ ଅଟକାଇଥିଲା ଅଯୋଧ୍ୟା ରାୟ
ମାନିକା/ଲୋହାରଡ଼ାଗା,୨୨-୧୧(ପି.ଟି.):କଂଗ୍ରେସ ଅଯୋଧ୍ୟା ରାୟକୁ ସୁପ୍ରିମକୋର୍ଟରେ ଅଟକାଇଥିଲା ଓ ଜମ୍ମୁ-କଶ୍ମୀର ପ୍ରସଙ୍ଗକୁ ଝୁଲାଇ ରଖିଥିଲା ବୋଲି ଗୁରୁବାର ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ୍ ଶାହ ସମାଲୋଚନା କରିଛନ୍ତି। ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ପ୍ରଚାରରେ ଯାଇ ଶାହ ମାନିକା ଓ ଲୋହାରଡ଼ାଗା ସଭାରେ କହିଛନ୍ତି,…
Archives


