ପ୍ରବଳ ବର୍ଷା: ରକ୍ଷା ପାଇବା ପାଇଁ ଲୋକେ ପାଳନ କଲେ ବେଙ୍ଗବେଙ୍ଗୁଲୀ ଛାଡ଼ପତ୍ର ପରମ୍ପରା
ଭୋପାଳ,୧୨।୯: ମଧ୍ୟପ୍ରଦେଶରେ ପ୍ରବଳ ବର୍ଷା ଲାଗି ରହିଛି। ଏଥିରୁ ରକ୍ଷା ପାଇଁ ଲୋକେ ସ୍ଥାନୀୟ ଏକ ମନ୍ଦିରରେ ବେଙ୍ଗବେଙ୍ଗୁଲୀଙ୍କ ଛାଡ଼ପତ୍ର ପରମ୍ପରା ପାଳନ କରିଛନ୍ତି। ପୂର୍ବରୁ ଏଠାରେ ଜୁଲାଇ ୧୯ରେ ବର୍ଷା ଲାଗି ବେଙ୍ଗବେଙ୍ଗୁଲୀଙ୍କ ବାହାଘର ପରମ୍ପରା ପାଳନ କରାଯାଇଥିଲା।...
ମୁମ୍ବାଇରେ ଗଣପତି ବିସର୍ଜନ ପାଇଁ ସୁରକ୍ଷାରେ ରହିବେ ୫୦ ହଜାରରୁ ଊର୍ଦ୍ଧ୍ୱ ପୋଲିସ ଅଧିକାରୀ
ମୁମ୍ବାଇ,୧୨।୯: ମହାରାଷ୍ଟ୍ରରେ ସବୁଠାରୁ ବଡ ପର୍ବ ଗଣେଶ ପୂଜା ଖୁବ୍ ଧୁମ୍ଧାମ୍ରେ ପାଳନ କରାଯାଉଥିବା ବେଳେ ୧୦ ଦିନ ପରେ ଏଠାରେ ବିଘ୍ନବିନାଶକଙ୍କୁ ବିସର୍ଜନ କରାଯାଇଥାଏ। ବୁଧବାରଠାରୁ ଏହା ଆରମ୍ଭ କରାଯାଇଛି। ଏହାପାଇଁ ମୁମ୍ବାଇ ପୋଲିସ ଓ ବିଏମ୍ସି ପକ୍ଷରୁ...
ନିଜର ଶ୍ରାଦ୍ଧକର୍ମ ସମୟରେ ଘରକୁ ଫେରିଲେ ବ୍ୟକ୍ତି: ସୋସିଆଲ୍ ମିଡ଼ିଆରେ ଭାଇରାଲ
ପାଟନା,୧୨।୯: ବିହାର ମୁଜାଫରପୁର ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଯାଇଥିବା ମନେକରି ପରିବାର ସଦସ୍ୟ ଶ୍ରାଦ୍ଧକର୍ମ କରୁଥିଲେ। ତେବେ ସମ୍ପୃକ୍ତ ବ୍ୟକ୍ତି ଜଣକ ଏହି ସମୟରେ ଘରକୁ ବାହୁଡ଼ିଛନ୍ତି। ସ୍ଥାନୀୟ ମୁଶହରି ଥାନା...
ବଂଶୀ ଥେରାପିରେ ଭଲ ହେଉଛି ଗୋମାତାଙ୍କ ରୋଗ, ବଢୁଛି ଦୁଗ୍ଧ ଉତ୍ପାଦନ
ଜମ୍ମୁ,୧୨।୯: ଜମ୍ମୁ-କଶ୍ମୀରର ଏକ ଗୋଶାଳାରେ ଗୋମାତାଙ୍କୁ ସୁସ୍ଥ ରଖିବାକୁ ଏକ ଅଭିନବ ଉପାୟ ପ୍ରୟୋଗ କରାଯାଉଛି। ଏଠାରେ ଗୋମାତାଙ୍କ ଚିକିତ୍ସା କରାଯିବା ସହ ସେମାନଙ୍କୁ ବଂଶୀ ଥେରାପି ଦିଆଯାଉଛି। ଫଳରେ ଏମାନଙ୍କ ସ୍ବାସ୍ଥ୍ୟରେ ପରିବର୍ତ୍ତନ ଆସିବା ସହ ଏମାନେ ଅଧିକ...
ଅମେଠି-ରାୟବରେଲିର ୫ ରେଳ ଷ୍ଟେଶନରେ ମିଳିବ ଓ୍ବାଇ ଫାଇ ସୁବିଧା
ଅମେଠି,୧୨।୯:କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନି ଅମେଠି-ରାୟବରେଲିର ୫ଟି ରେଳ ଷ୍ଟେଶନରେ ଓ୍ବାଇ ଫାଇ ସୁବିଧାର ଶୁଭାରମ୍ଭ କରିଛନ୍ତି। ବୁଧବାର ଇରାନି ସେଠାକୁ ତାଙ୍କର ଦୁଇ ଦିବସୀୟ ଗସ୍ତରେ ଯିବା ସମୟରେ ଏହି ଘୋଷଣା କରିଛନ୍ତି। ଏହି ସମୟରେ ସେ ଅମେଠି-ରାୟବରେଲି ରେଳଖଣ୍ଡର...
ଲଦାଖରେ ପୁଣି ଭାରତୀୟ ଯବାନ-ଚାଇନା ସୈନ୍ୟ ମୁହାଁମୁହିଁ
ନୂଆଦିଲ୍ଲୀ,୧୨।୯: ଲଦାଖରେ ପୁଣିଥରେ ଭାରତୀୟ ଯବାନ ଓ ଚାଇନା ସୈନ୍ୟ ମୁହାଁମୁହିଁ ହୋଇଛନ୍ତି। ପୋଙ୍ଗା ହ୍ରଦର ଉତ୍ତର ପାର୍ଶ୍ୱରେ ଭାରତୀୟ ଯବାନ ପାଟ୍ରୋଲିଂ କରୁଥିବା ସମୟରେ ଚାଇନା ସୈନ୍ୟଙ୍କ ସହିତ ସେମାନେ ମୁହାଁମୁହିଁ ହୋଇଥିଲେ। ଏନେଇ ଦୁଇପକ୍ଷଙ୍କ ମଧ୍ୟରେ ଉତ୍ତେଜନା...
ବିକ୍ରମ ଲ୍ୟାଣ୍ଡରକୁ ‘ହେଲୋ’ ବାର୍ତ୍ତା ପଠାଇଲା ନାସା
ଓ୍ବାଶିଂଟନ,୧୨।୯: ଭାରତର ଚନ୍ଦ୍ରୟାନ-୨ ମିଶନ ୯୫ ପ୍ରତିଶତ ସଫଳ ହୋଇଛି। ବିକ୍ରମ ଲ୍ୟାଣ୍ଡରକୁ ଇସ୍ରୋ ଚିହ୍ନଟ କରିଥିଲେ ମଧ୍ୟ କୌଣସି ଯୋଗାଯୋଗ ସ୍ଥାପନ ହୋଇପାରୁନି। ସେଥି ପାଇଁ ଇସ୍ରୋ ନାସାର ସହାୟତା ଲୋଡ଼ିଛି। ନାସା ବିକ୍ରମ ଲ୍ୟାଣ୍ଡର ପାଖକୁ ‘ହେଲୋ’(...
ଫାରୁକ୍ଙ୍କ ମୁକ୍ତି ପାଇଁ ସୁପ୍ରିମକୋର୍ଟ ଗଲେ ଭାଇକୋ
ନୂଆଦିଲ୍ଲୀ,୧୨ା୯(ପି.ଟି.): ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ଗୃହବନ୍ଦୀ ଥିବା ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଫାରୁକ୍ ଅବ୍ଦୁଲ୍ଲାଙ୍କୁ ମୁକ୍ତ କରିବା ପାଇଁ ବୁଧବାର ରାଜ୍ୟ ସଭା ସଦସ୍ୟ ତଥା ଏମ୍ଡିଏମ୍କେ ଅଧ୍ୟକ୍ଷ ଭାଇକୋ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। କେନ୍ଦ୍ର ସରକାର...
ଶପଥ ନେଲେ ହିମାଚଳ ରାଜ୍ୟପାଳ
ଶିମ୍ଲା,୧୨ା୯(ପି.ଟି.): ପୂର୍ବତନ କେନ୍ଦ୍ରମନ୍ତ୍ରୀ ବନ୍ଦାରୁ ଦତ୍ତାତ୍ରେୟ ବୁଧବାର ହିମାଚଳ ପ୍ରଦେଶର ୨୭ତମ ରାଜ୍ୟପାଳ ଭାବେ ଶପଥ ନେଇଛନ୍ତି। ହିମାଚଳ ପ୍ରଦେଶ ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ୍ ଧରମଚାନ୍ଦ୍ ଚୌଧରୀ ତାଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି। ୭୨ ବର୍ଷୀୟ...
ଟ୍ୟାଙ୍କବିଧ୍ୱଂସୀ କ୍ଷେପଣାସ୍ତ୍ର ପରୀକ୍ଷା ସଫଳ
ନୂଆଦିଲ୍ଲୀ,୧୨ା୯(ଆଇଏଏନ୍ଏସ୍): ପ୍ରତିରକ୍ଷା ଗବେଷଣା ବିକାଶ ସଂଗଠନ(ଡିଆର୍ଡି) ବୁଧବାର ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ଟ୍ୟାଙ୍କବିଧ୍ୱଂସୀ କ୍ଷେପଣାସ୍ତ୍ର (ଏମ୍ପିଏଟିଜିଏମ୍) ସଫଳତାର ସହ ପରୀକ୍ଷା କରିଛି। ଆନ୍ଧ୍ରପ୍ରଦେଶର କୁର୍ନୁଲଠାରେ ପରୀକ୍ଷା କରାଯାଇଥିବା ଏହି ତୃତୀୟ ପିଢ଼ିର କ୍ଷେପଣାସ୍ତ୍ର ଯଥେଷ୍ଟ ହାଲୁକା ହୋଇଥିବାରୁ ଜଣେ ବ୍ୟକ୍ତି...
ରାଜ୍ୟ ସଭା ସଦସ୍ୟଙ୍କ ଆୟକୁ ନେଇ ଏଡିଆର୍ ରିପୋର୍ଟ: ଶେୟାରରୁ ମିଳୁଛି କୋଟି କୋଟି ଟଙ୍କା
ନୂଆଦିଲ୍ଲୀ, ୧୨ା୯ (ପି.ଟି.): ରାଜ୍ୟ ସଭା ସଦସ୍ୟମାନେ ବେଳେବେଳେ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା ନ କରି ସିଧା ପାର୍ଲାମେଣ୍ଟକୁ ଯାଇଥାନ୍ତି। ଏମିତିକି ରାଜନୈତିକ ସ୍ବାର୍ଥସାଧନ ଲାଗି ଏହି ଆସନ ବିକ୍ରି ମଧ୍ୟ କରାଯାଉଥିବା ଅଭିଯୋଗ ହୋଇଛି। ପାର୍ଲାମେଣ୍ଟକୁ ଆସିବା ପରେ ଏହି...
ରାତୁଲଙ୍କ ଇଡି ରିମାଣ୍ଡ ୫ ଦିନ ବଢ଼ିଲା
ନୂଆଦିଲ୍ଲୀ,୧୨ା୯(ପି.ଟି.): ଅଗୁସ୍ତା ଓ୍ବେଷ୍ଟଲାଣ୍ଡ ହେଲିକପ୍ଟର କିଣା ଦୁର୍ନୀତି ସହ ସମ୍ପୃକ୍ତ ମନିଲଣ୍ଡରିଂ ମାମଲାରେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ କମଳନାଥଙ୍କ ପୁତୁରା ରାତୁଲ ପୁରୀଙ୍କ ଇଡି ହାଜତ ମିଆଦକୁ ଦିଲ୍ଲୀର ଏକ ଅଦାଲତ ବୁଧବାର ଆଉ ୫ ଦିନ ବୃଦ୍ଧି କରିଛନ୍ତି। ଗତ...
Archives


