ଜାତୀୟ

‘ନ୍ୟାୟ କିଣାଯାଇପାରିବନି’

ନୂଆଦିଲ୍ଲୀ,୧୨ା୯(ପି.ଟି.): ନ୍ୟାୟକୁ ଏଭଳି ଢଙ୍ଗରେ କିଣାଯାଇପାରିବ ନାହିଁ ବୋଲି ବୁଧବାର ଭିଭିଆଇପି ହେଲିକପ୍ଟର ଦୁର୍ନୀତି ମାମଲାର ଶୁଣାଣି ବେଳେ ଉତ୍ତେଜିତ ସୁପ୍ରିମକୋର୍ଟ ଖଣ୍ଡପୀଠ କହିଛନ୍ତି। କଳାଧନ ଆଇନ ସମ୍ପର୍କିତ ଏକ ମାମଲାରେ ଖଣ୍ଡପୀଠ ଅଭିଯୁକ୍ତ ଗୌତମ ଖୈତାନଙ୍କ ଉପରେ ବର୍ଷିଥିଲେ।...

ଏଲ୍‌ଓସିରେ ପାକ୍‌ ସେନାର ଏଫ୍‌ଏମ୍‌ ଟ୍ରାନ୍ସମିଶନ ଷ୍ଟେଶନ: ଆତଙ୍କବାଦୀଙ୍କ ସହ କୋଡ୍‌ରେ ଯୋଗସୂତ୍ର

ନୂଆଦିଲ୍ଲୀ,୧୨ା୯(ଆଇଏଏନ୍‌ଏସ୍‌): ଜମ୍ମୁ-କଶ୍ମୀରରେ ଆକ୍ରମଣ ଘଟାଇ ଅସ୍ଥିରତା ସୃଷ୍ଟି ପାଇଁ ପାକିସ୍ତାନ ଉଦ୍ୟମ ଜାରି ରଖିଛି। ପାକିସ୍ତାନୀ ସେନା ଉପତ୍ୟକାରେ ଥିବା ଆତଙ୍କବାଦୀମାନଙ୍କୁ ଏଥିଲାଗି ଉସୁକାଉଛି। ସେମାନଙ୍କ ସହ ଯୋଗାଯୋଗର ମାଧ୍ୟମ ଭାବେ ଏଫ୍‌ଏମ୍‌ ଟ୍ରାନ୍ସମିଶନର କୋଡ୍‌କୁ ବ୍ୟବହାର କରୁଛି। ଭାରତୀୟ...

ଉନ୍ନାଓ ମାମଲା: ଏମ୍ସରେ ଶୁଣାଣି

ନୂଆଦିଲ୍ଲୀ,୧୨ା୯ (ପି.ଟି./ଆଇଏଏନ୍‌ଏସ୍‌): ଉନ୍ନାଓ ପୀଡ଼ିତା ଚିକିତ୍ସିତ ହେଉଥିବା ନୂଆଦିଲ୍ଲୀର ଏମ୍ସରେ ବୁଧବାର ‘ଇନ୍‌ କ୍ୟାମେରା’ ପ୍ରୋସିଡିଂ ଆରମ୍ଭ ହୋଇଛି। ବଳାତ୍କାର ପୀଡ଼ିତାଙ୍କ ବୟାନ ରେକର୍ଡ ପାଇଁ ସେଠାରେ ଏକ ଅସ୍ଥାୟୀ କୋର୍ଟ ପ୍ରତିଷ୍ଠା କରାଯାଇଛି। ଏମ୍ସର ଆପେକ୍ସ ଟ୍ରମା ସେଣ୍ଟରରେ...

ଟ୍ରାଫିକ ନିୟମ ବଦଳାଇଲେ ରାଜ୍ୟ ଦାୟୀ: ‘ଟଙ୍କା ନୁହେଁ ଜୀବନ ବଞ୍ଚାଇବା ଉଦ୍ଦେଶ୍ୟ’

ନୂଆଦିଲ୍ଲୀ,୧୨ା୯: ଟ୍ରାଫିକ୍‌ ନିୟମ ଉଲ୍ଲଂଘନ ପାଇଁ ଧାର୍ଯ୍ୟ ଜରିମାନା ରାଶିକୁ ହ୍ରାସ କରାଇବାକୁ ଉଦ୍ୟମ କରୁଥିବା ରାଜ୍ୟ ଏହାର ପରିଣାମ ପାଇଁ ଦାୟୀ ରହିବେ ବୋଲି କେନ୍ଦ୍ର ପରିବହନ ମନ୍ତ୍ରୀ ନୀତୀନ ଗଡକରୀ ବୁଧବାର କହିଛନ୍ତି। ପାର୍ଲାମେଣ୍ଟ ସଂଶୋଧିତ ମୋଟରଯାନ...

ଆଣ୍ଠୁଗଣ୍ଠି ସମସ୍ୟା ଦୂର କରେ ଡାଲଚିନି ମିଶା କ୍ଷୀର

ଔଷଧୀୟ ଗୁଣରେ ଭରପୂର୍‌ ଡାଲଚିନ୍‌। ଅନେକ ପ୍ରକାର ରୋଗର ରାମବାଣ ଔଷଧ ଭାବେ ଏହା ପରିଚିତ। କ୍ଷୀରରେ ସାମାନ୍ୟ ଡାଲଚିନି ଗୁଣ୍ଡ ମିଶାଇ ପିଇଲେ ଶରୀରକୁ ଦ୍ୱିଗୁଣା ଫାଇଦା ମିଳିଥାଏ। ଏମିତିରେ ତ କ୍ଷୀର ପୋଷଣରେ ଭରପୂର୍‌ ଥାଏ। କିନ୍ତୁ...

ଅନ୍ୟ ଧର୍ମରେ ବିବାହ କରି ‘ମହାନ ପ୍ରେମିକ’ ହୁଅ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୧।୯: ଛତିଶଗଡ଼ର ଏକ ଅନ୍ୟ ଧାର୍ମିକ ବିବାହ ମାମଲାର ବୁଧବାର ସୁପ୍ରିମକୋର୍ଟ ଶୁଣାଣି କରିଛନ୍ତି। ମାମଲାର ଶୁଣାଣି ସମୟରେ ଯୁବକଙ୍କୁ ବିଶ୍ୱସ୍ତ ଜୀବନସାଥୀ ଓ ମହାନ ପ୍ରେମିକ ହେବାକୁ ପରାମର୍ଶ ଦେଇଛନ୍ତି କୋର୍ଟ। ସେ କହିଛନ୍ତି, ଅନ୍ୟ ଧର୍ମରେ କିମ୍ବା...

ବହିବସ୍ତାନୀ ସହ ପିଲାଙ୍କ ହାତରେ ଧନୁତୀର: ଜାଣନ୍ତୁ କାହିଁକି

ଝାଡ଼ଖଣ୍ଡର ନକ୍ସଲ୍‌ ପ୍ରଭାବିତ ଅଞ୍ଚଳ ଚାକୁଲିଆର ପୋଛପାନୀ ଗାଁରେ ଏବେ ଏହି ଅଦ୍ଭୁତ ଘଟଣା ଦେଖିବାକୁ ମିଳୁଛି। ନକ୍ସଲ୍‌ ଦାଉରୁ ରକ୍ଷା ପାଇବାକୁ ଏଠାକାର ସ୍କୁଲ୍‌ ପିଲାମାନେ ହାତରେ ତୀର କମାଣ ଧରି ପାଠ ପଢ଼ିବାକୁ ଯାଉଛନ୍ତି। ପ୍ରକୃତରେ ପିଲାଙ୍କ...

ପ୍ଲାଷ୍ଟିକ ନେଉଛି ଶହ ଶହ ପ୍ରାଣୀଙ୍କ ଜୀବନ: ରିପୋର୍ଟ

ନୂଆଦିଲ୍ଲୀ,୧୧।୯: ପ୍ରତିବର୍ଷ ପ୍ଲାଷ୍ଟିକ ଖାଇବାରୁ ଦେଶରେ ହଜାର ହଜାର ସଂଖ୍ୟାରେ କଥା କହିପାରୁ ନ ଥିବା ପ୍ରାଣୀଙ୍କ ମୃତ୍ୟୁ ହେଉଛି। ପ୍ଲାଷ୍ଟିକ ଆବର୍ଜନା ସ୍ଥଳଚର ପ୍ରାଣୀଙ୍କ ସହ ଜଳଚର ପ୍ରାଣୀଙ୍କ ମୃତ୍ୟୁର ପ୍ରମୁଖ କାରଣ ପାଲଟିଛି। ୟୁନାଇଟେଡ ନେଶନ ରିପୋର୍ଟ...

ପଶ୍ଚିମବଙ୍ଗରେ ଲାଗୁ ହେବ ନାହିଁ ନୂଆ ମୋଟରଯାନ ନିୟମ: ମମତା

କୋଲକାତା,୧୧।୯: ସମଗ୍ର ଦେଶରେ ସେପ୍ଟେମ୍ବର ୧ରୁ ନୂଆ ମୋଟରଯାନ ନିୟମ ଲାଗୁ ହୋଇଛି। ନୂତନ ନିୟମ ଅନୁସାରେ ଟ୍ରାଫିକ ନିୟମ ଉଲଂଘନ ଓ ଜରୁରୀ କାଗଜପତ୍ର ପାଇଁ ଲୋକଙ୍କୁ ମୋଟା ଅଙ୍କର ତଣ୍ଡ ଗଣିବାକୁ ପଡ଼ୁଛି। ଏହି ପରିପ୍ରେକ୍ଷୀରେ ପଶ୍ଚିମବଙ୍ଗ...

ବିବାହରେ ବରଙ୍କୁ ମଦ୍ୟପାନ କରାନ୍ତି ଶାଶୁ…

ଭାରତର ବିଭିନ୍ନ ଅଞ୍ଚଳରେ ଭିନ୍ନ ଭିନ୍ନ ପରମ୍ପରା ପ୍ରଚଳିତ। ମଧ୍ୟପ୍ରଦେଶ, ଉତ୍ତରପ୍ରଦେଶ, ଛତିଶଗଡ଼, ଝାଡ଼ଖଣ୍ଡ ଆଦି ରାଜ୍ୟରେ ବସବାସ କରୁଥିବା ବଇଗା ଜନଜାତିଙ୍କ ବିବାହରେ ଏକ ନିଆରା ପ୍ରଥା ରହିଛି। କନ୍ୟା ଘରେ ବର ପହଞ୍ଚିଲେ ଶାଶୁ ତାଙ୍କୁ ମଦ୍ୟପାନ...

ହାତରେ ଫାର୍ଶା ଧରି ନିଜ ଦଳର ନେତାଙ୍କୁ ଧମକାଇଲେ ହରିୟାଣା ମୁଖ୍ୟମନ୍ତ୍ରୀ

ଚଣ୍ଡିଗଡ଼,୧୧।୯: ହରିୟାଣା ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟରଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ମୁଖ୍ୟମନ୍ତ୍ରୀ ନିଜ ଦଳର ନେତାଙ୍କ ବେକ ଫାର୍ଶାରେ କାଟିଦେବାକୁ ଧମକ ଦେଉଥିବା ଦେଖିବାକୁ ମିଳିଛି। ସୂଚନାଯୋଗ୍ୟ, ହରିୟାଣାରେ ଆଗାମୀ ନିର୍ବାଚନକୁ ଦୃଷ୍ଟିରେ...

ଭାରତରେ ଅନୁପ୍ରବେଶ କରିବେ ୨୭୫ ଆତଙ୍କବାଦୀ

ଶ୍ରୀନଗର,୧୧।୯: ଜମ୍ମୁ-କଶ୍ମୀରରେ ଭାରତ ପାକିସ୍ତାନ ନିୟନ୍ତ୍ରଣ ରେଖାରେ ଧୀରେଧୀରେ ଉତ୍ତେଜନା ବୃଦ୍ଧି ପାଇବାରେ ଲାଗିଛି। ଏଠାରେ ଥିବା ୭ଟି ପାକିସ୍ତାନୀ ଲଞ୍ଚ୍‌ପ୍ୟାଡ୍‌ ଇତିମଧ୍ୟରେ ସକ୍ରିୟ ହୋଇଥିବା ଭାରତୀୟ ଗୋଇନ୍ଦା ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି ହୋଇଛି। ଏଠାରେ ୨୭୫...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri