ମୋଦିଙ୍କୁ ମିଳିଥିବା ଉପହାର ହେବ ନିଲାମ: ଅନ୍ଲାଇନ୍ରେ ସେପ୍ଟେମ୍ବର ୧୪ରୁ ଆରମ୍ଭ
ନୂଆଦିଲ୍ଲୀ,୧୧।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ମିଳିଥିବା ଉପହାରଗୁଡ଼ିକର ନିଲାମ କରାଯିବ। ଏହା ସେପ୍ଟେମ୍ବର ୧୪ରୁ ଅନ୍ଲାଇନ୍ରେ ଆରମ୍ଭ ହେବ ବୋଲି ସଂସ୍କୃତି ମନ୍ତ୍ରୀ ପ୍ରହଲ୍ଲାଦ ପଟେଲ ସୂଚନା ଦେଇଛନ୍ତି। ମୋଦିଙ୍କୁ ମିଳିଥିବା ୨ ହଜାର ୭ ଶହ ୭୨ଟି ଉପହାରର...
ମୁଁ ସର୍ବପ୍ରଥମେ ଜଣେ ଭାରତୀୟ,କେ.ଶିବନ୍ଙ୍କ ହୃଦୟସ୍ପର୍ଶୀ ଭିଡିଓ ଭାଇରାଲ୍
ଚେନ୍ନାଇ,୧୧।୯:ଭାରତୀୟ ମହାକାଶ ଗବେଷଣା କେନ୍ଦ୍ର(ଇସ୍ରୋ)ର ଅଧ୍ୟକ୍ଷ କେ.ଶିବନ୍ଙ୍କୁ ନେଇ ଏବେ ଚାରିଆଡେ ଚର୍ଚ୍ଚା। ଚନ୍ଦ୍ରଯାନ-୨କୁ ନେଇ ଅଧିକ ଲୋକପ୍ରିୟ ହୋଇଥିବା ଶିବନ୍ଙ୍କ ଏକ ପୁରୁଣା ଭିଡିଓ ସୋସିଆଲ୍ ମିଡିଆରେ ବେଶ୍ ଭାଇରାଲ୍ ହୋଇଛି। ଏକ ଆଞ୍ଚଳିକ ଚ୍ୟାନେଲକୁ ଦେଇଥିବା ସାକ୍ଷାତକାରରେ...
ପାକିସ୍ତାନକୁ ମୋଦିଙ୍କ ଚେତାବନୀ: ଆତଙ୍କବାଦୀ ଶରଣକାରୀଙ୍କୁ ବରଦାସ୍ତ କରାଯିବ ନାହିଁ
ମଥୁରା,୧୧।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଥୁରାରେ ଆୟୋଜିତ ପ୍ଲାଷ୍ଟିକ୍ ମୁକ୍ତ ଭାରତ ମିଶନ କାର୍ଯ୍ୟକ୍ରମରେ ବୁଧବାର ଯୋଗଦେଇ ପାକିସ୍ତାନକୁ ଚେତାବନୀ ଦେଇଛନ୍ତି। ଆତଙ୍କବାଦୀ ଶରଣକାରୀଙ୍କୁ ବରଦାସ୍ତ କରାଯିବ ନାହିଁ ବୋଲି ମୋଦି କହିଛନ୍ତି। ମୋଦି ପାକିସ୍ତାନର ନାମ ନ ନେଇ...
୩୦ ବର୍ଷ ପରେ ୪ ବାୟୁସେନା ଯବାନଙ୍କ ହତ୍ୟା ମାମଲାର ଶୁଣାଣି: ମୁଖ୍ୟ ଅଭିଯୁକ୍ତ ୟାସିନ୍ ମାଲିକ୍ଙ୍କୁ ଟାଡା କୋର୍ଟରେ ହାଜର ହେବାକୁ ନିର୍ଦ୍ଦେଶ
ଶ୍ରୀନଗର,୧୧।୯: ବାୟୁସେନା ଯବାନଙ୍କୁ ହତ୍ୟା କରାଯିବା ମାମଲାରେ ଜେକେଏଲଏଫ୍ ମୁଖ୍ୟ ତଥା ବିଚ୍ଛିନ୍ନତାବାଦୀ ନେତା ୟାସିନ୍ ମାଲିକ୍ଙ୍କୁ ହାଜର ହେବାକୁ ଜମ୍ମୁର ଟାଡା କୋର୍ଟ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ସେ ଅକ୍ଟୋବର ୧ରେ କୋର୍ଟରେ ହାଜର ହେବେ। ୩୦ ବର୍ଷ...
କେବିସି-୧୧: କୃଷକଙ୍କ ପୁଅ ହେଲେ ପ୍ରଥମ କୋଟିପତି
ନୂଆଦିଲ୍ଲୀ,୧୧।୯: ଟେଲି ଦୁନିଆର ଲୋକପ୍ରିୟ ରିଏଲିଟି ଶୋ’ ‘କୌନ ବନେଗା କରୋଡ଼ପତି’ ୧୧ତମ ସଂସ୍କରଣର ପ୍ରଥମ କୋଟିପତି ହୋଇଛନ୍ତି ଜଣେ କୃଷକଙ୍କ ପୁଅ। ବିହାରର ସରୋଜ ରାଜ୍ କୋଟିପତି ହେବା ପରେ ତାଙ୍କୁ ଶୁଭେଚ୍ଛାର ସୁଅ ଛୁଟିଛି। ‘କୌନ ବନେଗା...
ଗାଈ ବାଛୁରୀ ସହିତ ଖେଳିଲେ ମୋଦି: ସୋସିଆଲ୍ ମିଡ଼ିଆରେ ଭିଡ଼ିଓ ଭାଇରାଲ
ନୂଆଦିଲ୍ଲୀ,୧୧।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ମଥୁରାରେ ଅନୁଷ୍ଠିତ ହୋଇଥିବା ପଶୁ ଆରୋଗ୍ୟ ମେଳାରେ ଯୋଗ ଦେଇଛନ୍ତି। ଏହି ଅବସରରେ ସେ ଏକ ଗାଈକୁ ଆଉଁସିବା ସହିତ ନିକଟରେ ଥିବା ବାଛୁରୀ ସହିତ ଖେଳିଛନ୍ତି। ଏହାର ଭିଡ଼ିଓ ଏବେ ସୋସିଆଲ...
ଜରିମାନା ଦେବା ଭୟରେ ପୁଅକୁ କୋଠରୀରେ ବନ୍ଦ ରଖିଲେ ପିତା
ଆଗ୍ରା, ୧୧।୯: ଉତ୍ତର ପ୍ରଦେଶରେ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ଜରିମାନା ଦେବା ଭୟରେ ନାବାଳକ ପୁଅକୁ କୋଠରୀରେ ବନ୍ଦ କରି ରଖିଛନ୍ତି ପିତା। ନୂଆ ମୋଟର ଯାନ ଆଇନ ଲାଗୁ ହେବା ପରେ ଦେଶବ୍ୟାପୀ ଟ୍ରାଫିକ ବ୍ୟବସ୍ଥାକୁ...
ଅକ୍ଟୋବରରେ ଚାଇନା ସୀମାରେ ଭାରତୀୟ ସେନା ଓ ବାୟୁସେନାର ମିଳିତ ସମରାଭ୍ୟାସ
ନୂଆଦିଲ୍ଲୀ,୧୧।୯: ଚାଇନା ସୀମାରେ ଭାରତ ଅକ୍ଟୋବରରେ ଶକ୍ତି ପ୍ରଦର୍ଶନ କରିବ। ଅରୁଣାଚଳପ୍ରଦେଶରେ ହେବାକୁଥିବା ଏହି ମିଳିତ ସମରାଭ୍ୟାସରେ ଭାରତୀୟ ସେନା ସହିତ ବାୟୁସେନା ସାମିଲ୍ ହେବ। ଏଥିରେ ୧୭ ମାଉଣ୍ଟେନ୍ ଷ୍ଟ୍ରାଇକ୍ କୋର୍ର ୫ ହଜାରରୁ ଅଧିକ ଯବାନ ଯୋଗଦେବେ।...
ପେନ୍ ଡ୍ରାଇଭ୍ରୁ ପର୍ଦ୍ଦାଫାଶ ହେବ ସ୍ବାମୀ ଚିନ୍ମୟାନନ୍ଦଙ୍କ କଳା କାରନାମା
ନୂଆଦିଲ୍ଲୀ, ୧୧।୯:ଭାଜପା ନେତା ତଥା ପୂର୍ବତନ କେନ୍ଦ୍ର ଗୃହ ରାଜ୍ୟମନ୍ତ୍ରୀ ସ୍ବାମୀ ଚିନ୍ମୟାନନ୍ଦଙ୍କ ମୁଣ୍ଡବିନ୍ଧା ଆହୁରି ବଢିଛି। ତାଙ୍କ ନାଁରେ ଯୌନ ଶୋଷଣ ଅଭିଯୋଗ ଆସିବା ପରେ ଘଟଣାର ତଦନ୍ତ କରୁଥିବା ଏସଆଇଟି ଟିମ୍ ହାତରେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରମାଣ...
ମଥୁରାରେ ମୋଦିଙ୍କ ପ୍ଲାଷ୍ଟିକ୍ ମୁକ୍ତ ଭାରତ ମିଶନ: ବର୍ଜ୍ୟ ପଦାର୍ଥରୁ ପ୍ଲାଷ୍ଟିକ୍ ଅଲଗା କରୁଥିବା ମହିଳାଙ୍କୁ ଭେଟିଲେ
ନୂଆଦିଲ୍ଲୀ,୧୧।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ମଥୁରାରେ ପ୍ଲାଷ୍ଟିକ୍ ମୁକ୍ତ ଭାରତ ମିଶନର ଶୁଭାରମ୍ଭ କରିଛନ୍ତି। ଏହା ସହିତ ପ୍ରଧାନମନ୍ତ୍ରୀ ଏକ ପଶୁ ଆରୋଗ୍ୟ ମେଳାରେ ଯୋଗ ଦେଇ ଉପସ୍ଥିତ ଡାକ୍ତରଙ୍କୁ ଆଧୁନିକ ଚିକିତ୍ସା ପଦ୍ଧତି ସମ୍ପର୍କରେ ଉପଯୋଗୀ ସୂଚନାର...
ଟ୍ରକ ମାଲିକଙ୍କଠାରୁ ଆଦାୟ ହେଲା ୧ ଲକ୍ଷ ୪୦ ହଜାର ଟଙ୍କାର ଜରିମାନା
ନୂଆଦିଲ୍ଲୀ,୧୧।୯:ନୂଆ ମୋଟର ଯାନ ଆଇନ ଲାଗୁ ହେବା ପରେ ଦେଶବ୍ୟାପୀ ଟ୍ରାଫିକ ବ୍ୟବସ୍ଥାକୁ କଡ଼ାକଡ଼ି ପାଳନ କରାଯାଉଛି। ଦେଶର ବିଭିନ୍ନ ସ୍ଥାନରେ ଚେକିଂ କରାଯାଇ ବେଆଇନ ଗାଡ଼ି ଚାଳକମାନଙ୍କୁ ମୋଟା ଅଙ୍କର ଜରିମାନା ଲଗାଯାଉଛି। ଦିଲ୍ଲୀର ରୋହିଣୀ କୋର୍ଟ ନିକଟରେ...
ରାସ୍ତା ଜାମ୍: ଟ୍ରାଫିକ୍ ନିୟନ୍ତ୍ରଣ କଲେ ମନ୍ତ୍ରୀ ଜିତୁ ପଟଓ୍ବାରି
ଭୋପାଳ,୧୧।୯: ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ କମଲନାଥ ସରକାରରେ ମନ୍ତ୍ରୀ ଥିବା ଜିତୁ ପଟଓ୍ବାରିଙ୍କ ଏକ ଭିଡ଼ିଓ ଏବେ ସୋସିଆଲ୍ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଭିଡ଼ିଓରେ ଜିତୁ ଇନ୍ଦୋର ଅଞ୍ଚଳରେ ଏକ ଜାମ୍ ରାସ୍ତାରେ ଟ୍ରାଫିକ୍ ନିୟନ୍ତ୍ରଣ କରୁଥିବାର ଦେଖିବାକୁ ମିଳୁଛି।...
Archives


