ଜାମିଆ ଛାତ୍ରଙ୍କ ବିରୋଧ ପ୍ରଦର୍ଶନ: ମଣ୍ଡି ହାଉସ୍ରେ ୧୪୪ ଧାରା ଲାଗୁ
ନୂଆଦିଲ୍ଲୀ,୨୪।୧୨: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ସାରା ଦେଶରେ ନିଆଁ ଜଳୁଥିବା ବେଳେ ମଙ୍ଗଳବାର ଜାମିଆ କୋର୍ଡିନେଶନ କମିଟିର ଛାତ୍ରମାନେ ବିରୋଧ ପ୍ରଦର୍ଶନ କରିଛନ୍ତି। ଏଥିପାଇଁ ଜନ୍ତରମନ୍ତର ପର୍ଯ୍ୟନ୍ତ ଏକ ଶୋଭାଯାତ୍ରା ବାହାର କରିଛନ୍ତି। ତେବେ ବିରୋଧ ପ୍ରଦର୍ଶନର ସ୍ଥିତିକୁ ଦେଖି…
ଷ୍ଟାଲିନଙ୍କ ସମେତ ୮ହଜାର ଲୋକଙ୍କ ନାଁରେ ଅଭିଯୋଗ
ଚେନ୍ନାଇ,୨୪।୧୨: ତାମିଲନାଡୁର ଡିଏମ୍କେ ମୁଖ୍ୟ ଏମ୍କେ ଷ୍ଟାଲିନ ଓ ଅନ୍ୟ ୮ ହଜାର ବ୍ୟକ୍ତିଙ୍କ ନାଁରେ ମାମଲା ରୁଜୁ ହୋଇଥିବା ଜଣାପଡିଛି। ସୂଚନାଯୋଗ୍ୟ, ସୋମବାର ପୋଲିସର ବିନା ଅନୁମତିରେ ଷ୍ଟାଲିନ ଓ ତାଙ୍କ କର୍ମୀମାନେ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ବିରୋଧ…
ପ୍ରିୟଙ୍କା-ରାହୁଲଙ୍କୁ ଅଟକାଇଲା ପୋଲିସ
ମିରଟ,୨୪।୧୨: କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଓ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ମଙ୍ଗଳବାର ଉତ୍ତର ପ୍ରଦେଶର ମିରଟ ଗସ୍ତ କରିଥିଲେ। ହେଲେ ସେ ମିରଟ ପହଞ୍ଚିବା ପୂର୍ବରୁ ତାଙ୍କୁ ପୋଲିସ ଅଟକାଇଥିବା ଜଣାପଡିଛି। ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ…
ହରିୟାଣାରେ ପବନରେ ହେବ ଆଳୁ ଚାଷ
କରନାଲ,୨୪।୧୨: ସାଧାରଣତଃ ମାଟିରେ ଆଳୁ ଚାଷ ହୋଇଥାଏ। ତେବେ ଏବେ ହରିୟାଣାରେ ପବନରେ ଆଳୁ ଚାଷ କରାଯିବ। ସାଧାରଣ ଆଳୁ ତୁଳନାରେ ଏହି ପ୍ରକାର ଚାଷରେ ଉତ୍ପାଦନ ୧୦ରୁ ୧୨ ଗୁଣା ଅଧିକ ହେବ ବୋଲି କରନାଲସ୍ଥିତ ଆଳୁ ଗବେଷଣା କେନ୍ଦ୍ର…
ମୃତ ବିକ୍ଷୋଭକାରୀଙ୍କ ପରିବାରଙ୍କୁ ଭେଟିବେ ପ୍ରିୟଙ୍କା-ରାହୁଲ
ନୂଆଦିଲ୍ଲୀ,୨୪।୧୨: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ସାରା ଦେଶରେ ବିକ୍ଷୋଭ ପ୍ରଦର୍ଶନ ଚାଲିଥିବା ବେଳେ ଏଥିରେ ଉତ୍ତର ପ୍ରଦେଶରେ ସର୍ବାଧିକ ପ୍ରାୟ ୧୮ଜଣ ବିକ୍ଷୋଭକାରୀଙ୍କ ମୃତ୍ୟୁ ହୋଇଥିଲା। ମଙ୍ଗଳବାର କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଓ କଂଗ୍ରେସ ନେତା ରାହୁଲ ଗାନ୍ଧୀ…
ଯାଦବପୁର ବିଶ୍ୱବିଦ୍ୟାଳୟରେ ପୁଣି ରାଜ୍ୟପାଳଙ୍କୁ ବିରୋଧ
କୋଲକାତା,୨୪।୧୨: ପଶ୍ଚିମବଙ୍ଗ ରାଜ୍ୟପାଳ ଜଗଦୀପ ଧନଖରଙ୍କୁ ପୁଣି ଛାତ୍ରଙ୍କ ଆକ୍ରୋଶର ଶିକାର ହେବାକୁ ପଡ଼ିଛି। ମଙ୍ଗଳବାର ଯାଦବପୁର ବିଶ୍ୱବିଦ୍ୟାଳୟରେ ଆୟୋଜିତ ହୋଇଥିବା ଏକ କାର୍ଯ୍ୟକ୍ରମରେ ରାଜ୍ୟପାଳ ଯୋଗଦେବାକୁ ଯାଇଥିଲେ। କିନ୍ତୁ ସେଠାରେ ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ବିରୋଧରେ ପ୍ରଦର୍ଶନ କରୁଥିବା…
ଏଏପି ବିଧାୟକଙ୍କ ନାଁରେ ଏତଲା
ଲକ୍ଷ୍ନୌ,୨୪।୧୨: ଆମ ଆଦ୍ମି ପାର୍ଟି (ଏଏପି) ବିଧାୟଙ୍କ ଅମାନତୁଲ୍ଲା ଖାଁ ପୁଣି ଥରେ ବିବାଦ ଘେରକୁ ଚାଲିଆସିଛନ୍ତି। ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ବିରୋଧରେ ଲୋକଙ୍କୁ ଉସୁକାଇବା ନେଇ ତାଙ୍କ ଉପରେ ଅଭିଯୋଗ ହେବା ସହ ଏତଲା ରୁଜୁ କରାଯାଇଛି। ସୋମବାର ଉତ୍ତରପ୍ରଦେଶ…
ସୋନିଆଙ୍କୁ ଶାଲ୍ ଘୋଡାଇ ଦେଲେ ରାହୁଲ
ନୂଆଦିଲ୍ଲୀ, ୨୪।୧୨: କଂଗ୍ରେସ ପକ୍ଷରୁ ମଙ୍ଗଳବାର ନାଗରିକତ୍ୱ ସଂଶୋଧନ ଆଇନ ବିରୋଧରେ ରାଜଘାଟରେ ଥିବା ମହାତ୍ମା ଗାନ୍ଧୀ ସ୍ମାରକୀ ନିକଟରେ ବିକ୍ଷୋଭ କରାଯାଇଛି। ଏଥିରେ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ, ରାହୁଲ ଗାନ୍ଧୀ ଓ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ ପ୍ରମୁଖ…
ଖତିଜା ପରଓ୍ବିନ୍ ଏବଂ ଅମରନାଥଙ୍କୁ ମିଳିଲା ଭାରତର ନାଗରିକତ୍ୱ
ନୂଆଦିଲ୍ଲୀ,୨୪।୧୨: ଦେଶରେ ସିଏଏକୁ ନେଇ ବିରୋଧ ଏବଂ ହିିଂସା ଜାରି ରହିଛି। ଇତିମଧ୍ୟରେ ଜମ୍ମୁ-କଶ୍ମୀରର ଖତିଜା ପରଓ୍ବିନ୍ ଏବଂ ଉତ୍ତରପ୍ରଦେଶରେ ବାସ କରୁଥିବା ଶରଣାର୍ଥୀ ଅମରନାଥଙ୍କୁ ଭାରତର ନାଗରିକତ୍ୱ ପ୍ରଦାନ କରାଯାଇଛି। ଖତିଜା ପାକିସ୍ତାନର ବାସିନ୍ଦା। ତେବେ ୧୯୮୦ରେ ତାଙ୍କର ବିବାହ…
‘କଂଗ୍ରେସ ମୁକ୍ତ ଭାରତ’ ପରିବର୍ତ୍ତେ ‘ଭାଜପା ମୁକ୍ତ’ ହେବାକୁ ଯାଉଛି ଦେଶ: ଶିବସେନା
ମୁମ୍ବାଇ, ୨୪।୧୨: ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନରେ ଭାଜପାର ପରାଜୟ ହୋଇଛି। ଏନେଇ ଶିବସେନା ଭାଜପାକୁ କଡ଼ା ସମାଲୋଚନା କରିଛି। ଶିବସେନା ମୁଖପତ୍ର ସାମନାରେ ଏନେଇ ଏକ ଲେଖା ପ୍ରକାଶ ପାଇଛି। ଏଥିରେ କୁହାଯାଇଛି ଯେ, ଭାଜପା ‘କଂଗ୍ରେସ ମୁକ୍ତ ଭାରତ’ ଘୋଷଣା…
ମହଙ୍ଗା ପଡ଼ିଲା ଉଦ୍ଧବଙ୍କ ବିରୋଧରେ ବିବାଦୀୟ ପୋଷ୍ଟ: ଯୁବକଙ୍କୁ ମାଡ଼ମାରି ଲଣ୍ଡା କଲେ ଶିବସେନା ସମର୍ଥକ
ମୁମ୍ବାଇ,୨୪।୧୨: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ବିରୋଧରେ ବିବାଦୀୟ ପୋଷ୍ଟ କରିବା ଜଣେ ଯୁବକଙ୍କୁ ମହଙ୍ଗା ପଡ଼ିଛି। ଶିବସେନା ସମର୍ଥକ ଉକ୍ତ ଯୁବକଙ୍କୁ ମାଡ଼ମାରିବା ସହ ଲଣ୍ଡା କରିଦେଇଥିବା ଜଣାପଡ଼ିଛି। ଏହାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।…
ଝାଡ଼ଖଣ୍ଡ ନୂଆ ବିଧାୟକ: ୫୭ କୋଟିପତି; ୪୩ଙ୍କ ବିରୋଧରେ ଆପରାଧୀକ ମାମଲା
ରାଞ୍ଚି,୨୪।୧୨: ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ଫଳାଫଳ ଘୋଷଣା ହୋଇଛି। ରାଜ୍ୟର ୮୧ ନୂଆ ବିଧାୟକଙ୍କ ମଧ୍ୟରେ ୫୭ ଜଣ କୋଟିପତି ରହିଛନ୍ତି। ସେହିପରି ୪୩ ଜଣଙ୍କ ବିରୋଧରେ ଆପରାଧୀକ ମାମଲା ରହିଛି। ନିର୍ବାଚନ ସମୟରେ ସେମାନଙ୍କ ଦ୍ୱାରା ଦାଖଲ ହୋଇଥିବା ସତ୍ୟପାଠରୁ…
Archives


