ଜାତୀୟ

ମୁହଁରେ ନିଆଁ ଦେବାକୁ ଆସିଲେନି ୨ ପୁଅ

ଯୋଡ଼ା,୯ା୧୦(ମାନସ ମହାନ୍ତି):ଜୀବନର ସମସ୍ତ ସଞ୍ଚୟ ପୁଅମାନଙ୍କୁ ଦେଇ ଶେଷ ସମୟରେ ବୃଦ୍ଧାଶ୍ରମରେ ରହୁଥିବା ବେଳେ ମୃତ୍ୟୁ ପରେ କେହି ମୁହଁରେ ନିଆଁ ଦେବାକୁ ନ ଆସିବା ଚର୍ଚ୍ଚାର ବିଷୟ ହୋଇଛି। ଅନ୍ତିମ ସଂସ୍କାର ପାଇଁ ଦୁଇ ପୁଅ ନ ଆସିବାରୁ...

‘ଅଲିମ୍ପିକ୍ସ ହକିରେ ଭାରତ ସ୍ବର୍ଣ୍ଣ ଜିତିପାରିବ’

ନୂଆଦିଲ୍ଲୀ, ୯ା୧୦ (ପି.ଟି.): ଭାରତୀୟ ପୁରୁଷ ହକି ଦଳର ଦୃଢ଼ ମନୋବଳ ଓ ପ୍ରତିଭା ରହିଛି। ତେଣୁ ଆଗାମୀ ଅଲିମ୍ପିକ୍ସ ହକିରେ ଦଳ ସ୍ବର୍ଣ୍ଣ ଜିତିପାରିବା ନେଇ ତାଙ୍କର ବିଶ୍ୱାସ ରହିଛି ବୋଲି ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରକାଶ...

୮ ବର୍ଷ ପରେ ଭାରତରେ ତାଞ୍ଜାନିଆ ରାଷ୍ଟ୍ରପତି

ନୂଆଦିଲ୍ଲୀ,୯।୧୦: ତାଞ୍ଜାନିଆ ରାଷ୍ଟ୍ରପତି ସାମିଆ ସୁଲୁହୁ ହାସନ ତିନି ଦିନିଆ ଭାରତ ଗସ୍ତରେ ଆସି ନୂଆଦିଲ୍ଲୀରେ ପହଞ୍ଚିଛନ୍ତି। ରାଷ୍ଟ୍ରପତି ପଦ ଗ୍ରହଣ କରିବା ପରେ ସାମିଆଙ୍କ ଏହା ହେଉଛି ପ୍ରଥମ ଭାରତ ଗସ୍ତ। ଏହାସହ ଆଠ ବର୍ଷ ପରେ ତାଞ୍ଜାନିଆର...

ଶିଶୁ ଏସ୍‌ଡିଜିରେ ଭାରତର ଅଗ୍ରଗତି ବିଶ୍ୱକୁ ପ୍ରଭାବିତ କରିବ: ୟୁନିସେଫ୍‌

ନୂଆଦିଲ୍ଲୀ,୯ା୧୦(ପି.ଟି.): ବୈଶ୍ୱିକ ସ୍ତରରେ ଶିଶୁ ସମ୍ପର୍କିତ ନିରନ୍ତର ବିକାଶ ଲକ୍ଷ୍ୟ (ଏସ୍‌ଡିଜି)ର ଦୁଇ-ତୃତୀୟାଂଶ ବିଫଳ ହୋଇଛି। ଏଭଳି ସ୍ଥିତିରେ ଭାରତର ଅଗ୍ରଗତି ଲକ୍ଷ୍ୟ ହାସଲ ଦିଗରେ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ୟୁନିସେଫ୍‌ ମୁଖ୍ୟ କାଥେଲିନ୍‌ ଏମ୍‌. ରୁସେଲ୍‌ କହିଛନ୍ତି। ଭାରତ...

ଖାଲକୁ ଖସିଲା ବସ୍‌: ୭ ମୃତ,୨୧ ଆହତ

ନୈନିତାଲ,୯।୧୦: ନୈନିତାଲ-କାଲାଡୁଙ୍ଗି ରାସ୍ତାରେ ହରିୟାଣାର ହିସାରରୁ ପର୍ଯ୍ୟଟକଙ୍କୁ ନେଇ ଯାଉଥିବା ଏକ ବସ ପ୍ରାୟ ୧୫୦ ମିଟର ଗଭୀର ଖାଲରେ ଖସି ପଡିଛି। ଏହି ଦୁର୍ଘଟଣାରେ ଜଣେ ଶିଶୁ ଏବଂ ୬ ଜଣ ମହିଳାଙ୍କ ସମେତ ୭ ଜଣଙ୍କର ମୃତ୍ୟୁ...

ଏଲ୍‌ଏଏଚ୍‌ଡିସି ନିର୍ବାଚନରେ ବାଜିମାରିଲା କଂଗ୍ରେସ, ନ୍ୟାଶନାଲ୍‌ କନଫରେନ୍ସ

ଶ୍ରୀନଗର,୮।୧୦: ୨୦୧୯ରେ ଧାରା ୩୭୦ ହଟାଯିବା ପରେ ଜମ୍ମୁ କଶ୍ମୀରରେ ଅନୁଷ୍ଠିତ ପ୍ରଥମ ନିର୍ବାଚନରେ କଂଗ୍ରେସ ଏବଂ ନ୍ୟାଶନାଲ୍‌ କନଫରେନ୍ସ ମିଳିତ ମେଣ୍ଟ କାର୍‌ଗିଲରେ ଲଦାଖ ସ୍ବାୟତ୍ତ ପର୍ବତୀୟ ପରିଷଦ ନିର୍ବାଚନରେ ଭାଜପାକୁ ପରାସ୍ତ କରିଛି। ୨୬ ସିଟ ବିଶିଷ୍ଟ...

ଇସ୍ରାଏଲ୍‌ରେ ଥିବା ଭାରତୀୟ ସୁରକ୍ଷିତ ଅଛନ୍ତି: ଭାରତୀୟ ଦୂତାବାସ

ଜେରୁଜେଲମ୍‌,୮ା୧୦: ହମାସ ବିଦ୍ରୋହୀ ଏବଂ ଇସ୍ରାଏଲୀ ସୈନ୍ୟଙ୍କ ମଧ୍ୟରେ ଯୁଦ୍ଧ ଚାଲିଥିବା ବେଳେ ସମ୍ପୃକ୍ତ ଅଞ୍ଚଳରେ ଉତ୍ତେଜନା ଲାଗି ରହିଛି। ତେବେ ସେଠାରେ ଥିବା ସମସ୍ତ ଭାରତୀୟ ନାଗରିକ ସୁରକ୍ଷିତ ବୋଲି ତେଲ୍‌ ଆଭିଭ୍‌ସ୍ଥିତ ଭାରତୀୟ ଦୂତାବାସ ପକ୍ଷରୁ କୁହାଯାଇଛି।...

ଭାଜପା ତୃତୀୟଥର କ୍ଷମତାକୁ ଆସିଲେ ବିପଦରେ ପଡ଼ିଯିବ ଦେଶ: କେରଳ ମୁଖ୍ୟମନ୍ତ୍ରୀ

ଥିରୁଭାନନ୍ତପୁରମ୍‌,୮।୧୦: ଭାଜପା ତୃତୀୟ ଥର କ୍ଷମତାକୁ ଆସିଲେ ଦେଶ ବିପଦରେ ପଡିଯିବ ବୋଲି କେରଳ ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନ ଚେତାବନୀ ଦେଇଛନ୍ତି। ଉତ୍ତର କେରଳର ଏକ ଜିଲାର ଏକ କାର୍ଯ୍ୟକ୍ରମରେ ଭାଜପା ନେତୃତ୍ୱାଧୀନ କେନ୍ଦ୍ର ସରକାର ଏବଂ ଆରଏସଏସକୁ ଟାର୍ଗେଟ୍‌...

ଜୀବିତପୁତ୍ରିକା ଉତ୍ସବରେ ଅଘଟଣ: ୨୪ ଘଣ୍ଟାରେ ନଦୀରେ ବୁଡ଼ିଯାଇ ୨୨ ମହିଳାଙ୍କ ମୃତ୍ୟୁ

ପାଟନା,୮ା୧୦: ବିହାରରେ ଜୀବିତପୁତ୍ରିକା ଉତ୍ସବ ପାଳନ ଅବସରରେ ଅଘଟଣ ଘଟିଛି। ନଦୀ, ପୁଷ୍କରିଣୀରେ ଗାଧୋଇବା ବେଳେ ପାଣିରେ ବୁଡ଼ିଯାଇ ୨୨ ଜଣଙ୍କ ମୃତ୍ୟୁ ଘଟିଛି। ଜୀବିତପୁତ୍ରିକା ଉତ୍ସବରେ ଭାଗନେଇଥିବା ମହିଳାମାନେ ପିଲାମାନଙ୍କ କଲ୍ୟାଣ ପାଇଁ ଉପବାସ ବ୍ରତ ପାଳନ କରିଥାନ୍ତି।...

ଦୁନିଆର ସବୁଠୁ ବଡ଼ ରୁଟି

ଜୟପୁର,୮।୧୦: ରୁଟି ପ୍ରାୟତଃ ସମସ୍ତଙ୍କ ଘରେ ତିଆରି, କିନ୍ତୁ ବିଶ୍ୱର ସର୍ବବୃହତ ରୁଟି ରାଜସ୍ଥାନର ଭିଲୱାରାଠାରେ ତିଆରି ହୋଇଛି। ଏହି ରୁଟି ତିଆରି କରିବାକୁ ଅଟା ଚକଡି ଏବଂ ବେଲିବାକୁ ପ୍ରାୟ ଦୁଇ ଘଣ୍ଟା ସମୟ ଲାଗିଥିଲା। ଏହି ରୁଟି...

ଇସ୍ରାଏଲରେ ଫସି ରହିଥିବା ଭାରତୀୟ ଶୀଘ୍ର ଫେରିବେ ସ୍ବଦେଶ, ମିନାକ୍ଷୀ କହିଲେ ପ୍ରଧାନମନ୍ତ୍ରୀ ନିଜେ ରଖିଛନ୍ତି ସ୍ଥିତି ଉପରେ ନଜର

ନୂଆଦିଲ୍ଲୀ,୮।୧୦: ଇସ୍ରାଏଲ ହମାସ ଆତଙ୍କବାଦୀଙ୍କ ବିରୋଧରେ ଯୁଦ୍ଧ ଆରମ୍ଭ କରିଛି। ଶନିବାର ସକାଳେ ହମାସ ଆତଙ୍କବାଦୀମାନେ ବହୁ ସଂଖ୍ୟକ ରକେଟ ସାହାଯ୍ୟରେ ଇସ୍ରାଏଲ ଉପରେ ଆକ୍ରମଣ କରିଥିଲେ। ଇସ୍ରାଏଲ ପକ୍ଷରୁ ମଧ୍ୟ ପ୍ରତିଶୋଧ ପରାୟଣ ପଦକ୍ଷେପ ନିଆଯାଇଥିଲା। ବର୍ତ୍ତମାନ ଇସ୍ରାଏଲରେ...

ଇସ୍ରାଏଲ ଉପରେ ହମାସର ଆକ୍ରମଣକୁ ନିନ୍ଦା କଲା କଂଗ୍ରେସ

ନୂଆଦିଲ୍ଲୀ,୮।୧୦: ଇସ୍ରାଏଲ ଉପରେ ରବିବାର ହମାସର ଆକ୍ରମଣକୁ କଂଗ୍ରେସ ସମାଲୋଚନା କରିଛି। ଏହି ପ୍ରସଙ୍ଗରେ ଭାରତୀୟ ଜନତା ପାର୍ଟି (ଭାଜପା) ଏବଂ କଂଗ୍ରେସ ମଧ୍ୟରେ ଏକ ବିତର୍କ ଆରମ୍ଭ ହୋଇଥିଲା। ବାସ୍ତବରେ,୨୦୦୪ ରୁ ୨୦୧୪ ମଧ୍ୟରେ ଭାରତ ମଧ୍ୟ ସମାନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri