ଜାତୀୟ

ବାପାଙ୍କ ପରେ କଂଗ୍ରେସ ନେତାଙ୍କ ଝିଅଙ୍କୁ ଇଡିର ନୋଟିସ୍‌

ନୂଆଦିଲ୍ଲୀ,୧୦।୯: ମନି ଲଣ୍ଡରିଂ ମାମଲାରେ ଗିରଫ ହୋଇଥିବା ବରିଷ୍ଠ କଂଗ୍ରେସ ନେତା ଡି.କେ. ଶିବକୁମାରଙ୍କ ଝିଅଙ୍କୁ ମଙ୍ଗଳବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ପକ୍ଷରୁ ନୋଟିସ୍‌ ଜାରି କରାଯାଇଛି। ଶିବକୁମାରଙ୍କ ଝିଅ ଐଶ୍ୱର୍ଯ୍ୟାଙ୍କୁ ଆସନ୍ତା ୧୨ ତାରିଖରେ ଇଡି କାର୍ଯ୍ୟାଳୟରେ ହାଜର ହେବାକୁ...

ମହରମର ଜୁଲୁସ ବାହାରିବା ସମୟରେ ଦୁର୍ଘଟଣା

ହାଇଦ୍ରାବାଦ, ୧୦।୯: ଆନ୍ଧ୍ର ପ୍ରଦେଶ କୁର୍ନଲ ଜିଲାରେ ବି ଖଣ୍ଡ୍ରାପାଡୁ ଗଁ।ରେ ସୋମବାର ବିଳମ୍ବିତ ରାତିରେ ଏକ ଦୁର୍ଘଟଣା ଘଟିଛି। ମୁସଲମାନ ସମ୍ପ୍ରଦାୟର ବଡ଼ ପର୍ବ ମହରମର ଜୁଲୁସକୁ ଦେଖିବା ପାଇଁ ଶହ ଶହ ଲୋକ ଜମା ହୋଇଥିଲେ। ଏହାକୁ...

ମାନିଲା ପାକିସ୍ତାନ: ଜମ୍ମୁ-କଶ୍ମୀର ଭାରତର

ନୂଆଦିଲ୍ଲୀ,୧୦।୯: ଶେଷରେ ପାକିସ୍ତାନ ମାନିଛି ଯେ ଜମ୍ମୁ-କଶ୍ମୀର ହେଉଛି ଭାରତର ରାଜ୍ୟ। ପାକିସ୍ତାନ ବୈଦେଶିକ ମନ୍ତ୍ରୀ ଶାହ ମେହମ୍ମୁଦ କ୍ୟୁରେସି ଜେନେଭାରେ କଶ୍ମୀରକୁ ନେଇ ଭାରତକୁ ଟାର୍ଗେଟ କରିବାକୁ ଉଦ୍ୟମ କରିଛନ୍ତି। ହେଲେ ସତ୍ୟ କ’ଣ ତାହା ତାଙ୍କ ମୁହଁରୁ...

ମିଛ ବିଇଡି ସାର୍ଟିଫିକେଟ୍‌ ଦେଇ ସରକାରୀ ଶିକ୍ଷକ ହୋଇଥିଲେ, ଏବେ ୨୦ ବର୍ଷର ଦରମା ଫେରେଇବେ

ଲକ୍ଷ୍ନୌ, ୧୦।୯: ନକଲି ବିଇଡି ସାର୍ଟିଫିକେଟ୍‌ ଦେଇ ଚାକିରି କରୁଥିଲେ। ବର୍ଷେ କି ଦୁଇ ବର୍ଷ ନୁହେଁ, ଦୀର୍ଘ ୨୦ ବର୍ଷ ସରକାରୀ ଶିକ୍ଷକ ଭାବେ ରହିବା ପରେ ଏବେ ପୋଲିସ ହାତରେ ଧରାପଡିଛନ୍ତି ଭଣ୍ଡ ଶିକ୍ଷକ ନାରାୟଣ ଯାଦବ।...

ଚାଲାଣ କାଟିବାରୁ ବଞ୍ଚିବାକୁ ଯାଇ ନୂଆ ଉପାୟ ଆପଣାଇଲେ ଯୁବକ

ଗାନ୍ଧିନଗର,୧୦।୯: ନୂଆ ମୋଟର ଯାନ ନିୟମ ଲାଗୁ ହେବା ପରଠାରୁ ସାଧାରଣ ଜନତାଙ୍କ ଚିନ୍ତା ବଢି ଯାଇଛି। କାରଣ ଏବେ ଗାଡିର ଦାମ୍‌ ଅପେକ୍ଷା ଅଧିକ ଚାଲାଣ କଟାଯାଉଥିବାରୁ ଏହା ସମସ୍ତଙ୍କର ମୁଣ୍ଡ ବ୍ୟଥାର କାରଣ ପାଲଟିଛି। ନିକଟରେ ଗୁଜରାଟ...

ଶ୍ରୀ ସାର୍‌ ସୟାଜି ଜେନରାଲ ହସ୍ପିଟାଲର ଶିଶୁ ବିଭାଗରେ ନିଆଁ

ଭଦୋଦରା,୧୦।୯: ଗୁଜୁରାଟ ଭଦୋଦରାରେ ଥିବା ଶ୍ରୀ ସାର୍‌ ସୟାଜି ଜେନରାଲ ହସ୍ପିଟାଲରେ ଥିବା ଶିଶୁ ବିଭାଗରେ ମଙ୍ଗଳବାର ନିଆଁ ଲାଗିଥିବା ସୂଚନା ମିଳିଛି। ତେବେ ଓ୍ବାର୍ଡରେ ଥିବା ସମସ୍ତ ଶିଶୁ ଓ ସେମାନଙ୍କ ସମ୍ପର୍କୀୟଙ୍କୁ ସୁରକ୍ଷିତ ଭାବେ ବାହାରକୁ ବାହାର...

ଆପତ୍ତିଜନକ ଅବସ୍ଥାରେ ପ୍ରେମୀ ଯୁଗଳଙ୍କୁ ଦେଖି ତୁରନ୍ତ ବିବାହ କରାଇଦେଲେ ଗ୍ରାମବାସୀ

ପାଟନା,୧୦।୯: ବିହାରର ସୁପୌଲ ଜିଲାରେ ଏକ ପ୍ରେମୀ ଯୁଗଳଙ୍କୁ ଆପତ୍ତିଜନକ ସ୍ଥିତିରେ ଦେଖିବା ପରେ ଗ୍ରାମବାସୀ ରାଗି ଯାଇଥିଲେ। ଆଉ ଏହାର ଫଳ ସ୍ବରୂପ ସେମାନେ ଯୋର ଜବରଦସ୍ତ ପ୍ରେମୀ ଯୁଗଳଙ୍କୁ ନିକଟରେ ଥିବା ମନ୍ଦିରକୁ ନେଇ ବିବାହ କରାଇ...

କମଲନାଥ ସରକାର ଖେଳିଲେ ଏସ୍‌ଟି କାର୍ଡ: ଶିଶୁ ଜନ୍ମରେ ଜନଜାତି ପରିବାରଙ୍କୁ ମିଳିବ ୫୦ କିଗ୍ରା ଖାଦ୍ୟାନ୍ନ

ଭୋପାଳ,୧୦।୯: ମଧ୍ୟପ୍ରଦେଶରେ କମଳନାଥ ସରକାର ଝାବୁଆ ବିଧାନସଭା ଉପନିର୍ବାଚନ ପୂର୍ବରୁ ଭୋଟରଙ୍କୁ ଆକର୍ଷିତ କରିବା ଲାଗି ଏସ୍‌ଟି କାର୍ଡ ଖେଳିଛନ୍ତି। ରାଜ୍ୟର ଜନଜାତି ବହୁଳ ୬ଟି ଜିଲା ପାଇଁ ରାଜ୍ୟ ସରକାର ମୁଖ୍ୟମନ୍ତ୍ରୀ ସହାୟତା ଯୋଜନା ଘୋଷଣା କରିଛନ୍ତି। ଏହି...

କଂଗ୍ରେସ ଛାଡିଲେ ଉର୍ମିଳା

ମୁମ୍ବାଇ,୧୦।୯: କଂଗ୍ରେସକୁ ଲାଗିଛି ବଡ ଝଟ୍‌କା। ବଲିଉଡ୍‌ ଅଭିନେତ୍ରୀ ଉର୍ମିଳା ମାତୋଣ୍ଡକର ଚଳିତ ବର୍ଷ ଲୋକ ସଭା ନିର୍ବାଚନରେ କଂଗ୍ରେସରେ ଯୋଗ ଦେଇଥିବା ବେଳେ ମାତ୍ର ମାସ କେଇଟା ଭିତରେ ଦଳ ଛାଡିଛନ୍ତି। ମଙ୍ଗଳବାର ସେ ଦଳ ଛାଡିଥିବା ଘୋଷଣା...

୨ ସପ୍ତାହ ବିଳମ୍ବରେ ଅକ୍ଟୋବର ୮ରେ ଭାରତକୁ ମିଳିବ ରାଫାଲ୍‌

ନୂଆଦିଲ୍ଲୀ,୧୦।୯: ଫ୍ରାନ୍ସର ଯୁଦ୍ଧ ବିମାନ ରାଫାଲ୍‌ ଏବେ ୨ ସପ୍ତାହ ବିଳମ୍ବରେ ଭାରତକୁ ମିଳିବ। ଏହା ଅକ୍ଟୋବର ୮ରେ ଭାରତକୁ ମିଳିବ ବୋଲି ଫ୍ରାନ୍ସ୍‌ କହିଛି। ଏହାକୁ ଭାରତୀୟ ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ ଗ୍ରହଣ କରିବେ। ପୂର୍ବରୁ ଏହା ସେପ୍ଟେମ୍ବର...

ଅଜବ ବାଳକ: ଶରୀରର କେତୋଟି ମୁଖ୍ୟ ଅଙ୍ଗ ରହିଛି ଓଲଟା

କାନପୁର,୧୦।୯: ଉତ୍ତରପ୍ରଦେଶ ବିଲହୋରରେ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ଜଣେ ନାବାଳକର ଶରୀରର କେତୋଟି ମୁଖ୍ୟ ଅଙ୍ଗ ନିର୍ଦ୍ଧିଷ୍ଟ ସ୍ଥାନରେ ନ ଥାଇ ବିପରୀତ ସ୍ଥାନରେ ଥିବା ଦେଖିବାକୁ ମିଳିଛି। ଏହାକୁ ଦେଖି ଡାକ୍ତର ଓ ପରିବାର ଲୋକେ...

ବିବାହ ପାଇଁ କନ୍ୟା ରାଜି ନ ହେବାରୁ ୪ ମହଲା ଛାତରୁ ଡେଇଁଲେ ଯୁବକ: ଭିଡିଓ ଭାଇରାଲ

ଗାନ୍ଧିନଗର,୧୦।୯: ଗୁଜରାଟର ବନସକାଣ୍ଠା ଜିଲାରେ ଘଟିଛି ଏକ ଆଶ୍ଚର୍ଯ୍ୟ କରିବା ଭଳି ଘଟଣା। ଏଠାରେ ଥିବା ପାଲନପୁରରେ ଜଣେ ଯୁବକ ୪ ମହଲା ଘରୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କରିବାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri