ଆହତ ମାଙ୍କଡକୁ ଡାକ୍ତରଖାନା ନେବା ପାଇଁ କାର୍ ପଠାଇଲେ ମାନେକା ଗାନ୍ଧୀ
ବେଙ୍ଗାଲୁରୁ,୧୮।୧୧: ଆହତ ମାଙ୍ଗଡ ସହାୟତା ଦେବା ପାଇଁ ଆଗେଇ ଆସିଛନ୍ତି ପୂର୍ବତନ କେନ୍ଦ୍ରମନ୍ତ୍ରୀ ମାନେକା ଗାନ୍ଧୀ। ଜଣେ ଖବରଦାତା ଆହତ ମାଙ୍କଡକୁ ସହାୟତା ପାଇଁ ଟୁଇଟ୍ ଯୋଗେ ମାନେକାଙ୍କ ସହାୟତା ମାଗିଥିଲେ। ଜୀବଜନ୍ତୁଙ୍କ ସୁରକ୍ଷା ପାଇଁ ସର୍ବଦା ସ୍ବର ଉତ୍ତୋଳନ କରୁଥିବା…
୫ ଶହ ବର୍ଷ ପରେ ୧୦୫ ଗାଁର ରାଜପୁତ ବାନ୍ଧିବେ ପଗଡ଼ି ପିନ୍ଧିବେ ଜୋତା
ଲକ୍ଷ୍ନୌ,୧୯।୧୧: ଅଯୋଧ୍ୟାରେ ରାମମନ୍ଦିର ନିର୍ମାଣ ପାଇଁ ସୁପ୍ରିମ୍କୋର୍ଟଙ୍କ ପକ୍ଷରୁ ରାୟ ଦିଆଯାଇଛି। ଅଯୋଧ୍ୟା ନିକଟରେ ଥିବା ପୁରା ବଜାର ବ୍ଲକ୍ ଏବଂ ଏହାର ଆଖପାଖ ଅଞ୍ଚଳର ୧୦୫ଟି ଗାଁର ସୂର୍ଯ୍ୟବଂଶୀ ରାଜପୁତ ଏବେ ପୁଣିଥରେ ମୁଣ୍ଡରେ ପଗଡ଼ି ବାନ୍ଧିବା ସହିତ ପାଦରେ…
ସିଆଚୀନ୍ ଗ୍ଲାସିୟରରେ ଭୟଙ୍କର ବରଫ ଝଡ଼: ୧୯ ହଜାର ଫୁଟ ଉଚ୍ଚରେ ୪ ଯବାନଙ୍କ ସମେତ ୬ ଶହୀଦ୍
ଜମ୍ମୁ,୧୯।୧୧: ଉତ୍ତର ଲଦାଖଠାରେ ଥିବା ସିଆଚୀନ୍ ଗ୍ଲାସିୟରରେ ଭୟଙ୍କର ବରଫ ଝଡ଼ରେ ୪ ଯବାନଙ୍କ ସମେତ ୬ ଶହୀଦ୍ ହୋଇଛନ୍ତି। ୧୯ ହଜାର ଫୁଟ ଉଚ୍ଚାରେ ଥିବା ଏହି ଗ୍ଲାସିୟରରେ ବରଫ ତଳେ ଯବାନମାନେ ପୋତି ହୋଇଯାଇଛନ୍ତି। ଶହୀଦ୍ଙ୍କ ମଧ୍ୟରେ ୨…
ଟ୍ରାଫିକ୍ ନିୟମ ବୁଝାଉଥିବା ‘ଡ୍ୟାନ୍ସିଂ ଗର୍ଲ’ଙ୍କ ଭିଡିଓ ଭାଇରାଲ
ଇନ୍ଦୋର, ୧୯।୧୧: ମଧ୍ୟ ପ୍ରଦେଶରେ ଜଣେ ଏମ୍ବିଏ ଛାତ୍ରୀଙ୍କ ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି। ଏହି ଛାତ୍ରୀ ଜଣକ ଟ୍ରାଫିକ୍ ପୋଷ୍ଟରେ ଲୋକଙ୍କୁ ଭିନ୍ନ ଢଙ୍ଗରେ ଟ୍ରାଫିକ୍ ନିୟମ ବୁଝାଉଥିବା ଦେଖିବାକୁ ମିଳିଛି। ଶୁଭି ଜୈନ ନାମକ ଏହି ଛାତ୍ରୀ…
ଯୁଦ୍ଧ ବେଳେ ଯବାନଙ୍କୁ ସାହାଯ୍ୟ କରିବ ‘ଆଇରନ୍ ମ୍ୟାନ’ ସୁଟ୍
ବାରାଣସୀ,୧୯।୧୧: ଉତ୍ତର ପ୍ରଦେଶ ବାରାଣସୀର ଯୁବକ ଅଶୋକ ଚୌରାସିଆ ଏମିତି ଏକ ସୁଟ୍ ତିଆରି କରିଛନ୍ତି ଯାହା ଏବେ ଚର୍ଚ୍ଚାକୁ ଆସିଛି। ବାରାଣସୀର ଏକ ଘରୋଇ ସଂସ୍ଥାରେ କାମ କରୁଥିବା ଅଶୋକ ଏବେ ଯୁଦ୍ଧ ବେଳେ ଯବାନମାନଙ୍କୁ ସୁରକ୍ଷା ଦେବାଭଳି ଏକ…
ଆଇରନ୍ ଲେଡିଙ୍କୁ ଶ୍ରଦ୍ଧାଞ୍ଜଳି
ନୂଆଦିଲ୍ଲୀ,୧୯।୧୧: ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ୧୦୨ତମ ଜୟନ୍ତୀ ଅବସରରେ କଂଗ୍ରେସର ଅସ୍ଥାୟୀ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି। ଏହି ଅବସରରେ ର୍ପୂବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ, ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ ଶକ୍ତି ସ୍ଥଳ ଯାଇ…
ଲତାଙ୍କ ଦେହାନ୍ତ ଗୁଜବ
ନୂଆଦିଲ୍ଲୀ,୧୯ା୧୧: ଭାରତରତ୍ନ ଲତା ମଙ୍ଗେସ୍କରଙ୍କ ଦେହାନ୍ତ ହୋଇଥିବା ନେଇ ଗୁଜବ ସୋସିଆଲ ମିଡିଆରେ ଭାଇରାଲ୍ ହେବାରେ ଲାଗିଛି। ହେଲେ ଲତା ସମ୍ପୂର୍ଣ୍ଣ ସୁସ୍ଥ ଥିବା ପରିବାର ପକ୍ଷରୁ କୁହାଯାଇଛି। ଏଭଳି ଗୁଜବ ନ ଖେଳାଇବାକୁ ପରିବାର ଲୋକେ ଅନୁରୋଧ କରିଛନ୍ତି। ୯୦…
୩ ମାସରେ ୯୫୦ ଥର ଅସ୍ତ୍ରବିରତି ଉଲ୍ଲଂଘନ
ନୂଆଦିଲ୍ଲୀ, ୧୯ା୧୧(ପି.ଟି.) ପାକିସ୍ତାନ ସୀମାରେ ବାରମ୍ବାର ଅସ୍ତ୍ରବିରତି ଉଲ୍ଲଂଘନ କରିଆସୁଛି। ଚଳିତବର୍ଷ ଗତ ଅଗଷ୍ଟରୁ ଅକ୍ଟୋବର ମାସ ମଧ୍ୟରେ ନିୟନ୍ତ୍ରଣ ରେଖା (ଏଲ୍ଓସି) ନିକଟରେ ୯୫୦ ଥର ଅସ୍ତ୍ରବିରତି ଉଲ୍ଲଂଘନ ହୋଇଥିବା ଜଣାପଡ଼ିଛି। ଗୁଳିମାଡ଼ରେ ୭ ସୁରକ୍ଷାକର୍ମୀ ଆହତ ହୋଇଥିବାବେଳେ ୩…
ମହାରାଷ୍ଟ୍ର ପାଇଁ ଅଧିକ ଆଲୋଚନା ଆବଶ୍ୟକ
ନୂଆଦିଲ୍ଲୀ,୧୯ା୧୧(ପି.ଟି.)-ମହାରାଷ୍ଟ୍ରରେ ସରକାର ଗଠନ ନେଇ ଅନିଶ୍ଚିତତାର ଅନ୍ତ ଘଟୁନାହିଁ। ଏନ୍ସିପି ନେତା ଶରଦ ପାଓ୍ବାର ସୋମବାର ସନ୍ଧ୍ୟାରେ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ତାଙ୍କ ନୂଆଦିଲ୍ଲୀ ବାସଭବନରେ ଭେଟି ୪୫ ମିନିଟ ଆଲୋଚନା କରିଥିଲେ। ସେମାନେ ମହାରାଷ୍ଟ୍ର ରାଜନୀତି ନେଇ ଆଲୋଚନା…
ରାଜ୍ୟ ସଭାର ୨୫୦ତମ ଅଧିବେଶନର ସ୍ବତନ୍ତ୍ର ଆଲୋଚନା: ରାଜ୍ୟଗୁଡ଼ିକର ସମାନ ପ୍ରତିନିଧିତ୍ୱ ପ୍ରସ୍ତାବ
ନୂଆଦିଲ୍ଲୀ,୧୯ା୧୧(ପି.ଟି.): ରାଜ୍ୟ ସଭାରେ ରାଜ୍ୟଗୁଡିକର ସମାନ ପ୍ରତିନିଧିତ୍ୱ ରହିବା ଆବଶ୍ୟକ ବୋଲି ୨୫୦ତମ ଅଧିବେଶନ ଅବସରରେ ଅନୁଷ୍ଠିତ ସ୍ବତନ୍ତ୍ର ଆଲୋଚନାରେ ଭାଗନେଇ ସଦସ୍ୟମାନେ ମତ ଦେଇଛନ୍ତି। ସେହିପରି ବିଭିନ୍ନ ପ୍ରସଙ୍ଗ ଉପରେ ବିତର୍କର ସମୟସୀମା ଧାର୍ଯ୍ୟ ନ କରିବା ପାଇଁ ମଧ୍ୟ…
ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି ପାଇଁ ଶୀତଦିନେ ଖାଆନ୍ତୁ ଏହି ରଙ୍ଗର ପନିପରିବା ଓ ଫଳ…
ଶୀତଦିନେ ଲାଲ୍ ରଙ୍ଗର ପନିପରିବା ଓ ଫଳ ଖାଇଲେ ବହୁ ଉପକାର ମିଳିଥାଏ। ଏସବୁ ପନିପରିବା ଓ ଫଳ ଶରୀରର ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି କରିଥାଏ ବୋଲି ଚିକିତ୍ସା ବିଜ୍ଞାନୀ ପରାମର୍ଶ ଦେଇଥାନ୍ତି। ତେଣୁ ଶୀତଦିନେ ବିଟ୍, ସେଓ, ଲାଲ୍…
ଡାଇବେଟିସ୍ ରୋଗୀଙ୍କ ପାଇଁ ବେଶ୍ ଉପକାରୀ ପିଜୁଳି
ଅନେକ ଲୋକ ପିଜୁଳି ଖାଇବାକୁ ପସନ୍ଦ କରିଥାନ୍ତି। ପିଜୁଳି ଖାଇବାକୁ ଯେତିକି ସ୍ବାଦିଷ୍ଟ ସ୍ବାସ୍ଥ୍ୟପାଇଁ ମଧ୍ୟ ସେତିକି ଉପକାରୀ। ଖାସ୍ ଭାବେ ମଧୁମେହ ରୋଗୀଙ୍କ ପାଇଁ ପିଜୁଳି ରାମବାଣ ସଦୃଶ ହୋଇଥାଏ। କେବଳ ଏତିକି ନୁହେଁ, ବ୍ଲଡ ସୁଗାର ପରିମାଣକୁ ନିୟନ୍ତ୍ରଣ…
Archives


