ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ
ଶ୍ରୀନଗର,୨୧।୧୨: ଜମ୍ମୁ-କଶ୍ମୀରର ଭାରତ-ପାକିସ୍ତାନ ନିୟନ୍ତ୍ରଣ ରେଖାରେ ଉତ୍ତେଜନା ଲାଗି ରହିଛି। ଶନିବାର ସ୍ଥାନୀୟ ତଙ୍ଗଧାର ସେକ୍ଟର ଏବଂ କାଞ୍ଜଲଓ୍ବାନ୍ଠାରେ ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟଗୁଡ଼ିକରୁ ଭାରତୀୟ ପୋଷ୍ଟଗୁଡିକୁ ଲକ୍ଷ୍ୟ କରି ମୋର୍ଟାର ଶେଲିଂ ମାଡ଼ ହୋଇଛି। ଏହାର ଜବାବରେ ଭାରତୀୟ ପୋଷ୍ଟଗୁଡ଼ିକରୁ ପାଲଟା…
ବଢୁଛି ସ୍ମାର୍ଟଫୋନ୍ ବ୍ୟବହାର: ବର୍ଷକୁ ୭୫ ଦିନ ନଷ୍ଟ କରୁଛନ୍ତି ଭାରତୀୟ
ନୂଆଦିଲ୍ଲୀ: ଦିନକୁ ଘଣ୍ଟା ଘଣ୍ଟା କାଳ ମୋବାଇଲ୍ ଫୋନ୍ ବ୍ୟବହାର ଶରୀରକୁ କ୍ଷତି ପହଞ୍ଚାଉଛି। ଯଦି ଏପରି ଅଭ୍ୟାସ ଜାରି ରୁହେ ତା’ହେଲେ ଆଗାମୀ ଦିନରେ ଏହା ମଣିଷର ଶାରୀରିକ ଓ ମାନସିକ ସ୍ବାସ୍ଥ୍ୟ ଉପରେ ବିଶେଷ କ୍ଷତି ପହଞ୍ଚାଇବ। ନିକଟରେ…
ଖାରଜ ହେଲା ଇନ୍ଦ୍ରାଣୀଙ୍କ ଜାମିନ ଆବେଦନ
ମୁମ୍ବାଇ,୨୧।୧୨: ସିନା ବୋରା ହତ୍ୟା ମାମଲାରେ ଇନ୍ଦ୍ରାଣୀ ମୁଖାର୍ଜୀଙ୍କ ଜାମିନ ଆବେଦନକୁ ମୁମ୍ବାଇର ସ୍ପେଶାଲ ସିବିଆଇ କୋର୍ଟ ଶୁକ୍ରବାର ଖାରଜ କରି ଦେଇଛନ୍ତି। ସ୍ବାସ୍ଥ୍ୟଗତ କାରଣ ଦର୍ଶାଇ ଇନ୍ଦ୍ରାଣୀ ଜାମିନ ଆବେଦନ କରିଥିଲେ। ହେଲେ ଏହା ପୂର୍ବରୁ ମଧ୍ୟ ସେ ଅସୁସ୍ଥତା…
ସିଏଏ ଏବଂ ଏନ୍ଆର୍ସି ପରେ ଏବେ ଏନ୍ପିଆର୍ ପାଇଁ ମୋଦି ସରକାରଙ୍କ ଯୋଜନା
ନୂଆଦିଲ୍ଲୀ,୨୧।୧୨: ନାଗରିକତା ସଂଶୋଧନ ଆଇନ (ସିଏଏ) ଏବଂ ଜାତୀୟ ନାଗରିକତା ରେଜିଷ୍ଟର (ଏନ୍ଆର୍ସି) ନେଇ ଦେଶବ୍ୟାପି ନିଆଁ ଜଳୁଛି। ପରିସ୍ଥିତି ଏପର୍ଯ୍ୟନ୍ତ ନିୟନ୍ତ୍ରଣକୁ ଆସି ନ ଥିବାବେଳେ ଏବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଜାତୀୟ ଜନସଂଖ୍ୟା ରେଜିଷ୍ଟର (ଏନ୍ପିଆର୍) ଲାଗି…
ସର୍ବ ସମ୍ମୁଖରେ ପୋଲିସ ଜୋତାକୁ ଚୁମ୍ବନ ଦେଲେ ଏମ୍ପି
ହାଇଦ୍ରାବାଦ,୨୧।୧୨: ଆନ୍ଧ୍ର ପ୍ରଦେଶର ଓ୍ବାଇଏସ୍ଆର୍ କଂଗ୍ରେସ ଦଳର ଏମ୍ପି ଗୋରନ୍ତଲା ମାଧବ ଏବେ ଚର୍ଚ୍ଚାରେ। ସେ ତେଲ୍ଗୁ ଦେଶମ ପାର୍ଟି(ଟିଡିପି) ନେତା ଜେ. ସି. ଦିବାକର ରେଡ୍ଡୀଙ୍କ ଟିପ୍ପଣୀକୁ ବିରୋଧ କରି ଅନନ୍ତପୁରମରେ ଜଣେ ପୋଲିସଙ୍କ ଜୋତା ସଫା କରିବା ସହ…
ଜଳସେଚନ ଦୁର୍ନୀତି: ଅଜିତ ପାଓ୍ବାରଙ୍କୁ ଏସିବିର କ୍ଲିନଚିଟ୍
ନାଗପୁର, ୨୧ା୧୨(ପି.ଟି.): ବହୁକୋଟି ଟଙ୍କାର ଜଳସେଚନ ଦୁର୍ନୀତି ମାମଲାରେ ମହାରାଷ୍ଟ୍ରର ଦୁର୍ନୀତି ବିରୋଧୀ ଶାଖା(ଏସିବି) ପକ୍ଷରୁ ଏନ୍ସିପିର ବରିଷ୍ଠ ନେତା ଅଜିତ ପାଓ୍ବାରଙ୍କୁ କ୍ଲିନଚିଟ୍ ଦିଆଯାଇଛି। ବମ୍ବେ ହାଇକୋର୍ଟର ନାଗପୁର ବେଞ୍ଚ୍ରେ ଦାଖଲ କରାଯାଇଥିବା ସତ୍ୟପାଠରେ ଅଜିତଙ୍କ ବିରୋଧରେ କୌଣସି ଆପରାଧିକ…
ନୌସେନାର ୭ ଅଧିକାରୀ ଗିରଫ
ନୂଆଦିଲ୍ଲୀ,୨୧ା୧୨: ପାକିସ୍ତାନ ପାଇଁ ଗୁପ୍ତଚରଗିରି କରୁଥିବା ଅଭିଯୋଗରେ ଭାରତୀୟ ନୌସେନାର ୭ ଅଧିକାରୀ ଗିରଫ ହୋଇଛନ୍ତି। ଆନ୍ଧ୍ରପ୍ରଦେଶର ଗୋଇନ୍ଦା ବିଭାଗ, ନୌସେନା ଓ କେନ୍ଦ୍ରୀୟ ସଂସ୍ଥାଗୁଡ଼ିକ ପକ୍ଷରୁ ହୋଇଥିବା ମଳିତ ଅଭିଯାନ ‘ଅପରେଶନ ଡଲଫିନ୍ସ ନୋଜ୍’ରେ ଏହି ରାକେଟର ପର୍ଦ୍ଦାଫାଶ ହୋଇଛି।…
ସ୍ବର ଚପାଇବାକୁ ବଳପ୍ରୟୋଗ
ନୂଆଦିଲ୍ଲୀ,୨୧ା୧୨: ସିଏଏକୁ ନେଇ ଦେଶବ୍ୟାପୀ ଆନ୍ଦୋଳନ ଚାଲିଥିବାବେଳେ ଲୋକଙ୍କ ସ୍ବରକୁ ଚାପିଦେବା ପାଇଁ ସରକାର ନିଷ୍ଠୁରତାର ସହ ବଳପ୍ରୟୋଗ କରୁଥିବା କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଅଭିଯୋଗ କରିଛନ୍ତି। ଭିନ୍ନମତକୁ ସରକାର ଉପେକ୍ଷା କରିବା ସହ ଏହାକୁ ଚାପିଦେବା ପାଇଁ ବଳପ୍ରୟୋଗ…
ନିର୍ଭୟା ମାମଲାକୁ ନେଇ ଆନ୍ନାଙ୍କ ମୌନବ୍ରତ
ପୁଣେ, ୨୧ା୧୨ (ପି.ଟି.): ନିର୍ଭାୟା ଗଣବଳାତ୍କାର, ହତ୍ୟା ମାମଲାର ତ୍ୱରିତ ଶୁଣାଣି ସହ ପୀଡ଼ିତାଙ୍କ ପରିବାରକୁ ଶୀଘ୍ର ନ୍ୟାୟ ପ୍ରଦାନ ଦାବିରେ ସାମାଜିକ କର୍ମୀ ଆନ୍ନା ହଜାରେ ଶୁକ୍ରବାରଠାରୁ ନିଜ ଗ୍ରାମ ମହାରାଷ୍ଟ୍ରର ରାଲେଗାଁଓ ସିଦ୍ଧିରେ ମୌନବ୍ରତ ଆରମ୍ଭ କରିଛନ୍ତି। ଏନେଇ…
ସିଏଏ ନିଅଁ।ରେ ଜଳୁଛି ଦେଶ: କେନ୍ଦ୍ର ଜାରି କଲା ୫ ସର୍ତ୍ତ
ନୂଆଦିଲ୍ଲୀ,୨୧ା୧୨(ଆଇଏଏନ୍ଏସ୍): ସଂଶୋଧିତ ନାଗରିକତ୍ୱ ଆଇନ (ସିଏଏ)କୁ ବିରୋଧ କରି ଦେଶବ୍ୟାପୀ ଆନ୍ଦୋଳନ ଜାରି ରହିଥିବାବେଳେ ଶୁକ୍ରବାର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଭାରତୀୟ ନାଗରିକତ୍ୱ ପାଇଁ ୫ଟି ସର୍ତ୍ତ ଜାରି କରିଛି। ନାଗରିକତ୍ୱ ଆଇନ,୧୯୫୫ ପ୍ରଥମ ପରିଚ୍ଛେଦ ଅନୁଯାୟୀ ଯେଉଁମାନେ ୧୯୫୦ ଜାନୁୟାରୀ ୨୬ରେ…
୪ ଆତଙ୍କବାଦୀଙ୍କୁ ମୃତ୍ୟୁ ଦଣ୍ଡାଦେଶ
ଜୟପୁର, ୨୧ା୧୨(ପି.ଟି.): ରାଜସ୍ଥାନର ଜୟପୁରରେ ୨୦୦୮ ମେ ୧୩ରେ ହୋଇଥିବା ସିରିଜ୍ ବୋମା ବିସ୍ଫୋରଣ ମାମଲାରେ ସ୍ବତନ୍ତ୍ର କୋର୍ଟ ପକ୍ଷରୁ ୪ ଦୋଷୀସାବ୍ୟସ୍ତ ଆତଙ୍କବାଦୀଙ୍କୁ ଶୁକ୍ରବାର ମୃତ୍ୟୁ ଦଣ୍ଡାଦେଶ ମିଳିଛି। ଏହି ଆତଙ୍କବାଦୀ ବିସ୍ଫୋରଣରେ ୭୧ ଜଣଙ୍କ ପ୍ରାଣହାନି ଘଟିଥିବାବେଳେ ୧୮୫…
ଜୈଶ୍ ଟାର୍ଗେଟ୍ରେ ମୋଦି
ନୂଆଦିଲ୍ଲୀ,୨୧ା୧୨(ଆଇଏଏନ୍ଏସ୍): ପାକିସ୍ତାନୀ ଆତଙ୍କବାଦୀ ସଂଗଠନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିବା ଲାଗି ଯୋଜନା କରିଛନ୍ତି। ଆସନ୍ତା ୨୨ରେ ମୋଦି ରାମଲୀଳା ମଇଦାନରେ ଭାଜପାର ଏକ ବିଶାଳ ରାଲିକୁ ସମ୍ବୋଧିତ କରିବା କାର୍ଯ୍ୟକ୍ରମ ରହିଛି। ସେଠାରେ ଜୈଶ-ଇ-ମହମ୍ମଦ (ଜେଇଏମ୍)ର ଆତଙ୍କବାଦୀ ମୋଦିଙ୍କୁ…
Archives


