ଜାତୀୟ

୨୦ତମ ପ୍ରସବ ପାଇଁ ପ୍ରଥମ ଥର ହସ୍ପିଟାଲ ଗଲେ ଲଙ୍କାବାଇ

ମୁମ୍ବାଇ,୧୦।୯: ମହାରାଷ୍ଟ୍ରର ବିଡ ଜିଲାରେ ଜଣେ ମହିଳା ୨୦ଥର ମା’ ହେବାକୁ ଯାଉଛନ୍ତି। ୩୮ବର୍ଷୀୟ ଲଙ୍କାବାଇ ୭ମାସର ଗର୍ଭବତୀ ଥିବା ବେଳେ ପ୍ରଥମ ଥର ପାଇଁ ସେ ହସ୍ପିଟାଲରେ ପ୍ରସବ କରିବାକୁ ଯାଉଛନ୍ତି। ଏହା ପୂର୍ବରୁ ସେ ୧୯ଟି ପିଲାଙ୍କୁ...

ଦିଲ୍ଲୀକୁ ଘାରିଛି ଗଞ୍ଜେଇ ନିଶା: ଏବିସିଡି ସର୍ଭେ ତାଲିକାରେ ତୃତୀୟ ସ୍ଥାନ; ମୁମ୍ବାଇ ୬ଷ୍ଠରେ

ନୂଆଦିଲ୍ଲୀ,୧୦।୯: ଦିଲ୍ଲୀ ଗଞ୍ଜେଇ ନିଶା ବ୍ୟବହାରରେ ପୃଥିବୀରେ ତୃତୀୟ ସ୍ଥାନ ହାସଲ କରିଛି। ସେହିପରି ମାୟାନଗରୀ ମୁମ୍ବାଇ ପ୍ରକାଶିତ ଏକ ତାଲିକାରେ ଗଞ୍ଜେଇ ନିଶା ବ୍ୟବହାରରେ ୬ଷ୍ଠ ସ୍ଥାନରେ ରହିଛି। ଗଞ୍ଜେଇ ବ୍ୟବହାର ବୃଦ୍ଧି ପାଉଥିବା ପୃଥିବୀର ପ୍ରମୁଖ ସହର...

ବାବରୀ ମସଜିଦ୍‌ ଭଙ୍ଗା ମାମଲା: କଲ୍ୟାଣ ସିଂଙ୍କ ସମେତ ଭାଜପାର ଅନ୍ୟ ୧୩ ନେତାଙ୍କ ଉପରେ ସିବିଆଇ ନଜର

ନୂଆଦିଲ୍ଲୀ,୧୦।୯: କଲ୍ୟାଣ ସିଂ ରାଜ୍ୟପାଳ ପଦ ଛାଡ଼ିବା ପରେପରେ ଏବେ ତାଙ୍କ ଉପରେ ସଙ୍କଟ ଦେଖାଦେଇଛି। ବାବରୀ ମସଜିଦ୍‌ ଭଙ୍ଗା ମାମଲାରେ କଲ୍ୟାଣ ସିଂଙ୍କ ସମେତ ଭାଜପାର ଅନ୍ୟ ୧୩ ନେତାଙ୍କ ଉପରେ ସିବିଆଇର ନଜର ରହିଛି। କଲ୍ୟାଣ ସିଂଙ୍କୁ...

ଧରାପଡିଲେ ୮୧ ବର୍ଷର ବୃଦ୍ଧ ବେଶରେ ଆମେରିକା ଯାଉଥିବା ଯୁବକ

ନୂଆଦିଲ୍ଲୀ,୧୦।୯: ଅହମ୍ମଦାବାଦର ଜୟେଶ ପଟେଲ ନାମକ ଜଣେ ୩୨ ବର୍ଷୀୟ ଯୁବକ ନିଜକୁ ୮୧ବର୍ଷୀୟ ବୃଦ୍ଧ ବେଶରେ ସଜାଇ ସୋମବାର ଆମେରିକା ଯିବାକୁ ଚେଷ୍ଟା କରୁଥିବା ସମୟରେ ଦିଲ୍ଲୀ ବିମାନ ବନ୍ଦରରେ ଧରାପଡିବା ଘଟଣା ଏବେ ଚର୍ଚ୍ଚାର ବିଷୟ ହୋଇଛି।...

ଆର୍ଥିକ ମାନ୍ଦାବସ୍ଥାର ପ୍ରଭାବ: ଋଣଭାର ଯୋଗୁ ଆତ୍ମହତ୍ୟା କଲେ ବିଲ୍ଡର

ଅହମ୍ମଦାବାଦ୍‌,୧୦।୯: ଦେଶରେ ସୃଷ୍ଟି ହୋଇଥିବା ମାନ୍ଦାବସ୍ଥା ଯୋଗୁ ବିଭିନ୍ନ କ୍ଷେତ୍ରରେ କାରବାର ହ୍ରାସ ପାଇବାରେ ଲାଗିଛି। ସୁରଟର ଜଣେ ବିଲ୍ଡରଙ୍କ କାରବାର ଆର୍ଥିକ ମାନ୍ଦାବସ୍ଥାର ପ୍ରଭାବ ଯୋଗୁ ବନ୍ଦ ହୋଇଯାଇଥିଲା। ସେ ନିଜ ପ୍ରୋଜେକ୍ଟ ଲାଗି ବିଭିନ୍ନ ଆର୍ଥିକ ସଂସ୍ଥାଠାରୁ...

ଆଖି ଖୋଲନ୍ତୁ ମୋଦି ସରକାର; ଗଭୀର ଖାଇରେ ଖସିପଡ଼ିଛି ଅର୍ଥବ୍ୟବସ୍ଥା: ପ୍ରିୟଙ୍କା

ନୂଆଦିଲ୍ଲୀ,୧୦।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ କଂଗ୍ରେସ ରାଷ୍ଟ୍ରୀୟ ମହାସଚିବ ପୁଣିଥରେ ଟାର୍ଗେଟ୍‌ କରିଛନ୍ତି। ସେ ଟୁଇଟ୍‌ କରି କହିଛନ୍ତି ଯେ, ଦେଶର ଅର୍ଥବ୍ୟବସ୍ଥା ଗଭୀର ଖାଇରେ ଖସି ପଡ଼ିଛି। ତେବେ ମଧ୍ୟ ମୋଦି ସରକାରଙ୍କ ଆଖି ଖୋଲିନାହିଁ। ବେଳ...

ଗ୍ରାମାଞ୍ଚଳରେ କାମ କରିବାକୁ ରାଜି ନ ହେଲେ ଡାକ୍ତରଙ୍କୁ ଭୋଗିବାକୁ ପଡିବ ୫ ବର୍ଷ ଜେଲ୍‌

ମୁମ୍ବାଇ,୧୦।୯: ମହାରାଷ୍ଟ୍ର ସରକାର ଏବେ ଡାକ୍ତରମାନଙ୍କ ପାଇଁ କଡାକଡି ନିୟମ କରିଛନ୍ତି। ଗ୍ରାମାଞ୍ଚଳରେ ଡାକ୍ତର ଓ ରୋଗୀଙ୍କ ମଧ୍ୟରେ ବଢିଯାଉଥିବା ଦୂରତାକୁ କମ୍‌ କରିବାକୁ ଏଭଳି ପଦକ୍ଷେପ ନେଇଛନ୍ତି ସରକାର। ଏବେ ୨୦ ପ୍ରତିଶତ ମେଡିକାଲ ପୋଷ୍ଟ ଗ୍ରାଜୁଏଶନ ଓ...

ଆସନ୍ତା ବିଧାନସଭା ନିର୍ବାଚନ ଏକାକି ଲଢିବ ସମାଜବାଦୀ ପାର୍ଟି: ଅଖିଳେଶ

ଲକ୍ଷ୍ନୌ,୧୦।୯: ଆସନ୍ତା ୨୦୨୨ରେ ହେବାକୁ ଥିବା ବିଧାନସଭା ନିର୍ବାଚନରେ ସମାଜବାଦୀ ପାର୍ଟି(ଏସ୍‌ପି) ଏକାକି ଲଢିବ ବୋଲି କହିଛନ୍ତି ଦଳର ଅଧ୍ୟକ୍ଷ ଅଖିଳେଶ ଯାଦବ। ସେ କହିଛନ୍ତି, ବଡ ବଡ ଦଳ ସହ ମେଣ୍ଟ କରି ଏହାର ଫଳାଫଳ ଭଲଭାବେ ଉପଲବ୍ଧ...

ଖୋଲିବ ୪୬୨ ଏକଲବ୍ୟ ସ୍କୁଲ

ରାଞ୍ଚି,୧୦ା୯(ଆଇଏଏନ୍‌ଏସ୍‌): ଦେଶର ଆଦିବାସୀ ଛାତ୍ରୀଛାତ୍ରଙ୍କ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୧୨ ତାରିଖରେ ଏକଲବ୍ୟ ସ୍କୁଲ ଶୁଭାରମ୍ଭ କରିବେ। କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଅର୍ଜୁନ ମୁଣ୍ଡା ସୋମବାର ଏହି ସୂଚନା ଦେଇଛନ୍ତି। ନବୋଦୟ ସ୍କୁଲ ଭଳି ୪୬୨ଟି ଏକଲବ୍ୟ...

ଇସ୍ରୋ ଅଧ୍ୟକ୍ଷଙ୍କ ନାମରେ ଫେକ୍‌ ଆକାଉଣ୍ଟ

ଚେନ୍ନାଇ,୧୦ା୯(ଆଇଏଏନ୍‌ଏସ୍‌): ସୋସିଆଲ ମିଡିଆରେ ଇସ୍ରୋ ଅଧ୍ୟକ୍ଷ କେ. ଶିବନଙ୍କର କୌଣସି ବ୍ୟକ୍ତିଗତ ଆକାଉଣ୍ଟ ନ ଥିତ୍ବା ମହାକାଶ ଗବେଷଣା ସଂସ୍ଥା ପକ୍ଷରୁ କୁହାଯାଇଛି। ଅନେକ ସୋସିଆଲ ମିଡିଆରେ ଶିବନଙ୍କ ନାମରେ ଆକାଉଣ୍ଟ କାର୍ଯ୍ୟକ୍ଷମ ହେଉଥିବା ଇସ୍ରୋ ନଜରକୁ ଆସିବା ପରେ...

୩ ସେନାର ଆଧୁନିକୀକରଣ ପାଇଁ ମେଗା ଯୋଜନା: ବ୍ୟୟ ହେବ ୧୩୦ ବିଲିୟନ ଡଲାର

ନୂଆଦିଲ୍ଲୀ,୧୦ା୯(ପି.ଟି.): ଆଗାମୀ ୫ରୁ ୭ ବର୍ଷ ମଧ୍ୟରେ ଭାରତୀୟ ସୈନ୍ୟବାହିନୀର ଆକ୍ରମଣ କ୍ଷମତା ବୃଦ୍ଧି ସହ ଏହାର ଆଧୁନିକୀକରଣ ଲାଗି ସରକାର ମେଗା ଯୋଜନା ପ୍ରସ୍ତୁତ କରିଛନ୍ତି। ଏଥିପାଇଁ ୧୩୦ ବିଲିୟନ ଡଲାର ବ୍ୟୟ ହେବ। ୩ ସେନାର ଆଧୁନିକୀକରଣକୁ...

‘ପିଓକେ’ରେ ପାକ୍‌ ବିରୋଧୀ ବିକ୍ଷୋଭ

ନୂଆଦିଲ୍ଲୀ, ୧୦ା୯ (ପି.ଟି.): ପାକିସ୍ତାନୀ ସେନାର ଅତ୍ୟାଚାର ଯୋଗୁ ପାକ୍‌ ଅଧିକୃତ କଶ୍ମୀର (ପିଓକେ)ରେ ବିଦ୍ରୋହର ନିଅଁା ଜଳିଛି। ସେଠାରେ ରହୁଥିବା ଲୋକେ ଖୋଲାଖୋଲି ଭାବେ ପାକିସ୍ତାନକୁ ବିରୋଧ କରିବା ସହ ରାଜରାସ୍ତାରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଶହ ଶହ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri