ଏକ୍ଜିଟ୍ ପୋଲ୍ ଭବିଷ୍ୟବାଣୀ: ଝାଡ଼ଖଣ୍ଡରେ ଝୁଲା ବିଧାନସଭା
ନୂଆଦିଲ୍ଲୀ/ରାଞ୍ଚତ୍,୨୧ା୧୨ : ଝାଡ଼ଖଣ୍ଡରେ ମୁଖ୍ୟମନ୍ତ୍ରୀ ରଘୁବର ଦାସଙ୍କ ପୁନଃ କ୍ଷମତାସୀନ ହେବା ଆଶା ଧୂଳିସାତ୍ ହୋଇଛି। କାରଣ ଶୁକ୍ରବାର ଚୂଡ଼ାନ୍ତ ପର୍ଯ୍ୟାୟ ନିର୍ବାଚନ ଶେଷ ହେବା ପରେ ସନ୍ଧ୍ୟାରେ ଝୁଲା ବିଧାନସଭାର ଭବିଷ୍ୟବାଣୀ କରିଛନ୍ତି ଅଧିକାଂଶ ଜନମତ ସର୍ବେକ୍ଷଣ ସଂସ୍ଥା। ବୁଥ୍…
ବ୍ୟାପୁଛି ସିଏଏ ବିରୋଧୀ ଆନ୍ଦୋଳନ ନିଆଁ: ୟୁପିରେ ହିଂସା: ୬ ମୃତ
ଲକ୍ଷ୍ନୌ/କାନପୁର,୨୧ା୧୨: ଉତ୍ତରପ୍ରଦେଶରେ ଶୁକ୍ରବାର ସଂଶୋଧିତ ନାଗରିକତ୍ୱ ଆଇନ (ସିଏଏ) ବିରୋଧରେ ଆନ୍ଦୋଳନ ବିଭିନ୍ନ ସ୍ଥାନରେ ହିଂସାର ରୂପ ନେଇଛି। ଏଥିରେ ୬ ଜଣଙ୍କ ମୃତ୍ୟୁ ଘଟିଥିବା ପୋଲିସ ସ୍ପଷ୍ଟ କରିଛି। ଏହାକୁ ମିଶାଇ ଉତ୍ତରପ୍ରଦେଶରେ ବିକ୍ଷୋଭଜନିତ ମୃତ୍ୟୁସଂଖ୍ୟା ୭ରେ ପହଞ୍ଚତ୍ଛି। ତେବେ…
ଜୟପୁର ବୋମା ବିସ୍ଫୋରଣ ମାମଲା: ୪ ଅଭିଯୁକ୍ତଙ୍କୁ ଫାଶୀ ଦଣ୍ଡାଦେଶ
ନୂଆଦିଲ୍ଲୀ,୨୦।୧୨: ରାଜସ୍ଥାନ ଜୟପୁର ବୋମା ବିସ୍ଫୋରଣ ମାମଲାର ଦୀର୍ଘ ୧୧ ବର୍ଷ ପରେ ୪ ଦୋଶୀଙ୍କୁ ଫାଶୀ ଦଣ୍ଡ ମିଳିଛି। ସ୍ପେଶାଲ କୋର୍ଟର ବିଚାରପତି ଅଜୟ କୁମାର ଶର୍ମା ୪ ଦୋଷୀଙ୍କୁ ଫାଶୀଦଣ୍ଡାଦେଶ ଦେଇଛନ୍ତି। ଦୀର୍ଘ ୧୧ ବର୍ଷ ପରେ ଏହି…
ସରିଲା ଝାଡ଼ଖଣ୍ଡ ବିଧାନସଭାର ଶେଷ ପର୍ଯ୍ୟାୟ ଭୋଟ ଗ୍ରହଣ: ଏବେ ନଜର ଏକ୍ଜିଟ୍ ପୋଲ୍ ଉପରେ
ରାଞ୍ଚି,୨୦।୧୨: ଝାଡ଼ଖଣ୍ଡ ବିଧାନସଭାର ଶେଷ ତଥା ପଞ୍ଚମ ପର୍ଯ୍ୟାୟ ମତଦାନ ଶୁକ୍ରବାର ଶେଷ ହୋଇଛି। ଏହି ମତଦାନ ପ୍ରକ୍ରିୟାରେ ସନ୍ଧ୍ୟା ୫ଟା ସୁଦ୍ଧା ୬୮.୯୯ ପ୍ରତିଶତ ମତଦାନ ହୋଇଥିବା ସୂଚନା ମିଳିଥିଲା। ସମସ୍ତ ଆସନର ଫଳାଫଳ ଆସନ୍ତା ୨୩ ତାରିଖରେ ଆସିବ।…
ଥରିଲା ଦିଲ୍ଲୀ-ଏନ୍ସିଆର୍
ନୂଆଦିଲ୍ଲୀ,୨୦।୧୨: ଦିଲ୍ଲୀ-ଏନ୍ସିଆର୍ ସମେତ ଉତ୍ତର ଭାରତରେ ଶୁକ୍ରବାର ଅପରାହ୍ନରେ ଏକ ମୃଦୁ ଭୂକମ୍ପ ଅନୁଭୂତ ହୋଇଛି। ଏହାପରେ ଲୋକେ ଭୟଭୀତ ହୋଇ ଘରୁ ବାହାରକୁ ଚାଲି ଆସିଥିବା କୁହାଯାଉଛି। ଏଥିରେ ଏପର୍ଯ୍ୟନ୍ତ କ୍ଷୟକ୍ଷତି ସମ୍ପର୍କରେ କୌଣସି ସୂଚନା ମିଳି ନ ଥିବା…
ବିହାରରେ ଲାଗୁ ହେବନାହିଁ ଏନ୍ଆର୍ସି: ନୀତୀଶ
ପାଟନା,୨୦।୧୨: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ନ୍ୟାଶନାଲ ରେଜିଷ୍ଟର ଅଫ୍ ସିଟିଜେନ୍ସ(ଏନ୍ଆର୍ସି)କୁ ନେଇ ବଡ ବୟାନ ଦେଇଛନ୍ତି। ଶୁକ୍ରବାର ସେ କହିଛନ୍ତି ବିହାରରେ ଏନ୍ଆର୍ସି ଲାଗୁ ହେବନାହିଁ। ନୀତୀଶ ଏକ ସେମିନାରରେ ଯୋଗ ଦେବାକୁ ଯାଇଥିବା ବେଳେ ସେଠାରୁ ଫେରୁଥିବା ସମୟରେ…
ଉତ୍ତର ପ୍ରଦେଶରେ ପୋଲିସ ଉପରକୁ ପଥରମାଡ଼ କଲେ ବିକ୍ଷୋଭକାରୀ
ଗୋରଖପୁର,୨୦।୧୨: ନାଗରିକତ୍ୱ ସଂଶୋଧନ ଆଇନ୍(ସିଏଏ)କୁ ନେଇ ବିଭିନ୍ନ ସ୍ଥାନରେ ହୋଇଥିବା ବିରୋଧ ପ୍ରଦର୍ଶନ ବେଳକୁ ବେଳ ଉଗ୍ରରୂପ ନେବାରେ ଲାଗିଲାଣି। ଶୁକ୍ରବାର କେତେକ ସ୍ଥାନରେ ଲୋକେ ପୋଲିସ ଉପରକୁ ପଥରମାଡ଼ କରିଥିବା ଜଣାପଡିଛି। ଉତ୍ତର ପ୍ରଦେଶର ଗୋରଖପୁରରେ ସାଧାରଣ ଜନତା ପୋଲିସକୁ…
ଉନ୍ନାଓ ପୀଡ଼ିତାଙ୍କୁ ମିଳିଲା ନ୍ୟାୟ: କୁଲଦୀପଙ୍କୁ ଆଜୀବନ ଜେଲ, ୨୫ ଲକ୍ଷ ଟଙ୍କା ଜରିମାନା
ନୂଆଦିଲ୍ଲୀ,୨୦।୧୨: ଶେଷରେ ଉନ୍ନାଓ ପୀଡ଼ିତାଙ୍କୁ ମିଳିଛି ନ୍ୟାୟ। ଶୁକ୍ରବାର ଦିଲ୍ଲୀର ତିସ୍ ହଜାରି କୋର୍ଟ ଭାରତୀୟ ଜନତା ପାର୍ଟି(ଭାଜପା)ର ବହିଷ୍କୃତ ବିଧାୟକ କୁଲଦୀପ ସେନ୍ଗାରଙ୍କୁ ଆଜୀବନ ଜେଲଦଣ୍ଡ ସହ ୨୫ ଲକ୍ଷ ଟଙ୍କା ଜରିମାନା ନିର୍ଦ୍ଦେଶ ଦେଇଛନ୍ତି। ଏହାସହ କୋର୍ଟ ସିବିଆଇକୁ…
ଦେଶ ପାଇଁ ବେଳେ ବେଳେ ଜନତାଙ୍କ ଆକ୍ରୋଶର ଶିକାର ହେବାକୁ ପଡ଼ିଥାଏ: ମୋଦି
ନୂଆଦିଲ୍ଲୀ,୨୦।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ‘୧୦୦ ବର୍ଷରେ ଆସୋଚାମ (ଆସୋସିଏଟେଡ୍ ଚାମ୍ବର୍ସ ଅଫ୍ କମର୍ସ ଆଣ୍ଡ ଇଣ୍ଡଷ୍ଟ୍ରି ଅଫ୍ ଇଣ୍ଡିଆ)’ରେ ଯୋଗ ଦେଇଛନ୍ତି। ଏହି ଅବସରରେ ମୋଦି କହିଛନ୍ତି ଆସୋଚାମ ୧୦୦ ବର୍ଷରେ ପଦାର୍ପଣ କରିବା ଏକ ବଡ ଅନୁଭୂତି।…
ଥମୁନି ସିଏଏ ନିଆଁ: ରାଜଧାନୀରେ ଜାରି ରହିଛି ବିରୋଧ ପ୍ରଦର୍ଶନ
ନୂଆଦିଲ୍ଲୀ,୨୦।୧୨: ରାଜଧାନୀ ଦିଲ୍ଲୀରେ ଶୁକ୍ରବାର ମଧ୍ୟ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ବିରୋଧ ପ୍ରଦର୍ଶନ ଜାରି ରହିଛି। ଜାମା ମସ୍ଜିଦ ବାହାରେ ହଜାର ହଜାର ସଂଖ୍ୟାରେ ଲୋକ ଜମାହୋଇ ବିରୋଧ ପ୍ରଦର୍ଶନ କରୁଥିବା ଦେଖାଯାଇଛି। ପୋଲିସ ଏଠାରେ ପୂର୍ବରୁ ବିରୋଧ ପ୍ରଦର୍ଶନ…
ନିର୍ବାଚନ ସମୟରେ ହୃଦ୍ଘାତରେ ଭୋଟରଙ୍କ ମୃତ୍ୟୁ
ସାହିବଗଞ୍ଜ,୨୦।୧୨: ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ଶୁକ୍ରବାର ପଞ୍ଚମ ତଥା ଅନ୍ତିମ ପର୍ଯ୍ୟାୟ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ଏହି ସମୟରେ ସାହିବଗଞ୍ଜ ଜିଲାର ବୋରିଓଠାରେ ଜଣେ ମତଦାତାଙ୍କର ହୃଦ୍ଘାତରେ ମୃତ୍ୟୁ ହୋଇଥିବା ଜଣାପଡିଛି। ଭୋଟ ଗ୍ରହଣ କେନ୍ଦ୍ରରେ ଉକ୍ତ ବ୍ୟକ୍ତି…
‘ହିଂସା’ ସମସ୍ୟାର ସମାଧାନ ନୁହେଁ: ରଜନୀକାନ୍ତ
ନୂଆଦିଲ୍ଲୀ,୨୦।୧୨: ଦେଶର ଅଧିକାଂଶ ଭାଗରେ ଏବେ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ହିଂସାର ବାତାବରଣ ସୃଷ୍ଟି ହୋଇଛି। ଗୁରୁବାର ବିଭିନ୍ନ ରାଜ୍ୟରେ ସିଏଏକୁ ବିରୋଧ କରାଯାଇଥିବା ବେଳେ ଅନେକ ସ୍ଥାନରେ ୧୪୪ ଧାରା ଜାରି କରାଯାଇଥିଲା। ପୋଲିସ ଓ ସାଧାରଣ ଜନତାଙ୍କ…
Archives


