ଜାତୀୟ

ଦିଲ୍ଲୀ ଦଙ୍ଗାରେ ମୃତ ଅଙ୍କିତ ଶର୍ମାଙ୍କ ପରିବାରକୁ ୧ କୋଟି ଟଙ୍କା ଅନୁକମ୍ପା ରାଶି ସହ ଜଣକୁ ମିଳିବ ଚାକିରି: କେଜରିଓ୍ବାଲ

ନୂଆଦିଲ୍ଲୀ,୨।୩: ଦିଲ୍ଲୀ ଦଙ୍ଗାରେ ଇଣ୍ଟଲିଜେନ୍ସ ବ୍ୟୁରୋର ଅଧିକାରୀ ଅଙ୍କିତ ଶର୍ମାଙ୍କ ମୃତ୍ୟୁ ସମସ୍ତଙ୍କୁ ସ୍ତବ୍ଧ କରିଦେଇଥିଲା। ଗୋଟିଏ ଦିନ ପରେ ଡ୍ରେନ୍‌ରୁ ତାଙ୍କ ମୃତଦେହ ମିଳିବା ପରେ ତାଙ୍କୁ ହତ୍ୟା କରଯାଇଥିବା କୁହାଯାଇଥିଲା। ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ସୋମବାର ଅଙ୍କିତ…

ଭାରତରେ ଚିହ୍ନଟ ହେଲେ ଆଉ ୨ କରୋନା ଭାଇରସ ସଂକ୍ରମିତ

ନୂଆଦିଲ୍ଲୀ,୨।୩: ଚାଇନାରୁ ଆରମ୍ଭ ହୋଇଥିବା କରୋନା ଭାଇରସ ଏବେ ସାରା ବିଶ୍ୱକୁ ବ୍ୟାପିବାରେ ଲାଗିଛି। ଏବେ କରୋନା ଭାଇରସରେ ଭାରତର ଆଉ ୨ ବ୍ୟକ୍ତି ସଂକ୍ରମିତ ହୋଇଥିବା ଜଣାପଡିଛି। ଏଥିମଧ୍ୟରୁ ଜଣେ ଦିଲ୍ଲୀର ହୋଇଥିବା ବେଳେ ଅନ୍ୟଜଣେ ତେଲେଙ୍ଗାନାର। ଦିଲ୍ଲୀର ବ୍ୟକ୍ତି…

ଦିଲ୍ଲୀ ହିଂସା: ସଂସଦର ଉଭୟ ଗୃହରେ ଅଚଳାବସ୍ଥା; ଶାହାଙ୍କ ଇସ୍ତଫା ଦାବି

ନୂଆଦିଲ୍ଲୀ,୨।୩: ଦିଲ୍ଲୀ ହିଂସା ନେଇ ସଂସଦର ବଜେଟ ଅଧିବେଶନରେ ଉଭୟ ଗୃହରେ ଅଚଳାବସ୍ଥା ସୃଷ୍ଟି ହୋଇଛି। ବିରୋଧୀ ଦଳଗୁଡ଼ିକ ପକ୍ଷରୁ ଏଥିପାଇଁ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କୁ ଦାୟୀ କରାଯାଇଛି। ଶାହା ନୈତିକତା ଦୃଷ୍ଟିରୁ ଇସ୍ତଫା ଦିଅନ୍ତୁ ବୋଲି ବିରୋଧୀ ଦାବି କରିଛନ୍ତି।…

ଅନୁଚ୍ଛେଦ ୩୭୦: ବଡ଼ ଖଣ୍ଡପୀଠରେ ହେବନି ଶୁଣାଣି

ନୂଆଦିଲ୍ଲୀ,୨।୩: ଅନୁଚ୍ଛେଦ ୩୭୦ର ଶୁଣାଣି ୭ ଜଣିଆ ବଡ଼ ଖଣ୍ଡପୀଠରେ ହେବନି। ଏହାର ବିଚାର ୫ ଜଣିଆ ଖଣ୍ଡପୀଠରେ କରାଯିବ ବୋଲି ସୋମବାର ସୁପ୍ରିମ୍‌କୋର୍ଟ ପ୍ରକାଶ କରିଛନ୍ତି। ଗତବର୍ଷ ଅଗଷ୍ଟ ୫ରେ ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ହଟାଯିବା ବିରୋଧରେ ସର୍ବୋଚ୍ଚ ନ୍ୟାୟାଳୟରେ…

ପ୍ରତିଦିନ ୨୫୦ ଗରିବଙ୍କୁ ଖାଦ୍ୟ ବଣ୍ଟନ କରୁଛନ୍ତି ଅଳଙ୍କାର ବ୍ୟବସାୟୀ

କୋଏମ୍ବାଟୁର,୨।୩: ସମାଜର ଗରିବଙ୍କ ପାଇଁ କାମ କରିବା ପ୍ରତିଟି ନାଗରିକଙ୍କ କର୍ତ୍ତବ୍ୟ। ଏଭଳି କାର୍ଯ୍ୟ କରି ତାମିଲନାଡୁର ଜଣେ ପୂର୍ବତନ ଅଳଙ୍କାର ବ୍ୟବସାୟୀ ଏବେ ସୋସିଆଲ୍‌ ମିଡ଼ିଆରେ ବେଶ୍‌ ଚର୍ଚ୍ଚାରେ ରହିଛନ୍ତି। ତୁଥୁକୁଡ଼ି ଜିଲାରେ ବାସ କରୁଥିବା ୬୩ ବର୍ଷ ବୟସ୍କ…

ଖାରଜ ହୋଇନି ଡେଥ୍‌ ଓ୍ବାରେଣ୍ଟ: ନିର୍ଭୟା ଦୋଷୀଙ୍କୁ ହୋଇପାରେ ଫାଶୀ!

ନୂଆଦିଲ୍ଲୀ,୨।୩: ନିର୍ଭାୟା ଗଣବଳାତ୍କାର ମାମଲାର ଦୋଷୀ ପବନ ଗୁପ୍ତାଙ୍କ କ୍ୟୁରେଟିଭ ପିଟିଶନ ସୋମବାର ସୁପ୍ରିମକୋର୍ଟଙ୍କ ଦ୍ୱାରା ଖାରଜ ହେବା ପରେ ଏବେ ସେ ରାଷ୍ଟ୍ରପତିଙ୍କ ନିକଟରେ କ୍ଷମା ଆବେଦନ କରିଛନ୍ତି। ଏହାକୁ ନେଇ ଦୋଷୀଙ୍କ ପକ୍ଷରୁ ଲଢୁଥିବା ଓକିଲ ଏପି ସିଂ…

ଦିଲ୍ଲୀ ହିଂସା ଯୋଜନାବଦ୍ଧ ନରସଂହାର: ମମତା

କୋଲକାତା,୨।୩: ଏଆଇଏମ୍‌ଆଇଏମ୍‌ର ମୁଖ୍ୟ ଅସଦୁଦ୍ଦିନ ଓଓ୍ବାଇସିଙ୍କ ପରେ ଏବେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଦିଲ୍ଲୀ ଦଙ୍ଗାକୁ ନରସଂହାର ବୋଲି କହିଛନ୍ତି। ସୋମବାର ତୃଣମୂଳ କଂଗ୍ରେସର ନେତ୍ରୀ ତଥା ମୁଖ୍ୟମନ୍ତ୍ରୀ ମମତା କହିଛନ୍ତି ଦିଲ୍ଲୀ ଦଙ୍ଗା ଏକ ଯୋଜନାବଦ୍ଧ ନରସଂହାର। ଏହାକୁ…

ଦିଲ୍ଲୀ ହିଂସା: ଆଖିରେ କଳାପଟି ବାନ୍ଧି ଏମ୍‌ପିଙ୍କ ବିରୋଧ ପ୍ରଦର୍ଶନ

ନୂଆଦିଲ୍ଲୀ,୨।୩: ଦିଲ୍ଲୀରେ ଉପୁଜିଥିବା ଦଙ୍ଗାକୁ ନେଇ ସୋମବାର ସଂସଦ ଭବନରେ ଥିବା ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ନିକଟରେ ତୃଣମୂଳ କଂଗ୍ରେସ(ଟିଏମ୍‌ସି)ଏମ୍‌ପିମାନେ ଆଖିରେ କଳାପଟି ବାନ୍ଧି ବିରୋଧ ପ୍ରଦର୍ଶନ କରିଛନ୍ତି। ଏମାନେ ଆଖିରେ କଳାପଟି ବାନ୍ଧିବା ସହ ପାଟିରେ ଆଙ୍ଗୁଠି ଦେଇଥିବା ଦେଖାଯାଇଥିଲା।…

୧୫ ମିନିଟରେ ସ୍ତନକର୍କଟ ସମ୍ପର୍କରେ ସୂଚନା ଦେଉଛି ଡିଭାଇସ୍‌

ବେଙ୍ଗାଲୁରୁ,୨।୩: ଭାରତରେ ସ୍ତନକର୍କଟରେ ବହୁ ମହିଳାଙ୍କ ମୃତ୍ୟୁ ଘଟିଥାଏ। ତେବେ ସ୍ତନକର୍କଟର ଚିହ୍ନଟ ପ୍ରାଥମିକ ପର୍ଯ୍ୟାୟରେ ହୋଇପାରିଲେ ଏହା ଘାତକ ହୋଇପାରି ନ ଥାଏ ବୋଲି ଚିକିତ୍ସକ କହିଥାନ୍ତି। ଏହାକୁ ଦୃଷ୍ଟିରେ ରଖି ଗୀତା ମଞ୍ଜୁନାଥ ନାମକ ଜଣେ ମହିଳାଙ୍କ ଦ୍ୱାରା…

ଦୋଷୀଙ୍କୁ କାହିଁକି କ୍ଷମା କରିବେ ବୋଲି ପ୍ରଶ୍ନ କଲେ ନିର୍ଭୟାଙ୍କ ମା’

ନୂଆଦିଲ୍ଲୀ,୨।୩: ରାଜଧାନୀ ଦିଲ୍ଲୀର ଛାତି ଉପରେ ଘଟିଥିବା ବହୁ ଚର୍ଚ୍ଚିତ ନିର୍ଭୟା ଗଣବଳାତ୍କାର ମାମଲାର ମୋଡ ବଦଳି ଚାଲିଥିବା ବେଳେ ସୋମବାର ଏହାର ଅନ୍ୟତମ ଦୋଷୀ ପବନ ଗୁପ୍ତାଙ୍କ କ୍ୟୁରେଟିଭ ପିଟିଶନକୁ ସୁପ୍ରିମକୋର୍ଟ ଖାରଜ କରି ଦେଇଛନ୍ତି। ମାର୍ଚ୍ଚ ୩ ସକାଳ…

ପରଲୋକରେ ଭାଜପା ବିଧାୟକ ବିରେନ୍ଦ୍ର ସିରୋହି

ଲକ୍ଷ୍ନୌ,୨।୩: ଉତ୍ତରପ୍ରଦେଶ ବୁଲନ୍ଦଶରର ସଦର ବିଧାନସଭା ଆସନର ଭାଜାପା ବିଧାୟକ ବିରେନ୍ଦ୍ର ସିଂହ ସିରୋହିଙ୍କ ସୋମବାର ପରଲୋକ ହୋଇଛି। ଦିଲ୍ଲୀର ଆଇଏଲ୍‌ବିଏସ୍‌ ହସ୍ପିଟାଲରେ ଭୋର ୩ଟା ୩୦ରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୭୩ ବୟସ…

ରବିବାର ଛୁଟି ବି ନେଉଛନ୍ତି ଜମ୍ମୁ-କଶ୍ମୀର ଭିକାରି

ଶ୍ରୀନଗର,୨।୩: ଜମ୍ମୁ-କଶ୍ମୀରରେ ଏବେ ଭିକ୍ଷାବୃତ୍ତି କରୁଥିବା ଲୋକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସେମାନେ ସପ୍ତାହରେ ସୋମବାରଠାରୁ ଶନିବାର ପର୍ଯ୍ୟନ୍ତ ଭିକ୍ଷା ମାଗୁଥିବାବେଳେ ରବିବାର ସରକାରୀ ଚାକିରି ଭଳି ଛୁଟି ନେଉଛନ୍ତି। ରବିବାର ନିଜ ନିଜର ପରିବାର କାର୍ଯ୍ୟରେ ସେମାନେ ଲାଗି ରହୁଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?