ଟ୍ରାଫିକ୍ ନିୟମ ଭାଙ୍ଗିଥିବା ୫୧ ପୋଲିସ ବାବୁଙ୍କୁ ଜରିମାନା
ମିରଟ,୭।୯: ଦେଶରେ ନୂଆ ମୋଟର ଯାନ ଆଇନ ଲାଗୁ ହୋଇଛି। ସାଧାରଣ ଲୋକଙ୍କଠାରୁ ଆରମ୍ଭ କରି ପୋଲିସ ବାବୁମାନେ ମଧ୍ୟ ଏହି ନୂଆ ଆଇନ ଅନୁସାରେ ଟ୍ରାଫିକ୍ ନିୟମ ଉଲ୍ଲଂଘନ କରି ଜରିମାନା ଦେଇଛନ୍ତି। ଉତ୍ତରପ୍ରଦେଶ ମିରଟରେ ୫୧ ପୋଲିସ...
ହେଲ୍ମେଟ୍ ନ ପିନ୍ଧିଥିବାରୁ କାର୍ ଚାଳକଙ୍କ ଚାଲାଣ କାଟିଲା ପୋଲିସ
ଲକ୍ଷ୍ନୌ,୭।୯: ଉତ୍ତର ପ୍ରଦେଶର ଆଲିଗଡରେ ପୋଲିସର ଖାମଖିଆଲି ମନୋଭାବ ସାମ୍ନାକୁ ଆସିଛି। ଏଠାରେ ଇ ଚାଲାଣ କାଟିବା ସମୟରେ ଜଣେ କାର୍ ଚାଳକଙ୍କ ନାଁରେ ପୋଲିସ ହେଲ୍ମେଟ୍ ପିନ୍ଧି ନ ଥିବା ଅଭିଯୋଗରେ ଚାଲାଣ କାଟିଥିବା ଜଣାପଡିଛି। ତେବେ କାର୍...
ଘରୁ ଅସରପା ଦୂରେଇ ରଖିବା ପାଇଁ ଆପଣାନ୍ତୁ ଏହି ସହଜ ଉପାୟ…
ଅଳିଆ ଆବର୍ଜନା ସ୍ଥାନରେ ଅସରପା ରହିଥାନ୍ତି। ଏହାଦ୍ୱାରା ଘର ମଇଳା ହୋଇଥାଏ। ତେବେ ଅସରପାଙ୍କୁ ଘରୁ ଦୂରେଇ ରଖିବା ପାଇଁ ଚିନି ସହିତ ବେକିଙ୍ଗ୍ ସୋଡ଼ା ମିଶାଇ ଅସରପା ରହୁଥିବା ସ୍ଥାନରେ ରଖିଲେ ଅସରପା ପଳାଇ ଯାଇଥାନ୍ତି। ସେହିପରି ବୋରିକ୍...
ଚୋପା ସହ ଚୋବାଇ ଖାଆନ୍ତୁ ଫାଳେ ସେଓ…
ପ୍ରତିଦିନ ଫାଳେ ସେଓକୁ ଚୋପା ସହ ଚୋବାଇ ଖାଇଲେ ଅନେକ ଉପକାର ମିଳିଥାଏ। ସେଓରେ ଭିଟାମିନ୍ ଏ, ଭିଟାମିନ୍ ସି’, ପୋଟାସିୟମ୍, ଫାଇବର ଓ କାର୍ବୋହାଇଡ୍ରେଟ୍ସ ଭରପୁର ମାତ୍ରାରେ ରହିଛି । ଗୋଟିଏ ସେଓରେ ପ୍ରାୟ ୯୫ କ୍ୟାଲୋରୀ ରହିଥାଏ...
ସୁଧୁରୁନି ପାକିସ୍ତାନ: ନିୟନ୍ତ୍ରଣ ରେଖାରେ ୨୩୦ ଆତଙ୍କବାଦୀ ଭାରତରେ ଅନୁପ୍ରବେଶ ପାଇଁ ପ୍ରସ୍ତୁତ
ନୂଆଦିଲ୍ଲୀ,୭।୯: ସୀମାରେ ପାକିସ୍ତାନର କାର୍ଯ୍ୟକଳାପ ଅସହ୍ୟ ହେବାରେ ଲାଗିଛି। ନିୟନ୍ତ୍ରଣ ରେଖାରେ ପାକିସ୍ତାନ ଗୋଇନ୍ଦା ସଂସ୍ଥା ନିର୍ଦ୍ଦେଶରେ ୨୩୦ ଆତଙ୍କବାଦୀ ଭାରତରେ ଅନୁପ୍ରବେଶ ପାଇଁ ପ୍ରସ୍ତୁତ ହୋଇ ରହିଛନ୍ତି। ତେବେ ପାକିସ୍ତାନର ଏଭଳି ହୀନ ଉଦ୍ଦେଶ୍ୟ ସଫଳ ହେବ ନାହିଁ...
ଚନ୍ଦ୍ରୟାନ-୨ର ବିଫଳତାରେ ଜୋର୍ରେ କାନ୍ଦିଲେ ମନ୍ତ୍ରୀ
ଲକ୍ଷ୍ନୌ,୭।୯: ଭାରତର ବହୁ ପ୍ରତିକ୍ଷିତ ଚନ୍ଦ୍ର ମିଶନ ଚନ୍ଦ୍ରୟାନ-୨ର ବିଫଳତା ନେଇ ଉତ୍ତରପ୍ରଦେଶ ମନ୍ତ୍ରୀ ଜୋର୍ରେ କାନ୍ଦି ଉଠିଛନ୍ତି। ମୁଖ୍ୟମନ୍ତ୍ରୀ ଆଦିତ୍ୟନାଥ ଯୋଗୀଙ୍କ ମନ୍ତ୍ରୀ ମୋହସିନ୍ ରାଜା ଏକ ସାକ୍ଷାତ୍କାରରେ ଏପରି କରିଛନ୍ତି। ମନ୍ତ୍ରୀ ଗଣମାଧ୍ୟମ ପ୍ରତିନିଧିଙ୍କ ଆଗରେ ବଡ଼...
ମୋଦି ସରକାର ସେପ୍ଟେମ୍ବର ୯ରୁ ବିକିବେ ସୁନା: ଗ୍ରାମ୍ ପିଛା ଦର ୩ ହଜାର ୮ଶହ ୯୦
ନୂଆଦିଲ୍ଲୀ,୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ସୁନାରେ ନିବେଶ କରିବା ପାଇଁ ଏକ ଯୋଜନା କରିଛନ୍ତି। ସେପ୍ଟେମ୍ବର ୯ରେ ସରକାର ଗୋଲ୍ଡ ବଣ୍ଡ ସିରିଜ୍-୨ର ଆରମ୍ଭ କରିବେ। ଏହା ସେପ୍ଟେମ୍ବର ୧୩ ପର୍ଯ୍ୟନ୍ତ ଜାରି ରହିବ। ଏହି ଯୋଜନାରେ ସୁନା...
ଶୁଟର ଦାଦିଙ୍କ ଚିକିତ୍ସା ଖର୍ଚ୍ଚ ବହନ କରିବେ ୟୁପି ସରକାର
ଲକ୍ଷ୍ନୌ,୭।୯: ଦେଶର ଶୁଟର ଦାଦି ତଥା ଅନ୍ତରାଷ୍ଟ୍ରୀୟ ଖାତି ସମ୍ପନ୍ନ ବିଶ୍ୱର ସବୁଠାରୁ ବୟସ୍କ ମହିଳା ବନ୍ଧୁକଚାଳିକା ଚନ୍ଦ୍ରୋ ତୋମରଙ୍କର ଦିଲ୍ଲୀସ୍ଥିିତ ଅଲ୍ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ୍ ମେଡିକାଲ ସାଇନସେସ୍(ଏମ୍ସ)ରେ ଚିକିତ୍ସା ଚାଲିଛି। ୮୭ ବର୍ଷୀୟା ଚନ୍ଦ୍ରୋଙ୍କ ଗୋଡରେ ଆଘାତ...
୮୦ ବର୍ଷର ଆଇନ ଲଢ଼େଇ ପରେ ତିରୁପତି ଦେବସ୍ଥାନମ୍ ଟ୍ରଷ୍ଟକୁ ମିଳିଲା ୧୮୮ ଏକର ଜମି
ତିରୁପତି,୭।୯: ଆନ୍ଧ୍ରପ୍ରଦେଶରେ ଥିବା ତିରୁପତି ତିରୁମାଲା ଦେବସ୍ଥାନମ୍ ଟ୍ରଷ୍ଟ୍କୁ ୮୦ ବର୍ଷ ଆଇନ ଲଢ଼େଇ ପରେ ସଫଳତା ମିଳିଛି। ଟ୍ରଷ୍ଟକୁ ୧୮୮ ଏକର ଏବଂ ୩୨ ସେଣ୍ଟ୍ ଜମିର ମାଲିକାନା ମିଳିଛି। ଏହି ଜମିର ଦାମ୍ ହଜାରେ କୋଟି ଟଙ୍କା...
ପାକିସ୍ତାନକୁ ଉଜାଗର ରଖିବାକୁ ବାଧ୍ୟ କରିଛି ଚନ୍ଦ୍ରୟାନ-୨
ନୂଆଦିଲ୍ଲୀ,୭।୯: ଭାରତର ଦ୍ୱିତୀୟ ଚନ୍ଦ୍ର ମିଶନ ଚନ୍ଦ୍ରୟାନ-୨ର ଲ୍ୟାଣ୍ଡର ‘ବିକ୍ରମ’ ଶୁକ୍ରବାର ରାତି ୨ଟା ୧୫ ମିନିଟ ସୁଦ୍ଧା ଚନ୍ଦ୍ରପୃଷ୍ଠରେ ପାଦ ଥାପିବାର ଥିଲା। ହେଲେ ଏହି ମିଶନରେ ସଫଳ ହେଲାନି ଭାରତ। ଏହାକୁ ନେଇ ପାକିସ୍ତାନ ମନ୍ତ୍ରୀ ଫୟାଦ...
ଚନ୍ଦ୍ରୟାନ-୨: ଇସ୍ରୋକୁ ମିଳିଛି ୯୫ ପ୍ରତିଶତ ସଫଳତା
ଶ୍ରୀହରିକୋଟା,୭।୯: ଚନ୍ଦ୍ରୟାନ-୨ ମିଶନ୍ରେ ଇସ୍ରୋକୁ ୯୫ ପ୍ରତିଶତ ସଫଳତା ମିଳିଛି। ଲ୍ୟାଣ୍ଡର ବିକ୍ରମ ଅବତରଣ କରିଥିଲେ ଏଥିରେ ଥିବା ରୋଭର ପ୍ରଜ୍ଞା ଚନ୍ଦ୍ରପୃଷ୍ଠର କେତେକ ଫଟୋ ପଠାଇଥାନ୍ତା। ଏହାଦ୍ୱାରା ଚନ୍ଦ୍ରର ପୃଷ୍ଠ ଭାଗ ସମ୍ପର୍କରେରେ କେତେକ ଅଜଣା ତଥ୍ୟ ମିଳିଥାନ୍ତା।...
ଭବିଷ୍ୟତରେ ପ୍ରଧାନମନ୍ତ୍ରୀ ନ ହୋଇ ରାଷ୍ଟ୍ରପତି ହେବାକୁ କାହିଁକି ଚାହୁଁଛନ୍ତି ପ୍ରଶ୍ନ ଛାତ୍ରଙ୍କୁ ପଚାରିଲେ ମୋଦି
ଶ୍ରୀହରିକୋଟା,୭।୯: ଇସ୍ରୋର ଚନ୍ଦ୍ରୟାନ-୨ ମିଶନରେ ଚନ୍ଦ୍ରପୃଷ୍ଠରେ ବିକ୍ରମ ଲ୍ୟାଣ୍ଡରର ଅବତରଣ ଦେଖିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସେଠାରେ ଉପସ୍ଥିତ ଥିଲେ। ଏହି ଅବସରରେ ପ୍ରଧାନମନ୍ତ୍ରୀ କିଛି ଛାତ୍ରୀଛାତ୍ରଙ୍କ ସହିତ ବାର୍ତ୍ତାଳାପ କରିଥିଲେ। ମୋଦି ଜଣେ ଛାତ୍ରଙ୍କୁ ସେ ଭବିଷ୍ୟତରେ...
Archives


