ଷ୍ଟେଶନ୍ରେ ଛିଡ଼ାହୋଇଥିବା ଟ୍ରେନ୍ରେ ଅଗ୍ନିକାଣ୍ଡ
ପାଟନା,୭।୯: ବିହାର ଦରଭଙ୍ଗା ଷ୍ଟେଶନରେ ଛିଡ଼ା ହୋଇଥିବା ଏକ ଟ୍ରେନ୍ରେ ଅଚାନକ ନିଆଁ ଲାଗିଛି। ଶନିବାର ସକାଳେ ଷ୍ଟେଶନରେ ଛିଡ଼ା ହୋଇଥିବା ଦରଭଙ୍ଗା-ଅହମ୍ମଦାବାଦ୍ ଏକ୍ସପ୍ରେସ୍ରେ ନିଆ ଲାଗିଯାଇଥିଲା। ଟ୍ରେନ୍ର ଜେନେରାଲ କୋଚ୍ର ସ୍ପେୟାର ବଗିରେ ନିଆଁ ଲାଗିବା ପରେ ଉପସ୍ଥିତ...
ତିଲକ ମନ୍ଦିରରେ ପୂଜାକଲେ ମୋଦି
ମୁମ୍ବାଇ,୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶନିବାର ମୁମ୍ବାଇର ଭିଲେ ପାର୍ଲେଠାରେ ଥିବା ଲୋକମାନ୍ୟ ସେବାସଂଘ ତିଲକ ମନ୍ଦିରରେ ପୂଜାର୍ଚ୍ଚନା କରିଛନ୍ତି। ସୂଚନାଯୋଗ୍ୟ, ମୋଦି ଶନିବାର ସକାଳେ ମୁମ୍ବାଇରେ ପହଞ୍ଚିବା ପରେ ରାଜ୍ୟପାଳ ଭଗତ ସିଂ ଖୋସୟାରୀ ଓ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର...
ସୋପେରରେ ଆତଙ୍କବାଦୀଙ୍କ ଆଖିବୁଜା ଗୁଳି ଚାଳନା: ୨ ବର୍ଷର ଶିଶୁ କନ୍ୟା ସହିତ ୪ ଆହତ
ଶ୍ରୀନଗର,୭।୯: ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ପାକିସ୍ତାନ ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ ପାଇଁ ଷଡ଼ଯନ୍ତ୍ର କରୁଛି। ଶନିବାର ଉତ୍ତର କଶ୍ମୀରର ସୋପେର ଜିଲାରେ ଆତଙ୍କବାଦୀମାନେ ଆଖିବୁଜା ଗୁଳି ଚାଳନା କରିଛନ୍ତି। ଏଥିରେ ୨ ବର୍ଷର ଶିଶୁକନ୍ୟା ଉସମା...
ଶ୍ରେଣୀଗୃହରେ ଛତା ଧରି ବସିବାକୁ ବାଧ୍ୟ ହେଉଛନ୍ତି ଛାତ୍ରୀଛାତ୍ର
ଘୋରାବନ୍ଧ,୭।୯: ଝାଡଖଣ୍ଡ ଘୋରାବନ୍ଧ ଜିଲାରେ ଏକ ସରକାରୀ ସ୍କୁଲରେ ପିଲାମାନେ ଛତାଧରି ବସିବାକୁ ବାଧ୍ୟ ହେଉଛନ୍ତି। ମୁରେଠାକୁରା ଗାଁରେ ଥିବା ଏହି ସ୍କୁଲରେ ବର୍ଷାହେଲେ ପାଣି ଗଳୁଥିବାରୁ ପିଲାମାନେ ଛତାଧରି ବସିବାକୁ ବାଧ୍ୟ ହେଉଥିବା ପ୍ରକାଶ। ସ୍କୁଲର ଶିକ୍ଷକ ରତିକାନ୍ତ...
ଚନ୍ଦ୍ରୟାନ-୨ ମିଶନ ବିଫଳ: ମୋଦିଙ୍କୁ ଧରି କାନ୍ଦିଲେ ସିବନ୍
ଶ୍ରୀହରିକୋଟା,୭।୯: ଭାରତର ବହୁ ପ୍ରତିକ୍ଷିତ ମିଶନ ଚନ୍ଦ୍ରୟାନ-୨ ଚନ୍ଦ୍ର ପୃଷ୍ଠର ଅବତରଣ କରିବା ପୂର୍ବରୁ ବିଫଳ ହୋଇଛି। ଲ୍ୟାଣ୍ଡର ବିକ୍ରମ ସହିତ ଯୋଗାଯୋଗ ବିଚ୍ଛିନ୍ନ ହେବାରୁ ଅବତରଣ ଶେଷ ମୁହୂର୍ତ୍ତରେ ବିଫଳ ହୋଇଥିବା କୁହାଯାଉଛି। ଚନ୍ଦ୍ରୟାନ-୨ର ବିଫଳତା ପରେ ଇସ୍ରୋ...
ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ
ପୁଞ୍ଚ,୭।୯: ଜମ୍ମୁ-କଶ୍ମୀର ପୁଞ୍ଚ ଜିଲାର କ୍ରିଷ୍ଣା ଘାଟି ସେକ୍ଟରେ ଶନିବାର ସକାଳେ ପାକିସ୍ତାନ ପୁଣି ଥରେ ଅସ୍ତ୍ରବିରିତି ଉଲ୍ଲଂଘନ କରିଛି। ହେଲେ ଏହାର କଡା ଜବାବ ଦେଇଛି ଭାରତୀୟ ସେନା। ଏପର୍ଯ୍ୟନ୍ତ ଏଥିରେ ମୃତାହତଙ୍କର କୌଣସି ସୂଚନା ମିଳିନାହିଁ। ସୂଚନାଯୋଗ୍ୟ,...
ଶପଥ ନେଲେ କେରଳ ରାଜ୍ୟପାଳ
ଥିରୁଭାନନ୍ଥପୁରମ୍, ୭ା୯(ପି.ଟି.) : କେରଳର ରାଜ୍ୟପାଳ ଭାବେ ଶୁକ୍ରବାର ପୂର୍ବତନ କେନ୍ଦ୍ରମନ୍ତ୍ରୀ ଆରିଫ୍ ମହମ୍ମଦ ଖାନ୍ ଶପଥ ଗ୍ରହଣ କରିଛନ୍ତି। ରାଜଭବନଠାରେ ନୂତନ ରାଜ୍ୟପାଳଙ୍କୁ କେରଳ ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ହୃଷୀକେଶ ରାୟ ପଦ ଓ ଗୋପନୀୟତାର ଶପଥ...
ଅଯୋଧ୍ୟା ଶୁଣାଣିର ସିଧାପ୍ରସାରଣ ନେଇ ପିଟିଶନ: ନିଷ୍ପତ୍ତି ନେବେ ସିଜେଆଇଙ୍କ ଖଣ୍ଡପୀଠ
ନୂଆଦିଲ୍ଲୀ,୭ା୯,(ପି.ଟି./ଆଇଏଏନ୍ଏସ୍): ଅଯୋଧ୍ୟାସ୍ଥିତ ରାମ ଜନ୍ମଭୂମି-ବାବ୍ରି ମସ୍ଜିଦ୍ ବିବାଦ ମାମଲା ଦୈନନ୍ଦିନ ଶୁଣାଣିର ସିଧାପ୍ରସାରଣ ଓ ରେକର୍ଡିଂ ହେବ କି ନାହିଁ ତାହା ଭାରତର ପ୍ରଧାନ ବିଚାରପତି (ସିଜେଆଇ) ରଞ୍ଜନ ଗୋଗୋଇଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ ନିଷ୍ପତ୍ତି ନେବେ। ରାଷ୍ଟ୍ରୀୟ ସ୍ବୟଂସେବକ...
ଗଗନୟାନ ଲାଗି ପ୍ରସ୍ତୁତି ଜୋର୍ଦାର
ବେଙ୍ଗାଲୁରୁ, ୭ା୯(ପି.ଟି.) : ଚନ୍ଦ୍ରୟାନ-୨ ପରେ ଗଗନୟାନ ଲାଗି ଭାରତର ପ୍ରସ୍ତୁତି ଜୋର୍ ଧରିବାରେ ଲାଗିଛି। ଏଥିଲାଗି ପ୍ରଥମ ପର୍ଯ୍ୟାୟରେ ଭାରତୀୟ ମହାକାଶଚାରୀଙ୍କ ଚୟନ ଶେଷ ହୋଇଥିବା ଭାରତୀୟ ବାୟୁସେନା ପକ୍ଷରୁ କୁହାଯାଇଛି। ମହାକାଶକୁ ପ୍ରଥମ ମଣିଷ ପଠାଯିବା ଲାଗି...
ଆଇଏଏସ୍ ଅଧିକାରୀଙ୍କ ଇସ୍ତଫା
ମାଙ୍ଗାଲୁରୁ, ୭ା୯(ପି.ଟି.) : କର୍ନାଟକର ଆଇଏଏସ୍ ଅଫିସର ତଥା ଦକ୍ଷିଣ କନ୍ନଡ଼ ଜିଲାର ଡେପୁଟି କମିଶନର ଶଶିକାନ୍ତ ସେନ୍ଥିଲ ଶୁକ୍ରବାର ନିଜ ପଦରୁ ଇସ୍ତଫା ଦେଇଛନ୍ତି। ଏହି ନିଷ୍ପତ୍ତି ବ୍ୟକ୍ତିଗତ ବୋଲି ସେ ଦର୍ଶାଇଥିଲେ ହେଁ ସରକାରଙ୍କ ଗଣତାନ୍ତ୍ରିକ କାର୍ଯ୍ୟଧାରା...
ବିକ୍ରମ ସହ ଯୋଗାଯୋଗ ବିଚ୍ଛିନ୍ନ
ନୂଆଦିଲ୍ଲୀ,୭ା୯(ପି.ଟି./ଆଇଏଏନ୍ଏସ୍): ଭାରତର ଦ୍ୱିତୀୟ ଚନ୍ଦ୍ର ମିଶନ ଚନ୍ଦ୍ରୟାନ-୨ର ଲ୍ୟାଣ୍ଡର ‘ବିକ୍ରମ’ ଶୁକ୍ରବାର ରାତି ୨ଟା ୧୫ମିନିଟ ସୁଦ୍ଧା ଚନ୍ଦ୍ରପୃଷ୍ଠରେ ପାଦ ଥାପିପାରିନାହିଁ। ଜୁଲାଇ ୨୨ରେ ଲଞ୍ଚ ହୋଇଥିବା ଚନ୍ଦ୍ରୟାନ-୨ ରାତି ୧ଟା ୫୩ରେ ଜହ୍ନର ଦକ୍ଷିଣ ମେରୁକୁ ସ୍ପର୍ଶ କରିବାକୁ...
ଇତିହାସ ରଚିବ ଚନ୍ଦ୍ରୟାନ-୨: ଚନ୍ଦ୍ରରେ ପାଦ ଥାପିବ ବିକ୍ରମ
ନୂଆଦିଲ୍ଲୀ,୬ା୯(ପି.ଟି./ଆଇଏଏନ୍ଏସ୍): ଭାରତର ଦ୍ୱିତୀୟ ଚନ୍ଦ୍ର ମିଶନ ଚନ୍ଦ୍ରୟାନ-୨ର ଲ୍ୟାଣ୍ଡର ‘ବିକ୍ରମ’ ଶୁକ୍ରବାର ରାତି ୧ଟା ୪୩ ମିନିଟରେ ଚନ୍ଦ୍ରପୃଷ୍ଠରେ ପାଦ ଥାପିବାକୁ ଯାଉଛି। ଜୁଲାଇ ୨୨ରେ ଲଞ୍ଚ ହୋଇଥିବା ଚନ୍ଦ୍ରୟାନ-୨ ଜହ୍ନର ଦକ୍ଷିଣ ମେରୁକୁ ସ୍ପର୍ଶ କରିବ। ସେଠାରେ ବିକ୍ରମଠାରୁ...
Archives


