ଜାତୀୟ

ଇରାନରେ ଥିବା ଭାରତୀୟଙ୍କୁ ଏୟାରଲିପ୍ଟ କରିବାକୁ ଚାଲିଛି ପ୍ରସ୍ତୁତି !

ନୂଆଦିଲ୍ଲୀ,୧।୩: ଚାଇନା ଓ ଦକ୍ଷିଣ କୋରିଆ ପରେ ଏବେ ଇରାନରେ କରୋନା ଭାଇରସ ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। ବିଶେଷ ସୂତ୍ରରୁ ମିଳିଥିବା ଖବର ଅନୁଯାୟୀ, ଏବେସୁଦ୍ଧା ଇରାନରେ କରୋନା ଭାଇରସରେ ସଂକ୍ରମିତ ହୋଇ ୪୦ ଜଣଙ୍କ ମୃତ୍ୟୁ ହେଲାଣି। ତେଣୁ…

ଶାହୀନ ବାଗରେ ୧୪୪ ଧାରା ଜାରି

ନୂଆଦିଲ୍ଲୀ,୧।୩: ରାଜଧାନୀ ଦିଲ୍ଲୀର ଶାହୀନ ବାଗରେ ବେଶ୍‌ କିଛିଦିନ ହେବ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ବିରୋଧ ପ୍ରଦର୍ଶନ ଜାରି ରହିଛି। ପାଖାପାଖି ଅଢେଇ ମାସ ହେବ ଶାହୀନ ବାଗଠାରେ ଯାତାୟାତ ପାଇଁ ରାସ୍ତା ବନ୍ଦ ରହିଛି। ହିନ୍ଦୁ ସେନା ପକ୍ଷରୁ…

ନୀତୀଶଙ୍କ ଜନ୍ମଦିନରେ ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୧।୩: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କର ରବିବାର ଜନ୍ମଦିନ ଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟ୍‌ କରି ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ମୋଦି ଟୁଇଟ୍‌ କରି ନୀତୀଶଙ୍କ ସୁସ୍ଥ ଓ ଦୀର୍ଘ ଜୀବନ କାମନା କରିଛନ୍ତି। ରାଜନୀତିରେ ତାଙ୍କର ଅବଦାନ ଓ…

ବିନା ଖାଦ୍ୟ, ଔଷଧରେ ୬ ଓଡ଼ିଆ ପରିବାର

ନୂଆଦିଲ୍ଲୀ,୧।୩: ଉତ୍ତରପୂର୍ବ ଦିଲ୍ଲୀରେ ଧୀରେ ଧୀରେ ସ୍ବାଭାବିକ ଅବସ୍ଥା ଫେରୁଛି। ଏହା ସତ୍ତ୍ୱେ ଖଜୁରି ଖାସ୍‌ ଅଞ୍ଚଳରେ ରହିଥିବା ୬ ଓଡ଼ିଆ ପରିବାର ଏବେ ବି ଦଙ୍ଗାଜନିତ ମାନସିକ ଆଘାତରୁ ମୁକୁଳିପାରି ନାହାନ୍ତି। ଦଙ୍ଗା ସମୟର କଥା ମନେପକାଇ ସେମାନେ କହିଛନ୍ତି,…

‘ଗୋଲି ମାରୋ’ ସ୍ଲୋଗାନ ଦେଇ ୬ ଗିରଫ

ନୂଆଦିଲ୍ଲୀ,୧।୩(ପି.ଟି.): ଦିଲ୍ଲୀର ସବୁଠୁ ବ୍ୟସ୍ତ ରାଜୀବ ଚୌକ ମେଟ୍ରୋ ଷ୍ଟେଶନରେ ଶନିବାର ସକାଳେ ‘ଗୋଲି ମାରୋ’ ସ୍ଲୋଗାନ ଦେଇଥିବା ୬ ଜଣ ଯୁବକଙ୍କୁ ମେଟ୍ରୋ କର୍ମଚାରୀ ଓ ସୁରକ୍ଷା କର୍ମୀ କାବୁ କରି ରେଲଓ୍ବେ ପୋଲିସକୁ ହସ୍ତାନ୍ତର କରିଥିଲେ। ପୋଲିସ ସେମାନଙ୍କୁ…

ପୋଲିସର ବର୍ବରତା: ଆହତଙ୍କୁ ଜାତୀୟ ସଙ୍ଗୀତ ଗାଇବାକୁ ବାଧ୍ୟ କଲା

ନୂଆଦିଲ୍ଲୀ,୧।୩: ଦିଲ୍ଲୀ ଦଙ୍ଗାରେ ଆହତ ହୋଇ ରାସ୍ତାରେ ଛଟପଟ ହେଉଥିବା ଯୁବକଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲ ନେବା ପରିବର୍ତ୍ତେ ତାଙ୍କୁ ଜାତୀୟ ସଙ୍ଗୀତ ଗାଇବା ପାଇଁ ବାଧ୍ୟ କରାଯାଇଥିଲା। ଏଭଳି ଏକ ଭିଡ଼ିଓ ସାମନାକୁ ଆସିଛି। ଉତ୍ତରପୂର୍ବ ଦିଲ୍ଲୀ ଅନ୍ତର୍ଗତ କର୍ଦମପୁରୀ…

ବଳାତ୍କାର ପରେ ନାବାଳିକାଙ୍କୁ ଜାଳିଦେଲେ: ହସ୍ପିଟାଲରେ ମୃତ୍ୟୁ ସହ ଲଢ଼ୁଛନ୍ତି ପୀଡ଼ିତା

ହାଇଦ୍ରାବାଦ,୨୯ା୨: ତେଲଙ୍ଗାନାର ସୂର୍ଯ୍ୟପେଟ ଜିଲାରେ ଜଣେ ନାବାଳିକା(୧୭)ଙ୍କୁ ବଳାତ୍କାର କରାଯିବା ପରେ ନିଆଁରେ ପୋଡ଼ି ଦିଆଯାଇଛି। ପୀଡ଼ିତା ଏବେ ଗୁରୁତର ଅବସ୍ଥାରେ ଓ୍ବାରାଙ୍ଗଲ ସରକାରୀ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ତାଙ୍କ ଶରୀରର ୫୦ ଭାଗରୁ ଊର୍ଦ୍ଧ୍ୱ ଅଂଶ ପୋଡ଼ିଯାଇଛି। ଏଭଳି କାଣ୍ଡ…

୩୫ ମିନିଟ୍‌ରେ ୬ ସନ୍ତାନ ଜନ୍ମ ଦେଲେ ମହିଳା

ଶୋପୁର,୨୯।୨: ମଧ୍ୟ ପ୍ରଦେଶ ଶୋପୁରର ଜିଲା ହସ୍ପିଟାଲରେ ଜଣେ ମହିଳା ଶନିବାର ସକାଳେ ମାତ୍ର ୩୫ ମିନିଟ୍‌ ମଧ୍ୟରେ ୬ ସନ୍ତାନ ଜନ୍ମ ଦେଇଥିବା ସୂଚନା ମିଳିଛି। ଏତେ କମ୍‌ ସମୟ ମଧ୍ୟରେ ୬ଟି ସନ୍ତାନ ପ୍ରସବ ହେବା ଘଟଣା ଉକ୍ତ…

ରୋଜଗାରର ବାଟ ଫିଟାଇବ ବୁନ୍ଦେଲଖଣ୍ଡ ଏକ୍ସପ୍ରେସ୍‌ ଓ୍ବେ: ପ୍ରଧାନମନ୍ତ୍ରୀ

ଚିତ୍ରକୂଟ,୨୯।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ପ୍ରାୟ ୨୯୬ କିଲୋମିଟର ଲମ୍ବା ବୁନ୍ଦେଲଖଣ୍ଡ ଏକ୍ସପ୍ରେସ୍‌ ଓ୍ବେର ଶିଳାନ୍ୟାସ କରିଛନ୍ତି। ପାଖାପାଖି ୧୫ ହଜାର କୋଟି ଟଙ୍କା ବ୍ୟୟରେ ଏହା ନିର୍ମାଣ କରାଯାଇଛି। ଏହି ଏକ୍ସପ୍ରେସ୍‌ ଓ୍ବେ ଚିତ୍ରକୂଟ, ବାନ୍ଦା, ହରିମପୁର ଓ…

ନିର୍ଭୟା ମାମଲା: ଫାଶୀରୁ ବଞ୍ଚିବାକୁ ଦ୍ୱିତୀୟଥର କ୍ଷମା ଆବେଦନ କଲେ ଅକ୍ଷୟ

ନୂଆଦିଲ୍ଲୀ,୯।୨: ନିର୍ଭୟା ଗଣବଳାତ୍କାର ମାମଲାର ୪ ଦୋଷୀଙ୍କୁ ଆସନ୍ତା ମାର୍ଚ୍ଚ ୩ ସକାଳ ୬ଟାରେ ଫାଶୀ ଦେବାକୁ ନେଇ ତୃତୀୟ ଥର ଲାଗି ଡେଥ୍‌ ଓ୍ବାରେଣ୍ଟ ଜାରି କରାଯାଇଛି। ହେଲେ ଏଥିରୁ ବଞ୍ଚିବାକୁ ଏମାନେ ପୁଣି ଉଦ୍ୟମ କରିଛନ୍ତି। ଏହି ମାମଲାର…

ପ୍ରତିବର୍ଷ ଟ୍ରକ ଡାଇଭର ଦେଉଛନ୍ତି ୪୭ ହଜାର କୋଟିରୁ ଅଧିକ ଲାଞ୍ଚ: ରିପୋର୍ଟ

ନୂଆଦିଲ୍ଲୀ,୨୯।୨: ପ୍ରତିବର୍ଷ ଟ୍ରକ୍‌ ଡ୍ରାଇଭର ୪୭ ହଜାର କୋଟିରୁ ଅଧିକ ଲାଞ୍ଚ ଦେଉଥିବା ଏକ ରିପୋର୍ଟରେ ପ୍ରକାଶ ପାଇଛି। ସ୍ବେଚ୍ଛାସେବୀ ସଂଗଠନ ସେଭ୍‌ ଲାଇଫ୍‌ ଫାଉଣ୍ଡେଶନ୍‌ ପକ୍ଷରୁ ଏକ ରିପୋର୍ଟରେ ଏସମ୍ପର୍କିତ ଦର୍ଶାଯାଇଛି। ମହିନ୍ଦ୍ରା ଆଣ୍ଡ୍‌ ମହିନ୍ଦ୍ରା ସହିତ ମିଳିତ ହୋଇ…

ଡେଲିଭରି ବୟ ‘ସୋନୁ’ ପାଲଟିଲେ ଇଣ୍ଟରନେଟ୍‌ ସେନ୍‌ସେଶନ

ନୂଆଦିଲ୍ଲୀ,୨୯।୨: ଫୁଡ୍‌ ଡେଲିଭରି କମ୍ପାନୀ ଜମାଟୋର ଜଣେ ରାଇଡର ସୋନୁ ଏବେ ଇଣ୍ଟରନେଟ୍‌ ସେନ୍‌ସେଶନ ପାଲଟି ଯାଇଛନ୍ତି। ତାଙ୍କର କିଛି ଭିଡିଓ ଏବେ ଇଣ୍ଟରନେଟରେ ଭାଇରାଲ ହେବାରେ ଲାଗିଛି। ଏଥିରେ ସୋନୁଙ୍କ କଥା କହିବାର ଶୈଳୀ ଓ ସ୍ମାଇଲ ଲୋକଙ୍କ ମନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?