ଜାତୀୟ

କୋର୍ଟରେ ଯୁବକଙ୍କୁ ଗୁଳିକରି ହତ୍ୟା

ଲକ୍ଷ୍ନୌ,୧୮ା୧୨(ପି.ଟି.): ପଶ୍ଚିମ ଉତ୍ତରପ୍ରଦେଶର ବିଜ୍‌ନୋରର ଏକ ଅଦାଲତରେ ଜଣେ ହତ୍ୟା ଅଭିଯୁକ୍ତଙ୍କୁ ମଙ୍ଗଳବାର ଅପରାହ୍ନରେ ଗୁଳିକରି ହତ୍ୟା କରାଯାଇଛି। ବିଜ୍‌ନୋର ଜିଲା ଅଦାଲତର ମୁଖ୍ୟ ବିଚାର ବିଭାଗୀୟ ଅଦାଲତରେ ଅଭିଯୁକ୍ତ ଶାହନଓ୍ବାଜ୍‌ ଅନ୍‌ସାରିଙ୍କୁ ହାଜର କରିବା ଲାଗି ଅଣାଯାଉଥିବାବେଳେ ଗୁଳିମାଡ଼ କରାଯାଇଥିଲା।…

ଦେଖିବା ମାତ୍ରେ ଗୁଳି ନିର୍ଦ୍ଦେଶ

ହୁବ୍‌ଲି, ୧୮ା୧୨: ସିଏଏକୁ ବିରୋଧ କରି ଦେଶର ବିଭିନ୍ନ ସ୍ଥାନରେ ପୋଡ଼ାଜଳା ଓ ଭଙ୍ଗାରୁଜା ଚାଲିଥିବାବେଳେ ରେଲ୍‌ଓ୍ବେ ସମ୍ପତ୍ତି ନଷ୍ଟ କରୁଥିବା ବ୍ୟକ୍ତିଙ୍କୁ ସେହିଠାରେ ଗୁଳି କରିଦେବା( ସୁଟ୍‌ ଆଟ୍‌ ସାଇଟ୍‌) ଉଚିତ ବୋଲି ରେଳ ରାଷ୍ଟ୍ରମନ୍ତ୍ରୀ ସୁରେଶ ଅଙ୍ଗଦି କହିଛନ୍ତି।…

ପଛଘୁଞ୍ଚାର ପ୍ରଶ୍ନ ଉଠୁନି; ସିଏଏ ବିରୋଧୀ ବିକ୍ଷୋଭ ପଛରେ ୧୦୦ ପ୍ରତିଶତ ରାଜନୀତି: ଶାହା

ନୂଆଦିଲ୍ଲୀ,୧୮ା୧୨ (ଆଇଏଏନ୍‌ଏସ୍‌): ସିଏଏ ପଛରେ ୧୦୦ ପ୍ରତିଶତ ରାଜନୀତି ରହିଛି। କେତେକ ରାଜନୈତିକ ଦଳ ହିନ୍ଦୁ ଓ ମୁସ୍‌ଲିମ୍‌ ସମ୍ପ୍ରଦାୟ ମଧ୍ୟରେ ବିଭେଦ ସୃଷ୍ଟି କରିବା ପାଇଁ ହିଂସା ଉସୁକାଉଛନ୍ତି ବୋଲି ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହା ସମାଲୋଚନା କରିଛନ୍ତି। ଏହାସହ ସିଏଏ…

ଜାମିଆ ଛାତ୍ରଙ୍କୁ ଲାଠିମାଡ଼: ପୋଲିସ ଜୁଲମ ହାଏ ହାଏ

ଓ୍ବାଶିଂଟନ,୧୮ା୧୨: ସିଏଏ ବିରୋଧୀ ବିକ୍ଷୋଭ ବେଳେ ଦିଲ୍ଲୀର ଜାମିଆ ମିଲିଆ ଇସ୍‌ଲାମିଆ ବିଶ୍ୱବିଦ୍ୟାଳୟ (ଜେଏମ୍‌ଆଇୟୁ) ଏବଂ ଉତ୍ତରପ୍ରଦେଶର ଆଲିଗଡ଼ ମୁସ୍‌ଲିମ୍‌ ୟୁନିଭସର୍ସିଟି (ଏଏମ୍‌ୟୁ) ଛାତ୍ରୀଛାତ୍ରଙ୍କ ଉପରେ ପୋଲିସର ଜୁଲମକୁ ବିଦେଶୀ ଉଚ୍ଚଶିକ୍ଷାନୁଷ୍ଠାନଗୁଡ଼ିକ ପକ୍ଷରୁ ଦୃଢ଼ନିନ୍ଦା କରାଯାଇଛି। ଅକ୍ସଫୋର୍ଡ, ହାଓ୍ବାର୍ଡ, ୟେଲ୍‌, କଲମ୍ବିଆ,…

ପ୍ରଖ୍ୟାତ ଅଭିନେତା ଶ୍ରୀରାମ ଲାଗୁଙ୍କ ପରଲୋକ

ନୂଆଦିଲ୍ଲୀ,୧୮।୧୨:ବଲିଉଡର ପ୍ରଖ୍ୟାତ ଅଭିନେତା ଶ୍ରୀରାମ ଲାଗୁଙ୍କ ମଙ୍ଗଳବାର ସନ୍ଧ୍ୟାରେ ପରଲୋକ ଘଟିଛି। ତାଙ୍କୁ ୯୨ ବର୍ଷ ହୋଇଥିଲା। ସେ ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥିଲେ। ପୁନେସ୍ଥିତ ଏକ ଘରୋଇ ହସ୍ପିଟାଲରେ ସେ ଶେଷନିଃଶ୍ୱାସ ତ୍ୟାଗ କରିଛନ୍ତି। ୧୦୦ରୁ ଊର୍ଦ୍ଧ୍ୱ ହିନ୍ଦୀ ଫିଲ୍ମ…

ସିଏଏ ପ୍ରତ୍ୟାହାର କର:ରାଷ୍ଟ୍ରପତିଙ୍କୁ ଭେଟିଲେ ୧୨ ବିରୋଧୀ ଦଳ ନେତା

ନୂଆଦିଲ୍ଲୀ,୧୮।୧୨(ପି.ଟି.):ସାରା ଦେଶରେ ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ବିରୋଧୀ ଆନ୍ଦୋଳନ ତେଜିବାରେ ଲାଗିଛି। ଏହାକୁ ନେଇ ଆନ୍ଦୋଳନରତ ଛାତ୍ରୀଛାତ୍ରଙ୍କ ବିରୋଧରେ ପୋଲିସର ଦମନଲୀଳା ନିଆଁରେ ଘିଅ ଢାଳିବା ଭଳି କାର୍ଯ୍ୟ କରୁଛି। ଏଭଳି ସ୍ଥିତିରେ ବିରୋଧୀ ମଙ୍ଗଳବାର ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ…

ଶାନ୍ତ ରହିବାକୁ ଦିଲ୍ଲୀବାସୀଙ୍କୁ ନିବେଦନ କଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୧୭।୧୨: ସାରାଦେଶରେ ନାଗରିକତା ସଂଶୋଧନ ଆଇନ(ସିଏଏ)କୁ ବିରୋଧ କରାଯାଉଥିବା ବେଳେ ବିଭିନ୍ନ ସ୍ଥାନରେ ହିଂସାତ୍ମକ ପରିସ୍ଥିତି ଦେଖାଦେଇଛି। ବିଶେଷତଃ ଦିଲ୍ଲୀରେ ଏହାର ବହୁଳ ଭାବେ ବିରୋଧ ପ୍ରଦର୍ଶନ କରାଯାଉଛି। ଜାମିଆ ମିଲିଆ ଇସ୍‌ଲାମିଆ ବିଶ୍ୱବିଦ୍ୟାଳୟରେ ହୋଇଥିବା ହିଂସା ପରେ ମଙ୍ଗଳବାର ଦିଲ୍ଲୀ…

ପୋଲିସରେ ଭର୍ତ୍ତି ହେଲେ କୃଷକଙ୍କ ୨ଝିଅ, ଜଣେ ପୁଅ

ଲକ୍ଷ୍ନୌ,୧୭।୧୨: ପରିବାରରେ ଯେତେବେଳେ ଜଣେ ପୁଅ ପୋଲିସ ପୋଷାକ ପିନ୍ଧେ ସେତେବେଳେ ସମସ୍ତେ ଗର୍ବ ଅନୁଭବ କରିଥାନ୍ତି। ହେଲେ ଉତ୍ତରପ୍ରଦେଶ ମୁରଦାବାଦରେ ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ଯେଉଁଠାରେ ଝିଅଙ୍କ ସଫଳତା ଲୋକଙ୍କୁ ଗର୍ବ କରିବାକୁ ଶିଖାଇଦେଇଛି। ସୋମବାର ଗୋଟିଏ…

ବିହାରରେ ଲଜ୍ଜା: ବଳାତ୍କାର ଉଦ୍ୟମ ସଫଳ ନ ହେବାରୁ ନାବାଳିକାଙ୍କୁ ଗୁଳି କଲେ ଯୁବକ

ରୋହତାସ,୧୭।୧୨: ବିହାରରେ ପୁଣି ଲଜ୍ଜା। ବିହାର ରୋହତାସ ଜିଲାର ରାଜପୁରରେ ୧୦ମରେ ପଢ଼ୁଥିବା ଜଣେ ଛାତ୍ରୀଙ୍କୁ ଗଣବଳାତ୍କାର ଉଦ୍ୟମ କରାଯାଇଛି। ଉଦ୍ୟମରେ ସଫଳ ନ ହେବାରୁ ପୀଡିତାଙ୍କୁ ଗୁଳି କରି ହତ୍ୟା କରାଯାଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ମଙ୍ଗଳବାର ପୀଡିତା ଜେଜେମାଙ୍କ ସହ…

ଅଭିନେତ୍ରୀ ପାୟଲଙ୍କୁ ମିଳିଲା ଜାମିନ

ଜୟପୁର,୧୭।୧୨: ବଲିଉଡ୍‌ ଅଭିନେତ୍ରୀ ପାୟଲ ରୋହତଗିଙ୍କୁ ମଙ୍ଗଳବାର ଜାମିନ ମିଳିଯାଇଛି। ଦୁଇଟି ମାମଲା ପାଇଁ ୨୫- ୨୫ ହଜାର ଟଙ୍କା ଦାଖଲ କରିବା ପରେ ତାଙ୍କୁ ଜାମିନ ମିଳିଥିବା ସୂଚନା ମିଳିଛି। ସୂଚନାଯୋଗ୍ୟ, ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁଙ୍କୁ ନେଇ…

ଜାମିଆ ପରେ ସିଲମପୁରକୁ ବ୍ୟାପିଲା ସିଏଏ ହିଂସା: ୩ ମେଟ୍ରୋ ଷ୍ଟେଶନ ବନ୍ଦ

ନୂଆଦିଲ୍ଲୀ,୧୭।୧୨: ଦିଲ୍ଲୀର ଜାମିଆ ପରେ ଏବେ ସିଲମପୁରକୁ ବ୍ୟାପିଛି ନାଗରିକତା ସଂଶୋଧନ ଆଇନ (ସିଏଏ) ହିଂସା। ମଙ୍ଗଳବାର ଜଫରାବାଦରେ ସିଏଏ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏହାରି ଭିତରେ ପୋଲିସ ଓ ପ୍ରଦର୍ଶନକାରୀ ମୁହାଁମୁହିଁ ହୋଇଛନ୍ତି। ବିକ୍ଷୋଭ ପ୍ରଦର୍ଶନ ସମୟରେ ପ୍ରଦର୍ଶନକାରୀମାନେ…

ଦିଲ୍ଲୀରେ ପିଆଜ ଦର ଆକାଶଛୁଆଁ: କିଲୋ ପ୍ରତି ଦର୧୫୦ଟଙ୍କା

ନୂଆଦିଲ୍ଲୀ,୧୭।୧୨: ନିକଟରେ ଦେଶର ବିଭିନ୍ନ ଅଞ୍ଚଳରେ ହୋଇଥିବା ବର୍ଷା ଯୋଗୁ ପିଆଜ ଦର ପୁଣି ଆକାଶଛୁଆଁ ହୋଇଛି। କାରଣ ବର୍ଷା ଯୋଗୁ ମଣ୍ଡିରେ ପର୍ଯ୍ୟାପ୍ତ ପରିମାଣର ପିଆଜ ପହଞ୍ଚିପାରିନାହିଁ। ଫଳରେ ଦିନକୁ ଦିନ ଏହାର ଦର ବୃଦ୍ଧି ପାଇବାରେ ଲାଗିଛି। ମଙ୍ଗଳବାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri