ଏହି ଚା’ ପିଅନ୍ତୁ, ଓଜନ କମ୍ କରନ୍ତୁ
ଆଜିକାଲି ବ୍ୟସ୍ତବହୁଳ ଜୀବନଶୈଳୀ ଭିତରେ ଓଜନ ବୃଦ୍ଧି ଏକ ବଡ ସମସ୍ୟା ଭାବେ ଉଭା ହୋଇଛି। ଓଜନ କମାଇବା ପାଇଁ ବଜାରରେ ବିଭିନ୍ନ ପ୍ରକାର ଔଷଧ ମିଳୁଥିବାବେଳେ ତାହା କାମ ମଧ୍ୟ ଦେଉନାହିଁ। ତେବେ ପ୍ରାକୃତିକ ଉପାୟରେ କେମିତି ଓଜନ କମାଇବେ…
ସୋନିଆଙ୍କ ସହ ଫୋନରେ କଥା ହେଲେ ଉଦ୍ଧବ
ମୁମ୍ବାଇ,୧୧।୧୧: ମହାରାଷ୍ଟ୍ରରେ ସରକାର ଗଠନ ନେଇ ଚାଲିଥିବା ରାଜନୀତି ଡ୍ରାମା ସୋମବାର ସନ୍ଧ୍ୟାରେ ଶେଷ ହୋଇପାରେ। ଶିବସେନାକୁ ସମର୍ଥନ କରିବାକୁ ଯାଇ ଏନ୍ସିପି ନିଜର ମତ ସ୍ପଷ୍ଟ କରିସାରିଛି। ହେଲେ କଂଗ୍ରେସର ମତାମତକୁ ଅପେକ୍ଷା କରାଯାଇଛି। ଏନେଇ କଂଗ୍ରେସର ଅନ୍ତରୀଣ ଅଧ୍ୟକ୍ଷ…
ଲତା ମଙ୍ଗେସକର ଅସୁସ୍ଥ
ମୁମ୍ବାଇ,୧୧।୧୧: ସୁର ସାମ୍ରାଜ୍ଞୀ ତଥା ଭାରତରତ୍ନ ଲତା ମଙ୍ଗେସକର ଅସୁସ୍ଥ ହୋଇପଡିଥିବା ଖବର ମିଳିଛି। ଛାତିରେ ସଂକ୍ରମଣ ଯୋଗୁ ତାଙ୍କୁ ରବିବାର ରାତି ପ୍ରାୟ ୨ଟାରେ ମୁମ୍ବାଇର ବିଚ୍ କ୍ୟାଣ୍ଡି ହସ୍ପିଟାଲର ଆଇସିୟୁରେ ଭର୍ତ୍ତି କରାଯାଇଥିଲା। ଏବେ ସେ ସୁସ୍ଥ ଥିବା…
ସଞ୍ଜୟ କରୋଲ ହେଲେ ପାଟନା ହାଇକୋର୍ଟର ମୁଖ୍ୟ ବିଚାରପତି
ପାଟନା,୧୧।୧୧: ବିହାର ପାଟନା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ସଞ୍ଜୟ କରୋଲ ସୋମବାର ଶପଥ ଗ୍ରହଣ କରିଛନ୍ତି। ରାଜଭବନରେ ଆୟୋଜିତ ଏକ ସମାରୋହରେ ବିହାରର ରାଜ୍ୟପାଳ ଫଗୁ ଚୌହାନ ତାଙ୍କୁ ଶପଥ ଗ୍ରହଣ କରାଇଥିଲେ। ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର,…
ଆକାଶ ମାର୍ଗରୁ ବୁଲ୍ବୁଲ୍ କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ମମତା
କୋଲକାତା,୧୧।୧୧: ବାତ୍ୟା ‘ବୁଲ୍ବୁଲ୍’ ପ୍ରଭାବରେ ପଶ୍ଚିମବଙ୍ଗର ଅଧିକାଂଶ ଅଞ୍ଚଳ କ୍ଷତିଗ୍ରସ୍ତ ହୋଇଛି। ଏଥିରେ ପ୍ରାୟ ୭ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଲକ୍ଷାଧିକ ଲୋକ ବାସଶୂନ୍ୟ ହୋଇପଡିଛନ୍ତି। ଏହାସହ ହେକ୍ଟର ହେକ୍ଟର ଚାଷ ମଧ୍ୟ ନଷ୍ଟ ହୋଇଯାଇଛି। ସୋମବାର ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା…
ସରକାର ଗଠନ ପୂର୍ବରୁ ଅସୁସ୍ଥ ହେଲେ ସଞ୍ଜୟ: ହସ୍ପିଟାଲରେ ଭର୍ତ୍ତି
ମୁମ୍ବାଇ,୧୧।୧୧: ମହାରାଷ୍ଟ୍ରରେ ସରକାର ଗଠନ ପୂର୍ବରୁ ଶିବସେନା ନେତା ଅସୁସ୍ଥ। ଶିବସେନାର ଟାଣୁଆ ନେତା ତଥା ଏମ୍ପି ସଞ୍ଜୟ ରାଉତ ସୋମବାର ମଧ୍ୟାହ୍ନରେ ଅସୁସ୍ଥ ହୋଇପଡ଼ିଛନ୍ତି। ଛାତିରେ ଯନ୍ତ୍ରଣା ଅନୁଭବ ହେବାରୁ ତାଙ୍କୁ ମୁମ୍ବାଇ ସ୍ଥିତ ଲିଲାବତି ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା…
ଏହି ରାଜ୍ୟରେ ଶହୀଦଙ୍କ ପରିବାରଙ୍କୁ ଦେବାକୁ ପଡ଼ିବନି ଟୋଲ ଟ୍ୟାକ୍ସ
ଶିମଲା,୧୧।୧୧: ଶହୀଦଙ୍କ ପରିବାରଙ୍କୁ ଏଣିକି ଦେବାକୁ ପଡ଼ିବନି ଟୋଲ ଟ୍ୟାକ୍ସ। ଏନେଇ ହିମାଚଳ ପ୍ରଦେଶର ମୁଖ୍ୟମନ୍ତ୍ରୀ ଜୟରାମ ଠାକୁର ସୋମବାର ଘୋଷଣା କରିଛନ୍ତି। ଏଥିସହ ଶହୀଦ ପରିବାର ଫଣ୍ଡ ପାଇଁ ୫ଲକ୍ଷ ଟଙ୍କା ସହାୟତା ରାଶି ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।…
ଭାବି ସ୍ବାମୀଙ୍କୁ ମାତାଲ୍ ଅବସ୍ଥାରେ ଦେଖି ବିବାହ କରିବାକୁ ମନା କଲେ କନ୍ୟା
ଲକ୍ଷ୍ନୌ,୧୧।୧୧: ବିବାହ ପାଇଁ ସମସ୍ତ ପ୍ରସ୍ତୁତି ସରିଥିଲା। ବରଯାତ୍ରୀ ବି ବାଣ ଫୁଟାଇ କନ୍ୟା ଘର ପାଖରେ ପହଞ୍ଚିଥିଲେ। କିନ୍ତୁ କନ୍ୟା ବରକୁ ଦେଖି ବିବାହ କରିବାକୁ ମନା କରିଦେଇଥିଲେ। ଏଭଳି ଏକ ଘଟଣା ଘଟିଛି ଉତ୍ତର ପ୍ରଦେଶରେ ଲକ୍ଷ୍ମୀପୁରରେ। ଭାବି…
ବିବାହର ଅଧଘଣ୍ଟା ପୂର୍ବରୁ ଆତ୍ମହତ୍ୟା କଲେ ସଫ୍ଟଓ୍ବେୟାର ଇଞ୍ଜିନିୟର
ହାଇଦ୍ରାବାଦ୍,୧୧।୧୧: ହାଇଦ୍ରାବାଦରେ ଏକ ଅଭାବନୀୟ ଘଟଣା ଘଟିଛି। ବିବାହର ଅଧଘଣ୍ଟା ପୂର୍ବରୁ ଆତ୍ମହତ୍ୟା କରିଛନ୍ତି ଜଣେ ସଫ୍ଟଓ୍ବେୟାର ଇଞ୍ଜିନିୟର। ସନ୍ଦୀପ ନାମକ ଏହି ଯୁବକ ଜଣଙ୍କ ନିଜ ବିବାହ ମଣ୍ଡପରେ ରଶି ଲଗାଇ ଜୀବନ ହାରିଛନ୍ତି। ବିବାହ ପାଇଁ ଉଭୟ ବର…
ଅଜିତ ପାଓ୍ବାରଙ୍କ ସହ ଯୋଗାଯୋଗରେ ଭାଜପାର ୭ ବିଧାୟକ: ଇସ୍ତଫା ଦେବା ନେଇ ଚର୍ଚ୍ଚା
ନୂଆଦିଲ୍ଲୀ, ୧୧।୧୧: ମହାରାଷ୍ଟ୍ର ରାଜନୀତିକୁ ନେଇ ହାଇ ଭୋଲଟେଜ୍ ଡ୍ରାମା ଲାଗିରହିଛି। ଏହାରି ଭିତରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଭାଜପାର ୭ ବିଧାୟକ ଏନ୍ସିପି ଯୋଗାଯୋଗରେ ରହିଥିବା କୁହାଯାଉଛି। ଆଉ ଏହି ସମସ୍ତ ବିଧାୟକ ଦଳରୁ ଇସ୍ତାଫା ଦେବେ…
୨୧ ଦିନରେ ତେଜସ୍ର ଲାଭ ୭୦ ଲକ୍ଷ
ନୂଆଦିଲ୍ଲୀ,୧୧।୧୧: ଦେଶର ପ୍ରଥମ ଘରୋଇ ଟ୍ରେନ୍ ତେଜସ୍ ୨୧ ଦିନରେ ୭୦ ଲକ୍ଷ ଟଙ୍କାର ଲାଭ କରି ପାରିଛି। ଅକ୍ଟୋବର ୫ରୁ ଏହାର ଯାତ୍ରା ଆରମ୍ଭ କରିଥିଲା। ଅକ୍ଟୋବର ୨୮ ସୁଦ୍ଧା ଏହା ୩,୭୦ କୋଟି ଟଙ୍କାର ଟିକେଟ ବିକ୍ରି କରିଥିଲା।…
କେନ୍ଦ୍ରମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଅରବିନ୍ଦ
ନୂଆଦିଲ୍ଲୀ,୧୧।୧୧: ଶିବସେନା ନେତା ତଥା ମୋଦି ସରକାରଙ୍କ କ୍ୟାବିନେଟରେ ମନ୍ତ୍ରୀ ଥିବା ଅରବିନ୍ଦ ସାଓ୍ବନ୍ତ ସୋମବାର ମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ମହାରାଷ୍ଟ୍ର ରାଜନୀତିକୁ ଦେଖି ସେ ଏହି ଇସ୍ତଫା ଦେଇଥିବା କହିଛନ୍ତି। ଏକ ଖବରଦାତା ସମ୍ମିଳନୀରେ ସେ କହିଛନ୍ତି, ମହାରାଷ୍ଟ୍ର…
Archives


