ଜାତୀୟ

ମୋଦିଙ୍କୁ ଭାବପୂର୍ଣ୍ଣ ପତ୍ର ଲେଖିଲେ ସ୍ବାତୀ

ନୂଆଦିଲ୍ଲୀ,୧୪।୧୨: ମହିଳା ସୁରକ୍ଷାକୁ ନେଇ ଆଜିକୁ ୧୨ ଦିନ ହେବ ଆମରଣ ଅନଶନରେ ବସିଥିବା ଦିଲ୍ଲୀ ମହିଳା ଆୟୋଗର ମୁଖ୍ୟ ସ୍ବାତୀ ମାଲଓ୍ବୋଲ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିକଟକୁ ଏକ ଭାବପୂର୍ଣ୍ଣ ପତ୍ର ଲେଖିଛନ୍ତି। ସେ ଲେଖିଛନ୍ତି ଯଦି ଆନ୍ଧ୍ର…

କାରଗିଲ୍‌ ଯୁଦ୍ଧ ସମୟରେ ଭାରତକୁ ବିକ୍ରି କରାଯାଇଥିଲା ୩୦ ବର୍ଷ ପୁରୁଣା ଗୋଳାବାରୁଦ: ଭି.ପି. ମଲ୍ଲିକ

ନୂଆଦିଲ୍ଲୀ,୧୪।୧୨: କାରଗିଲ୍‌ ଯୁଦ୍ଧ ସମୟରେ ଭାରତ ବିଭିନ୍ନ ଅସ୍ତ୍ରଶସ୍ତ୍ର ପାଇଁ କିଛି ମିତ୍ର ଦେଶଙ୍କ ଉପରେ ଭରସା କରିଥିଲା। ଏହି ସମୟରେ ଅନ୍ୟ କେତେକ ଦେଶରୁ ବିଭିନ୍ନ ଯୁଦ୍ଧ ସରଞ୍ଜାମ କିଣାଯାଇଥିଲା। ତେବେ ପ୍ରତିଟି ଦେଶ ଭାରତ ଅସୁବିଧାରେ ପଡ଼ିଥିବା ଦେଖି…

ପାକିସ୍ତାନୀ ନୌକା ଜବତ: ବିଏସ୍‌ଏଫ୍‌ର ତଦନ୍ତ ଜାରି

ନୂଆଦିଲ୍ଲୀ,୧୪।୧୨: ଅନୁପ୍ରବେଶ ପାଇଁ ଅତିସମ୍ବେଦନଶୀଳ ଅଞ୍ଚଳ ଭାବେ ଜଣାଯାଉଥିବା କଚ୍ଛର ହରାମି ନାଲାରୁ ଶନିବାର ଏକ ଖାଲି ନୌକା ଜବତ କରାଯାଇଛି। ସୀମାର ସୁରକ୍ଷାକର୍ମୀ ଏହି ଖାଲି ନୌକାକୁ ଜବତ କରି ଯାଞ୍ଚ କରିଛନ୍ତି। ତେବେ ଏହି ନୌକା ପାକିସ୍ତାନର ବୋଲି…

କମାଣ୍ଡରଙ୍କୁ ସାଲ୍ୟୁଟ୍‌ କଲା ସେନା କୁକୁର: ସୋସିଆଲ୍‌ ମିଡ଼ିଆରେ ଭାଇରାଲ

ଶ୍ରୀନଗର,୧୪।୧୨: ଏବେ ସୋସିଆଲ୍‌ ମିଡ଼ିଆରେ ଭାରତୀୟ ସେନାରେ ନିୟୋଜିତ ଥିବା କୁକୁର ମିନାକାର ଫଟୋ ଭାଇରାଲ ହେବାରେ ଲାଗିଛି। ଫଟୋଟି ଜୁଲାଇ ୧ ଅମରନାଥ ଯାତ୍ରା ସମୟରେ ଉଠାଯାଇଥିବା କୁହାଯାଉଛି। ସେନା କୁକୁର ମିନାକା ନିଜ କାମରେ ବ୍ୟସ୍ତ ଥିବାବେଳେ ୧୫…

‘ନମାମି ଗଙ୍ଗେ’ ପ୍ରୋଜେକ୍ଟର ସମିକ୍ଷା କଲେ ମୋଦି

କାନପୁର,୧୪।୧୨: ନମାମି ଗଙ୍ଗେ କାର୍ଯ୍ୟକ୍ରମକୁ ନେଇ ଆଲୋଚନା ଜାରି ରହିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏଥିପାଇଁ ଶନିବାର ସକାଳେ କାନପୁରରେ ପହଞ୍ଚିଛନ୍ତି। ସେଠାରେ ସେ ଚନ୍ଦ୍ରଶେଖର ଆଜାଦ ୟୁନିଭର୍ସିଟି ଅଫ୍‌ ଏଗ୍ରିକଲଚର ଆଣ୍ଡ ଟେକ୍ନୋଲୋଜିରେ ଆୟୋଜିତ ବୈଠକରେ ଯୋଗ ଦେଇଛନ୍ତି। ଗଙ୍ଗାକୁ…

ଗତ ୬ ବର୍ଷ ଧରି ଲୋକଙ୍କୁ ଭୂଆଁ ବୁଲାଇଛନ୍ତି ମୋଦି: ମନମୋହନ

ନୂଆଦିଲ୍ଲୀ,୧୪।୧୨: ଗତ ୬ ବର୍ଷ ଧରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ଲୋକଙ୍କୁ ଭୂଆଁ ବୁଲାଇଛନ୍ତି। ଭାରତ ବଚାଓ ରାଲିରେ ଯୋଗଦେଇ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ଶନିବାର ଏଭଳି କହିଛନ୍ତି। ସେ କୌଣସି ଗୋଟିଏ ମଧ୍ୟ ପ୍ରତିଶ୍ରୁତି ମଧ୍ୟ ପୂରଣ…

ସର୍‌ନେମ ଉଧାର ଆଣିଛନ୍ତି ରାହୁଲ: ଗିରିରାଜ ସିଂ

ନୂଆଦିଲ୍ଲୀ,୧୪।୧୨: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ‘ରେପ୍‌ ଇନ୍‌ ଇଣ୍ଡିଆ ’ ବୟାନକୁ ନେଇ ବିବାଦ ଥମିବାର ନାଁ ନେଉନି। ଶନିବାର ପୁଣିଥରେ ରାହୁଲ ଏଥିପାଇଁ କ୍ଷମା ମାଗିବେ ନାହିଁ ବୋଲି ମନା କରିଦେବା ପରେ ଏହାକୁ ନେଇ ରାଜନୀତି ହୋଇଛି…

ଫାଶୀରେ ଝୁଲିବାର ୨ ଘଣ୍ଟା ପରେ ମଧ୍ୟ ଜୀବିତ ଥିଲେ ଏହି ଅପରାଧୀ

ନୂଆଦିଲ୍ଲୀ,୧୪।୧୨: ସାଧାରଣତଃ ଫାଶୀରେ ଝୁଲିବାର କିଛି ସମୟ ମଧ୍ୟରେ ଅପରାଧୀଙ୍କ ମୃତ୍ୟୁ ଘଟିଥାଏ। ତେବେ ୧୯୮୨ରେ ତିହାର ଜେଲରେ ଅପରାଧୀ ରଙ୍ଗା ବିଲାଙ୍କୁ ଫାଶୀ ଦିଆଯିବା ସମୟରେ ଏକ ଅଭାବନୀୟ ଘଟଣା ଘଟିଥିଲା। ଫାଶୀରେ ଝୁଲିବାର କିଛି ସମୟ ମଧ୍ୟରେ ବିଲାଙ୍କର…

ସତ ପାଇଁ କ୍ଷମା ମାଗିବି ନାହିଁ: ରାହୁଲ

ନୂଆଦିଲ୍ଳୀ,୧୪।୧୨: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏବେ ତାଙ୍କ କଥାରେ ଅଡି ବସିଛନ୍ତି। ‘ରେପ୍‌ ଇନ୍‌ ଇଣ୍ଡିଆ’ ଉକ୍ତିକୁ ନେଇ ସେ କେବେବି ଭୁଲ୍‌ ମାଗିବେ ନାହିଁ ବୋଲି କହିଛନ୍ତି। କାରଣ ଏହା ସତ। ତେଣୁ ସେ ସତ ପାଇଁ କ୍ଷମା…

ନାଗରିକତା ଆଇନକୁ ନେଇ ବିରୋଧ ଜାରି: ବସ୍‌ରେ ନିଆଁ ଲଗାଇଲେ ପ୍ରଦର୍ଶନକାରୀ

କୋଲକାତା,୧୪।୧୨: ନାଗରିକତା ସଂଶୋଧନ ଆଇନକୁ ନେଇ ପଶ୍ଚିମବଙ୍ଗର ବିଭିନ୍ନ ସହରରେ ବିରୋଧ ପ୍ରଦର୍ଶନ ଜାରି ରହିଛି। ଶନିବାର ପ୍ରଦର୍ଶନକାରୀମାନେ ମୁର୍ଶିଦାବାଦର ସାଗରଦିଘି ଅଞ୍ଚଳର ମହିଷାସୁର ଷ୍ଟେଶନରେ ଭଙ୍ଗାରୁଜା କରିବା ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଅମିତ ଶାହାଙ୍କ କୁଶପୁତ୍ତଳିକା ଦାହ…

ମୋଦିଙ୍କ ଶାସନରେ ବେକାର ସମସ୍ୟା, ମହଙ୍ଗା ଦର ଏବଂ ଛଟେଇ ବଢ଼ି ଚାଲିଛି: ପ୍ରିୟଙ୍କା

ନୂଆଦିଲ୍ଲୀ,୧୪।୧୨: କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭାରତ ବଚାଓ ରାଲିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କଡ଼ା ସମାଲୋଚନା କରିଛନ୍ତି। ସେ କହିଛନ୍ତି ମୋଦି ସରକାରଙ୍କ ଶାସନରେ ଦେଶରେ ବେକାର ସମସ୍ୟା ବୃଦ୍ଧି ପାଇଛି। ଗତ ୪୫ ବର୍ଷ ମଧ୍ୟରେ ଏହା ସର୍ବୋଚ୍ଚ…

ଉତ୍ତରପୂର୍ବରେ କୋହଳ ହେଲା କର୍ଫ୍ୟୁ, ବନ୍ଦ ରହିଛି ଇଣ୍ଟରନେଟ ସେବା

ଗୁଆହାଟୀ,୧୪।୧୨: ନାଗରିକତା ସଂଶୋଧନ ବିଲ୍‌ (ସିଏବି)କୁ ନେଇ ଉତ୍ତରପୂର୍ବ ଭାରତରେ ଆନ୍ଦୋଳନର ନିଆଁ ତେଜିବାରେ ଲାଗିଥିବା ବେଳେ ଦେଶର ବିଭିନ୍ନ ସ୍ଥାନରେ ଏବେ ବି ବିରୋଧ ପ୍ରଦର୍ଶନ ଜାରି ରହିଛି। ଆସାମ ଓ ତ୍ରିପୁରାରେ ଏବେ ବି ସେନା ମୁତୟନ ହେବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri